OAS - The Sakala
ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ୨୦୨୩-୨୪ର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ମୋଟ୍ ମୋଟ ୩୯୮ ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଟପ୍ପର ହୋଇଛନ୍ତି । ଦ୍ବିତୀୟ ସ୍ଥାନରେ ଅନନ୍ୟା ମିଶ୍ର ରହିଥିବା ବେଳେ ତୃତୀୟ ସ୍ଥାନରେ ଶୋଭନ ପଟ୍ଟନାୟକ ରହିଛନ୍ତି। ଟପ୍‌ ଟେନ୍‌ରେ ଅନନ୍ୟା ମିଶ୍ର ଏକମାତ୍ର ମହିଳା ରହିଛନ୍ତି। ୩୯୮ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୪ ଜଣ ମହିଳା ରହିଛନ୍ତି।
[wp-embedder-pack width=”100%” height=”400px” download=”all” download-text=”” attachment_id=”159653″ /]
ଅକ୍ଟୋବର ୨୭ତାରିଖରେ ଓଏଏସ୍‌ ପ୍ରିଲିମିନାରୀ ପରୀକ୍ଷା, ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର : ଅକ୍ଟୋବର ୨୭ରେ ଓଏଏସ ପ୍ରିଲିମିନାରୀ ପରୀକ୍ଷା । ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ନେଇ ଓପିଏସସିରୁ ବିଜ୍ଞପ୍ତି ପ୍ରକାଶ । ଓଡିଶା ଲୋକସେବା ଆୟୋଗ କରୁଛି ଏହି ପରୀକ୍ଷା । ପ୍ରିଲିମିନାରୀ ପରୀକ୍ଷା ପାଇଁ ଓପିଏସସିର ବିଜ୍ଞପ୍ତି ପ୍ରକାଶ ପାଇଛି । ପରୀକ୍ଷା ସମ୍ପର୍କରେ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.in ରେ ଲଗ ଅନ କରିବାକୁ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ: ଟପ୍ ୧୦ରେ ୭ପୁରୁଷ ୩ ମହିଳା, ମୋଟ ୧୫୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ
ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଫଳ (OAS) । ୨୦୧୯ OAS ପରୀକ୍ଷାରେ ଟପ୍ପର ହୋଇଛନ୍ତି ଅଶ୍ୱିନୀ କୁମାର ପଣ୍ଡା । ୨୫ ହଜାର ୭୮୦ ଜଣ ପରୀକ୍ଷା ଦେଇଥିବା ବେଳେ ୧୮ ଶହ ୮୦ ଜଣ ଲିଖିତ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ସେଥିରୁ ୧୬ ଶହ ୧୦ ଜଣ ପରୀକ୍ଷା ଦେଇଥିଲେ । ଯେଉଁଥିରୁ ମୋଟ ୧୫୩ ଜଣ କୃତକାର୍ଯ୍ଯ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬ ଜଣ ମହିଳା ଅଛନ୍ତି । ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୭ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଦ୍ୱିତୀୟରେ ଅଙ୍କୁର ଅଭିଳାଷ, ତୃତୀୟରେ ରଶ୍ମିରେଖା ପାତ୍ର ଥିବା ବେଳେ ଚତୁର୍ଥ, ପଞ୍ଚମ ସ୍ଥାନରେ ସୌମ୍ୟରଞ୍ଜନ ପ୍ରଧାନ ଓ ସିଦ୍ଧେଶ୍ୱର ନାୟକ ରହିଛନ୍ତି।
[wp-embedder-pack width=”100%” height=”400px” download=”all” download-text=”” attachment_id=”23981″ /]
କରୋନା ମୁକାବିଲା: ୧୨ ଓଏଏସ୍‌ ଅଧିକାରୀଙ୍କୁ ପଶ୍ଚିମ ଓଡ଼ିଶା ଦାୟିତ୍ବ
ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ପଶ୍ଚିମ ଓଡ଼ିଶାରେ ମଧ୍ଯ କ୍ରମାଗତ ଆକ୍ରାନ୍ତଙ୍କ ସଂଖ୍ଯାରେ ବୃଦ୍ଧି ଘଟୁଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ଯସରକାର ୧୨ ଓଏଏସ୍‌ ଅଧିକାରୀଙ୍କୁ ପଶ୍ଚିମ ଓଡ଼ିଶା ଦାୟିତ୍ବ ଦେଇଛନ୍ତି।ବିବେକାନନ୍ଦ ସାହୁ, ହେମନ୍ତ ସିଂହ ଓ ଶ୍ବେତ କୁମାର ଦାସଙ୍କୁ ନୂଆପଡ଼ା ଦାୟିତ୍ବ  ଦିଆଯାଇଛି। ଅଯୋଧ୍ୟାକାନ୍ତ ଶତପଥୀ ଓ ଦିଲ୍ଲୀପ ମହାପାତ୍ରଙ୍କୁ  ବଲାଙ୍ଗୀର ଦାୟିତ୍ବ। ଦୁର୍ଗା ପ୍ରସାଦ ମହାପାତ୍ର ଓ ଧିରେନ୍ଦ୍ରନାଥ କରଙ୍କୁ ବରଗଡ଼ ଦାୟିତ୍ବ। ମଧୁସୂଦନ ବେହେରା, ପ୍ରଭାତ ସାହୁ ଓ ସନ୍ତୋଷ ଦାସଙ୍କୁ ସମ୍ବଲପୁର ଦାୟିତ୍ବରେ ପଠାଯାଇଥିବା ବେଳେ ଆଶିଷ ଜେନା ଓ ଦେବାଶିଷ ପଟ୍ଟନାୟକଙ୍କୁ  ସୁନ୍ଦରଗଡ଼ ଦାୟିତ୍ବ ଦିଆଯାଇଛି।