'Ravana Podi' - The Sakala

ଆଜି ଭୁବନେଶ୍ବରରେ କେଉଁଠି ହେବ ରାବଣପୋଡି, ଜାଣନ୍ତୁ କେଉଁ କମିଟି ପାଇଛି ଅଗ୍ନିଶମ ବିଭାଗର ଅନୁମତି...
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏଥର ୧୨ଟି ବଦଳରେ ୭ଟି ସ୍ଥାନରେ ରାବଣପୋଡ଼ି ଆୟୋଜନ କରାଯାଉଛି।  ପାହାଳ ଥାନା ଅନ୍ତର୍ଗତ ନହରକଣ୍ଟା , ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା, ବଡଗଡ଼ ଥାନା ଅନ୍ତର୍ଗତ କୋରଡକଣ୍ଟା, ବଡଗଡ଼ ଥାନା ଅନ୍ତର୍ଗତ ବାଙ୍କୁଆଳ , ଇନ୍ଫୋଭ୍ୟାଲି ଥାନା ଅନ୍ତର୍ଗତ ଗୋପାଳପୁର, ଇନ୍ଫୋସିଟି ଥାନା ଅନ୍ତର୍ଗତ କିଟ ରୋଡ଼ ଓ ଏୟାରଫିଲଡ଼ ଥାନା ଅନ୍ତର୍ଗତ କପିଳପ୍ରସାଦ ଫୁଟବଲ ପଡିଆ ଠାରେ ଆଜି ଅନୁଷ୍ଠିତ ହେବ ରାବଣ ପୋଡି।

ଭୁବନେଶ୍ୱରରେ କମିଶନରେଟ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ୭ ଟି ସ୍ଥାନରେ ରାବଣ ପୋଡି ପାଇଁ ଅନୁମତି ଦିଆଯାଇଛି । ଦର୍ଶକଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁନିଶ୍ଚିତ କରିବା ପାଇଁ ବରମୁଣ୍ଡା ପୂଜା ମଣ୍ଡପ ଠାରେ ଅଗ୍ନିଶମ ଅଧିକାରୀ ମାନେ ଯାଞ୍ଚ କରିଛନ୍ତି । ବାଣ ଫୁଟିବା ସ୍ଥାନ ଠାରୁ ଶହେ ମିଟର ଦୂରରେ ଲୋକମାନେ ରହିବେ। ଏଥିପାଇଁ ବ୍ୟାରିକେଡ କରାଯାଇଛି । ବିଶେଷ ଶବ୍ଦ ପ୍ରଦୂଷଣ ନହେବା ପାଇଁ ଗ୍ରୀନ କ୍ରାକର୍ ର ବ୍ୟବହାର ପାଇଁ ପୂର୍ବରୁ ପୂଜା କମିଟି ଗୁଡିକୁ ନିର୍ଦ୍ଦେଶ ରହିଛି । କୌଣସି ଅଘଟଣ ଘଟିଲେ ରାବଣ ପୋଡି ହେଉଥିବା ସ୍ଥାନରେ ଫାୟାର ଫାଇଟର ମନେ ଆମ୍ବୁଲାନ୍ସ ସହ ରହିବେ ବୋଲି କହିଛନ୍ତି ଅଗ୍ନିଶମ ଅଧିକାରୀ।

ରାବଣପୋଡ଼ିରେ ହେବନାହିଁ ବାଣ ପ୍ରତିଯୋଗିତା: ହାଇକୋର୍ଟ
କଟକ: କଟକରେ ରାବଣପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ଏ ନେଇ ନର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯଇଛି। ରାବଣପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ପାଇଁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଟ୍ରାଫିକ ସୁପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।