Mumbai Building Fire - The Sakala

ମୁମ୍ବାଇରେ ଏକ କୋଠାରେ ଭୟାବହ ଅଗ୍ନିକାଣ୍ଡ; ୩ଶିଶୁଙ୍କ ସମେତ ୭ଜଣ ଜୀବନ୍ତ ଦଗ୍ଧ
ମୁମ୍ବାଇ: ମହାରାଷ୍ଟ୍ର ଚେମ୍ବୁର୍‌ ଅଞ୍ଚଳର ଏକ କୋଠାରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଗୋଟିଏ ପରିବାରର ୩ଶିଶୁଙ୍କ ସମେତ ୭ଜଣ ଜୀବନ୍ତ ଜଳିଗଲେ । ସର୍ଟସର୍କିଟ ପରେ ପୂରା ବିଲ୍ଡିଂକୁ ନିଆଁ ବ୍ୟାପିଯାଇଥିବା ନେଇ ସୂଚନା । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀର ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅନେକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ଦୋକାନ ଏବଂ ଘରେ ଥିବା ସମସ୍ତ ସାମଗ୍ରୀ ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ପୁଲିସ ମାମଲାର ତଦନ୍ତ ଜାରି ରଖିଛି।

ସୂଚନା ଅନୁସାରେ, ଆଜି ସକାଳୁ ମୁମ୍ବାଇ ଚେମ୍ବୁର ଅଞ୍ଚଳର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଘରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଥିଲା। ଭୋର୍‌ ସାଢ଼େ ୪ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ତିନି ଜଣ ଛୋଟ ଛୁଆ ମଧ୍ୟ ଅଛନ୍ତି।