Chemistry - The Sakala

ରସାୟନ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
ନୂଆଦିଲ୍ଲୀ: ରସାୟନ ବିଜ୍ଞାନରେ ୩ ଜଣ ପାଇବେ ନୋବେଲ ପୁରସ୍କାର। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ ଲାଗି ୩ ଜଣଙ୍କୁ ମିଳିବ ସମ୍ମାନଜନକ ନୋବେଲ। ସେମାନେ ହେଲେ ଡାଭିଡ ବକର, ଡେମିସ ହସାବିସ ଓ ଜନ ଏମ. ଜମ୍ପର। ଏନେଇ ଘୋଷଣା କରିଛି ରୟାଲ ସୁଇଡିସ ଏକାଡେମି। ରସାୟନ ବିଜ୍ଞାନ ଲାଗି ମିଳୁଥିବା ନୋବେଲ ପ୍ରାଇଜର ଅଧାଭାଗ ପାଇବେ ଡାଭିଡ ବକର। ଅନ୍ଯ ଦୁଇଜଣ ଡେମିସ ହସାବିସ ଓ ଜନ. ଏମ ଜମ୍ପର ଅଧା ଭାଗ ପାଇବେ। ଆମେରିକାର ୱାଶିଂଟନ ବିଶ୍ବବିଦ୍ୟାଳୟର ଡାଭିଡ ବକର। ସେହିପରି ପ୍ରୋଟିନ ସଂରଚନା ଲାଗି ଗୁଗଲ ଡିପମାଇଣ୍ଡ, ଲଣ୍ଡନର ଡେମିସ ହସାବିସ ଓ ଜନ ଜମ୍ପର ନୋବେଲ ପାଇବେ। ଗତବର୍ଷ ଏହି ବର୍ଗରେ ନୋବେଲ ପାଇଥିଲେ ମୌଙ୍ଗି ଜି. ବାୱେଣ୍ଡି, ଲୁଇ ଇ. ବ୍ରୁସ ଓ ଆଲେକ୍ସି ଏକିମୋଭ।