Buddhaditya Mohanty - The Sakala

ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ
ଭୁବନେଶ୍ବର: ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି।

ବୁଦ୍ଧାଦିତ୍ୟ ମହାନ୍ତି କେବଳ ଓଲିଉଡ୍‌ ନୁହେଁ‌; ବଲିଉଡ୍‌ରେ ବି ଏକ ଚିହ୍ନା ନାମ। ପ୍ରଥମେ ହିନ୍ଦୀ ଧାରାବାହିକରେ ଅବତୀର୍ଣ୍ଣ ହୋଇ ସମୟକ୍ରମେ ଓଲଉଡ୍‌କୁ ଆସିଥିଲେ ସେ। ଓଡ଼ିଆ ରିୟାଲିଟି ସୋ’ ‘ସାଧବ ବୋହୂ’ ଜରିଆରେ ଘରେ ଘରେ ପ୍ରିୟ ପାଲଟି ପାରିଛନ୍ତି ଏହି କଳାକାର। ‘ନନ୍ଦିନୀ ଆଇ ଲଭ୍‌ ୟୁ’, ‌‘ପ୍ରେମ ରୋଗୀ’, ‘ପ‌ଗଳ କରିଛି ପାଉଁଜି ତୋର’ ଆଦି ମନଛୁଆଁ ଚଳଚ୍ଚିତ୍ରରେ ଅଭିନୟ କରି ସେ ପାଲଟି ଯାଇଛନ୍ତି ଓଲିଉଡ୍‌ର ମଉଡ଼ମଣି।

ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ
ଭୁବନେଶ୍ବର: ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଥାନାରେ ଏତଲା । ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲା ଛାତ୍ର କଂଗ୍ରେସ । ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ପୋଷ୍ଟ କରିଥିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । ଯାହାର ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ନାଁରେ ଏତଲା ଦିଆଯାଇଛି ।

ନିଜ ଫେସବୁକ ପୋଷ୍ଟରେ ବୁଦ୍ଧାଦିତ୍ୟ ଲେଖିଥିଲେ ବିଷ୍ଣୋଇ, ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ ଗାନ୍ଧୀଙ୍କ ପାଳି । ଏହି ପୋଷ୍ଟକୁ ନେଇ ସୋସିଆଲ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ସୃଷ୍ଟି ହୋଇଥିଲା । ଏଭଳି ମନ୍ତବ୍ୟ ପାଇଁ ଓଡ଼ିଶା ଛାତ୍ର କଂଗ୍ରେସ ଥାନାରେ ଅଭିଯୋଗ କରିବା ସହିତ ତୁରନ୍ତ ବୁଦ୍ଧାଦିତ୍ୟଙ୍କୁ ଗିରଫ ପାଇଁ ଦାବି କରିଛି ।