journalist - The Sakala

ବଢ଼ିଲା କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ରାଶି, ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ହେଲା ବୃଦ୍ଧି
ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଆଜି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।

ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।

ରାଜ୍ୟ ସରକାର ଗୋପବନ୍ଧୁ କର୍ମୀଜୀବୀ ସମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା କରିଛନ୍ତି । ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି । ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ। ସାମ୍ୱାଦିକମାନେ ସଚେତନ ସମାଜ ଗଠନ ପାଇଁ କାମ ଜାରି ରଖନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାମ୍ୱାଦିକଙ୍କୁ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସାମ୍ବାଦିକମାନେ ଦ୍ବିତୀୟ ଡୋଜ୍ ନେବାର ୯ ମାସ ପରେ ନେଇପାରିବେ ପ୍ରିକସନ୍ ଡୋଜ୍ , ଆବଶ୍ୟକ ପଡିଲେ କରାଯିବ ସ୍ବତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ବର: ରାଜ୍ଯରେ କରୋନା ଆକ୍ରାନ୍ତାଙ୍କ ସଂଖ୍ଯା ବୃଦ୍ଧି ପାଇଥିବା ବେଳେ ଟିକାକରଣକୁ ଆହୁରି ଜୋର ଦାର କରାଯାଇଛି। ଯେଉଁମାନେ ଦ୍ବିତୀୟ ଡୋଜ୍ ନେବାର ୯ ମାସ ହୋଇଯାଇଥିବ ସେମାନେ ପ୍ରିକସନ୍ ଡୋଜ୍ ନେଇପାରିବେ । ଯେତେଶୀଘ୍ର ସମ୍ଭବ ଟିକାକରଣ ଶେଷ କରାଯିବ ବୋଲି ରାଜ୍ଯ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି । ସେ ଆହୁରି ମଧ୍ଯ କହିଛନ୍ତି ଯେ ସାମ୍ବାଦିକମାନଙ୍କୁ କୋଭିଡ୍ ଯୋଦ୍ଧା ଭାବେ ପରିଗଣିତ କରାଯାଉଛି । ପ୍ରିକସନ୍ ଡୋଜ୍ ନେବା ପାଇଁ ଆବଶ୍ୟକ ପଡିଲେ ସାମ୍ବାଦିକମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ।

ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ମୋଟ୍ ୫ କୋଟି ୪୯ ଲକ୍ଷ ୮ ହଜାର ୬୧୯ ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ଯରୁ ପ୍ରଥମ ଡୋଜ ୩ କୋଟି ୧୪ ଲକ୍ଷ ୧ ହଜାର ୧୪୧, ଉଭୟ ଡୋଜ ୨ କୋଟି ୩୨ ଲକ୍ଷ ୧୯ ହଜାର ୨୯୭, ୧୫ରୁ ୧୮ ବର୍ଷ ବୟସ୍କଙ୍କୁ ୧୧ ଲକ୍ଷ ୭୯ ହଜାର ୪୫୨ ଡୋଜ ଟିକା ବା ଲକ୍ଷ୍ୟର ୫୦ ପ୍ରତିଶତ ଏବଂ ୨ ଲକ୍ଷ ୮୮ ହଜାର ୧୮୧ ପ୍ରିକସନ୍ ଡୋଜ୍ ଦିଆଯାଇଛି ବୋଲି ବିଜୟ ପାଣିଗ୍ରାହୀ କହିଛନ୍ତି ।

ଗଣମାଧ୍ୟମ ସଂସ୍ଥାର ଭିଜୁଆଲ ଏଡିଟରଙ୍କୁ ଅପହରଣ, ଜଣେ କିନ୍ନରଙ୍କ ସହ ୩ ଅଟକ
ଭୁବନେଶ୍ୱର: ନୂଆପଲ୍ଲୀ ଥାନା ଅଞ୍ଚଳରୁ ଏକ ଗଣମାଧ୍ୟମ ସଂସ୍ଥାର ଭିଜୁଆଲ ଏଡିଟରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ରାଜେନ୍ଦ୍ର ସାହୁ। ତାଙ୍କ ଅଭିଯୋଗ ଆଧାରରେ ପୁଲିସ ଜଣେ କିନ୍ନରଙ୍କ ସହ ୨ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।

ସୂଚନା ଅନୁସାରେ, ରାଜେନ୍ଦ୍ରଙ୍କୁ କିଛି ଯୁବକ ଜଣେ ଯୁବତୀଙ୍କୁ ବିବାହ କରିବାକୁ ବାଧ୍ୟ କରିଥିଲେ। ରାଜେନ୍ଦ୍ର ତାଙ୍କୁ ବିବାହ କରିବାକୁ ମନା କରିବାରୁ ତାଙ୍କୁ ନୂଆପଲ୍ଲୀ ସ୍ଥିତ ଘରୁ ଉଠାଇ ନେଇଯାଇଥିଲେ। ଜଣେ କିନ୍ନର ଏବଂ ଦୁଇ ଜଣ ଯୁବକ ତାଙ୍କୁ ଉଠାଇ ନେଇ ଭରତପୁରର ଏକ ବସ୍ତିକୁ ନେଇଥିଲେ। ସେଠାରେ ଥିବା ଏକ ଘରେ ତାଙ୍କୁ ରଖି ମାଡ଼ ମାରିବା ସହ ଯୁବତୀଙ୍କୁ ବିବାହ କରିବା ପାଇଁ କହିଥିଲେ। ଶେଷରେ ସେ ରାଜି ହେବା ପରେ ତାଙ୍କୁ ଛାଡ଼ି ଦେଇଥିଲେ। ଏନେଇ ରାଜେନ୍ଦ୍ର ନୂଆପଲ୍ଲୀ ଥାନାରେ ଅଭିଯୋଗ କରିବାରୁ ପୁଲିସ ଜଣେ କିନ୍ନରଙ୍କ ସହ ୨ ଯୁବକଙ୍କୁ କାବୁ କରିଛି।

ବୃଦ୍ଧି ହେବ ସାମ୍ବାଦିକଙ୍କ ବୀମା ରାଶି, ପେନ୍‍ସନ୍‍ ଯୋଜନା କାର୍ଯ୍ୟକାରୀ କରିବାକୁ ନିଆଯିବ ପଦକ୍ଷେପ
ଭୁବନେଶ୍ୱର: ରାଜ୍ୟ ସରକାର ସାମ୍ବାଦିକଙ୍କ କଲ୍ୟାଣ ପାଇଁ ସର୍ବଦା ଚେଷ୍ଟିତ ଅଛନ୍ତି। ଆଗାମୀ ଦିନରେ ରାଜ୍ୟରେ ସାମ୍ବାଦିକମାନଙ୍କ ସାମାଜିକ ନିରାପତ୍ତା ସମ୍ପର୍କିତ ପଦକ୍ଷେପକୁ ତ୍ୱରାନ୍ୱିତ କରାଯାଇ କାର୍ଯ୍ୟକାରୀ କରାଯିବ। ଏହି ପ୍ରରିପେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ସ୍ୱାସ୍ଥ୍ୟ ବୀମାରାଶିର ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷକୁ ବୃଦ୍ଧି କରାଯିବା ସହ ପେନ୍‍ସନ୍‍ ଓ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ସମାରୋହରେ ମୁଖ୍ୟ ଅତିଥି ବାବେ ଯୋଗଦେଇ ଶ୍ରୀ ମଙ୍ଗରାଜ କହିଥିଲେ ଯେ, ରାଜ୍ୟ ସରକାର ସାମ୍ବାଦିକମାନଙ୍କ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ଓୟୁଜେ ପକ୍ଷରୁ ଉଠାଯାଇଥିବା ଦାବି ଉପରେ ପଦକ୍ଷେପ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‍ଶୀଘ୍ର ବୀମା ରାଶିର ପରିମାଣକୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ସହ ପେନ୍‍ସନ୍‍ ବ୍ୟବସ୍ଥା ଲାଗୁ ନେଇ ପଦକ୍ଷେପ ନିଆଯିବ। ଏନେଇ ଆମେ ଦୁଇଟା ରାଜ୍ୟର ରିପୋର୍ଟକୁ ଅନୁଧ୍ୟାନ କରୁଛୁ। ଖାଲି ପେନ୍‍ସନ୍‍ ନୁହେଁ ବରଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକାରୀ କରିବାକୁ ପ୍ରୟାସ କରାଯିବ। ସାମ୍ବାଦିକଙ୍କ ଯେଉଁ ଦାବି ହେଉଛି ସେହି ବାବଦରେ ବିଭିନ୍ନ ରାଜ୍ୟ ଗସ୍ତକରି ସେଠାରେ କାର୍ଯ୍ୟକାରୀ ହେଉଥିବା ଯୋଜନାକୁ ଅନୁଧ୍ୟାନ କରିବା ସହ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପାଇଁ ତିନୋଟି ପ୍ରତିନିଧି ଦଳଙ୍କୁ ପଠାଯିବ। ରିପୋର୍ଟ ମିଳିବା ପରେ ଏ ବାବଦରେ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ସୂଚନା ଦେଇଥିଲେ। ସେହିପରି ଡିଜିଟାଲ ମିଡିଆ ବାବଦରେ ଖୁବ୍‍ଶୀଘ୍ର ଏକ ନୀତି ପ୍ରଣୟନ କରାଯିବ ବୋଲି ସେ କହିବା ସହ ଅଧିସ୍ୱୀକୃତି କମିଟି ବାବଦରେ ଖୁବ୍‍ଶୀଘ୍ର ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି କହିଥିଲେ। ମାଲକାନଗିରି ଜିଲ୍ଲାରେ ସାମ୍ବାଦିକମାନଙ୍କ ଗିରଫଦାରୀ ପ୍ରସଙ୍ଗରେ ସୂଚନା ଦେଇ ସେ କହିଥିଲେ ଯେ ରାଜ୍ୟ ସରକାର ଏ ବାବଦରେ ଏକ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବାକୁ ଯାଉଛନ୍ତି। ତଦନ୍ତ ରିପୋର୍ଟ ମିଳିବାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ଯେଉଁ ସାମ୍ବାଦିକଙ୍କର ବ୍ୟକ୍ତିଗତ ଗୁରୁତର ସ୍ୱାସ୍ଥ୍ୟଗତ ସମସ୍ୟା ରହୁଛି ସେମାନଙ୍କୁ ତ୍ୱରିତ୍‍ ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁଯାୟୀ ପଦକ୍ଷେପ ନିଆଯାଉଥିବା ଶ୍ରୀ ମଙ୍ଗରାଜ ସୂଚନା ଦେଇଥିଲେ। ବର୍ତ୍ତମାନ କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କା ଦେଖାଦେଇଥିବା ବେଳେ ସାମ୍ବାଦିକ ବନ୍ଧୁମାନେ ସତର୍କ ରହି ସରକାରଙ୍କ ଗାଇଡଲାଇନକୁ ଅନୁପାଳନ କରି ନିଜ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କର ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଗତକାଲି ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟରେ ଥିଲେ ଦୁଇ ଗଣମାଧ୍ୟମ ପ୍ରତିନିଧି । ବୋଟ୍ ଓଲଟି ପଡିବା ଯୋଗୁଁ ଭାସି ଯାଇଥିଲେ ଅରିନ୍ଦମ ଦାସ । ଆଉ ଦୁର୍ଭାଗ୍ୟବଶତଃ ଅରିନ୍ଦମଙ୍କ ଅକାଳ ବିୟୋଗ ହୋଇଥିଲା।

Hon'ble CM Shri. Naveen Patnaik has sanctioned Rupees Four Lakhs from the Odisha Working Journalist Welfare Fund to the family of journalist Late Shri. Arindam Das who passed away yesterday in a tragic incident. @CMO_Odisha @Naveen_Odisha @IPR_Odisha @MoSarkar5T

— Manas Mangaraj (@manasrmangaraj) September 25, 2021

ପଞ୍ଚଭୂତରେ ଲୀନ ହେଲେ ସାମ୍ବାଦିକ ଅରିନ୍ଦମ ଦାସ
ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲେ ସାମ୍ବାଦିକ ଅରିନ୍ଦମ ଦାସ । ତାଙ୍କ ଅକାଳ ବିୟୋଗ ପରେ କେନ୍ଦୁଝରରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଜନ୍ମମାଟିରେ କେନ୍ଦୁଝର ପାଟଣା ବ୍ଲକ ରାଜନଗର ରାଇକଳା ଗ୍ରାମରେ ଶୋକାକୂଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି । କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ । ଅରିନ୍ଦମଙ୍କ ପତ୍ନୀ ଓ ମା’ ସମ୍ପୂର୍ଣ୍ଣ ବାକଶୂନ୍ୟ ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ବୈତରଣୀ ନଦୀକୂଳରେ ଅରିନ୍ଦମଙ୍କ ଶେଷକୃତ୍ୟ ହୋଇଛି ।  ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ପାଟଣା ବିଧାୟକ ଜଗନ୍ନାଥ ନାଏକ, ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ।

ଉଲ୍ଲେଖଯୋଗ୍ୟ, ଗତକାଲି ହାତୀ ଉଦ୍ଧାର ବେଳେ ଓଡ୍ରାଫ୍ ବୋଟ୍ ଓଲଟି ଯାଇଥିଲା। ବୋଟ୍ ଓଲଟିବା ପରେ ଭାସି ଯାଇଥିବା ଗଣମାଧ୍ୟମ ପ୍ରତିନିଧି ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଥିଲା। ବୋଟ୍ ଓଲଟିବା ପରେ ଓଡ୍ରାଫ୍ ଟିମ୍ ସହ ଘରୋଇ ଟିଭି ଚ୍ୟାନେଲର ପ୍ରତିନିଧି ଓ କ୍ୟାମେରାମ୍ୟାନ ଭାସି ଯାଇଥିଲେ । ଭାସିଯିବାର କିଛି ସମୟ ପରେ ଖୋଜାଖୋଜି ଆରମ୍ଭ ହୋଇଥିଲା । ଦେଶୀ ଡଙ୍ଗାରେ ଅରିନ୍ଦମଙ୍କୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ପରବର୍ତ୍ତୀ ସମୟରେ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଥିଲା। ୨ ଗଣମାଧ୍ୟମ ପ୍ରତିନିଧିଙ୍କ ଅବସ୍ଥା ଗୁରୁତର ରହିଥିଲା। ଏହି ଅଘଟଣରେ ଅରିନ୍ଦମ ଦାସଙ୍କ ଅକାଳ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି ।

ସାମ୍ୱାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ୱିତୀୟ ଡୋଜ୍
ଭୁବନେଶ୍ୱର: ରାଜଧାନୀରେ ଆରମ୍ଭ ହେବ ସାମ୍ୱାଦିକଙ୍କୁ ଟିକାକରଣ କାର୍ଯ୍ଯକ୍ରମର ଦ୍ୱିତୀୟ ପର୍ଯ୍ଯାୟ । ଭୁବନେଶ୍ୱର ମ୍ୟୁନସିପାଲଟି କର୍ପୋରେସନ୍ ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ଯକ୍ରମରେ ଅପରାହ୍ଣ ୩ ଘଣ୍ଟିକାରୁ ସନ୍ଧ୍ୟା ୬ ଘଣ୍ଟିକା ପର୍ଯ୍ଯନ୍ତ ରାଜ୍ୟ ସରକାରଙ୍କ ଗୋପବନ୍ଧୁ କାର୍ଯ୍ଯରତ ସାମ୍ବାଦିକ ସ୍ୱାସ୍ଥ୍ୟବୀମା କାର୍ଡ଼ଧାରୀ ସାମ୍ବାଦିକମାନେ ଏହି ଟିକାକରଣ କାର୍ଯ୍ଯକ୍ରମରେ ଟିକା ପାଇପାରିବେ ।

ବିଏମସି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆଇଆରସି ଭିଲେଜ ନୟାପଲ୍ଲୀ ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଏହି ୨ୟ ଡୋଜ ଟିକା ପ୍ରଦାନ କରାଯିବ। ଯେଉଁମାନେ ପୂର୍ବରୁ ଅନୁଷ୍ଠିତ ସ୍ୱତନ୍ତ୍ର ଟିକାକରଣ କାର୍ଯ୍ଯକ୍ରମରେ ପ୍ରଥମ ଡୋଜ ଟିକା ନେଇଛନ୍ତି ସେମାନଙ୍କୁ ଏହି ଠାରେ ୨ୟ ଡୋଜ ଟିକା ପ୍ରଦାନ କରାଯିବ। ଏହି କାର୍ଯ୍ଯକ୍ରମ ଆସନ୍ତା ସୋମବାର (୭ତାରିଖ) ଓ ମଙ୍ଗଳବାର(୮ତାରିଖ) ସକାଳ ୯ଟା ୩୦ମିନିଟ ଠାରୁ ଦିନ ଗୋଟାଏ ଓ ଅପରାହ୍ଣ ୩ଟାରୁ ୬ଟା ପର୍ୟ୍ୟନ୍ତ ଟିକାକରଣ ଚାଲୁ ରହିବ। ଏଣୁ ନିର୍ଦ୍ଧାରିତ ସ୍ଥାନ ଓ ସମୟରେ ଉପସ୍ଥିତ ରହି ଟିକା ନେବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି । ଟିକା ନେବାକୁ ଥିବା ସାମ୍ବାଦିକମାନଙ୍କ ତାଲିକା ବିଏମସି ପକ୍ଷରୁ ଦିଆଯିବ। ଏଣୁ ସେହି ତାଲିକା ଅନୁସାରେ ସାମ୍ବାଦିକମାନେ ଉପସ୍ଥିତ ରହିବାକୁ ଅନୁରୋଧ।

ରାଜ୍ୟରେ ଆରମ୍ଭ ହେଲା ସାମ୍ବାଦିକଙ୍କ ଟିକାକରଣ ପ୍ରକ୍ରିୟା
ଭୁବନେଶ୍ବର: ସାମ୍ବାଦିକ ମାନଙ୍କୁ ରାଜ୍ୟ ସରକାର ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିବା ପରେ ସୋମବାର ଦିନ ସେମାନଙ୍କ ଟିକା କରଣ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ବିଏମସି ପକ୍ଷରୁ ସାମ୍ବାଦିକଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର କ୍ୟାମ୍ପ କରାଯାଇଛି। ଭୁବନେଶ୍ବର କଟକରୋଡ୍ ଯାତ୍ରୀ ନିବାସରେ ସାମ୍ବାଦିକଙ୍କୁ ଟିକାକରଣ ପାଇଁ ଆୟୋଜିତ ହୋଇଛି ସ୍ବତନ୍ତ୍ର କ୍ୟାମ୍ପ ।

ସୂଚନା ଅନୁଯାୟୀ, ସକାଳ ୧୧ ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ୧୮ ରୁ ୪୪ ବର୍ଷୀୟ ସାମ୍ବାଦିକଙ୍କୁ ଟିକା କରଣ କରାଯିବ। ସେହିପରି ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ୪୫ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ସାମ୍ବାଦିକମାନକୁ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସଂପୃକ୍ତ ସାମ୍ବାଦିକମାନେ ଆଧାର କାର୍ଡ଼ ସହ ସେମାନଙ୍କ ସାମ୍ବାଦିକ ପରିଚୟପତ୍ର ନେଇ ଟିକା ପାଇଁ ଅଫଲାଇନ୍ ରେଜିଷ୍ଟ୍ରେସନ କରିପାରିବେ ।

ଗତକାଲି ସାମ୍ବାଦିକମାନଙ୍କୁ ସମ୍ମାନ ଜଣାଇ କରୋନା ସମ୍ମୁଖ ଯୋଦ୍ଧାର ମାନ୍ୟତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଦ୍ୱାରା ରାଜ୍ୟର ୬ ହଜାର ୯୪୪ ସାମ୍ବାଦିକ ଉପକୃତ ହେବେ। କରୋନା ଯୁଦ୍ଧରେ ସାମ୍ବାଦିକ ପ୍ରାଣ ହରାଇଲେ ତାଙ୍କ ପରିବାରକୁ ୧୫ଲକ୍ଷ ଟଙ୍କା ମିଳିବ। ଯାହାକୁ ପ୍ରଥମ ଲହର ବେଳେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହାବାଦ ଏଣିକି ସାମ୍ବାଦିକଙ୍କୁ ଅଗ୍ରାଧିକାର ଭିତ୍ତିରେ ଅନ୍ୟ କୋଭିଡ୍ ଯୋଦ୍ଧାଙ୍କ ଭଳି ଟିକାକରଣ କରାଯିବ ବୋଲି କୁହାଯାଇଥିଲା।

କରୋନାରେ ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆଙ୍କ ଦେହାନ୍ତ
ସମ୍ବଲପୁର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ବେଳେ ମୃତ୍ୟୁ ମାମଲା ମଧ୍ୟ ବଢିବାରେ ଲାଗିଛି । କରାେନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ । ଏହି ପରିପ୍ରେକ୍ଷୀରେ ମହାମାରୀରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ ।

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆ । ଯିଏକି ସମ୍ବଲପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି ।

ସୂଚନା ଅନୁଯାୟୀ ଏହି ବରିଷ୍ଠ ସାମ୍ବାଦିକ ଜଣକ ଓଡିଆ ଗଣମାଧ୍ୟମ ସହ ଓତଃପ୍ରାେତ ଭାବେ ଜଡିତ । ତାଙ୍କର ଅନେକ ଖବର ମଧ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଛି । ତେବେ ସେ ନୂଆଦିଲ୍ଲୀ ସ୍ଥିତ ଜି ମିଡ଼ିଆରେ କାମ କରୁଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ଯାହା ପରେ ସେ ସମ୍ବଲପୁର ଫେରି ଆସି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

I am shocked with the tragic passing away of Senior Journalist Manas Ranjan Jayapuria to COVID. My condolences to his family. I pray to Lord Jagannath that he gives strength to the family at this time of pain. May his soul rest in peace. Om Shanti !

— Manas Mangaraj (@manasrmangaraj) April 29, 2021

ତାଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ। ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବା ସହ ପରିବାରକୁ ସାହସ ଦେବାକୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିବା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି । ମାନସ ଜୟପୁରିଆଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ମାନସ ମଙ୍ଗରାଜ।