Friday Rashiphala - The Sakala

ଶୁକ୍ରବାର ରାଶିଫଳ ( ୦୭-୧୧-୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରି ପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।

ଶୁକ୍ରବାର ରାଶିଫଳ (୩୧-୧୦-୨୦୨୫ )
ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ।

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ଭୁଲ୍‌ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ।

କର୍କଟ: ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। ଦୁର୍ଗା ଚାଳିଶା ପାଠ କରିବା ଭଲ। କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆଣିବେ।

କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ବଚନରେ ମଧୁରତା ରକ୍ଷା କରିବେ।

ବିଛା: ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ।

ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ।

ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ଭାଇ,ଭଉଣୀଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ।

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଉପଯୁକ୍ତ ନିର୍ଣ୍ଣୟ ନେବେ।

ମୀନ: ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ  ନେବେ। ସମସ୍ତ କାମ ସହଜରେ ପୂରା କରିବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ।

ଶୁକ୍ରବାର ରାଶିଫଳ ( ୧୭- ୧୦ - ୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।

ବୃଷ: ବନ୍ଧୁଙ୍କ ସହଯୋଗ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିପାରେ। ଦୀର୍ଘ ଦିନର ଆଶା ପୂରଣ ହେବ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ଆୟ ଓ ବ୍ୟୟ ସମାନ ରହିବ।

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ବନ୍ଧୁ ମିଳନ ଯୋଗ ରହିଛି।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ।  ପରିବାର ସହିତ ହସଖୁସିର ସମୟ ବିତାଇବେ।

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହୋଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ।

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଦାନ ଧର୍ମ କରନ୍ତୁ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।  ଉଧାର ଟଙ୍କା ଫେରି ପାଇବେ।

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଉଧାର ଟଙ୍କା ଫେରି ପାଇବେ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ଶୁକ୍ରବାର ରାଶିଫଳ ( ୧୨-୦୯-୨୦୨୫ )

ଶୁକ୍ରବାର ରାଶିଫଳ ( ୧୫-୦୮-୨୦୨୫ )
ମେଷ: ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ଜୀବନସାଥୀଙ୍କ ସହଯୋଗ ମିଳିପାରେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇବେ।

ବୃଷ: କୌଣସି କାର୍ଯ୍ୟ ବିଗିଡ଼ିପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ସ୍ବଭାବରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ। ନିବେଶ ଲାଗି ଉପଯୁକ୍ତ ସମୟ। ଦୀର୍ଘ ଦିନର ଆଶା ପୂରଣ ହେବ।

ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଭୁଲ୍‌ କାମରୁ ଦୂରେଇ ରହିବେ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୌଣସି କଥାକୁ ନେଇ ମନ ଉଣା ହୋଇପାରେ।

କର୍କଟ: ଦାନଧର୍ମରେ ଦିନଟି ଅତିବାହିତ କରିବେ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଗରିବଙ୍କୁ ସାହାଯ୍ୟ କରିବେ। ମାନସିକ ଶାନ୍ତି ମିଳିବ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ଅତିଥି ସତ୍କାର କରିପାରନ୍ତି।

ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। କାର୍ଯ୍ୟଧାରାରେ ପରିବର୍ତ୍ତନ ଆଣିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। କଳା ଓ ସଙ୍ଗୀତ ପ୍ରତି ରୁଚି ବଢ଼ିବ।

କନ୍ୟା: ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।

ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେଇପାରେ।

ବିଛା: ବାଦବିବାଦରୁ ଦୂରେଇ ରହିବେ। କାମରୁ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରେମ ସମ୍ପର୍କ ସୁଖମୟ ହେବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଆୟ ଓ ବ୍ୟୟ ସମାନ ରହିବ।

ଧନୁ: ଆତ୍ମବିଶ୍ବାସ ବଢ଼ିବ। କାମ କରିବାରେ ସକ୍ଷମ ହେବେ ନାହିଁ। କୌଣସି ସମସ୍ୟାରେ ପଡ଼ିପାରନ୍ତି। ନକାରାତ୍ମକ ଚିନ୍ତାଧାର ଦୂର ହେବ। ଅଫିସ ସହକର୍ମୀଙ୍କ ସହଯୋଗରେ କାମ ପୂରା କରିବେ।

ମକର: ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ବିଚଳିତ ହେବା ବ୍ୟର୍ଥ। ପରିବାର ଲୋକଙ୍କ ସହ ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିପାରେ।

କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ। ବିବାହ ବିଳମ୍ବ ହେବ।

ମୀନ: ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

ଶୁକ୍ରବାର ରାଶିଫଳ ( ୦୮-୦୮-୨୦୨୫ )

ଶୁକ୍ରବାର ରାଶିଫଳ ( ୧-୦୮-୨୦୨୫ )

ଶୁକ୍ରବାର ରାଶିଫଳ ( ୨୫-୦୭- ୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରି ପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।

ଶୁକ୍ରବାର ରାଶିଫଳ ( ୧୮- ୦୭- ୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରି ପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।

ଶୁକ୍ରବାର ରାଶିଫଳ ( ୧୩-୦୬-୨୦୨୫ )
ମେଷ: ବନ୍ଧୁଙ୍କ ସହଯୋଗ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ଅର୍ଥପ୍ରାପ୍ତି ଯୋଗ ଅଛି। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହୋଇପାରେ। ଆୟ ବ୍ୟୟ ସମାନ ରହିବ। ଦାନ ଧର୍ମ କରିବେ।

ବୃଷ: ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି।

ମିଥୁନ: ଅଫିସ୍‌ରେ ନୂଆ ଦାୟିତ୍ବ ମିଳିପାରେ। ଘର ପାଇଁ ନୂଆ ଜିନିଷ କିଣିବେ। ବ୍ୟବସାୟରେ ଲାଭ ହେବ। ମାର୍କେଟିଂ ସହ ଜଡ଼ିତ ଲୋକଙ୍କୁ ସଫଳତା ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କର୍କଟ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବାପାମାଆଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିରୋଧୀ କାମରେ ବାଧା ଦେବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ।

ସିଂହ: ଭାଇଭଉଣୀଙ୍କ ସାହାଯ୍ୟ ମିଳିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ସମୟ ପୂର୍ବରୁ କାମ ପୂରା କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନସାଥୀଙ୍କ ସହ ସୁନ୍ଦର ସମୟ ଅତିବାହିତ କରିବେ।

କନ୍ୟା: ଯାତ୍ରାରୁ ଲାଭ ହେବ। କୌଣସି କାର୍ଯ୍ୟକୁ ପୂରା କରିବାରେ ପଡ଼ୋଶୀ ସହାୟତା କରିବେ। ମହିଳାମାନେ କର୍ମଚଞ୍ଚଳ ରହିବେ। ଆଧ୍ୟାତ୍ମିକ ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ।

ତୁଳା: ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ସମସ୍ୟା ଦେଖା ଦେଇପାରେ। ଯାନବାହନ ଚାଳନା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥା ଚିନ୍ତା ବଢ଼ାଇପାରେ।

ବିଛା: ମାନସିକ ଚିନ୍ତା ଦୂର ହେବ। ସମାଜସେବା ଲାଗି ସମ୍ମାନିତ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ସମ୍ବନ୍ଧ ମଜଭୁତ ହେବ। ପିଲାମାନେ ଖେଳରେ ସମୟ ବିତାଇବେ।

ଧନୁ: ବ୍ୟବସାୟରେ ଉନ୍ନତି ଘଟିପାରେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ମନ ପ୍ରସନ୍ନ ରହିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀ ସମ୍ମାନିତ କରିବେ। ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।

ମକର: କାମ ବୋଝ ଅଧିକ ରହିବ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ପରିବାରକୁ ନେଇ କୌଣସି ବଡ଼ ନିଷ୍ପତ୍ତି ନେବେ। କ୍ୟାରିୟରକୁ ଆଗକୁ ନେବା ପାଇଁ ନୂଆ ସୁଯୋଗ ମିଳିବ।

କୁମ୍ଭ: ଶୁଭ ଖବର ମିଳିବ। ଘରକୁ ଅତିଥିଙ୍କ ଆଗମନ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ମହିଳା ବନ୍ଧୁଙ୍କ ସହଯୋଗ ମିଳିବ। ପରିବାର ସହ ସମୟ ବିତାଇବେ।

ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀମାନେ ଖେଳକୁଦ ଓ ମନୋରଞ୍ଜନରେ ସମୟ ଅତିବାହିତ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଶୁକ୍ରବାର ରାଶିଫଳ ( ୨୩-୦୫- ୨୦୨୫ )
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।

ଶୁୁକ୍ରବାର ରାଶିଫଳ ( ୧୮-୦୪- ୨୦୨୫ )
ମେଷ: ଚକ୍ଷୁ ପାଇଁ କଷ୍ଟ ପାଇପାରନ୍ତି। ଆର୍ଥିକସ୍ଥିତିରେ ସୁଧାର ଆସିବ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାମାନେ ପଢ଼ାରେ ଧ୍ୟାନ ଦେବେ।

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦିନଟି ହସଖୁସିରେ ବିତିବ।

ମିଥୁନ: ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ଆଶା କରିଥିବା ଦିଗରୁ ଧନ ମିଳିବ। ସନ୍ତାନଙ୍କ ଉଚ୍ଚ ଶିକ୍ଷା ପାଇଁ ଅଭିଭାବକ ଯୋଜନା ପ୍ରସ୍ତୁତ କରିେବ। ପ୍ରେମ ବ୍ୟାପାରରେ ସଫଳତା ମିଳିପାରେ।

କର୍କଟ: ପାରିବାରିକ ସମସ୍ୟା ଦେଖାଦେଇପାରେ। ଆର୍ଥିକ ଉନ୍ନତି ହେବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। କାର୍ଯ୍ୟଭାର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ସିଂହ: ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ସୁଯୋଗ ଅଛି। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ଅତ୍ୟଧିକ ପରିଶ୍ରମ କରି ଥକ୍କା ଅନୁଭବ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ।

କନ୍ୟା: ବିଦ୍ୟାର୍ଥୀମାନେ କ୍ୟାରିୟର ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିେବ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ।

ତୁଳା: ଅସଫଳତା ଯୋଗୁଁ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ନେବେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆନନ୍ଦ ଉଲ୍ଲାସରେ ଦିନ ବିତିବ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

ମକର: ପରିବାର ସଦସ୍ୟଙ୍କ ସହ ଅଧÒକ ସମୟ ବିତାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ବ୍ୟବସାୟରେ କ୍ଷତି ସହିପାରନ୍ତି। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ।

କୁମ୍ଭ: ଅଧିକ ଖର୍ଚ୍ଚାନ୍ତ ହେବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ନୂତନ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ।

ମୀନ: ଅନ୍ୟକୁ ଧାର ଦେଇ ହଇରାଣରେ ପଡ଼ିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିେବ। ଆୟ ଓ ବ୍ୟୟ ସମାନ ରହିବ। ମହିଳାଙ୍କ ଦାୟିତ୍ବ ବଢ଼ିବ।