odisha nes - The Sakala

୩୦ ଯାଏଁ ବଢ଼ିଲା ଇଗ୍ନୋ ନାମଲେଖା ଅବଧି
ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ନାମଲେଖା ଅବଧି ବୃଦ୍ଧି ପାଇଛି। ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ଚଳିତ ମାସ ଶେଷ ଅର୍ଥାତ୍‌ ସେପ୍ଟେମ୍ୱର ୩୦ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମଲେଖାଇ ପାରିବେ। ଏହି ସମୟ ମଧ୍ୟରେ ନାମଲେଖାଇବାକୁ ହେଲେ ଅତିରିକ୍ତ ୨ଶହ ଟଙ୍କା ବିଳମ୍ୱ ଶୁଳ୍କ ଦେବାକୁ ହେବ। ବିଭିନ୍ନ ପାଠ୍ୟକ୍ରମ ପାଇଁ ଇଗ୍ନୋ ୱେବସାଇଟକୁ ଯାଇ ନାମ ଲେଖାଇ ପାରିବେ। ସ୍ନାତକର ବିଭିନ୍ନ ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ପ୍ରାର୍ଥୀଙ୍କ ପାଇଁ ନାମଲେଖା ଫି’ ଓ ପୁନଃ ପଞ୍ଜିକରଣ ଫି’ ୫୦% ଛାଡ଼ କରାଯାଇଛି। ଏନେଇ ଭୁବନେଶ୍ୱର ଅତିରିକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ମେଡିକାଲ୍‌ରୁ ପୁଣି ନବଜାତ ଶିଶୁ ଚୋରି ଅଭିଯୋଗ
ନୟାଗଡ଼: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ନବଜାତ ଶିଶୁ ଗାଏବ ଖବର ସାମ୍ନାକୁ ଆସିଛି। ନବଜାତ ଶିଶୁପୁତ୍ରକୁ ଚୋରି ଅଭିଯୋଗ ସାମ୍ନାକୁ ଆସିବା ପରେ ମେଡିକାଲରେ ତନାଘନା ଆରମ୍ଭ ହୋଇଛି। ଜନ୍ମ ହେବାର କିଛି ସମୟ ପରେ ନବଜାତ ଶିଶୁକୁ କିଏ ଆଉ କେଉଁଆଡ଼େ ନେଲା ତାହା ବର୍ତ୍ତମାନସୁଦ୍ଧା ଜଣାପଡି ନାହିଁ।

ସୂଚନା ଅନୁଯାୟୀ, ବୋଲଗଡ଼ ଗୋଡ଼ଭଙ୍ଗା ଗାଁର ବିଜୟ କୁମାର ପରିଡ଼ାଙ୍କ ପତ୍ନୀ ସୁଧୀସ୍ମିତା ପରିଡ଼ା ପ୍ରସବଜନିତ ଯନ୍ତ୍ରଣା ଭୋଗିବାରୁ ଗତକାଲି ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଆଜି ତାଙ୍କର ଏକ ନବଜାତ ଶିଶୁପୁତ୍ର ଜନ୍ମ ହୋଇଥିଲା । ହେଲେ କିଛି ସମୟ ପରେ ନବଜାତ ଶିଶୁ ଗାଏବ ନେଇ ମେଡିକାଲରେ ତନାଘନା ଚାଲିଛି । ଶିଶୁ ପୁତ୍ରକୁ କିଏ ଚୋରି କରି ନେଇଥିବା ପରିବାରଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ମେଡିକାଲ କର୍ତ୍ତୃପକ୍ଷ CCTV ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛନ୍ତି।