Navy Day - The Sakala

ପୁରୀରେ ନୌସେନା ଦିବସ ପାଳନ, ଜଳ ପଥରେ ରଣକୌଶଳ ଦେଖାଉଛନ୍ତି ନୌବୀର
ପୁରୀ: ପ୍ରଥମ କରି ପୁରୀରେ ପାଳିତ ହେଉଛି ନୌସେନା ଦିବସ। ଏହାକୁ ଉଦ୍‌ଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଥମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ଲୁ ଫ୍ଲାଗ ବିଚ୍‌ରେ ପହଞ୍ଚିଥିଲେ। ରାଷ୍ଟ୍ରପତି ପହଞ୍ଚିବାପରେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ପରେ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ନୌସେନା ଶକ୍ତି ପ୍ରଦର୍ଶନ କରିଛି। ଜଳ ପଥରେ ରଣକୌଶଳ ଦେଖାଉଛନ୍ତି ନୌବୀର। ଏଥିରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ, ଗୋଟିଏ ବୁଡ଼ା ଜାହାଜ ସାମିଲ ରହିଛି। ପୁରୀ ବେଳାଭୂମିରେ ଗୋଟିଏ ପ୍ରକାର ଯୁଦ୍ଧର ଭ୍ରମ ସୃଷ୍ଟି ହୋଇଛି।

ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ,ରାଜ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଅଛନ୍ତି।

ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ଆସନ୍ତାକାଲି ବନ୍ଦ ରହିବ ପୁରୀ ପୌରପାଳିକାର ସମସ୍ତ ଶିକ୍ଷାନୁଷ୍ଠାନ
ପୁରୀ: କାଲି ପୁରୀରେ ସ୍କୁଲ ବନ୍ଦ । ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ପୁରୀ ପୌରପାଳିକାର ସମସ୍ତ ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍‌ ବନ୍ଦ ରହିବ । ଏଥିସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ ବନ୍ଦ ରହିବ । ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ ।

ତେବେ NCERT ଦ୍ଵାରା ପରିଚାଳିତ PARAKH ରାଷ୍ଟ୍ରୀୟ ସର୍ବେକ୍ଷଣ ୨୦୨୪ ଜାତୀୟ ସ୍ତରର ପରୀକ୍ଷା ହୋଇଥିବାରୁ ଏହି ପରୀକ୍ଷାଟି ପୁରୀ ପୌରପାଳିକା ଅନ୍ତର୍ଗତ ପରୀକ୍ଷା କେନ୍ଦ୍ର ମାନଙ୍କରେ ଓ ପ୍ରଭୁଶ୍ରୀ ଇଂରାଜୀ ମିଡ଼ିୟମ ସ୍କୁଲରେ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଅନୁଷ୍ଠିତ ହେବ । ପରୀକ୍ଷାର୍ଥୀ ମାନେ ସକାଳେ ୭ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଓ ମଧ୍ୟାହ୍ନ ୧୨ଟା ପରେ ବିଦ୍ୟାଳୟ ଛାଡ଼ିବେ । ପୁରୀ ପୌରପାଳିକାର ଅନ୍ୟ ବିଦ୍ୟାଳୟ ମାନଙ୍କ ପରି ଏ ସମସ୍ତ ବିଦ୍ୟାଳୟର ପରୀକ୍ଷାର୍ଥୀ ମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଦ୍ୟାଳୟ ବନ୍ଦ ରହିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ କୁମାର ପାଢ଼ୀ ସୂଚନା ଦେଇଛନ୍ତି ।