Weather Forecat - The Sakala
ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ଉଭୟ ଉପର ଓ ତଳମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ତଳମୁଣ୍ଡରେ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକ ଏବେ ଫୁଲି ରହିଛି। ଅନ୍ୟପଟେ ଉପରମୁଣ୍ଡରେ ହୋଇଥିବା ବର୍ଷା ପାଇଁ ରାଜ୍ୟର ବଡ଼ ବଡ଼ ଡ୍ୟାମ୍‌ଗୁଡ଼ିକୁ ମଧ୍ୟ ପ୍ରଚୁର ଜଳ ପ୍ରବେଶ କରୁଛି। ଡ୍ୟାମ୍‌ର ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଏଠାରୁ ଜଳ ନିଷ୍କାସନ ଅପରିହାର୍ଯ୍ୟ ହୋଇପଡ଼ିଥିବା ବେଳେ ଏହା ରାଜ୍ୟବାସୀ ଓ ସରକାରଙ୍କ ପାଇଁ ଚିନ୍ତା ବଢ଼ାଇଛି। ଏହାରି ମଧ୍ଯରେ ୧୩ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ବର୍ଷାର ପ୍ରଭାବ ବଢ଼ିପାରେ ବୋଲି ଆକଳନ କରାଯାଉଛି।
ବର୍ତ୍ତମାନ ନଦୀ ଓ ଡ୍ୟାମ୍‌ଗୁଡ଼ିକରେ ଜଳ ପୂର୍ଣ୍ଣ ଅବସ୍ଥାରେ ରହିଥିବା ବେଳେ ୭ ତାରିଖରେ ପୂର୍ଣ୍ଣିମା ଥିବାରୁ ସମୁଦ୍ର ଜୁଆରିଆ ରହୁଛି ଓ ନଦୀରୁ ବନ୍ୟା ଜଳ ନିଷ୍କାସନ ହେବାରେ ବାଧା ସୃଷ୍ଟି ହେଉଛି। ସମୁଦ୍ର ପାଣି ଟାଣୁ ନ ଥିବାରୁ ବନ୍ୟା ଜଳ ନଦୀକୂଳିଆ ଲୋକଙ୍କ ପାଇଁ ବିପଦ ବଢ଼ାଇବାର ଆଶଙ୍କା ସୃଷ୍ଟି ହୋଇଛି।
ଶୁକ୍ରବାର ବୈତରଣୀ ନଦୀ ବିପଦ ସଙ୍କେତ ତଳକୁ ଖସିଥିଲେ ମଧ୍ୟ ଏବେ ବି ଭଦ୍ରକ ଓ ଯାଜପୁର ଜିଲ୍ଲାର ଅନେକ ଅଞ୍ଚଳ ଜଳବନ୍ଦୀ ଅବସ୍ଥାରେ ରହିଛି। ଯାଜପୁର ଓ ଆରଡ଼ି ରାସ୍ତା ବିଛିନ୍ନ ହୋଇଥିବା ବେଳେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ବାଲେଶ୍ୱର ଜିଲ୍ଲାର ବସ୍ତା, ବାଲିଆପାଳ ଆଦି ବ୍ଲକ୍‌ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାରେ ମଧ୍ୟ ଜଳ ଭରି ରହିଛି। ଫଳରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବନ୍ୟା ବିପଦ ଜାରି ରହିଛି। ମହାନଦୀ ସ୍ଥିତି ଏବେ ସବୁଠୁ ଜଟିଳ ହୋଇଛି।
ଗତ ଲଘୁଚାପ ପ୍ରଭାବରେ ମହାନଦୀ ତଳମୁଣ୍ଡରେ ୫୬ ମିମି ବର୍ଷା ହୋଇଥିବା ବେଳେ ଉପମୁଣ୍ଡରେ ୮୭ ମିମି ବର୍ଷା ରେକର୍ଡ ହୋଇଛି। ତେଣୁ ମହାନଦୀ ପୂର୍ଣ୍ଣ ଅବସ୍ଥାରେ ଥିବା ବେଳେ ଡ୍ୟାମ୍‌ରୁ ନିଷ୍କାସିତ ହେଉଥିବା ଜଳ ନଦୀକୁ ଆହୁରି ଫୁଲାଉଛି। ବର୍ତ୍ତମାନ ସମ୍ବଲପୁର-ସୁବର୍ଣ୍ଣପୁର ୧୫ ନଂ ରାଜ୍ୟ ରାଜପଥରେ ବର୍ତ୍ତମାନ ବନ୍ୟା ପାଣି ପ୍ରବାହିତ ହେଉଛି। ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ସମୁଦ୍ର ଭଲ ପାଣି ନ ନେବାର ଆଶଙ୍କା ରହିଥିବାରୁ ମହାନଦୀକୂଳିଆ କିଛି ଜିଲ୍ଲାରେ ସ୍ଥିତି ଚିନ୍ତାଜନକ ହେବାର ମଧ୍ୟ ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଛତିଶଗଡ଼ ଅତିକ୍ରମ କରି ମଧ୍ୟପ୍ରଦେଶ ଉପରେ ରହିଛି। ତେବେ ଓଡ଼ିଶା ଉପରେ ବର୍ତ୍ତମାନ ମୌସୁମୀ ଟ୍ରଫ୍‌ ଥିବାରୁ ଏହାର ପ୍ରଭାବରେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହୋଇଛି। ସକାଳେ ଭୁବନେଶ୍ୱରରେ ୩୨ମିମି ଓ କଟକରେ ୫୦ ମିମି ବର୍ଷା ହୋଇଥିବା ରେକଡର଼୍ କରାଯାଇଛି। ଶନିବାର ଉପକୂଳବର୍ତ୍ତୀ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବେ ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।
ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି ଯେ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଅଧିକ ଗେଟ୍‌ ଖୋଲାଯାଇଛି। ଆସନ୍ତା ୭ ତାରିଖ ବେଳକୁ ମୁଣ୍ଡଳୀରେ ସାଢେ଼ ୪ ଲକ୍ଷରୁ ୫ ଲକ୍ଷ କ୍ୟୁସେକ୍‌ ବନ୍ୟା ଜଳ ପହଞ୍ଚିବ। ଏବେ ଜଳକାକୁ ଛାଡ଼ି ଦେଲେ ଅନ୍ୟ କୌଣସି ନଦୀ ଏବେ ବିପଦ ସଙ୍କେତ ଉପରେ ନାହିଁ ବୋଲି ଶ୍ରୀ ପାଢ଼ୀ କହିଛନ୍ତି।
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିଛି। ବିଶେଷ ଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ଏଥିରେ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ମୟୂରଭଞ୍ଜର ବାଙ୍ଗିରିପୋଷିରେ ୪୨.୮ ମିମି ରେକର୍ଡ ହୋଇଛି। ଏହାସହ ମୟୂରଭଞ୍ଜର କିଛି ସ୍ଥାନରେ କୁଆପଥର ବର୍ଷାରେ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି।
ଆଜି ଠାରୁ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ପବନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ବରଗଡ଼, ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନୁରୂପ ଭାବରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୪୦-୫୦ କିମି ରହିବ ନେଇ ପୂର୍ବାନୁମାନ କରାଯାଇଛି।
୨୨ ତାରିଖରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୫୦-୬୦ କିମି ରହିବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଅଧିକ ରହିବ। ସେହିପରି ୨୨ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ଅପରାହ୍ନ ବେଳକୁ ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା ହେବ।
୨୩ ତାରିଖ ବେଳକୁ ବର୍ଷାର ପରିଣାଣ ସାମାନ୍ୟ ହ୍ରାସ ପାଇବ। ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୩ ତାରିଖ ଅପରାହ୍ନ ବେଳକୁ ମୟୂରଭଞ୍ଜ, କେନ୍ଦୁଝରଗଡ଼, କଳାହାଣ୍ଡି, କନ୍ଧାମାଳ ସହ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ମଧ୍ୟ ମୁଖ୍ୟତଃ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଆପରାହ୍ନ ସମୟରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ବର୍ଷା ପ୍ରଭାବରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ପରେ ୨୫ ତାରିଖ ପରଠାରୁ ଧିରେ ଧିରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଉଛି।
ଭୁବନେଶ୍ବର: ସରିଲା ଶୀତ । ଆଜିଠାରୁ ରାଜ୍ୟରେ ଟାଇଁ ଟାଇଁ ଖରା । ବଢିଲା ଦିନ ସହ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଛି। ଆସନ୍ତା ୫ ଦିନ ପରେ ଆହୁରି ବଢିବ ତାପମାତ୍ରା । ଅଧିକାଂଶ ଜିଲ୍ଲାରେ ସ୍ବାଭାବିକ ଠାରୁ ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାତି । ବିଶେଷ କରି ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ବଢିବ ଦିନ ତାପମାତ୍ରା । ଉପକୂଳ ଓଡ଼ିଶାରେ ଅହେତୁକ ବଢିବ ରାତିର ତାତି। ମେଘମୁକ୍ତ ଆକାଶ ପାଇଁ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ରର ସୂଚନା।
ଆଜି ଦିନ ସାଢେ ୧ ଟା ସୁଦ୍ଧା ୩୧ ଡିଗ୍ରୀ ଅତିକ୍ରମ କରିଛି ଭୁବନେଶ୍ୱର ତାପମାତ୍ରା। ତାପମାତ୍ରା ବୃଦ୍ଧି ସହ ଘନ କୁହୁଡି କରିବ ଆକ୍ତାମାକ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଟକ ଏବଂ କେନ୍ଦୁଝରକୁ ସତର୍କତା ଜାରି  କରାଯାଇଛି।
ଫେବ୍ରୁଆରୀ ୧ ତାରିଖରେ ୯ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ମୟୂରଭଞ୍ଜରେ ଘନ କୁହୁଡି ସତର୍କତା ଜାରି କରାଯାଇଛି। ସେହିପରି ୨ ତାରିଖରେ ୫ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ଆଲର୍ଟ ଜାରି ହୋଇଛି।
ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ସତର୍କତାର ସହ ଗାଡି ଚାଳନା ପାଇଁ ପରାମର୍ଶ ଜାରି କରାଯାଇଛି।
ଶୀତ ଅପଡେଟ୍: ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ହାଲୁକା ଶୀତ, କୁହୁଡ଼ି ନେଇ ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ। ଉପାନ୍ତରୁ ଉପକୂଳ ସବୁଠି ରହିବ ଶୁଖିଲା ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ ଡିଗ୍ରୀ ଉପରେ ରହିବ ତାପମାତ୍ରା । ଉପକୂଳରେ ୧୫ ଡିଗ୍ରୀରୁ ଅଧିତ ତାପମାତ୍ରା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ତାପମାତ୍ରା କମ୍ ରହିଛି। ଏଭଳି ପାଗ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ୪ ଦିନ ପରେ ରାଜ୍ୟରେ ପୁଣି ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି ।
ସେପଟେ ହାଲୁକା ଶୀତ ସହ ଅତି ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ପାଇଁ ଅତି ଘନ କୁହୁଡି ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ସୁନ୍ଦରଗଡ, ଢେଙ୍କାନାଳ, କଟକ, କଳହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୨୦ ମିଟର କିମ୍ବା ଜିରେ ଭିଜିବିଲିଟି ରହିବାର ସମ୍ଭାବନା ରହିଛି। ସେହିଭଳି ଖୋର୍ଦ୍ଧା, ଅନୁଗୁଳ, ଗଜପତି, ଗଞ୍ଜାମ, ରାୟଗଡା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର ଏବଂ ମାଲକାନଗିରିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ଗତ ୨୪ ଘଣ୍ଟାରେ ରାଜ୍ୟର ୨ ଟି ସହରରେ ଶୀତ ଲହରୀ ଅନୁଭୁତ ହୋଇଛି। ପାହାଡିଆ ଅଞ୍ଚଳ ଭାବରେ ୭.୫ ଡିଗ୍ରୀ ସହ କୋରାପୁଟ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରିଥିବା ବେଳେ ସମତଳ ଅଞ୍ଚଳ ଭାବରେ ଦାରିଙ୍ଗବାଡିରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ୧୦.୫, ନବରଙ୍ଗପୁରରେ ୧୦.୫, ଝାରସୁଗୁଡାରେ ୧୦.୮ ଏବଂ ଅନୁଗୁଳରେ ୧୧ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୪.୫ ଏବଂ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ସାରା ରାଜ୍ୟରେ ବୃଦ୍ଧି ପାଇବ ଶୀତର ପ୍ରଭାବ, କଲବଲ କରିବ ଘନ କୁହୁଡ଼ି
ଭୁବନେଶ୍ୱର: ରାଜ୍ୟକୁ ଧୀରେ ଧୀରେ ଶୀତର ଲେଉଟାଣି ହେଉଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ତାପମାତ୍ରା ହ୍ରାସ ହେବାରେ ଲାଗିଛି। ଯାହାର ପରିଣାମ ସ୍ୱରୂପ ପାହାଡ଼ିଆ ଅଞ୍ଚଳଗୁଡ଼ିକରେ ପାରଦ ୧୦ ଡିଗ୍ରୀ ନିକଟତର ହେଉଛି। ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରା ଆହୁରି ହ୍ରାସ ହେବ ଫଳରେ ଶୀତ ବଢ଼ିବ। ଆସନ୍ତା ୫ରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଏଥିସହିତ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହିତ ହେବ। ଫଳରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୫ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାଫଳରେ ସାରା ରାଜ୍ୟରେ ଶୀତର ପ୍ରଭାବ ବୃଦ୍ଧି ପାଇବ। ଆଜିଠାରୁ ତାପମାତ୍ରା ହ୍ରାସ ହୋଇଥିବା ଯୋଗୁଁ ନୂଆ ବର୍ଷ ରାତିରେ ଏହାର ପ୍ରଭାବ ଅନୁଭୂତ ହେବା ସହ ଶୀତ ଆହୁରି ବଢ଼ିବ।
ଏଥିସହ କିଛି କିଛି ସ୍ଥାନରେ ଘନ କୁହୁଡ଼ି ପାଇଁ ପାଗ ଅନୁକୂଳ ରହୁଛି। ମଙ୍ଗଳବାର ସକାଳ ସୁଦ୍ଧା ସମ୍ବଲପୁର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ଘନ କୁହୁଡ଼ି ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ କୁହୁଡ଼ି ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି।