Pravasi Bharati Divas - The Sakala
ପ୍ରବାସୀ ଭାରତୀୟ ସମ୍ମେଳନକୁ ଉଦଘାଟନ କଲେ ମୋଦୀ, ଓଡ଼ିଶାକୁ କଲେ ଭୁରି ଭୁରି ପ୍ରଶଂସା
ଭୁବନେଶ୍ଵର: ଭୁବନେଶ୍ଵର ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନରେ ଓଡ଼ିଶାକୁ ଭୁରି ଭୁରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରାର ଉଦାହରଣ ଦେଇ ସେ କଟକ ବାଲିଯାତ୍ରା କଥା କହିଥିଲେ। ଓଡ଼ିଶା ସମୃଦ୍ଧ ଐତିହ୍ୟର ପ୍ରତିନିମ୍ଵ। ଏହା ସହିତ ସାରା ବିଶ୍ଵରେ ଶାନ୍ତିର ବାର୍ତ୍ତା ଦେଉଥିବା ଧଉଳିର କଥା କହିଥିଲେ ମୋଦୀ। ଯେତେବେଳେ ଦୁନିଆଁରେ ହିଂସା ଚାଲିଥିଲା, ସେତେବେଳେ ଏହି ପବିତ୍ର ଓଡି଼ଶା ମାଟି ସମ୍ରାଟ ଅଶୋକଙ୍କ ମନରେ ଶାନ୍ତିର ସନ୍ଦେଶ ସୃଷ୍ଟି କରିଥିଲା ବୋଲି ମୋଦି କହିଛନ୍ତି। ଓଡ଼ିଶାକୁ ସ୍ଵତନ୍ତ୍ର ପ୍ରଧାନମନ୍ତ୍ରୀ କହିଛନ୍ତି, ସବୁ କ୍ଷେତ୍ରରେ ଭାରତ ଏବେ ଦ୍ରୁତ ଗତିରେ ବିକାଶ କରୁଛି। ଖୁବ ଶୀଘ୍ର ଆମେ ବିଶ୍ଵର ତୃତୀୟ ଅର୍ଥନୀତିରେ ପରିଣତ ହେବା। ଭାରତର ବିକାଶର ଗତି ଅଭୂତପୂର୍ବ। ପ୍ରବାସୀ ଭାରତୀୟଙ୍କ ପାଇଁ ମୁଁ ବିଦେଶରେ ଗର୍ବିତ ହୋଇଥାଏ ବୋଲି କହିଛନ୍ତି ମୋଦି। ଭାରତରେ ଆଗରୁ ଜେଟ୍ ନିର୍ମାଣ କରିବ। ଭାରତର ଐତିହ୍ୟ, ପରମ୍ପରାର ପ୍ରଚାର ପ୍ରସାର ଓ ବିକାଶରେ ସାମିଲ ହେବାକୁ ପ୍ରବାସୀଙ୍କୁ ଆହ୍ବାନ ଦେଇଛନ୍ତି ମୋଦି। ଏହା ସହିତ ସେ ସ୍ଵତନ୍ତ୍ର ପ୍ରବାସୀ ଭାରତୀୟ ଏକସପ୍ରେସର ଉଦଘାଟନ କରିଥିଲେ। ଏଥିରେ ପ୍ରବାସୀମାନେ ସାରା ଦେଶର ପ୍ରମୁଖ ତୀର୍ଥସ୍ଥଳୀର ପରିଭ୍ରମଣ କରିବେ।
ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମଇଦାନରେ ଆଜିଠୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ଦିବସ। ଶୁଭାରମ୍ଭ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
ଆଜି ନିଜ ଅଭିଭାଷଣରେ କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଥିଲେ, ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। କୋଭିଡ ସମୟରେ ଭାରତ ନିଜସ୍ୱ ଟିକା ତିଆରି କରିଥିଲା। ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା। ବହୁତ ଯୁଗାନ୍ତକାରୀ ଯୋଜନା ଲୋକଙ୍କ ଜୀବନଧାରଣ ମାନକୁ ବଦଳାଇଛି। ସ୍ୱଚ୍ଛ ଭାରତ, ଆବାସ, ବେଟି ବଚାଅ ବେଟି ପଢ଼ାଅ ଏହାର ଉଦାହରଣ ବୋଲି କହିଛନ୍ତି ଜୟଶଙ୍କର।ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚରାଲ ଆମ୍ବାସଡର। ବିକଶିତ ଭାରତରେ ପ୍ରବାସୀ ଭାରତୀୟଙ୍କ ଅନେକ ଅବଦାନ ରହିଛି। ପ୍ରବାସୀ ଭାରତୀୟ ଦିବସର ପ୍ରଥମ ଦିନରେ ନିଜ ସମ୍ବୋଧନରେ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ନିଜ ଅଭିଭାଷଣ ଆରମ୍ଭରେ ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ପ୍ରଥମେ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ। ସେ କହିଥିଲେ, ଓଡ଼ିଶାର ସଂସ୍କୃତି, ଐତିହ୍ୟ ସ୍ୱତନ୍ତ୍ର। ଆଇଟି ଓ ଦକ୍ଷତା ବିକାଶ କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା। ଟେକ୍ନୋଲୋଜି, ଅକ୍ଷୟଶକ୍ତି, ଶିକ୍ଷା ଓ ପର୍ଯ୍ୟଟନ କ୍ଷେତ୍ରରେ ବହୁତ ସମ୍ଭାବନା ରହିଛି। କୋଣାର୍କ ସୂର୍ଯ୍ୟମନ୍ଦିର, ପୁରୀ ଶ୍ରୀମନ୍ଦିର ସହ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରନ୍ତୁ। ଏହାଦ୍ୱାରା ଓଡ଼ିଶା ସହ ଆପଣଙ୍କର ସମ୍ପର୍କ ଆହୁରି ମଜଭୁତ ହେବ। ଏକାଠି କାମ କଲେ ଆମେ ଆହୁରି ସଶକ୍ତ ହେବା ଓ ବିକଶିତ ଭାରତ ଗଠନ ହେବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।
ଦେଶର ବିକାଶରେ କେମିତି ପ୍ରବାସୀଙ୍କ ଭାଗିଦାରୀ ବଢିବ ସେନେଇ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ଯୁବ ବ୍ୟାପର ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଦେଶ ହିତରେ ଯୋଗଦାନ ପାଇଁ ସେ ପ୍ରବାସୀଙ୍କୁ ଅନୁରୋଧ କରିଛନ୍ତି । ଦେଶରେ ଏବେ ୨୦ ଜଣ ନାଗରିକରୁ ୧୩ ଯୁବକ । ଦେଶ ବିକାଶରେ ଯୁବକମାନଙ୍କ ଭାଗିଦାରୀ ଗୁରୁତ୍ୱପୂର୍ଣ୍ଣ। ଏହି ଯୁବକମାନେ ଆଗାମୀ ଦିନର ଭବିଷ୍ୟତ। ପ୍ରବାସୀ ଭାରତୀୟ ଦିବସ ଅବସରରେ ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ। ଏଥିରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ।