wednesday rasiphal - The Sakala
ବୁଧବାର ରାଶିଫଳ ( ୧୨- ୧୧ -୨୦୨୫)
ମେଷ: ମାନ ସମ୍ମାନ ବୃଦ୍ଧି ପାଇବ। ବିଦ୍ୟାର୍ଥୀ ନିଜର ପ୍ରୋଜେକ୍ଟ ପୂରା କରିବେ। ଆତ୍ମବିଶ୍ବାସର ସହିତ ଆଗକୁ ବଢ଼ନ୍ତୁ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ଘରକୁ ଅତିଥି ଆସିବେ।
ବୃଷ: ଅଚାନକ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସଫଳତା ପାଇଁ କଠିନ ପରିଶ୍ରମ କରିବେ। କୌଣସି ଖବର ପାଇ ମନ ଭାରାକ୍ରାନ୍ତ ହୋଇପାରେ। ବର୍ତ୍ତମାନ  ନୂତନ ବ୍ୟବସାୟ ଆରମ୍ଭ କରନ୍ତୁନି।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। ବାଦବିବାଦରୁ ଦୂରେଇ ରୁହନ୍ତୁ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ।
କର୍କଟ: ଆଶା କରିଥିବା ଦିଗରୁ ଅର୍ଥ ମିଳିବ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ନୂତନ କାମ ଆରମ୍ଭ କରିପାରନ୍ତି। ନିଜ ରୁଚି ଅନୁସାରେ କାମ  ମିଳିବ। ଅଫିସ୍‌  ସହକର୍ମୀଙ୍କ ସହଯୋଗ ରହିବ। ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ପରିଶ୍ରମର ଫଳ ମିଳିବ। ପଡୋଶୀଙ୍କ ସହିତ ମତଭେଦ ହୋଇପାରେ। ଭାବିଚିନ୍ତି କଥା କହିବା ଭଲ।  ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ।
ତୁଳା: ବ୍ୟବସାୟ ପାଇଁ ସମୟ ଅନୁକୂଳ। ନିଜ ଯୋଜନାକୁ ପ୍ରାଥମିକତା ଦିଅନ୍ତୁ। ଅନ୍ୟମାନଙ୍କ କଥାରେ ଆସି ନିଷ୍ପତ୍ତି ବଦଳାଇ ପାରନ୍ତି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। କୋର୍ଟକଚେରୀ ମାମଲାର ଶୁଣାଣି ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ। ନୂତନ ଜମି କିଣି ପାରନ୍ତି।
କୁମ୍ଭ: ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ମୀନ: ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।  ଅଚାନକ ଖୁସି ଖବର ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
ବୁଧବାର ରାଶିଫଳ ( ୨୨ - ୧୦ - ୨୦୨୫)
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ। ଅଚାନକ ଖୁସି ଖବର ପାଇପାରନ୍ତି। ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ସକ୍ରିୟ ରହିବେ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ।  ଇଂଜିନିୟରଙ୍କ ପାଇଁ ଦିନଟି ଭଲ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଲୋକ ସମ୍ପର୍କ ବଢ଼ିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମିଥୁନ: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ।
କର୍କଟ: ସମୟର ସଦୂପଯୋଗ କରନ୍ତୁ। ବୁଝି ବିଚାରି କାମ କରନ୍ତୁ। ପରିବାର ସହିତ ଖୁସିର ସମୟ ଅତିବାହିତ କରିବେ। ଜମି କାରବାରରେ ସଫଳ ହେବେ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ନୂତନ ବ୍ୟବସାୟ ପାଇଁ ଅନୁକୂଳ ସମୟ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ଅଫିସ୍‌ରେ ପଦୋନ୍ନତି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗି ପାରନ୍ତି। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ।
କନ୍ୟା: ଅନ୍ୟମାନଙ୍କୁ ସହଜରେ ବିଶ୍ବାସ କରନ୍ତୁନି। ଅଧିକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ରହିବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।
ତୁଳା: ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା:  ମାନ ସମ୍ମାନ ବୃଦ୍ଧି ପାଇବ। ଉଧାର ଟଙ୍କା ଫେରି ପାଇବେ। ଯୋଗ ଏବଂ ପ୍ରାଣାୟମ କରନ୍ତୁ। ଯେକୌଣସି ପରିସ୍ଥିତି ସହିତ ଖାପଖୁଆଇ ଚଳନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୂପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହୋଇପାରେ। କଳାକାରଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବୈବାହିକ ଜୀବନ ସୁଖମୟ ହେବ।
ବୁଧବାର ରାଶିଫଳ ( ୨୩-୦୭-୨୦୨୫ )
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସମ୍ପତ୍ତି ବିବାଦର ସମାଧାନ ହେବ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିପାରନ୍ତି।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସମ୍ପତ୍ତି ବିବାଦର ସମାଧାନ ହେବ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିପାରନ୍ତି।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ବୁଧବାର ରାଶିଫଳ ( ୦୨- ୦୭- ୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ବୁଧବାର ରାଶିଫଳ ( ୧୮-୦୬-୨୦୨୫ )
ମେଷ: ବ୍ୟବସାୟ ଲାଭଜନକ ରହିବ। ଘରକୁ ଅତିଥିଙ୍କ ଆଗମନ ହେବ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ପରିବାରର ସହଯୋଗ ମିଳିବ। ଆୟ ଓ ବ୍ୟୟ ସମାନ ରହିବ।
ବୃଷ: ଦିନଟି ଯନ୍ତ୍ରଣାଦାୟକ ରହିପାରେ। କଠିନ ପରିଶ୍ରମ ସତ୍ତ୍ବେ ଆଶାଜନକ ଫଳ ମିଳିବ ନାହିଁ। ଅର୍ଥ ନିବେଶ ଲାଗି ଉପଯୁକ୍ତ ସମୟ। କୌଣସି କାମ ସମସ୍ୟା ସୃଷ୍ଟି କରିବ। ଧାର କରଜରୁ ନିବୃତ୍ତ ରହିବେ।
ମିଥୁନ: ଜୀବନସାଥୀଙ୍କ ପାଇଁ କୌଣସି ନୂଆ ଜିନିଷ କିଣିବେ। ବନ୍ଧୁଙ୍କ ସହ ବ୍ୟବସାୟ ସମ୍ବନ୍ଧୀୟ ଆଲୋଚନା କରନ୍ତୁ ନାହିଁ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ ।
କର୍କଟ: ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଘର କିମ୍ବା ଜାଗାବାଡ଼ି କିଣିବା ପୂର୍ବରୁ ଗୁରୁଜନଙ୍କ ଆଶୀର୍ବାଦ ନିଅନ୍ତୁ।
ସିଂହ: ଦିନଟି ସକାରାତ୍ମକ ଫଳ ପ୍ରଦାନ କରିବ। ଅଫିସ୍‌ରେ ପରିଶ୍ରମ ଅନୁସାରେ ଫଳ ମିଳିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ ରହିବ। ଆଶା କରିଥÒବା ଦିଗରୁ ଧନ ମିଳିପାରେ। ଆୟ ଓ ବ୍ୟୟ ସମାନ ରହିବ।
କନ୍ୟା: ସମସ୍ୟାର ସମାଧାନ ପାଇଁ ଦିନଟି ଅତ୍ୟନ୍ତ ଶୁଭଙ୍କର। ଚାକିରିଆଙ୍କୁ ଶୁଭ ଖବର ମିଳିପାରେ। ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ନେଇ ଅଫିସ୍‌ ସମସ୍ୟାର ସମାଧାନ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ତୁଳା: ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଉଧାର ଅର୍ଥ ଫେରି ପାଇପାରନ୍ତି। ବନ୍ଧୁଙ୍କ ସହାୟତାରେ କୌଣସି ନୂଆ କାମ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ସୃଷ୍ଟି ହୋଇପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ।
ବିଛା: ଦିନଟି ବ୍ୟସ୍ତତା ଭିତରେ କଟିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍‌ କାର୍ଯ୍ୟରେ ପରିବର୍ତ୍ତନ ଆସିପାରେ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।
ଧନୁ: କଠିନ ପରିଶ୍ରମ ସହ କାର୍ଯ୍ୟ କରିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଏକସଙ୍ଗରେ ଅନେକ କାର୍ଯ୍ୟ କରିବାର ସୁଯୋଗ ମିଳିବ। ପାରିବାରିକ ସମସ୍ୟା ଦୂର ହେବ। ସଙ୍ଗୀତପ୍ରତି ରୁଚି ବଢ଼ିବ।
ମକର: ନୂଆ ଯୋଜନାକୁ ନେଇ ବାପାଙ୍କ ସହ ଆଲୋଚନା କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ସରକାରୀ ଚାକିରିଆଙ୍କୁ ଶୁଭ ଖବର ମିଳିବ। ଘରେ ଭୋଜିଭାତର ଆୟୋଜନ କରିବେ।
କୁମ୍ଭ: ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ସମାଜସେବା ଦ୍ବାରା ପ୍ରତିଷ୍ଠା ବଢ଼ିବ। ପୈତୃକ ସମ୍ପତ୍ତିରୁ ଧନ ଲାଭ ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ।
ମୀନ: ରାଜନୈତିକ କ୍ଷେତ୍ରରେ ମାନ ସମ୍ମାନ ବଢ଼ିବ। ଅଫିସ୍‌ରେ ଦାୟିତ୍ବର ସହ କାର୍ଯ୍ୟ ତୁଲାଇବେ। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ସମ୍ପର୍କରେ ଶିକ୍ଷକଙ୍କ ସହ ଆଲୋଚନା କରିବେ। ପରିଶ୍ରମର ଉଚିତ ଫଳ ମିଳିବ।
ମେଷ: ଅଫିସ୍‌ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।
ମିଥୁନ: ବିରୋଧୀଙ୍କ ସହ ମତାନ୍ତର ଦୂର ହେବ। ଆଇନ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଯିବ। ପାରିବାରିକ ଜୀବନରେ ସୁଖଶାନ୍ତି ରହିବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।
କର୍କଟ: ଦାନଧର୍ମରେ ଦିନଟି ଅତିବାହିତ କରିବେ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ମାର୍ଗଦର୍ଶନରେ ପରିଚାଳିତ ହେବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
ସିଂହ: ଆର୍ଥିକ ସମସ୍ୟା ସୃଷ୍ଟି ହେବ। ସେଲ୍‌ସ ମାର୍କେଟିଂ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ବିଶେଷ ଧ୍ୟାନ ଦେବେ। କାର୍ଯ୍ୟଧାରାରେ ପରିବର୍ତ୍ତନ ଆଣିବେ। ଅତିଥି ସତ୍କାର କରିପାରନ୍ତି।
କନ୍ୟା: ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ବନ୍ଧୁଙ୍କ ସହାୟତାରେ କାମ ପୂରା କରିବେ। ଛାତ୍ରଛାତ୍ରୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ଦିନଟିରେ ସଫଳତା ମିଳିବ। ପୈତୃକ ବ୍ୟବସାୟରୁ ଲାଭବାନ ହେବେ। ସକାରାତ୍ମକ ଚିନ୍ତାଧାରାରେ ସମସ୍ତ କାର୍ଯ୍ୟ କରିବେ। ଆର୍ଥିକ ଲାଭ ମିଳିବ। ଅଚାନକ ଖୁସି ଖବର ପାଇପାରନ୍ତି।
ବିଛା:ବାଦବିବାଦରୁ ଦୂରେଇ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନେବେ ନାହିଁ। କାମରୁ ଲାଭ ଓ ସଫଳତା ମିଳିବ। ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବେ। କୌଣସି କଥାକୁ ନେଇ ସମାଲୋଚିତ ହୋଇପାରନ୍ତି।
ଧନୁ: କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ବାସର ଅଭାବ ରହିବ। ସମସ୍ୟାରେ ପଡ଼ିପାରନ୍ତି। ପରିଶ୍ରମ ଅନୁସାରେ ସଫଳତା ମିଳିବ। ମହାଦେବଙ୍କ ପୂଜାର୍ଚ୍ଚନାରେ ସମୟ ବିତିବ। ଉଧାର ଟଙ୍କା ଫେରି ପାଇବେ।
ମକର: ବିବାହ ପ୍ରସ୍ତାବ ଆସିବ। ଧନଲାଭ ଯୋଗ ଅଛି। କୌଣସି କଥାକୁ ନେଇ ଅଧିକ ଚିନ୍ତା କରିବେ ନାହିଁ। ହସ ଖୁସିରେ ଦିନ କାଟିବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ନୂତନ ପ୍ରୋଜେକ୍ଟ ମିଳିପାରେ।
କୁମ୍ଭ: ପରନିନ୍ଦାରୁ ଦୂରେଇ ରହିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତାନ୍ତର ଦେଖା ଦେବ। ରଣନୀତିରେ କାମ କରିବେ ଏବଂ ସଫଳତା ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ପାଇଁ ଖର୍ଚ୍ଚାନ୍ତ ହେବେ।
ମୀନ: ମାନସିକ ଶାନ୍ତି ପାଇବେ। ଅଫିସ୍‌ରେ ପ୍ରତିଷ୍ଠା ବଢ଼ିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଶୁଭ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ବ୍ୟବସାୟୀ କୌଣସି ଶୁଭ ଖବର ପାଇପାରନ୍ତି। ଅଯଥା ଖର୍ଚ୍ଚ କରନ୍ତୁନି।
ବୁଧବାର ରାଶିଫଳ (୨୫-୦୯-୨୦୨୪ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ପିତାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟାର ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ବୁଧବାର ରାଶିଫଳ ( ୧୭- ୦୭- ୨୦୨୪ )
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ପିତାମାତା ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିପାରନ୍ତି।
ବୃଷ: କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ନିଜ ଲୋକ ଶତ୍ରୁ ସାଜିେବ। ଭାବି ବିଚାରି କାମ କରନ୍ତୁ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ। ଆଶାରୁ ଅଧିକ ସଫଳତା ଲାଭ କରିବେ।
ମିଥୁନ: ଆଶା କରିଥିବା ଦିଗରୁ ଧନ ମିଳିବ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ଅଚାନକ ଖୁସି ଖବର ପାଇବେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମାନସିକ ଚିନ୍ତା ବଢ଼ିବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ହୋଇପାରେ। ଅଚିହ୍ନା ଲୋକଙ୍କୁ ସାହାଯ୍ୟ କରି ପ୍ରଶଂସା ପାଇବେ।
କନ୍ୟା: ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ପରିବାର ସଦସ୍ୟଙ୍କ ସହ ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।
ତୁଳା: ପଡୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ।
ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଆର୍ଥିକ ସ୍ଥିତିେର ଉନ୍ନତି ପରିଲକ୍ଷିତ ହେବ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ। ।
କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମୀନ: ରାଜନୀତିେର ଯୋଗ ଦେବେ। ଆୟ ଅନୁସାରେ ବ୍ୟୟ ସମାନ ରହିବ। ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେଇପାରେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ଖୋଜିବାକୁ ବର୍ତ୍ତମାନ ଉପଯୁକ୍ତ ସମୟ।
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। କ୍ଷମତା ଉପରେ ଭରସା ରଖନ୍ତୁ। ଆର୍ଥିକ ସମସ୍ୟା ଦୂର ହେବ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।
ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବୃଷ: ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ।
ମିଥୁନ: ପିତାଙ୍କ ସହଯୋଗ ମିଳିବ। ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିବ। ଚିନ୍ତାମୁକ୍ତ ରହିବେ।
କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।
ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ।
କନ୍ୟା: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧନ ଆଗମନର ଯୋଗ ରହିଛି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ନୂଆ ଯାନ କିଣିପାରନ୍ତି। ପରିବାର ସହିତ ସମ୍ପର୍କ ମଧୁର ହେବ।
ବିଛା: ସମସ୍ୟାକୁ ସାମ୍ନା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ।
ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧିକ। ପୂଜାକାର୍ଯ୍ୟରେ ସମୟ କଟିବ। ଘରେ ସମସ୍ୟା ଦେଖା ଦେବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଭଲ ଦିନ।
ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ।
କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳିବ। ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ଗାଈଙ୍କୁ ଖାଇବାକୁ ଦିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।
ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।
ମେଷ: ଦିନଟି ଉତ୍ସାହପୂର୍ଣ୍ଣ ରହିବ। ନୂଆ ଯୋଜନାରେ ସଫଳତା ପାଇବେ। କର୍ମକ୍ଷେତ୍ର ଏବଂ ବ୍ୟକ୍ତିଗତ ଜୀବନରେ ତାଳମେଳ ରଖି ଚାଲିବେ। ନିଜ ବାକ୍ୟ ଉପରେ ସଂଯମତା ରକ୍ଷାକରନ୍ତୁ।
ବୃଷ: ଦେହ ଓ ମନ ଭଲ ରହିବ। କର୍ମକ୍ଷେତ୍ରରେ ବାଧା ଉପୁଜିପାରେ। ବ୍ୟବସାୟିକ କାର୍ଯ୍ୟରେ ଦୂରସ୍ଥାନ ଯାଇପାରନ୍ତି। କ୍ୟାରିୟରରେ ଉନ୍ନତି ପାଇଁ ନୂତନ ମାର୍ଗ ଉନ୍ମୋଚନ ହୋଇପାରେ।
ମିଥୁନ: ଅକସ୍ମାତ୍‌ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ବ୍ୟବସାୟରେ ନୂଆ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ କରିବେ।
କର୍କଟ: ଅଯଥା କଥାରୁ ନିଜକୁ ଦୂରରେ ରଖନ୍ତୁ। ଅପ୍ରତ୍ୟାଶିତ ଧନପ୍ରାପ୍ତି ହେବ। ବ୍ୟବସାୟ ବିଷୟରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା କରିବେ। ଆଧ୍ୟାତ୍ମିକତା କାର୍ଯ୍ୟରେ ରୁଚି ବଢ଼ିବ । ଗଭୀର ଭାବନା ମହିଳାଙ୍କୁ କଷ୍ଟ ଦେଇପାରେ ।
ସିଂହ: ପୂର୍ବରୁ ଲାଗି ରହିଥିବା ଚିନ୍ତା ସମାପ୍ତ ହେବ। ନିଜର ଭାବନା ଓ ଯୋଜନାକୁ କ୍ରିୟାଶୀଳ କରିବା ପାଇଁ ଲଗାତାର ପ୍ରୟାସ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଉପୁଜିପାରେ ।
କନ୍ୟା: ଅତ୍ୟଧିକ ଚିନ୍ତା କରି ମାନସିକ ଶାନ୍ତି ହରାଇ ପାରନ୍ତି। ପାରିବାରିକ ସହଯୋଗ ପାଇବେ। ଜୀବନରେ ନୂତନ ପରିବର୍ତ୍ତନ ଦେଖାଦେବ। ଛାତ୍ରଛାତ୍ରୀ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି।
ତୁଳା: କଠିନ ପରିଶ୍ରମ କରି ସଫଳତା ପାଇବେ। ଆପଣଙ୍କ କଥା ଦ୍ବାରା ଅନ୍ୟମାନେ ପ୍ରଭାବିତ ହେବେ। ମହିଳାମାନେ ରକ୍ଷଣଶୀଳା ହେବେ। ଦାମ୍ପତ୍ୟ ଜୀବନରେ ବିଶ୍ବାସ ଅତୁଟ ରହିବ।
ବିଛା: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ଧର୍ମକର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ। ବୈବାହିକ ଜୀବନରେ ସ୍ଥିରତା ଦେଖାଦେବ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ଲୋଡ଼ିବେ।
ଧନୁ: ପରିବାର ସହ କୌଣସି ଧର୍ମସ୍ଥଳୀକୁ ଯାଇପାରନ୍ତି। କୌଣସି ବ୍ୟକ୍ତିଙ୍କ ସହ ବାର୍ତ୍ତାଳାପ କରି ଆତ୍ମସନ୍ତୋଷ ଲାଭ କରିବେ। ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିବେ।
ମକର: ଆକସ୍ମାତ୍‌ ଶୁଭ ଖବର ପାଇ ଉତ୍ସାହିତ ହେବେ। ପ୍ରିୟଜନଙ୍କ ସହ ଅଧିକ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: ସକାରାତ୍ମକ ଚିନ୍ତାଧାରାର ବ୍ୟକ୍ତିଙ୍କ ସହ ଘନିଷ୍ଠତା ବଢ଼ିବ। ଆର୍ଥିକ ଉନ୍ନତି ସତ୍ତ୍ବେ ମଧ୍ୟ ଅଭାବ ଦେଖାଦେଇପାରେ। ଦାମ୍ପତ୍ୟ ଜୀବନରେ ଭୁଲ୍‌ ବୁଝାମଣା ଦେଖାଦେଇପାରେ।
ମୀନ: ଅଜଣା ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ବ୍ୟବସାୟରେ ନୂତନ ନିବେଶ କରି ଲାଭାନ୍ବିତ ହେବେ। ଛାତ୍ରମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ।