odiha news - The Sakala
ପୁରୀ: ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ। ଗଡ଼ିଲା ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ । ଧାର୍ଯ୍ୟ ସମୟ ଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ଆରମ୍ବ ହୋଇଛିୟ  ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର। ଶ୍ରୀମନ୍ଦିର ଅଭିମୁଖେ ୩ ଠାକୁରଙ୍କ ରଥଟଣା ଆରମ୍ଭ ହୋଇଛି । ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ୩ ଠାକୁରଙ୍କୁ ରଥରେ ଦର୍ଶନ କରି ଭାବ ବିହ୍ୱଳ ହୋଇପଡୁଛନ୍ତି ଭକ୍ତ ।
ଏ ଦୁର୍ଲଭ ଦର୍ଶନ ବର୍ଷକରେ ଥରେ ଦେଖିବାକୁ ମିଳିଥାଏ। ରଥାରୁଢ ଚତୁର୍ଦ୍ଧା ମୂର୍ତ୍ତୀଙ୍କୁ ସ୍ବଚକ୍ଷୁରେ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି । ବଡ଼ ଦାଣ୍ଡରେ ପାଦ ରଖି ରଥ ଦଉଡିକୁ ଛୁଇଁ ଦେଲେ ସବୁ ପାପ ଧୋଇ ହୋଇଯାଏ। ଦାରୁ ବ୍ରହ୍ମଙ୍କ ଦର୍ଶନ ପାଇ ଭକ୍ତ ଆତ୍ମ ତୃପ୍ତି ହୋଇଛି । ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ଏବେ ପହଣ୍ଡି ସରିବାର ନୀତି ସମ୍ପର୍ଣ୍ଣ ହୋଇ ରଥ ଟଣା ଆରମ୍ଭ ହୋଇଛି।
ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି: ପଶ୍ଚିମା ଝଡ ଆଣିବ ବର୍ଷା, ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ବର: ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ଏଥିପାଇଁ କାଲି ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି  ୨୦ ରେ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି ।
ସେପଟେ ଆଜି ବି ରାଜ୍ୟରେ ଜାରି ରହିବ ତାତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଉପରେ ରହିବ ପାରଦ । ରାଜଧାନୀ ଭୁବନେଶ୍ବର ସମେତ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମାଲକାନଗିରି, ଗଜପତି, ଭଦ୍ରକ, ଜଗତସିଂହପୁର ଜିଲ୍ଲାରେ ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଉପରେ ପାରଦ ରହିବ ବୋଲି ଆକଳନ କରାଯାଇଛି । ଏହି ସବୁ ଜିଲ୍ଲାରେ ୩୫ ରୁ ୩୮ ଡିଗ୍ରୀ ମଧ୍ୟରେ ଦିନର ତାପମାତ୍ରା ରେକର୍ଡ ହୋଇପାରେ ।