Earthquake in Odisha - The Sakala

ଓଡ଼ିଶାରେ ମୃଦୁ ଭୂକମ୍ପ ଝଟକା; ଥରିଲା ରାଜଧାନୀ, ତୀବ୍ରତା ୫.୧ ରେକର୍ଡ
ଭୁବନେଶ୍ୱର: ଓଡ଼ିଶାରେ ମୃଦୁ ଭୂକମ୍ପ ଝଟକା । ସକାଳ ୬ଟା୧୦ମିନିଟରେ ଭୂମିକମ୍ପ ଅନୂଭୁତ ହୋଇଛି । ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି। ଭୂକମ୍ପ ଝଟକାରେ ଥରିଲା ରାଜଧାନୀ ଭୁବନେଶ୍ବର । ଓଡ଼ିଶାର ରାଜଧାନୀ ଭୁବନେଶ୍ବର ସମେତ ବାଲେଶ୍ବର ଏବଂ ପାରାଦ୍ବୀପରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି । ଉପକୂଳ ଓଡ଼ିଶା ସମେତ କୋଲକାତାରେ ପ୍ରଭାବ ଅନୁଭୂତ ହୋଇଛି ।

୨ରୁ ୩ ସେକେଣ୍ଡ ଯାଏଁ ଭୂକମ୍ପ ପ୍ରଭାବ ଅନୁଭୂତ ହୋଇଥିଲା । ବଙ୍ଗୋପାସାଗରରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ । ପୁରୀରୁ ୨୮୬ ଏବଂ ଭୁବନେଶ୍ବରରୁ ୨୯୭ କିମି ଦୂରରେ ଭୂକମ୍ପ କେନ୍ଦ୍ରୀଭୂତ । ସେହିପରି ବ୍ରହ୍ମପୁରରୁ ଠାରୁ ୩୯୪ କି.ମି ଦୂରରେ କେନ୍ଦ୍ରୀଭୂତ ରହିଛି । ଓଡ଼ିଶାର ପୂର୍ବ ଉପକୂଳର ୯୧ କିମି ସମୁଦ୍ର ଭିତରେ କେନ୍ଦ୍ରସ୍ଥଳ ରହିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୧ । ତେବେ ଏହି ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ଖବର ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇନାହିଁ। ଭୂକମ୍ପ ପ୍ରଭାବରେ ଉପକୂଳ ଓଡ଼ିଶାରେ ସୁନାମୀ ଭୟ ରହିଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି। ଅନ୍ୟପକ୍ଷରେ ଭାରତ ଓ ବାଂଲାଦେଶରେ ମଧ୍ୟ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି।