Journalists - The Sakala

ଆଜି ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ
ଭୁବନେଶ୍ୱର: ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ । ସ୍ୱୀକୃତିପ୍ରାପ୍ତ ସାମ୍ବାଦିକ ଯାଇପାରିବେ ଲୋକସେବା ଭବନ । କୋଭିଡ ସ୍ଥିତିରେ ସୁଧାର ଆସିବା ପରେ ଗୃହ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଲୋକସେବା ଭବନ , ଖାରବେଳ ଭବନ ଓ ରାଜୀବ ଭବନ ଅଭ୍ୟର୍ଥନା ପ୍ରକୋଷ୍ଠ କାର୍ଯ୍ୟକ୍ଷମ ହୋଇଛି । ସାଧାରଣ ଲୋକେ ନିଜର କାମ ପାଇଁ ଲୋକସେବା ଭବନ ଯାଇପାରିବେ ।

ସେପଟେ ଲୋକସେବା ଭବନକୁ ଯିବାକୁ ହେଲେ ପାସ୍ ଆବଶ୍ୟକ ।  ଅନଲାଇନରେ ଆବେଦନ କରିପାରିବେ ସାଧାରଣ ଲୋକ । ଗୃହ ବିଭାଗର ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାମ୍ବାଦିକ  । କୋଭିଡ କଟକଣା ହଟିବା ପରେ ଲୋକସେବା ଭବନକୁ ସାମ୍ବାଦିକଙ୍କୁ ଅନୁମତି ନେଇ ବାରମ୍ବାର ସାମ୍ବାଦିକଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା । ଏହି ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି
ଭୁବନେଶ୍ୱର: ସାମ୍ବାଦିକ ସମ୍ମୁଖ କରୋନା ଯୋଦ୍ଧା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।

ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିବା ସହ କହିଛନ୍ତି- ସାମ୍ବାଦିକମାନେ ନିରବଚ୍ଛିନ୍ନ ଭାବେ ଖବର ପ୍ରସାରଣ କରି ଲୋକଙ୍କୁ ସଚେତନ କରୁଛନ୍ତି । ମହାମାରୀ କୋଭିଡ୍ ସମୟରେ ଲୋକଙ୍କ ନିକଟରେ ପ୍ରତିଟି ଖବର ସମୟରେ ପହଞ୍ଚାଉଛନ୍ତି ସାମ୍ବାଦିକ । କୋଭିଡ୍ ବିରୋଧୀ ଯୁଦ୍ଧରେ ସାମ୍ବାଦିକ ସାହାଯ୍ୟ କରୁଛନ୍ତି ।

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଏହାର ଲାଭ ପାଇବେ । ଏହି ଯୋଜନାରେ ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଉଛି ।

କୋଭିଡ୍ ସମୟରେ କାର୍ଯ୍ୟରତ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି ।