Compulsory Retirement - The Sakala

IFS ଅଫିସର ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ସୁପାରିଶ ଉପରେ ମୋହର ମାରିଲେ ରାଷ୍ଟ୍ରପତି
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ଗିରଫ ନିଲମ୍ବିତ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପାଇଁ ବଢ଼ିଲା ଅଡୁଆ । ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ମନୋଭାବ ରଖୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭୟକାନ୍ତ ପାଠକଙ୍କ ବାଧ୍ୟତାମୂଳକ ଅବସର ପାଇଁ ସୁପାରିଶ କରିଥିଲେ । ଏହି ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଫଏସ୍ ଅଫିସର ହେଉଛନ୍ତି ଅଭୟକାନ୍ତ ପାଠକ । ଯାହାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସୁପାରିଶ କରିଥିଲେ । ଯାହା ଫଳରେ ଅଭୟଙ୍କୁ ବାଧ୍ୟତାମୂଳକ ଅବସର ଦେବାର ପଥ ପରିଷ୍କାର ହୋଇଛି ।

ସରକାରୀ ପଦବୀର ଅପବ୍ୟବହାର କରିଥିଲେ ଅଭୟକାନ୍ତ ପାଠକ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର ସୁପାରିସ କରିଥିଲେ । ପୂର୍ବରୁ ତାଙ୍କୁ ଗିରଫ କରାଯାଇଛି । ଏବେ ସେ ଜେଲରେ ଅଛନ୍ତି ।