Covid Hospital - The Sakala

ସମ୍ଭାବ୍ୟ ତୃତୀୟ ଲହର ପାଇଁ ସଜାଗ ଓଡ଼ିଶା, କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ଡିଏମଇଟି
ଭୁବନେଶ୍ବର : ସମ୍ଭାବ୍ୟ ତୃତୀୟ ଲହର ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। କୋଭିଡ ସଂକ୍ରମଣ ବଢିଲେ ତୁରନ୍ତ ଯେମିତି କାର୍ଯ୍ୟକ୍ଷମ ହୋଇପାରିବ ସେଥିପାଇଁ ପ୍ରସ୍ତୁତ ରହିବାକୁ ଡିଏମ୍‌ଇଟି ପ୍ରଫେସର ଡା.ରମାରମଣ ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି।

ଡିଏମଇଟି ପ୍ରଫେସର ଡା.ରମାରମଣ ମହାନ୍ତି  କହିଛନ୍ତି ଯେ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ଯୋଗୁଁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସୀମାନ୍ତ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କହିଛନ୍ତି।  ତୃତୀୟ ଲହରକୁ ନେଇ ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ସଂକ୍ରମଣ ବଢ଼ିଲେ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ପ୍ରସ୍ତୁତ। ହସ୍ପିଟାଲରେ ଅକ୍ସିଜେନ, ମେଡିସିନ ମହଜୁଦ ରଖିବାକୁ କୁହାଯାଇଛି।

ସୂଚନାଯୋଗ୍ୟ ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ୧୦୦ ପାର କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ କହିଛନ୍ତି ଯେ ୧୧ ଟି ରାଜ୍ୟରେ ୧୦୧ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀ, ମୁମ୍ବାଇ ସମେତ ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ତାମିଲନାଡୁ, ଗୁଜୁରାଟ, ରାଜସ୍ଥାନ ସମେତ ମୋଟ ୧୧ଟି ରାଜ୍ୟରେ ଓମିକ୍ରନ ଚିହ୍ନଟ ହୋଇସାରିଛି। ଗତ ୨୦ ଦିନ ଧରି କୋଭିଡ ସଂକ୍ରମଣର ଦୈନିକ ୧୦,୦୦୦ ରୁ କମ୍, କିନ୍ତୁ ଓମିକ୍ରନ୍ ଫର୍ମାଟ୍ ଏବଂ ଅନ୍ୟାନ୍ୟ ଦେଶରେ ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ସତର୍କ ରହିବା ଆବଶ୍ୟକ ।

କୋଭିଡ୍ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୦ ମୃତ, ୧୦ରୁ ଊର୍ଦ୍ଧ୍ବ ଆହତ
ଅହମଦନଗର: ମହାରାଷ୍ଟ୍ରର ଅହମଦନଗରର ଜିଲ୍ଲା ହସ୍ପିଟାଲର ଆଇସିୟୁ ୱାର୍ଡରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏଥିସହ ୧୦ରୁ ଊର୍ଦ୍ଧ୍ବ ଲୋକ ଆହତ ହେବାର ଖବର ମଧ୍ୟ ଅଛି । ଅହମଦନଗର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।

ପ୍ରାଣ ହରାଇଥିବା ସମସ୍ତ ରୋଗୀ କୋଭିଡ୍‌ ଆଇସିୟୁ ୱାର୍ଡରେ ଥିଲେ। ଚିକିତ୍ସା ଚାଲିଥିବା ବେଳେ ହଠାତ୍‌ ଆଇସିୟୁ ୱାର୍ଡରେ ନିଆଁ ଲାଗି ଯାଇଥିଲା। ଫଳରେ ଏଠାରେ ଥିବା ରୋଗୀଙ୍କ ମଧ୍ୟରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ନିଆଁରେ ଆହତ ହୋଇଥିବା ଲୋକଙ୍କ ଚିକିତ୍ସା ଆରମ୍ଭ ହୋଇଛି। ୨୦ ରୁ ଅଧିକ ଲୋକଙ୍କୁ ନିକଟସ୍ଥ ଅନ୍ୟ ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ହସ୍ପିଟାଲ କର୍ମଚାରୀ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚାଲିଛି। ସେପଟେ ଅନେକ ଅଗ୍ନିଶମ ବାହିନୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି ।

Maharashtra | A total of 10 people died in a fire incident at Ahmednagar District Hospital, said District Collector Rajendra Bhosale pic.twitter.com/zrUnAMKNMj

— ANI (@ANI) November 6, 2021

ଆଜି ଦିନ ପ୍ରାୟ ୧୧:୩୦ ସମୟରେ ଏହି ଘଟଣା ଘଟିଥିଲା। ଏହି ସମୟରେ ଆଇସିୟୁ ୱାର୍ଡରେ ୨୦ ରୋଗୀ ଥିଲେ । ସେମାନଙ୍କ ମଧ୍ୟରୁ କେତେକ ଭେଣ୍ଟିଲେଟରରେ ମଧ୍ୟ ଥିଲେ। ୱାର୍ଡ ବୟ, ନର୍ସ ଏବଂ ହସ୍ପିଟାଲର ଡାକ୍ତରମାନେ ସମସ୍ତ ରୋଗୀଙ୍କୁ ସୁରକ୍ଷିତ ୱାର୍ଡକୁ ସ୍ଥାନାନ୍ତର କରିଥିଲେ। ସୂଚନା ଅନୁଯାୟୀ, ଯେଉଁ ୱାର୍ଡରେ ନିଆଁ ଲାଗିଥିଲା ​​ତାହା ଡାକ୍ତରଖାନା ମଝିରେ ଅଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ । ତେବେ ଏହା ସର୍ଟ ସର୍କିଟ ଯୋଗୁଁ ଘଟିଥିବା ମନେ କରାଯାଉଛି ।

ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣାଠାରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ବେଦାନ୍ତ ଗ୍ରୁପ୍‌ ଏହି କୋଭିଡ ହସ୍ପିଟାଲ ପରିଚାଳନା କରିବ । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବେଦାନ୍ତ ଚେୟାରମ୍ୟାନ୍‌ ଅନୀଲ ଅଗ୍ରଓ୍ବାଲ ପ୍ରମୁଥ ଉପସ୍ଥିତ ଥିଲେ ।

ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ହସପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହସପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ।

କୋଭିଡ ହସ୍ପିଟାଲରେ ଶିଶୁ କନ୍ୟାକୁ ଜନ୍ମ ଦେଲେ ମହିଳା
ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁତର ହୋଇ ଭର୍ତ୍ତି ହୋଇଥିବା ଜଣେ ପ୍ରସୂତୀ ମହିଳାଙ୍କର କନ୍ୟା ସନ୍ତାନ ଜନ୍ମ ହୋଇଛି । ଏବେ କୋଭିଡ ହସ୍ପିଟାଲରେ ମା’ ଗୁରୁତର ଅବସ୍ଥାରେ ଭେଣ୍ଟିଲେଟରେ ରହିଥିବା ବେଳେ ନବଜାତ ଶିଶୁ କନ୍ୟାକୁ ଏସ୍‌ଏନ୍ଏସ୍‌ୟୁରେ ରଖାଯାଇଛି। ଗତକାଲି ଆସନ୍ନ ପ୍ରସବାଙ୍କୁ ଗୁରୁତର ଭାବେ ଫୁଲବାଣୀ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ ବହୁତ ସମସ୍ୟା ହେଉଥିବା କହିଥିଲେ, ତେଣୁ ତାଙ୍କର କୋଭିଡ ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା । ଯାହା ନେଗେଟିଭ୍ ଆସିଥିଲା କିନ୍ତୁ ତାଙ୍କର ସମସ୍ତ ଲକ୍ଷଣ କୋଭିଡ ଆକ୍ରାନ୍ତଙ୍କ ଭଳି ରହିଥିବାରୁ ତାଙ୍କର ନମୁନା RTPCR ଟେଷ୍ଟ ପାଇଁ ପଠାଯାଇଛି । ଏବଂ ତାଙ୍କର ଅକ୍ସିଜେନ୍ ସାଚୁରିଟୀ ଲେଭଲ୍ ପ୍ରାୟ ୪୦ ରହିଥିବାରୁ ତାଙ୍କୁ ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇ ଭେଣ୍ଟିଲେଟରେ ରଖାଯାଇଛି । ତେବେ ରାତିରେ ସେ ପ୍ରସବକାଳୀନ ବ୍ୟଥା ଅନୁଭବ କରିଥିଲେ । ଏଣୁ ତାଙ୍କୁ ଭେଣ୍ଟିଲେଟର ଏବଂ ଆଇସିୟୁର ସହାୟତାରେ ଡାକ୍ତର ସାମଲ ଏବଂ ଅନ୍ୟ ନର୍ସ ମାନେ ମିଳିତ ଭାବେ ସଫଳତାର ସହିତ ନର୍ମାଲ ଡେଲିଭରୀ କରାଇଥିଲେ ।

ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମେଡିକାଲ୍ କଲେଜ ପରିସରରେ କୋଭିଡ୍ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିଛି । ଭୁବନେଶ୍ୱର ସମ୍‌ ହସ୍‌ପିଟାଲ ସହଯୋଗରେ ପୁରୀ କୋଭିଡ୍‌ ହସ୍‌ପିଟାଲ ନିର୍ମାଣ କରାଯାଇଛି । ହସ୍ପିଟାଲରେ ୯୦ଟି ସାଧାରଣ ଅକ୍ସିଜେନ ବେଡ୍, ୪୦ଟି ଏଚଡିୟୁ ବେଡ୍, ୨୦ଟି ଆଇସିୟୁ ବେଡ୍ ରହିଛି । ଏଥିରେ ଉଚ୍ଚମାନର ଲାବୋରେଟୋରୀ ସହ ଡାଏଗ୍ନୋଷଷ୍ଟିକ ସୁବିଧା ମିଳିବ ।

District COVID hospital, in partnership with SUM hospitals, was inaugurated today by Honourable CM in presence of other dignitaries. It has 20 ICU beds, 40 HDU beds and 90 oxygen beds, along with other diagnostic and testing facilities. @CMO_Odisha pic.twitter.com/9Yjd1zipNt

— PuriOfficial (@Puri_Official) May 21, 2021

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ହସ୍ପିଟାଲ ଗୁରୁତର କୋଭିଡ୍ ରୋଗୀଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇବାରେ ସହାୟକ ହେବ । ଏହା ପୂର୍ବରୁ ଜିଲ୍ଲାବାସୀଙ୍କୁ ଭୁବନେଶ୍ୱର ଓ କଟକର ହସ୍ପିଟାଲ ଉପରେ ନିର୍ଭର କରିବାକୁ ପଡ଼ୁଥିଲା । ଏବେ ଜିଲ୍ଲାରେ ଚିକିତ୍ସା ମିଳିବ । ହସ୍ପିଟାଲର ସମସ୍ତ ପରିଚାଳନା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ହସ୍ପିଟାଲର ସମସ୍ତ ଶଯ୍ୟା ଅକ୍ସିଜେନ୍ ପାଇପଲାଇନ୍ ସହ ସଂଯୁକ୍ତ ରହିଛି । ଆବଶ୍ୟକସ୍ଥଳରେ ବେଡ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ସହ ମିଶି କୋଭିଡ୍ କେୟାର ବ୍ୟବସ୍ଥାକୁ ଚଳାଇବା ଲାଗି ସମ୍ ହସ୍ପିଟାଲ୍ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । କହିଛନ୍ତି, ଏବେର ସମୟ ଆମ ପାଇଁ ଦେଶ ପାଇଁ ଚ୍ୟାଲେଞ୍ଜିଂ । ମହାମାରୀ ବିଶାଳ ମାନବସଂକଟ ସୃଷ୍ଟି କରିଛି । ଏହା ଆମ ଜୀବନକୁ, ସ୍ୱାସ୍ଥ୍ୟ ସହ କଲ୍ୟାଣ ପ୍ରତି ବିପଦ ସୃଷ୍ଟି କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡ଼ିବ ନାହିଁ ।

ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ୍ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ବେଡ୍ ସହ ୫୦ଟି ICU ବେଡ୍ ରହିବ ।

ପୁରୀରେ ନିର୍ମାଣ ହେବ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ
ପୁରୀ: ପୁରୀରେ ଖୁବଶୀଘ୍ର ନିର୍ମାଣ କରାଯିବ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ । ପିପିପି ମୋଡରେ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ । ଏହି କୋଭିଡ୍ ହସ୍ପିଟାଲକୁ ଭୁବନେଶ୍ୱର ସମ୍ ହସ୍ପିଟାଲ ପରିଚାଳନା କରିବ ବୋଲି ଜଣାପଡିଛି। ଏଥିରେ 20 ଟି ଆଇସିୟୁ ସହ 40 ଟି ସେମି ଆଇସିୟୁ ଓ 90ଟି ଅକ୍ସିଜେନ ଥିବା ସାଧାରଣ ବେଡ଼ ରହିବ।

ସୂଚନା ଅନୁଯାୟୀ ଆବଶ୍ୟକତା ଅନୁସାରେ କୋଭିଡ ହସ୍ପିଟାଲରେ 300 ବେଡ଼ ସୁବିଧା ଉପଲବ୍ଧ କରାଯିବ । ପୁରୀରେ କୋଭିଡ୍ ହସ୍ପିଟାଲ ନିର୍ମାଣ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ଆଜି ଶ୍ରୀଜଗନ୍ନାଥ ମେଡିକାଲ କଲେଜ ପରିଦର୍ଶନ କରିବା ସହ ଆନୁସଙ୍ଗିକ ସୁବିଧା ସୁଯୋଗର ସମୀକ୍ଷା କରିଛନ୍ତି ।