lightning - The Sakala

ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ
ଭୁବନେଶ୍ୱର: ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ । ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ସେସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ ଓ ଆଉ କିଛି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଏବଂ କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ବିଶ୍ୱର ଏପରି ଏକ ସ୍ଥାନ ଯେଉଁଠି ମାରିଥାଏ ସବୁଠୁ ଅଧିକ ବିଜୁଳି...
ବିଶ୍ୱରେ ଏମିତି ଏକ ସ୍ଥାନ ଅଛି, ଯେଉଁଠାରେ ପ୍ରତ୍ୟେକ ରାତିରେ ଶହ ଶହ ଥର ବିଜୁଳି ମାରିଥାଏ। ଏହି ସ୍ଥାନଟି ହେଉଛି କେଟାଟୁମ୍ବୋ ଲାଇଟ୍‌ନିଂ। ଏହା ଭେନେଜୁଏଲାର ଜୁଲିଆ ରାଜ୍ୟରେ ଅବସ୍ଥିତ । ଏଠାରେ କେଟାଟୁମ୍ବୋ ନଦୀର ସଙ୍ଗମ ବା ମିଳନ ମିରାକାଇବୋ ହ୍ରଦ ସହ ହୋଇଛି। ଏହି ଅଞ୍ଚଳର ଭୌଗୋଳିକ ସଂରଚନା ଏବଂ ଜଳବାୟୁ ଏତେ ନିଆରା ଯେ, ଏହି ସ୍ଥାନ ବିଜୁଳି ଓ ବଜ୍ରପାତ ଲାଗି ପରିଚିତ।

ସେହିପରି ଏଠାକାର ଦୃଶ୍ୟ କୌଣସି ଫିଲ୍ମ ସେଟ୍‌ଠାରୁ କମ୍ ନୁହେଁ। କୋଟାଟୁମ୍ବୋ ଲାଇଟନିଂ ଅଞ୍ଚଳରେ ବର୍ଷକୁ ପ୍ରାୟ ୨୮୦ ରାତି ବିଜୁଳି ମାରେ ବୋଲି ବିଶେଷଜ୍ଞମାନେ କହନ୍ତି। କେବଳ ସେତିକି ନୁହେଁ, ଗୋଟିଏ ରାତିରେ ପ୍ରାୟ ୧୦ ଘଣ୍ଟା ବିଜୁଳି ମାରିବାର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳେ। ତେଣୁ ଏଥିରୁ ଏକପ୍ରକାର ଏହି କଥା ସ୍ପଷ୍ଟ ହେଉଛି ଯେ, ଏଠାକାର ଆକାଶ କେବେ ବି ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇ ନ ଥାଏ। ଗୋଟିଏ ରାତିରେ ଏଠାରେ  ୧୦୦ରୁ ୩୦୦ ଥର ବିଜୁଳି ମାରିବାର ନଜିର ରହିଛି। ଏହି କାରଣରୁ  ଏହାକୁ ବିଶ୍ୱର ସର୍ବାଧିକ ବିଜୁଳି ମାରିବା ସ୍ଥାନ ଭାବେ  ଗିନିଜ୍ ବିଶ୍ବ ରେକର୍ଡ ସ୍ବୀକୃତି ପ୍ରଦାନ କରିଛି।

ସେହିପରି ଏଠାକାର ବିଜୁଳି ମାରିବା ଦୃଶ୍ୟ ଏତେ ବେଶୀ ଉଜ୍ଜ୍ବଳ ଯେ, ଏହାକୁ ୫୦ କିଲୋମିଟର ଦୂରରୁ ଦେଖିବା ସମ୍ଭବ। ଏ ଦୃଶ୍ୟ କେବଳ ବୈଜ୍ଞାନିକଙ୍କ ଲାଗି କେବଳ ଗବେଷଣାର ବିଷୟ ନୁହେଁ, ବରଂ ସ୍ଥାନୀୟ ଲୋକ ଓ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର। ରାତିର ଅନ୍ଧାରରେ ନିରନ୍ତର ବିଜୁଳି ମାରିବାର ଚମକ ଆକାଶକୁ ଏକ ବିଶାଳ ଆଲୋକ ପ୍ରଦର୍ଶନୀ ବା ଲାଇଟ୍ ଶୋ’ରେ ରୂପାନ୍ତରିତ କରିଥାଏ। ଏଠାରେ ପ୍ରତି ସମୟରେ ବିଜୁଳି କାହିଁକି ଗର୍ଜେ , ତାର ରହସ୍ୟ କାହାକୁ ଜଣା ନାହିଁ। ସାଧାରଣତଃ ଗୋଟିଏ ସ୍ଥାନରେ ଏକା ସାଙ୍ଗରେ ଏକରୁ ଅଧିକ ବିଜୁଳି ଗର୍ଜି ନ ଥାଏ। କିନ୍ତୁ  ଏଠାରେ ଗୋଟିଏ ସ୍ଥାନରେ ହଜାର ହଜାର ବିଜୁଳି ଏକା ସମୟରେ ଗର୍ଜିଥାଏ। ୧୯୬୦ ମସିହାରେ ଏକ ରିପୋର୍ଟରେ  କୁହାଯାଇଥିଲା ଯେ, ଏହି ସ୍ଥାନରେ ୟୁରାନିୟମର ମାତ୍ରା ଅଧିକ ରହିଛି , ତେଣୁ ଏଭଳି ଘଟଣା ଘଟୁଛି। ବୈଜ୍ଞାନିକମାନେ ଏହାକୁ ନେଇ ଅନେକ ଗବେଷଣା ମଧ୍ୟ କରିଛନ୍ତି। ଏଠାରେ ମିଥେନର ମାତ୍ରା ଅଧିକ କାରଣରୁ ଏମିତି ଘଟୁଛି ବୋଲି ବୈଜ୍ଞାନିକମାନେ କହିଛନ୍ତି। କିନ୍ତୁ ଏବେବି ଏହି ୨ଟି ତଥ୍ୟକୁ ନେଇ କୌଣସି ସଠିକ ପ୍ରମାଣ ମିଳିନାହିଁ। ତେଣୁ ଏବେ ବି ଏହା ରହସ୍ୟ ଘେରରେ ରହିଛି।

ଆକାଶରୁ ଖସୁଛି ମୃତ୍ୟୁ, ଜୀବନ ନେଉଛି ବଜ୍ରପାତ: ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୧୩ ମୃତ
ସକାଳ ବ୍ୟୁରୋ: ଆକାଶରୁ ଖସୁଛି ମୃତ୍ୟୁ, ବଜ୍ରପାତ ନେଉଛି ଜୀବନ। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୧୩ ଜଣଙ୍କ ଜୀବନ ଯାଇଛି। କାହିଁକି ବାରମ୍ବାର ହେଉଛି ବଜ୍ରାଘାତ। ଗତ ୨ ବର୍ଷ ଭିତରେ ସର୍ବାଧିକ ବଜ୍ରପାତ ହୋଇ ୪ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ଜଳବାୟୁ ପରିବର୍ତ୍ତନ, ବ୍ୟାପକ ଗଛ କଟା ଏହାର ମୁଖ୍ୟ କାରଣ ବୋଲି ପରିବେଶବିତ୍ କହୁଛନ୍ତି। ସବୁଠୁ ବଡ଼ କଥା ହେଲା, ବଜ୍ରପାତରୁ ବର୍ତ୍ତିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ହେବା ଦରକାର। ଯେପରିକି, ବିଜୁଳି ଓ ଘଡ଼ଘଡ଼ି ମାରିବା ସମୟରେ ଗଛ ତଳେ ନରହିବା, ଖୋଲା ସ୍ଥାନ, ପଡ଼ିଆ ଓ ଚାଷ ଜମିରେ ନରହିବା ଭଳି ସତର୍କତା ଜାରି କରୁଛନ୍ତି ପାଣିପାଗ ବିଜ୍ଞାନୀ। ତଥାପି ବଜ୍ରପାତରେ ଯାଉଛି ଅନେକ ଜୀବନ।

ଆଜି ସୋର ବ୍ଲକ ନଟାପଡା ପଞ୍ଚାୟତ ୱାଦା ଗାଁରେ ବଜ୍ରପାତ ହୋଇଛି। ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୪ ଜଣ ଗୁରୁତର ଅଛନ୍ତି। ମୃତ ଯୁବକ ହେଉଛନ୍ତି ୧୮ ବର୍ଷୀୟ ହରିଶ ମଳିକ। ସକାଳେ ସାଙ୍ଗହୋଇ ବିଲକୁ କାମ କରିବାକୁ ଯାଇଥିଲେ। ବର୍ଷା ଘଡଘଡି ହେବାରୁ ସମସ୍ତେ ଗୋଟିଏ ଜାଗାରେ ବସିଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ଏଥିରେ ସମସ୍ତେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାକୁ ଆଣିଥିବା ବେଳେ, ସେଠାରେ ଡାକ୍ତର ହରିଶଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତର ଖାନାରେ ପହଂଚି ମୃତଦେହ ବ୍ୟବଛେଦ ପାଇଁ ପଠାଇବା ସହ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ସେହିପରି କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଥାନା ବାସୁଦେବପୁର ଗାଁରେ ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାସୁଦେବପୁର ଗାଁର ବିଜୟ ମଲ୍ଲିକ ଓ ଗରା ଗାଁର ବାବାଜୀ ପ୍ରଧାନ। ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି, କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ
ଭୁବନେଶ୍ୱର: ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି । କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ । ୪ ଦିନର ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି । ଆଜି ଦିନରେ ରାଜ୍ୟର ପ୍ରାୟ ସବୁ ଅଂଚଳରେ ତାପମାତ୍ରା ହ୍ରାସ ପାଇଥିଲା । ତେବେ ସନ୍ଧ୍ୟା ବେଳକୁ ରାଜଧାନୀ ଭୁବନେଶ୍ୱରରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା । ଟ୍ୱିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ଦେଖା ଦେଇଥିଲା । କିଛି ଦିନର ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ରାଜଧାନୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।

ତେବେ ଅନ୍ୟପଟେ ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳରେ ସୃଷ୍ଟ ନିମ୍ନଚାପରେଖା ଓ ଗୁରୁଚାପ ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ଜନିତ ବର୍ଷା ଓ କୁଆ ପଥର ବର୍ଷାର ସମ୍ଭାବନା ରହିଛି । ଝଡି ପବନ ସହ ଏହି ସମୟରେ ୪୦ ରୁ ୫୦ କିଲୋମିଟର ଝଡି ପବନ ସହ ଏହି ସମୟରେ ୪୦ ରୁ ୫୦ କିଲୋମିଟର ପବନ ବହିବାର ପୂର୍ବାନୁମାନ କରିଛି ବିଭାଗ ।

ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ ପ୍ରଚଣ୍ଡ ଘଡଘଡି ବିଜୁଳି ପାଇଁ ୧୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, କଟକ, ଯାଜପୁର, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହି ସ ବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ୫୦ କିଲୋମିଟର ବେଗରେ ପବନ ବହିବା ସହ କୁଆପଥର ବୃଷ୍ଟି ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି। କାଲି ସକାଳ ପରଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ୧୨ ଜିଲ୍ଲା ମୟୁରଭଞ୍ଜ, ଅନୁଗୁଳ , ଦେଓଗଡ, କେନ୍ଦୁଝର, ସମ୍ବଲପୁର, ସୋନପୁର, ନୟାଗଡ, ଗଂଜାମ, ଗଜପତି, କନ୍ଧମାଳ , ରାୟଗଡା ଓ କଳାହାଣ୍ଡି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କକରିଛି ପାଣିପାଗ କେନ୍ଦ୍ର। ଅନ୍ୟପଟେ ୯ରୁ ପୁଣି ପାଗ ବଦଳିବା ସମ୍ଭାବନା ରହିଛି।

ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ରାଜଧାନୀ, ଆସନ୍ତା ତିନି ଘଣ୍ଟା ପାଇଁ ଟୁଇନ୍ ସିଟିକୁ ଆଲର୍ଟ ଜାରି
ଭୁବନେଶ୍ୱର: ଭୟଙ୍କର ବଜ୍ରପାତ ସହ ପ୍ରବଳ ବର୍ଷାରେ ବେହାଲ ହେଲା ରାଜଧାନୀ ଭୁବନେଶ୍ୱର । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । କିଛି ସମୟ ପାଇଁ ଯାତାୟତ ଠପ୍ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି ରହିଥିବା ବେଳେ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଯୋଗୁଁ ଜନଜୀବନ ବାଧାପ୍ରସ୍ତ ହୋଇଛି ।

ଅନ୍ୟପଟେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ତିନି ଘଣ୍ଟା ପାଇଁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ରାଜଧାନୀର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ରାଜଧାନୀରେ ପ୍ରବଳ ବର୍ଷା ଯୋଗୁଁ ଇସ୍କନ ମନ୍ଦିର ଆଗରେ ଏକାଧିକ କାର ବୁଡି ଯାଇଥିବା ଦେଖିବାକୁ ମିଳିଛି ।

ପାଠପଢ଼ାବେଳେ ସ୍କୁଲରେ ଘଡଘଡି ପଡି ୨୦ ଛାତ୍ରଛାତ୍ରୀ ଆହତ
ପାଟକୁରା: ପାଠପଢ଼ାବେଳେ ସ୍କୁଲରେ ପଡିଲା ବଜ୍ରପାତ । ବଜ୍ରାଘାତ ଯୋଗୁଁ ୨୦ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଗରଦପୁର ବ୍ଲକ କୁଦାନଗରୀ ସରକାରୀ ହାଇସ୍କୁଲରେ ପଡିଛି ବଜ୍ରପାତ । ଏହି ସ୍କୁଲରେ ଆଦର୍ଶ ବିଦ୍ୟାଳୟରେ ପାଠପଢା ଚାଲିଥିବାବେଳେ ଆଜି ଅପରାହ୍ଣରେ ଅକସ୍ମାତ ବଜ୍ରପାତ ହୋଇଥିଲା । ବଜ୍ରପାତରେ ଆହତ ପିଲାଙ୍କୁ ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବଜ୍ରାଘାତ ଯୋଗୁଁ ସ୍କୁଲର ସମସ୍ତ ବିଦ୍ୟୁତ ସାମଗ୍ରୀ ଜଳି ଯାଇଥିବା ସୂଚନା ମିଳିଛି । ଜରୁରୀକାଳୀନ ଭିତ୍ତିରେ ଆହତ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଜାରି ରହିଛି ।

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆକାଶରୁ ଖସିଲା ମୃତ୍ୟୁ : ବଜ୍ରପାତରେ ମାଆ-ଝିଅଙ୍କ ସମେତ ୩ ମୃତ
ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ୩ ଜଣଙ୍କ ଜୀବନ ନେଇଛି। ବହଳଦା ଥାନାର ନିମାଡ଼ିହାରେ ଜଣେ ମହିଳା ଓ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ତିରିଂ ଥାନା ବାରୁଡ଼ିହି ଗ୍ରାମରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଦୁଇ ଦୁଇଜଣ ହେଲେ ମାଆ ଝିଅ, ପୋଖରୀକୁ ଗାଧେଇବା ପାଇଁ ଯାଉଥିବା ସମୟରେ ହଠାତ ବଜ୍ରପାତ ହୋଇଥିଲା। ସେହିପରି ତିରିଂ ଥାନା ବାରୁଡିହି ଗାଁରେ ଜଣେ ଯୁବକ ବଜ୍ରପାତର ଶିକାର ହୋଇ ପ୍ରାଣ ହରାଇଛନ୍ତି। ଏହି ଅଞ୍ଚଳରେ ଆଜି ଅପରାହ୍ନରେ ବର୍ଷା ସହିତ ବଜ୍ରପାତ ହୋଇଛି।

ମିଳିଥିବା ସୂଚନାଅନୁସାରେ ବହଳଦା ଥାନା ନିମଡ଼ିହି ଗ୍ରାମର ଗୋପୀ ମୁଣ୍ଡାଙ୍କ ସ୍ତ୍ରୀ ରାଣୀ ମୁଣ୍ଡା(୨୫) ଓ ଝିଅ ପାନ ମୁଣ୍ଡା(୫) ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଉଥିବା ସମୟରେ ବର୍ଷା ହେବାରୁ ବରଗଛ ମୂଳରେ ଛିଡା ହୋଇଥିଲେ।  ତେବେ ବଜ୍ରପାତ ଘଟିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ତେବେ ସେହି ପାର୍ଶ୍ଵ ଦେଇ ଯାଉଥିବା ଗୋପୀ ମୁଣ୍ଡାଙ୍କ ଝିଅ ଲେଚେ ମୁଣ୍ଡା ମଧ୍ୟ ବଜ୍ରପାତର ପ୍ରଭାଵରେ ସଂଜ୍ଞାହୀନ ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବହଳଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେହିପରି ତିରିଂ ଥାନା ବାରୁଡ଼ିହି ଗ୍ରାମର କାଣ୍ଡେ ପୂର୍ତ୍ତିଙ୍କ ପୁଅ ଶ୍ୟାମ ଚରମ ପୂର୍ତ୍ତି (୪୨) ବଜ୍ରପାତରେ ପ୍ରାଣ ହରାଇଛନ୍ତି।

ଦିନକରେ ବଜ୍ରପାତ ନେଲା ୭୪ ଜୀବନ
ନୂଆଦିଲ୍ଲୀ : ଦେଶରେ କରୋନା ଯୋଗୁଁ ପ୍ରତିଦିନ ଶହ ଶହ ଲୋକଙ୍କ ଜୀବନ ଯାଉଛି। ଏପରି ସଙ୍କଟ ସମୟରେ ବଜ୍ରପାତ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି। ବଜ୍ରପାତ ଯୋଗୁଁ ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନର ୭୪ ଲୋକ ପ୍ରାଣ ହରାଇଛନ୍ତି। ରାଜ୍ୟ ସରକାରମାନଙ୍କ ମଧ୍ୟରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ଜୟପୁରରେ ଥିବା ୧୨ଶ ଶତାଦ୍ଧୀର ପ୍ରସିଦ୍ଧ ଆମେର ଦୁର୍ଗକୁ ବୁଲିବାକୁ ଯାଇଥିବାବେଳେ ରବିବାର ସନ୍ଧ୍ୟାରେ ବଜ୍ରପାତ ହେବାରୁ ୧୧ ଯାତ୍ରୀଙ୍କ ଜୀବନ ଯାଇଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ମଧ୍ୟ ଆହତ ହୋଇଛନ୍ତି। ଜଣେ ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି ଯେ ସନ୍ଧ୍ୟା ୬ଟା୩୦ରୁ ୭ଟା ମଧ୍ୟରେ ବଜ୍ରପାତ ହୋଇଥିଲା।

ଏହି ସମୟରେ କିଛି ଲୋକ ୱାଚ ଟାୱାର ଉପରେ ଥିବାବେଳେ ଆଉ କିଛି ବର୍ଷାର ମଜା ନେଉଥିଲେ। ବଜ୍ରପାତ ହେବା ଫଳରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କ ମଧ୍ୟରେ ପଞ୍ଜାବର ଦୁଇ ଭାଇଭଉଣୀ ସାମିଲ ଅଛନ୍ତି। ଜୟପୁର ପୁଲିସ ଅଧିକାରୀ ସୌରଭ ତିୱାରୀଙ୍କ ଅନୁଯାୟୀ ସେଠାରେ ଲୋକେ ଥିବାବେଳେ ବର୍ଷା ଜାରି ରହିଥିଲା। ବର୍ଷା ଜୋରରେ ହେବାରୁ ସେମାନେ ଟାୱାରେ ଛପି ରହିଥିଲେ। ବଜ୍ରପାତ ସମୟରେ ଟାୱାରରେ ୩୦ ଜଣ ଥିଲେ। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲେଟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ପ୍ରତ୍ୟେକ ମୃତକଙ୍କୁ ୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବାକୁ ସେ ଘୋଷଣା କରିଛନ୍ତି।  ଅନ୍ୟପକ୍ଷରେ ବଜ୍ରପାତରେ ଉତ୍ତରପ୍ରଦେଶରେ ସର୍ବାଧିକ ପ୍ରଭାବିତ ହୋଇଛି।

ରବିବାର ବଜ୍ରପାତରେ ୧୬ ଜିଲ୍ଲାର ୪୧ ଲୋକ ପ୍ରାଣ ହରାଇଛନ୍ତି। ୟୁପି ରିଲିଫ କମିଶନର ରଣଭୀର ପ୍ରସାଦ କହିଛନ୍ତି ଯେ ମିଳିଥିବା ସୂଚନା ଅନୁଯାୟୀ ବଜ୍ରପାତରେ ୧୬ ଜିଲ୍ଲାର ୪୧ ଲୋକ ପ୍ରାଣ ହରାଇଛନ୍ତି ଏବଂ ୩୦ରୁ ଅଧିକ ଆହତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରାଯାଇଛି। ଏଥିରେ ୨୫୦ ପଶୁ ମଧ୍ୟ ମୃତ୍ୟୁବରଣ କରିଥିବାବେଳେ ୨୦ ଆହତ ହୋଇଛନ୍ତି। ବଜ୍ରପାତରେ ପ୍ରୟାଗରାଜରେ ୧୪, କାନପୁରରେ ୫, ଫିରୋଜାବାଦ ଏବଂ କୌଶମ୍ବୀରେ ୩ ଜଣ ଲେଖାଏଁ ଏବଂ ଉନ୍ନାଓ ଏବଂ ଚିତ୍ରକୋଟରେ ୨ ଜଣ ବଜ୍ରପାତରେ ଆଖି ବୁଜିଛନ୍ତି। ଏହା ବ୍ୟତୀତ  ବଜ୍ରପାତ ଯୋଗୁଁ ନିଆଁ ଲାଗିଯିବାରୁ ୨୨ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।

କାନପୁର, ପ୍ରତାପଗଡ, ଆଗ୍ରା, ବାରଣାସୀ ଏବଂ ରାଏବରେଲିରେ ମଧ୍ୟ ବଜ୍ରପାତରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅକସ୍ମାତ୍ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଏଥିରେ ପ୍ରାଣ ହରାଇଥିବା ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହତଙ୍କୁ ୫୦,୦୦୦ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି।  ସେହିପରି ବଜ୍ରପାତ ଯୋଗୁଁ ମଧ୍ୟପ୍ରଦେଶର ୧୧ ଲୋକଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ସାମିଲ ଅଛନ୍ତି। ଏଥିରେ ୧୩ ଜଣ ମଧ୍ୟ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ହିମାଚଳ ପ୍ରବଳା ବର୍ଷା ଲାଗି ରହିଛି। ଏଥିଯୋଗୁଁ ଧର୍ମଶାଳାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।

ହଠାତ ବନ୍ୟାଜଳ ଆସିବାରେ ଅନେକ କାର ଭାସିଯାଇଛି। ସେହିପରି ସିମଲା ଜିଲ୍ଲା ଝାକରୀ ଦେଇ ଯାଇଥିବା ରାଜପଥ ବନ୍ୟା ଯୋଗୁଁ ବନ୍ଦ କରିଦିଆଯାଇଛି। ଅନେକ ସ୍ଥାନରେ ମଧ୍ୟ ଭୂସ୍ଖଳନ ହୋଇଛି। ପ୍ରଦେଶରେ ପ୍ରବଳ ବର୍ଷାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ ଘୋର ଉଦ୍‌ବେଗ ପ୍ରକାଶ କରିବା ସହ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି କହିଛନ୍ତି । ସେ ଟ୍ବିଟ କରି କହିଛନ୍ତି  ଯେ “ ପ୍ରବଳ ବର୍ଷା ଯୋଗୁ ହିମାଚଳ ପ୍ରଦେଶର ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖାଯାଇଛି । କର୍ତ୍ତୃପକ୍ଷ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି। ଏଥିପାଇଁ ଆବଶ୍ୟକ ସମସ୍ତ ସମ୍ଭାବ୍ୟ ସାହାଯ୍ୟ ଯୋଗାଇ ଦିଆଯାଉଛି। କ୍ଷତିଗ୍ରସ୍ତ ଅଞ୍ଚଳରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ସେ ପ୍ରାର୍ଥନା କରିଛନ୍ତି।

ରାଜ୍ୟର ୧୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା, ଘଡଘଡି ସହ ବର୍ଷା ପବନ ସମ୍ଭାବନା
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ୧୭ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁୀର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା ଆଦି ଜିଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି। ଜିଲ୍ଲାରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । କେତେକ ସ୍ଥାନରେ ପବନର ବେଗ ୩୦ରୁ ୪୦ କି.ମି ହୋଇପାରେ ବୋଲି ସୂଚନା ଦେଇଛି ବିଭାଗ ।

#Warning for Day-1 & Day-2 pic.twitter.com/eb1p3VyBgE

— Meteorological Centre, Bhubaneswar (@mcbbsr) May 13, 2021

ଟ୍ୱିନସିଟିରେ ଆଜି କାଳବୈଶାଖୀ ବର୍ଷା ହୋଇଛି । କେନ୍ଦୁଝର, ମୟରୂଭଞ୍ଜର ୨ଟି ସ୍ଥାନରେ ବର୍ଷା ସହ ୪୦ର ୫୦ କି.ମି ବେଗରେ ପବନ ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ, ଦେବଗଡ ଆଦି ଅଞ୍ଚରେ ସ୍ୱଳ୍ପରୁ ମଧ୍ୟମ ଧରରଣ ବର୍ଷା ହେବା ଆକଳନ କରାଯାଇଛି ।

କାଳବୈଶାଖୀ ନେଇ ମେ ୯ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ତାତିରୁ ଆଶ୍ୱସ୍ତି ମିଳିଥିବା ବେଳେ ରାଜ୍ୟରେ କାଳବୈଶାଖୀ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ ତାରିଖ ସକାଳ ୮ଟା ୩୦ ଯାଏ ୧୯ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀ ହେବ । ଏଥିସହ ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ୬ ତାରିଖ ସକାଳ ୮ଟା ୩୦ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

#Warning for Day-1 To Day-5 pic.twitter.com/6kLVvnJMRq

— Meteorological Centre, Bhubaneswar (@mcbbsr) May 4, 2021

୭ ତାରିଖ ସକାଳ ୮ଟା ୩୦ ଯାଏ କାଳବୈଶାଖୀ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

୮ ତାରିଖ ସକାଳ ୮ଟା ୩୦ ଯାଏ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସମ୍ଭାବନା ରହିଛି । ସେହିଭଳି ୯ ତାରିଖ ସକାଳ ୮ଟା ୩୦ ଯାଏ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।