age in schools - The Sakala
ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ବନ୍ଦ୍ବ ଦୂର କଲା ଗଣଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ତଦୁର୍ଦ୍ଧ ଜରୁରୀ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ନିଷ୍ପତ୍ତି ହୋଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ କରାଯାଇଛି। ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ। ସେପ୍ଟେମ୍ବର ୧ ସୁଦ୍ଧା ବୟସ ୬ କିମ୍ବା ତଦୁର୍ଦ୍ଧ ହେଲେ ପ୍ରଥମ ଶ୍ରେଣୀ ନାମ ଲେଖାଇ ପାରିବେ ପିଲା।
ବିଭିନ୍ନ ଶିକ୍ଷାବିତ ଓ ବିଶେଷଜ୍ଞମାନଙ୍କ ସହିତ ଆଲୋଚନା ପରେ ଛାତ୍ରଛାତ୍ରୀମାନଙ୍କର ଉତ୍କୃଷ୍ଟ ଶୈକ୍ଷିକ ବିକାଶ ପାଇଁ ଜାତୀୟ ଶିକ୍ଷା ନୀତି-୨୦୨୦ରେ ପ୍ରଥମଶ୍ରେଣୀରେ ନାମଲେଖାଇବା ବୟସକୁ  ୬ (ଛଅ) ବର୍ଷ କିମ୍ବା ତଦୁର୍ଦ୍ଧ ଧାର୍ଯ୍ୟ କରାଯାଇଅଛି।  @CMO_Odisha @EduMinOfIndia @NityanandaBJP @SecyChief @IPR_Odisha
— EducationOdisha (@SMEOdisha) March 18, 2025
ଆମ ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ କୁ ୨୦୨୫ -୨୬ ଶିକ୍ଷାବର୍ଷ ଠାରୁ ପ୍ରଚଳନ ପାଇଁ ନିଷ୍ପତ୍ତି ନିଆଯାଇଛି ଏବଂ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ବୟସସୀମାକୁ ୬ (ଛଅ) ବର୍ଷ କିମ୍ବା ତଦୁର୍ଦ୍ଧ ଧାର୍ଯ୍ୟ କରାଯାଇଅଛି।@OSEPA_Official
— EducationOdisha (@SMEOdisha) March 18, 2025