corona recovered - The Sakala

ରାଜ୍ୟରୁ ଆଜି ସୁସ୍ଥ ହେଲେ ୧୦ ହଜାର ୩୬ ଜଣ କରୋନା ଆକ୍ରାନ୍ତ
ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି କରୋନାରୁ ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୧ ଜଣ ଅଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ସୁନ୍ଦରଗଡ଼ରୁ ୮୧୪ ଜଣ ଥିବା ବେଳେ, କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡ଼ରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ଝାରସୁଗୁଡ଼ାରୁ ୩୩୪, ସମ୍ବଲପୁରରୁ ୩୦୦, ଭଦ୍ରକରୁ ୨୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଏହାସହ ନୟାଗଡ଼ରୁ ୨୪୫ ଜଣ ଥିବା ବେଳେ, ଢେଙ୍କାନାଳରୁ ୨୩୬, ବାଲେଶ୍ବରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡ଼ାରୁ ୨୦୨, ରାୟଗଡ଼ାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୋନପୁରରୁ ୧୪୮, କେନ୍ଦ୍ରାପଡ଼ାରୁ ୧୪୧, ଦେବଗଡ଼ରୁ ୧୩୮, କୋରାପୁଟରୁ ୧୧୧, ଗଜପତିରୁ ୧୦୨, କନ୍ଧମାଳରୁ ୯୫, ମାଲକାନଗିରିରୁ ୮୩ ଓ ଷ୍ଟେଟ୍ ପୁଲରୁ ୨୭୧ ଜଣ ଅଛନ୍ତି ।

ଆଜି ରାଜ୍ୟରୁ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬ ହଜାର ୮୫୪ ଜଣ କରୋନା ସଂକ୍ରମିତ
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ରେକର୍ଡ ଭାଙ୍ଗିଥିବା ବେଳେ ଦୈନିକ ସୁସ୍ଥତା ବି ରେକର୍ଡ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୫୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୫୮୪ ଜଣ କରୋନାକୁ ମାତ୍ ଦେଇ ଆରୋଗ୍ୟ ହୋଇଛନ୍ତି । ସଂକ୍ରମଣ ଭଳି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ରହିଛି ସୁସ୍ଥତା ହାର । ଏଥିସହ ରାଜ୍ୟର ମୋଟ ୪ ଲକ୍ଷ ୨୩ ହଜାର ୨୫୭ ଜଣ କରୋନାକୁ ହରାଇଛନ୍ତି ।

Another 6854 Covid patients have recovered and are being discharged on 06.05.2021

1091 from Khordha

421 from Jharsuguda

415 from Nabarangpur

370 from Sundargarh

358 from Bolangir

348 from Anugul

308 from Bargarh

301 from Jajapur

300 from Keonjhar

289 from Mayurbhanj

— H & FW Dept Odisha (@HFWOdisha) May 6, 2021

ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୪୨୧ ଜଣ, ନବରଙ୍ଗପୁରରୁ ୪୧୫, ସୁନ୍ଦରଗଡ଼ରୁ ୩୭୦, ବଲାଙ୍ଗିରରୁ ୩୫୮, ଅନୁଗୁଳରୁ ୩୪୮, ବରଗଡ଼ରୁ ୩୦୮, ଯାଜପୁରରୁ ୩୦୧, କେନ୍ଦୁଝରରୁ ୩ ଶହ, ମୟୂରଭଞ୍ଜରୁ ୨୮୯, ନୂଆପଡ଼ାରୁ ୨୮୨, ଗଞ୍ଜାମ ଏବଂ କଳାହାଣ୍ଡିରୁ ୨୭୪ ଜଣ ଲେଖାଏଁ, ପୁରୀରୁ ୨୫୯, କଟକରୁ ୧୯୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୬୩, ଜଗତସିଂହପୁରରୁ ୧୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

32 from Malkangiri

28 from Deogarh

15 from Boudh

11 from Dhenkanal

212 from State Pool

The total recovered cases of Odisha now stand at 423257

— H & FW Dept Odisha (@HFWOdisha) May 6, 2021

ସେହିଭଳି ଗଜପତିରୁ ୧୦୯, ନୟାଗଡ଼ରୁ ୧୦୪, ବାଲେଶ୍ୱରରୁ ୭୯, ସୋନପୁରରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଭଦ୍ରକରୁ ୬୫, କୋରାପୁଟରୁ ୫୫, କନ୍ଧମାଳରୁ ୩୮, ମାଲକାନଗିରିରୁ ୩୨, ଦେବଗଡ଼ରୁ ୨୮, ବୌଦ୍ଧରୁ ୧୫, ଢେଙ୍କାନାଳରୁ ୧୧ ଏବଂ ଷ୍ଟେଟ ପୁଲରୁ ୨୧୨ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି ।