Journalist death in corona - The Sakala

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ଯୁ
ଭୁବନେଶ୍ୱର: କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ଯୁ। କରୋନାରେ ଆକ୍ରାନ୍ତ ହୋଇ ୪୦ ବର୍ଷୀୟ ସାମ୍ବାଦିକ କୃଷ୍ଣ ପ୍ରସାଦଙ୍କ ଦେହାନ୍ତ ଘଟିଛି। ଭାଇଜାଗ୍‌ର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ସେ ଗଜପତି ଜିଲ୍ଲାର ଗୋସାନି ଗ୍ରାମର ବାସିନ୍ଦା। ସେ ଏକ ତେଲୁଗୁ ଦୈନିକ ଖବରକାଗଜ ‘ଇନାଡୁ’ରେ ସାମ୍ବାଦିକ ଭାବେ କାମ କରୁଥିଲେ।

କରୋନାରେ ଚାଲିଗଲେ ସାମ୍ବାଦିକ ସଂଗ୍ରାମ କେଶରୀ
ଭୁବନେଶ୍ବର: କରୋନାରେ ଚାଲିଗଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ। ସମୟ ଖବର କାଗଜର କୋଣାର୍କ ପ୍ରତିନିଧି ସଂଗ୍ରାମ କେଶରୀ ମହାପାତ୍ର କରୋନାରେ ପ୍ରାଣ ହରାଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ରାତି ସେ ମୃତ୍ୟୁବରଣ କରିଛନ୍ତି। କରୋନାର ଦ୍ୱିତୀୟ ଲହରୀ ଏପର୍ଯ୍ୟନ୍ତ ୩୦ ସାମ୍ୱାଦିକଙ୍କ ଜୀବନ ନେଲାଣି।

କରୋନାରେ ସାମ୍ବାଦିକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ନର: କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ୍ କରି ସମ୍ବାଦିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

— CMO Odisha (@CMO_Odisha) May 7, 2021

ସେହିପରି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଟ୍ୱିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି। ସେ ଲେଖିଛନ୍ତି ‘ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତଖବର ପାଇ ମୁଁ ଗଭୀରଭାବେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଓମ୍ ଶାନ୍ତି।’

ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତ ଖବର ପାଇ ମୁଁ ଗଭୀର ଭାବେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଓମ ଶାନ୍ତି !

— Manas Mangaraj (@manasrmangaraj) May 7, 2021

ସୂଚନାଯୋଗ୍ୟ ପ୍ରଦୀପ କିଶୋର ସାହୁ ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ଭାବେ କାର୍ଯ୍ୟରତ ଥିଲେ । ତେବେ ଗତ ୧୫ ଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ସେ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା ।

କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ
ବ୍ରହ୍ମପୁର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋଭିଡ। କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ। ଏହି ପରିପ୍ରେକ୍ଷୀରେ ମହାମାରୀ କରୋନାରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ।

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁ। ଯିଏକି ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ପ୍ରଦୀପ କରୋନାରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ୪୩ ବର୍ଷ ବୟସରେ ମୃତ୍ୟୁ ଘଟିଛି। ଶ୍ରୀ ସାହୁଙ୍କୁ ମିଶାଇ କରୋନାର ଦ୍ବିତୀୟ ଲହରୀରେ ରାଜ୍ୟର ୧୭ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି।