Salary - The Sakala
ବଢ଼ିବ ଇପିଏଫ୍‌ ସୁଧହାର; ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୮.୭୫% ସୁଧ !
ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧ ପାଣ୍ଠି ସଂଗଠନ(ଇପିଏଫ୍‌ଓ)ର ସଦସ୍ୟଙ୍କ ପାଇଁ ଭଲ ଖବର। କାରଣ ଆଗକୁ ଇପିଏଫ୍‌ଓ ସଦସ୍ୟଙ୍କୁ ସେମାନଙ୍କର ପିଏଫ୍‌ ଜମା ଉପରେ ଅଧିକ ସୁଧ ହାର ମିଳିପାରେ।  ସରକାର ୨୦୨୫-୨୬  ଆର୍ଥିକ ବର୍ଷ ପାଇଁ ଭବିଷ୍ୟନିଧି ପାଣ୍ଠି ଜମା ଉପରେ ସୁଧ ହାର ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏହା ବିଶ୍ୱାସ କରାଯାଉଛି ଯେ ଏଥର, ସରକାର ପିଏଫ୍‌ ଉପରେ ସୁଧ ହାର ୮.୭୫% କରିପାରନ୍ତି। ଏହି ସୁଧହାରରେ ଏହି ବୃଦ୍ଧି ସିଧାସଳଖ ୮ କୋଟି ପିଏଫ୍‌ ଆକାଉଣ୍ଟଧାରୀଙ୍କୁ ଲାଭ ଦେବ।
ବର୍ତ୍ତମାନ, ଭବିଷ୍ୟନିଧି ପାଣ୍ଠି ଜମା ଉପରେ ସଦସ୍ୟମାନଙ୍କୁ ୮.୨୫% ସୁଧ ହାର ମିଳୁଛି। ଏହା ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉର୍ଦ୍ଧ଄ଷ୍ଟ। ଏଥର ଏହାକୁ ୮.୭୫%କୁ  ବୃଦ୍ଧି କରାଯାଇପାରେ। ଏହାର ଅର୍ଥ ସିଧାସଳଖ ସୁଧ ହାରରେ ୫୦ ବେସିସ୍ ପଏଣ୍ଟ ବୃଦ୍ଧି। ସରକାର ପ୍ରତିବର୍ଷ ପିଏଫ୍‌ ଉପରେ ଅର୍ଜିତ ସୁଧକୁ ଆପଣଙ୍କ ଆକାଉଣ୍ଟରେ ଜମା କରନ୍ତି। ଏଥର, ଆଶା କରାଯାଉଛି ଯେ ସରକାର ଶୀଘ୍ର ସମଗ୍ର ବର୍ଷର ସୁଧକୁ ଆପଣଙ୍କ ଆକାଉଣ୍ଟରେ ଜମା କରିପାରନ୍ତି। ଏହା ବିଶ୍ୱାସ କରାଯାଉଛି ଯେ ଜାନୁଆରୀରେ ଏ ବିଷୟରେ ଏକ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ। ସୁଧ ହାର ବୃଦ୍ଧି ସିଧାସଳଖ ସଦସ୍ୟଙ୍କ ଭବିଷ୍ୟନିଧି ପାଣ୍ଠିକୁ ପ୍ରଭାବିତ କରେ। ଯଦି ଜଣଙ୍କ ଆକାଉଣ୍ଟରେ ୫ ଲକ୍ଷ ଟଙ୍କା ଅଛି, ତେବେ ଏଥିରେ ସିଧାସଳଖ ପ୍ରାୟ ୪୦,୦୦୦ ରୁ ୪୨,୦୦୦ଟଙ୍କା ପର୍ଯ୍ୟନ୍ତ ସୁଧ ହାରରୁ ଲାଭ ପାଇବେ। ଏହି ପ୍ରସ୍ତାବ ଉପରେ ଇପିଏଫ୍‌ଓର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ (ସିବିଟି) ର ଆଗାମୀ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି, ଯାହା ପରେ ସୁଧ ହାର ମଞ୍ଜୁର ହେବ। ପ୍ରକୃତରେ, ଏହାକୁ ବୈଠକରେ ଅନୁମୋଦନ କରାଯିବ।
ପ୍ରତ୍ୟେକ ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ, ଜାଣନ୍ତୁ କେତେ ମିଳିବ ଦରମା...
ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍‌ରୁ ପିଅନଙ୍କୁ ଦରମା ଦିଆଯାଉଥିଲା। ଏବେ ରାଜ୍ୟ ସରକାର ଦରମା ଦେବେ।
ବେତନ ଓ ପେନ୍‌ସନରେ ଯାଉଛି ବଜେଟର ୬୨ ପ୍ରତିଶତ; ବିକାଶ ପ୍ରକଳ୍ପ ପାଇଁ ଖର୍ଚ୍ଚ କରିବାକୁ ପଇସା ନାହିଁ...
ନୂଆଦିଲ୍ଲୀ: ସମ୍ପ୍ରତି ରାଜ୍ୟଗୁଡ଼ିକ ଏକ ଗମ୍ଭୀର ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହି ଅର୍ଥାଭାବ ସ୍ଥିତି ସେମାନଙ୍କ ଗୁରୁତ୍ୱପୂର୍ଣ୍ଣ ବିକାଶ କାର୍ଯ୍ୟକ୍ରମ ପାଇଁ ପାଣ୍ଠି ଯୋଗାଇବାର କ୍ଷମତାକୁ ପ୍ରଭାବିତ କରିଛି। କେବଳ ଦରମା ଓ ପେନସନ ବାବଦରେ ରାଜ୍ୟଗୁଡ଼ିକ ବଜେଟ୍‌ର ୬୨% ବ୍ୟୟ କରୁଛନ୍ତି। ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ରିସର୍ଚ୍ଚ ପକ୍ଷରୁ ପ୍ରକାଶିତ ଷ୍ଟେଟ୍‌ ଅଫ୍‌ ଷ୍ଟେଟ୍‌ ଫାଇନାନ୍ସ ୨୦୨୫ ଶୀର୍ଷକ ରିପୋର୍ଟରେ ଏହା କୁହାଯାଇଛି।
ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ବଜେଟ୍‌ ଡକ୍ୟୁମେଣ୍ଟ, ଅଡିଟ୍‌ ଆକାଉଣ୍ଟରୁ ତଥ୍ୟ ଆଧାରରେ ପ୍ରସ୍ତୁତ ଏହି ରିପୋର୍ଟରେ କୁହାଯାଇଛି ଯେ ଆର୍ଥିକବର୍ଷ ୨୦୨୪ରେ ଦେଶର ବିଭିନ୍ନ ରାଜ୍ୟଗୁଡ଼ିକ ରାଜସ୍ୱ ଆୟର ୫୩% ପ୍ରତିଶତ ଅର୍ଥ  କେବଳ ଦରମା, ପେନସନ ଏବଂ ସୁଧ ଦେୟ ବାବଦ ଖର୍ଚ୍ଚ ହୋଇଛି। ପଞ୍ଜାବ ଭଳି ରାଜ୍ୟରେ ନିଜସ୍ୱ ରାଜସ୍ୱର ୧୦୭% ଅଧିକ ଖର୍ଚ୍ଚ କେବଳ ଏହି କ୍ଷେତ୍ରରେ ବ୍ୟୟ କରିଛି। ସେହିପରି  ହିମାଚଳ ପ୍ରଦେଶ (୮୫ ପ୍ରତିଶତ), ତାମିଲନାଡୁ (୭୭ ପ୍ରତିଶତ), କେରଳ (୭୫ ପ୍ରତିଶତ) ଏବଂ ହରିୟାଣା (୭୧ ପ୍ରତିଶତ) ରହିଛି। ରିପୋର୍ଟରେ ଆହୁରିମଧ୍ୟ କୁହାଯାଇଛି ଯେ  ୨୦୨୫-୨୬ରେ ରାଜ୍ୟଗୁଡ଼ିକ ସେମାନଙ୍କ ରାଜସ୍ୱ ଆୟର ୫୦ ପ୍ରତିଶତ ଅର୍ଥ ଦରମା, ପେନସନ ଏବଂ ସୁଧ ଦେୟ ପାଇଁ ଖର୍ଚ୍ଚ କରିବେ ବୋଲି ଆକଳନ କରାଯାଇଛି। ଆସାମ, ହିମାଚଳ ପ୍ରଦେଶ, କେରଳ, ପଞ୍ଜାବ ଏବଂ ତାମିଲନାଡୁ ଭଳି ରାଜ୍ୟଗୁଡ଼ିକ ପୂର୍ବ ଧାର୍ଯ୍ୟ ଲକ୍ଷ୍ୟ ଅନୁଯାୟୀ ୬୦ ପ୍ରତିଶତରୁ ଅଧିକ ଅର୍ଥ ଖର୍ଚ୍ଚ କରିବେ ବୋଲି ଆକଳନ କରାଯାଇଛି।
ରିପୋର୍ଟ ଅନୁସାରେ, ପୂର୍ବ ଧାର୍ଯ୍ୟ ଲକ୍ଷ୍ୟ ଅନେକ ରାଜ୍ୟକୁ ତୁରନ୍ତ ଖର୍ଚ୍ଚ ପାଇଁ ମଧ୍ୟ ଋଣ ନେବାକୁ ବାଧ୍ୟ କରିଛି। ଏହା ଫଳରେ ମୋଟ ଋଣ ଜିଡିପିର ୨୭.୫ ପ୍ରତିଶତରେ ପହଞ୍ଚିଛି, ଯାହା ସୁପାରିଶ କରାଯାଇଥିବା ୨୦ ପ୍ରତିଶତ ସୀମାଠାରୁ ବହୁତ ଅଧିକ। ଏହା ରାଜ୍ୟଗୁଡିକର ଋଣ ବାବଦ ସୁଧ ପୈଠ ପରିମାଣ ବୃଦ୍ଧି କରିଛି, ଯାହା ଆର୍ଥିକବର୍ଷ ୨୦୨୪ରେ ରାଜସ୍ୱ ପ୍ରାପ୍ତିର ୧୩ ପ୍ରତିଶତ ଥିଲା। ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିଶ ଯୋଗୁଁ ନିରନ୍ତର ସ୍ଥାନାନ୍ତର ହ୍ରାସ ରାଜ୍ୟଗୁଡ଼ିକର ଖର୍ଚ୍ଚ ସ୍ୱାୟତ୍ତତାକୁ ଆହୁରି ହ୍ରାସ କରିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିକଟରେ ମଧ୍ୟ ଏହାକୁ ସ୍ୱୀକାର କରିଛନ୍ତି। ଦିଲ୍ଲୀ ସ୍କୁଲ ଅଫ୍‌ ଇକୋନୋମିକ୍ସର ଏକ କର୍ମଶାଳାରେ କେନ୍ଦ୍ରଅର୍ଥମନ୍ତ୍ରୀ ଅନେକ ରାଜ୍ୟ ସେମାନଙ୍କ ଆୟର ପ୍ରାୟ ୭୦ ପ୍ରତିଶତ ଦରମା ଏବଂ ପେନସନରେ ଖର୍ଚ୍ଚ କରୁଛନ୍ତି, କେବଳ ୩୦ ପ୍ରତିଶତ ବିକାଶ ଆବଶ୍ୟକତା ରହୁଥିବା ଉଲ୍ଲେଖ କରି ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ମହିଳାଙ୍କ ପାଇଁ ନିରନ୍ତର ନଗଦ ହସ୍ତାନ୍ତର (ୟୁସିଟି) ଯୋଜନାର ପ୍ରସାର ରାଜ୍ୟର ଆର୍ଥିକ ସ୍ଥିତିକୁ ଦୁର୍ବଳ କରିଛି। ୨୦୨୩ ମାତ୍ର ୨ଟି ରାଜ୍ୟ ମହିଳାଙ୍କୁ ମାଗଣା ସହାୟତା ଯୋଜନା ପ୍ରଚଳନ କରିଥିବାବେଳେ ଏବେ ଏହା ୧୨ଟି ରାଜ୍ୟରେ ପ୍ରଚଳିତ ହେଉଛି। ଏଥିପାଇଁ ଏହି ରାଜ୍ୟଗୁଡ଼ିକ ଗୋଟିଏ ବର୍ଷରେ ୧.୬୮ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଯାହା ଫଳରେ ରାଜ୍ୟଗୁଡ଼ିକର ରାଜସ୍ୱ ନିଅଣ୍ଟ ବୃଦ୍ଧି କରିଛି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି।
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ  ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା  ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।