CovidDeath - The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୨୬ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୬୮ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୨୬ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧୦୪୪ କୁ ବୃଦ୍ଧି ପାଇଥିବା ବେଳେ ୧୦୧୭୭୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୩୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୮ ଜଣ ପଜିଟିଭ ରହିଛନ୍ତି।

Covid-19 Report For 8th October

New Positive Cases: 526
Of which 0-18 years: 68
In quarantine: 303
Local contacts: 223

(Details of local contacts will be shared by concerned Dist Administration)

District Wise Cases:

1. Angul: 3
2. Balasore: 33
3. Bargarh: 2
4. Bhadrak: 3

— I & PR Department, Odisha (@IPR_Odisha) October 9, 2021

22. Rayagada: 2
23. Sambalpur: 7
24. Sonepur: 1
25. Sundargarh: 19
26. State Pool: 55

New recoveries: 598
Cumulative tested: 20578622
Positive: 1031044
Recovered: 1017714
Active cases: 5035

— I & PR Department, Odisha (@IPR_Odisha) October 9, 2021

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୩୮ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୯୩ପଜିଟିଭ୍
ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୭୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୨୮୦୫ କୁ ବୃଦ୍ଧି ପାଇଥିବା ବେଳେ ୯୯୭୭୯୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୯୦୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୩ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୬୬ ଜଣ, ଦେବଗଡ଼ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୯ , ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୫ ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୋନେପୁର ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ, ଷ୍ଟେଟ ପୁଲ୍‌ରୁ ୫୨ ଜଣ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ଯରେ 7 ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି ।

ଭେଣ୍ଟିଲେଟରରେ ରହୁଥିବା ୯୦ ପ୍ରତିଶତ ରୋଗୀଙ୍କ ମୃତ୍ୟୁ ସମ୍ଭାବନା ଅଧିକ
ଭୁବନେଶ୍ୱର: ଦ୍ୱିତୀୟ ଲହର ସଂକ୍ରମଣ କମୁଛି । ଦୈନିକ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ମୃତ୍ୟୁ ସଂଖ୍ୟା ଏମିତି ଏବେ କିଛି ଦିନ ରହିବ । ତେବେ ଜିଲ୍ଲା ସ୍ତରରେ ଅଡିଟ୍ ରିପୋର୍ଟ ଆସିବା ପରେ ଆମେ କହି ପାରିବା କେଉଁ ଦିନ କେତେ ମୃତ୍ୟୁ ହେଉଛି । ଏବେ ବି ୪୫୦ ରୋଗୀ ଆଇସିୟୁରେ ଅଛନ୍ତି । ଭେଣ୍ଟିଲେଟରରେ ରହୁଥିବା ରୋଗୀଙ୍କ ମୃତ୍ୟୁ ସମ୍ଭାବନା ୯୦ ପ୍ରତିଶତ । ଏବେ ବି ୫୫ରୁ ୬୦ ଲୋକ ଭେଣ୍ଟିଲେଟରରେ ଅଛନ୍ତି । ଏବଂ ଆଇସିୟୁରୁ ୩୦ ପ୍ରତିଶତ ପେସେଣ୍ଟ ଭେଣ୍ଟିଲେଟରକୁ ଯାଆନ୍ତି । ଯେତେ ପର୍ଯ୍ୟନ୍ତ କ୍ରିଟିକାଲ ପେସେଣ୍ଟ ଅଛନ୍ତି ଆମର ମୃତ୍ୟୁ ସଂଖ୍ୟା କିଛି ଏମିତି ରହିବ । ଆମର ଉପକୂଳରେ ବିଳମ୍ବରେ ପିକ୍ ନେଇଥିଲା । ପଶ୍ଚିମ ଓଡ଼ିଶାରେ ସ୍ଥିତିରେ ସୁଧାର ଆସିଛି । ଉପକୂଳରେ ବି ଜୁଲାଇ ଦ୍ୱିତୀୟ ସପ୍ତାହ ବେଳକୁ କମିବ ବୋଲି ଆଶା କରାଯାଉଛି । ଆମେ କେନ୍ଦ୍ରୀୟ ଟିମଙ୍କୁ ଜିଲ୍ଲାର ରିପୋର୍ଟ ଦେବୁ ତାହା ପରେ ସେ କେଉଁଠି କୁ ଯିବେ ତାହା ତାଙ୍କ ଉପରେ ନିର୍ଭର କରେ । ରାଜ୍ୟରେ ସଂକ୍ରମଣ କମୁଛି, ଆଗକୁ ଆହୁରି କମିବ । ମହାମାରୀ ସଂକ୍ରମଣ ସମ୍ପୂର୍ଣ୍ଣ ଭାବେ ମୂଳପୋଛ ହୁଏ ନାହିଁ । କିଛି ଜିଲ୍ଲାରେ ସଂକ୍ରମଣ ଅଧିକ ରହିଛି । ସେ ସବୁ ଜିଲ୍ଲାରେ ଧିରେ ଧିରେ କମିବ ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । କେନ୍ଦ୍ରୀୟ ବୈଷୟିକ ଟିମ୍ ଆସିଛନ୍ତି । ସେମାନଙ୍କର ଯାହା ତଥ୍ୟ ଦରକାର ଯୋଗାଇ ଦେବୁ । ସେମାନେ ବୈଷୟିକ ଦିଗ ଦେଖିବେ । ରୋଗୀ ସଂକ୍ରମଣ ହେବା ପରେ ମୃତ୍ୟୁ ପର୍ଯ୍ୟନ୍ତ ଏକ ଗ୍ୟାପ ରହୁଛି । ଧିରେ ଧିରେ ମୃତ୍ୟୁ ସଂଖ୍ୟା କମିବ ବୋଲି କହିଛନ୍ତି ଡିଏମଇଟି ।

ଆଜି ଓଡ଼ିଶାରେ ପୁଣି ୪୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି ।ସେହିପରି ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି। ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ପ୍ରକୃତ ମୃତ୍ୟୁସଂଖ୍ୟା କାହିଁକି ଲୁଚଉଛ
ନୂଆଦିଲ୍ଲୀ : ସାରା ଦେଶରେ କରୋନାର ଦ୍ବିତୀୟ ଲହରକୁ ନେଇ ସ୍ଥିତି ଭୟାବହ ହୋଇପଡ଼ିଥିବା ବେଳେ ସଂକ୍ରମଣର ରୂପରେଖ ଏବଂ ବର୍ଦ୍ଧିତ ମୃତ୍ୟୁସଂଖ୍ୟାକୁ ନେଇ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହି ସମୟରେ ଇଣ୍ଡିଆନ ମେଡିକାଲ ଆସୋସିଏସନ କେନ୍ଦ୍ର ସରକାରଙ୍କ ଚିଠି ଲେଖୀ ଯେଭଳି ପ୍ରଶ୍ନ ପଚାରିଛି ତାହା ମଧ୍ୟ ଆହୁରି ଉଦ୍‌ବେଗଜନକ ହୋଇପଡ଼ିଛି। ବାସ୍ତବରେ ଦେଶରେ କରୋନାଜନିତ ମୃତ୍ୟୁ ଯେତିକ ହେଉଛି ସରକାରୀ ରିପୋର୍ଟରେ ତାହା ଠିକ ପ୍ରତିଫଳିତ ହେଉନାହିଁ ବୋଲି ଏହି ପ୍ରଶ୍ନରୁ ସ୍ପଷ୍ଟ ହୋଇଛି। କେନ୍ଦ୍ର ସରକାର କାହିଁକି ମୃତ୍ୟୁସଂଖ୍ୟା ଲୁଚାଉଛନ୍ତି ବୋଲି ଏହି ଆସୋସିଏସନ ପ୍ରଶ୍ନ କରିଛି। ଏ ସମ୍ପର୍କରେ ଆସୋସିଏସନ କେନ୍ଦ୍ରକୁ ଲେଖୀଥିବା ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଗତକାଲି ଦେଶର କରୋନାଜନିତ ମୃତ୍ୟୁସଂଖ୍ୟା ୪୧୮୭ ରହିଥିଲା ବେଳେ ନୂତନ ଆକ୍ରନ୍ତଙ୍କ ସଂଖ୍ୟା ୪ଲକ୍ଷ ୧ ହଜାର ୭୮ ରହିଥିଲା। କିନ୍ତୁ ଏହାକୁ ସରକାର କାହିଁକି ଲୁଚାଉଛନ୍ତି ବୋଲି ମେଡିକାଲ ଆସୋସିଏସନ ପ୍ରଶ୍ନ କରିଥିଲା ବେଳେ ଦେଶରେ ଏବେ ପୂର୍ଣ୍ଣ ଲକଡାଉନର ଆବଶ୍ୟକତାକୁ ଗୁରୁତ୍ବ ଦେଇଛି। ଅନ୍ତତଃ ସାରା ଦେଶରେ ୨୦ ଦିନିଆ ଲକଡାଉନ ଲଗାଯାଉ ବୋଲି ସଂଘ କହିଛି।

ସଂକ୍ରମଣର ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖୀ ଅନେକ ରାଜ୍ୟ ୧୦ରୁ ୧୫ ଦିନ ଲକଡାଉନ୍ ଲଗାଇ ସାରିଲେଣି । ଏହାସତ୍ତ୍ବେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅନେକ ଅଭାବ ରହିଛି ।ବିଭିନ୍ନ ସ୍ଥାନରେ ଅମ୍ଳଜାନ ଅଭାବକୁ ନେଇ ସଙ୍କଟ ଲାଗିରହିଥିବା ବେଳେ ଏବେ ମଧ୍ୟ ଏହାର ସମାଧାନ କରାଯଇିପାରିନି। ଦ୍ୱିତୀୟ ଲହରରେ ୭୫୬ ଡାକ୍ତର ଏବଂ ୧୪୬ ସ୍ୱାସ୍ଥ୍ୟକର୍ମୀ ପ୍ରାଣ ହରାଇସାରିଥିବା ବେଳେ ହସ୍ପିଟାଲରେ ଶହ ଶହ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ଏହାକୁ ନନ୍-କୋଭିଡ୍ ମୃତ୍ୟୁ କହି ସରକାର ତାଲିକାରେ ସାମିଲ କରୁନାହାଁନ୍ତି । କିନ୍ତୁ ଏହାଦ୍ବାରା ସମସ୍ୟାର ସମାଧାନ ହେବା ପରିବର୍ତ୍ତେ ସ୍ଥିତି ଆହୁରୀ ଗମ୍ଭୀର ହେବ ବୋଲି ସଂଘ କହିଥିବା ବେଳେ ତୁରନ୍ତ ଲକଡାଉନ ଘୋଷଣା ହେବା ଆବଶ୍ୟକ ବୋଲି କହିଛି।