Myanmar Quake Death - The Sakala

ମ୍ୟାଁମାର ଭୂକମ୍ପ: ୬୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ, ଭାରତ ପଠାଇଲା ରିଲିଫ୍ ସାମଗ୍ରୀ
ବ୍ୟାଙ୍କକ୍‌: ମ୍ୟାଁମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟ ଘଟିଛି। ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମ୍ୟାମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି। ଏହି ଭୂମିକମ୍ପରେ ୬୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ  ଘଟିଥିବା ବେଳେ ୧୬ ଶହରୁ ଅଧିକ ଆହତ ହୋଇଛନ୍ତି। ମ୍ୟାଁମାରରେ ଭୂକମ୍ପର ପ୍ରଭାବ ଏତେ ଅଧିକ ଥିଲା ଯେ ଏହା ୯୦୦ କିମି ଦୂରରେ ଥିବା ପଡ଼ୋଶୀ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହାକୁ ଦୃଷ୍ଟିରେ ରଖି ଏବେ ଭାରତ ସରକାର ୧୫ଟନ୍‌ର ରିଲିଫ୍ ସାମଗ୍ରୀ ପଠାଇଛନ୍ତି। ଭାରତୀୟ ବାୟୁସେନାର ସି-୧୩୦ଜେ ବିମାନ ଜରିଆରେ ରିଲିଫ୍ ପ୍ୟାକେଜ୍ ପଠାଇଛି ଭାରତ, ଯେଉଁଥିରେ ତମ୍ବୁ, ଶୋଇବା ବ୍ୟାଗ୍, କମ୍ବଳ, ଖାଦ୍ୟ ଏବଂ ଜେନେରେଟର ସେଟ୍ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଅନ୍ତର୍ଭୁକ୍ତ। ଭୂମିକମ୍ପ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ପାରାସିଟାମଲ୍, ଆଣ୍ଟିବାୟୋଟିକ୍, ସିରିଞ୍ଜ, ଗ୍ଲୋଭସ୍ ଏବଂ ବ୍ୟାଣ୍ଡେଜ୍ ଭଳି ଚିକିତ୍ସା ସାମଗ୍ରୀ ମଧ୍ୟ ପଠାଯାଉଛି। ଏହା ସହ ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ ସୁବିଆଣ୍ଟୋ ମଧ୍ୟ ଭୟଙ୍କର ଭୂମିକମ୍ପରେ କ୍ଷତିଗ୍ରସ୍ତ ମିଆଁମାର ଏବଂ ଥାଇଲ୍ୟାଣ୍ଡକୁ ସହାୟତା ପ୍ରଦାନ କରିଛନ୍ତି।