Helpline Number - The Sakala

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା: ହେଲ୍ପଲାଇନ୍ ନମ୍ବର ଜାରି କଲା ରେଳ ବିଭାଗ
ଚୌଦ୍ବାର: ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ୩ଟି ଟ୍ରେନ୍‌ର ଦିଗ ପରିବର୍ତ୍ତନ କରିଛି ରେଳ ବିଭାଗ। ୧୨୮୨୨ ଧଉଳୀ ଏକ୍ସପ୍ରେସ, ୧୨୮୭୫ ନୀଳାଚଳ ଏକ୍ସପ୍ରେସ ଓ ୨୨୬୦୬ ପୁରୁଲିଆ ଏକ୍ସପ୍ରେସର ଗତିପଥ ବଦଳା ଯାଇଛି । କାମାକ୍ଷା ଏକ୍ସପ୍ରେସ୍‌ରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ ଏକ ଟ୍ରେନ୍‌ରେ ଗନ୍ତବ୍ୟ ସ୍ଥଳରୁ ପଠାଯିବା ପାଇଁ ରେଳବାଇ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଘଟଣା ସ୍ଥଳରେ ଖୋର୍ଦ୍ଧା ରୋଡ୍‌ ଡିଆର୍‌ଏମ୍‌, ଜିଏମ୍‌ଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ରେଳ ବିଭାଗ ପକ୍ଷରୁ ହେଲପ୍ ଲାଇନ ନମ୍ବର ଜାରି କରାଯାଇଛି । ହେଲପ୍ ଲାଇନ ଡେସ୍କ ନମ୍ବର ୮୧୧୪୩ ୮୨୩୭୧ ଜାରି କରାଯାଇଛି ।

-କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮

-କଟକ ପାଇଁ ମୋବାଇଲ୍ ନଂ- ୭୨୦୫୧୪୯୫୯୧

-ଭୁବନେଶ୍ବର ୧ନଂ ପ୍ଲାଟଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା

-ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି

-ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫

-ଭଦ୍ରକ ପାଇଁ ହେଲ୍ପ ଲାଇନ୍ ନଂ- ୯୪୩୭୪୪୩୪୬୯