Loot at Gunpoint - The Sakala

ବନ୍ଧୁକ ମୁନରେ ବ୍ୟବସାୟୀଙ୍କଠାରୁ ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ସହ ସୁନାଗହଣା ଏବଂ ଗାଡ଼ି ଲୁଟିନେଲେ ଦୁର୍ବୃତ୍ତ
ବାଲେଶ୍ବର: ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଠାରୁ ଲୁଟ୍ । ବ୍ୟବସାୟୀଙ୍କଠାରୁ ୩ ଲକ୍ଷ ୭୦ ହଜାର ଟଙ୍କା ସହ ସୁନାଗହଣା ଏବଂ ଗାଡ଼ି ଲୁଟି ନେଇଛନ୍ତି ୪ ଜଣ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ା ଥାନା ରସାଳପୁର କାନକଟା ଅଣ୍ଟିଆଚିରା ପୋଲ ନିକଟରେ ଘଟିଛି ଏଭଳି ଘଟଣା । ବନ୍ଧୁକ ମୁନରେ ଜଣେ ସିମେଣ୍ଟ ଗୋଦାମ କର୍ମଚାରୀଙ୍କ ଠାରୁ ଲୁଟ୍ ହୋଇଥିବା ନେଇ ଖନ୍ତାପଡ଼ା ଥାନାରେ ଅଭିଯୋଗ ହୋଇଛି। ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, ସୋରରେ ଏକ ସିମେଣ୍ଟ ଦୋକାନର କର୍ମଚାରୀ ଦିଲ୍ଲୀପ କୁମାର ଦାସ ବାକି ଟଙ୍କା କଲେକ୍ସନ ସାରି ବିଳମ୍ବିତ ରାତି ରେ ନିଜ ବାଇକରେ ଫେରୁଥିବା ବେଳେ ଖନ୍ତାପଡ଼ା ଥାନା କାନକଟା କଣ୍ଟିଆଚିରା ପୋଲ ନିକଟରେ ୨ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଅଟକାଇଥିଲେ। ବନ୍ଧୁକ ଦେଖାଇ ତାଙ୍କ ନିକଟରୁ ମୋବାଇଲ ଫୋନ, ୨ଟି ସୁନା ମୁଦି ଏବଂ କଲେକ୍ସନ କରି ଆଣିଥିବା ୩ ଲକ୍ଷ ୭୦ ହଜାର ଟଙ୍କାକୁ ଦୁର୍ବୃତ୍ତମାନେ ଛଡ଼ାଇ ନେଇଥିଲେ । ପରେ ଦୁର୍ବୁତ୍ତମାନେ ଫୋନ କରି ଅନ୍ୟ ୨ ଦୁର୍ବୃତ୍ତଙ୍କୁ ଡକାଇ ଛଡ଼ାଇ ନେଇଥିବା ସମସ୍ତ ଜିନିଷ ତାଙ୍କୁ ଦେଇ ଦୋକାନ କର୍ମଚାରୀଙ୍କ ବାଇକକୁ ନେଇ ଫେରାର ହୋଇଯାଇଥିଲେ।ଏ ନେଇ ଦିଲ୍ଲୀପ ଖନ୍ତାପଡା ଥାନାରେ ଅଭିଯୋଗ କରିଛନ୍ତି ।

ବନ୍ଧୁକ ମୁନରେ ୬ ଲକ୍ଷ ଟଙ୍କା ଲୁଟ
ବାଲୁଗାଁ : ସ୍ପଷ୍ଟ ଦିବା ଲୋକରେ ବିଦ୍ୟୁତ କର୍ମଚାରୀ ଙ୍କ ଠାରୁ ବନ୍ଧୁକ ମୁନରେ ଝାମ୍ପି ନେଲେ 6 ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶକ୍ତି ସିନେମା ହଲ ନିକଟରେ । ଲୁଟ୍‌ର ଶିକାର ହୋଇଛନ୍ତି ବାଣପୁର-୧ ବିଦ୍ୟୁତ୍‌ ବିଭାଗର ସୁପରଭାଇଜର ସଂଜିତ ପ୍ରଧାନ । ଖୋର୍ଦ୍ଧା ବାଣପୁରରେ ବିଦ୍ୟୁତ ବିଭାଗ ସୁପରଭାଇଜର ସଂଜିତ ପ୍ରଧାନଙ୍କଠାରୁ ବନ୍ଧୁକ ଦେଖାଇ ଲୁଟି ନେଲେ ୬ ଲକ୍ଷ ରୁ ଊର୍ଦ୍ଧ୍ବ ଟଙ୍କା । ବ୍ୟାଙ୍କ ଟଙ୍କା ଜମା କରିବାକୁ ଯାଉଥିବା ସମୟରେ ଗୋଟିଏ ବାଇକ୍‌ରେ ଦୁଇ ଜଣ ଦୁର୍ବୃତ୍ତ ଆସି ହଠାତ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଲୁଟ୍ କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ୨ ଦୁର୍ବୃତ୍ତ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।