Global Tender - The Sakala

ଜୁନ୍‌ ୪ କୁ ଘୁଞ୍ଚିଲା କୋଭିଡ ଟିକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା
ରାଜ୍ୟରେ ଟିକା ଅଭାବକୁ ଦୂର କରିବା ପାଇଁ ଗ୍ଲୋବାଲ୍‌ ଟେଣ୍ଡର ଆହ୍ୱାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଆଜି କୋଭିଡ଼ ଟିକା ଟେଣ୍ଡର ଆହ୍ୱାନ ଖୋଲିବାକୁ ଥିଲା। ସୂଚନା ଅନୁସାରେ ଆଗାମୀ ୭ ଦିନ ପାଇଁ ଟେଣ୍ଡର ପ୍ରକ୍ରିୟାକୁ ଘୁଂଚାଇ ଦିଆଯାଇଛି । ବାତ୍ୟା ପାଇଁ ବିଭିନ୍ନ ଭେଣ୍ଡରଙ୍କ ଅନୁରୋଧ କ୍ରମେ ଏଭଳି ନିଷ୍ପତି କରିଛନ୍ତି ରାଜ୍ୟ ସରକାର । ତେବେ ଆଗାମୀ ୪ ତାରିଖରେ ପୁଣି ଟେଣ୍ଡର ଖୋଲିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ।

ଗ୍ଲୋବାଲ ଟେଣ୍ଡର ଜରିଆରେ ୩ କୋଟି ୮୦ ଲକ୍ଷ ଟିକା କିଣିବାକୁ ଲକ୍ଷ୍ୟ ରଖାଯାଇଛି । ୨୦ ତାରିଖରେ ଅନ୍ଲାଇନ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଯେଉଁ ଫାର୍ମା କଂପାନୀ ଟେଣ୍ଡର ପାଇବ, ୪ ମାସ ଭିତରେ ଟିକା ଯୋଗାଇବାକୁ ପଡ଼ିବ । ଏହି ଟେଣ୍ଡରର ଅବଧି ୬ ମାସ ରହିଛି ।

ରାଜ୍ୟବାସୀଙ୍କୁ ସୁବିଧାରେ ଟିକା ଉପଲବ୍ଧ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ, ଭ୍ୟାକ୍ସିନ ପାଇଁ ହେବ ଗ୍ଲୋବାଲ ଟେଣ୍ଡର
ରାଜ୍ୟବାସୀଙ୍କୁ ଯେପରି ସୁବିଧାରେ ଟିକା ଉପଲବ୍ଧ ହୋଇପାରିବ, ସେନେଇ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ସରକାର । କୋଭିଡ୍ ଟିକାକରଣକୁ ତ୍ୱରାନ୍ୱିତ କରିବା ନିମନ୍ତେ ବିଭିନ୍ନ ଟିକା କମ୍ପାନୀରୁ ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ଟିକା ସଂଗ୍ରହ ନିମନ୍ତେ ରୂପରେଖ ପ୍ରସ୍ତୁତ ପାଇଁ ଏକ ବୈଷୟିକ କମିଟି ଗଠନ କରିବା ସଂକଳ୍ପ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟବାସୀଙ୍କ ପାଇଁ ଟିକା ସଂଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟିକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ଓ ରାଜ୍ୟରେ ସ୍ୱାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି କୁହାଯାଇଛି । ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା ,ବାରମ୍ବାର ସାବୁନ ରେ ଭଲ ଭାବେ ହାତ ଧୋଇବା ,ସାମାଜିକ ଦୂରତା ରଷା କରିବା ,ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦି କୁ କଡ଼ାକଡ଼ି ଭାବରେ ପାଳନ କରିବା ସହ କୋଭିଡ ଯୋଦ୍ଧାଙ୍କ ପାଇଁ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ସଂକଳ୍ପବଦ୍ଧ ବୋଲି କହିଛନ୍ତି ।