coronavirus - The Sakala

ପୁଣି ଡରାଇବା ଆରମ୍ଭ କଲାଣି କରୋନା, ଅଧିକ ସତର୍କ ରହିବାକୁ କହିଲା କେନ୍ଦ୍ର
ନୂଆଦିଲ୍ଲୀ: ପୁଣି ଡରାଇବା ଆରମ୍ଭ କଲାଣି କରୋନା। କରୋନାର ସବଭ୍ୟାରିଏଣ୍ଟ ଜେଏନ-୧ ଭାରତରୁ ଠାବ ହୋଇଛି। ଏହାକୁ ନଜରରେ ରଖି ସବୁ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର। ଇନଫ୍ଲୁଏଞ୍ଜା ଭଳି ରୋଗ ଉପରେ ନଜର ରଖିବା ଓ ଏହାକୁ ଉପଯୁକ୍ତ ଅଧିକାରୀଙ୍କ ପାଖରେ ରିପୋର୍ଟ କରିବା ପାଇଁ ରାଜ୍ୟ ଗୁଡ଼ିକୁ କୁହାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନେବାକୁ ହେବ ଓ ଅଧିକ ସତର୍କ ରହିବାକୁ ପଡ଼ିବ । ନିୟମିତ ଭାବେ ପରୀକ୍ଷା ଓ ଲୋକଙ୍କୁ ସଚେତନ କରିବାକୁ ମଧ୍ୟ କୁହାଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, କୋଭିଡ ୧୯ ଭାଇରସ ନିରବଚ୍ଛିନ୍ନ ଭାବେ ଘୁରି ବୁଲୁଛୁ। କରୋନା ସ୍ଥିତି ଉପରେ ଆମ ସମସ୍ତଙ୍କୁ ନଜର ରଖିବାକୁ ପଡ଼ିବ। ଜିଲ୍ଲାସ୍ତରରୁ ଏହି ଅଭିଯାନ ଆରମ୍ଭ ହେବା ଦରକାର।ଭାରତରେ କରୋନା ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୨୮ ରହିଛି। ତେବେ କେରଳରେ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହି କେରଳରେ ହିଁ ଜେଏନ ୧ ସବଭ୍ୟାରିଏଣ୍ଟ ନିକଟରେ ଚିହ୍ନଟ ହୋଇଥିଲା

୧୨,୦୦୦ ଉପରେ ଦେଶରେ ଦୈନିକ ସଂକ୍ରମଣ, ୪୨ ମୃତ
ନୂଆଦିଲ୍ଲୀ: ଦେଶରେ ଆଜି ବି ଦୈନିକ କରୋନା ସଂଖ୍ୟା ୧୨ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ୧୨,୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ଟିଭ୍ କେସ୍‌ ୬୭,୫୫୬ ହୋଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଦେଶରେ ମୋଟ କରୋନା ସଂକ୍ରମଣ ମାମଲା ୪,୪୮,୮୧,୮୭୭ ହୋଇଛି। ଦିନକରେ ୪୨ ଜଣଙ୍କର ଜୀବନ ନେଇଛି କରୋନା। କେବଳ କେରଳରେ ପୁନଃ ଗଣନାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନୂଆ ମୃତ୍ୟୁ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫,୩୧,୩୦୦ ହୋଇଛି।

ଦେଶରେ ଗତ ୨୪ ଘଣ୍ଟାରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି, ସଂକ୍ରମଣ ପୁଣି ବଢ଼ିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ଦେଶରେ ଆକ୍ଟିଭ ମାମଲା ବଢି ୫୩ ହଜାର ୭୨୦ରେ ପହଞ୍ଚିଛି। ଶୁକ୍ରବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ୧୦୯ ଥିବା ବେଳେ ଶନିବାର ଏହା କମ ରହିଛି। ହେଲେ ଶନିବାର ମୃତ୍ୟୁ ସଂଖ୍ୟା ଶୁକ୍ରବାରଠାରୁ ଅଧିକ ହୋଇଛି। ଗତ ୧୪ ଘଣ୍ଟାରେ କରୋନା ସଂକ୍ରମଣରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ସବୁଠାରୁ ଅଧିକ ମୃତ୍ୟୁ ମହାରାଷ୍ଟ୍ରରେ ହୋଇଛି। ଗୁଜରାଟରେ ମୋଟ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି, ସଂକ୍ରମଣ ପୁଣି ବଢ଼ିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୪ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦,୧୫୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭,୮୨୫ଥିଲା। ଫଳରେ ଗୋଟିଏ ଦିନରେ ଏହା ୩୦ ପ୍ରତିଶତ ବୃଦ୍ଧି ହୋଇଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ଟପିଛି। ଏହା ୪୪ ହଜାର ୯୯୮ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୦ ହଜାର ୨୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୫,୩୫୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪,୬୯୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୮୬ ହଜାର ୧୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୧୦ ହଜାର ୧୨୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୨୬ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୩୨୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪,୪୩୧ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୫ ହଜାର ଟପିଛି। ଏହା ୨୫ ହଜାର ୫୮୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୩ ହଜାର ୦୯୧ ଥିଲା। ସେହିପରି ୨୪ ଘଣ୍ଟାରେ ୨,୮୨୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨,୫୦୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୩୯ ହଜାର ୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୮୨ ହଜାର ୫୩୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଦେଶରେ ଗତ ୨୪ ଘଣ୍ଟାରେ ୩ ହଜାର ଟପିଲା ସଂକ୍ରମଣ, ସକ୍ରିୟ ମାମଲା ୧୫ ହଜାର
ନୂଆଦିଲ୍ଲୀ : ଦେଶରେ  ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୦୧୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨,୧୫୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୩ ହଜାର ଟପିଛି। ଏହା ୧୩ ହଜାର ୫୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ହଜାର ୯୦୩ ଥିଲା। ସେହିପରି ୨୪ ଘଣ୍ଟାରେ ୧,୩୯୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୨୨୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୬୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୧୨ ହଜାର ୬୯୨ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୮ ହଜାର ୩୨୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ, ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ
ନୂଆଦିଲ୍ଲୀ: ଜାନୁଆରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ । ଜଟିଳ ହୋଇପାରେ ପରିସ୍ଥିତି । ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ ହେବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି । ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍‌ କରାଯାଇଛି । ଏହି ସମୟ ମଧ୍ୟରେ କରୋନା ପଜିଟିଭ ମିଳି ଥିବା ଯାତ୍ରୀଙ୍କ ସମସ୍ତ ନମୁନା ଜିନୋମ ସିକୁଏନ୍ସ ପାଇଁ ପଠାଯାଇଛି ।

ସେହିପରି ଚୀନ ସମେତ ଅନ୍ୟ କିଛି ଦେଶରେ କରୋନାର ମାମଲା ଲଗାତାର ବୃଦ୍ଧି ପାଉଥିବା ଦେଖାଯାଉଛି । ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି । ବିମାନବନ୍ଦରରେ ବିଦେଶ ଫେରନ୍ତା ଯାତ୍ରୀଙ୍କ ରାପିଡ ଟେଷ୍ଟିଙ୍ଗ୍ ମଧ୍ୟ ଆରମ୍ଭ କରିଛନ୍ତି । ଏଥିରେ କରୋନା ପଜିଟିଭ୍ ମଧ୍ୟ ଚିହ୍ନଟ ହୋଇଛନ୍ତି । ଚେନ୍ନାଇ ବିମାନ ବନ୍ଦରରେ ବୁଧବାର ଦୁଇ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ବେଙ୍ଗାଲୁରୁରେ ବିମାନବନ୍ଦରରେ ଚାରି ଜଣ ବିଦେଶୀ ଯାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାତ୍ରୀଙ୍କ ରିପୋର୍ଟ ପଜିଟିଭ୍ ଆସିବ ପରେ ସେମାନଙ୍କୁ ସଙ୍ଗରୋଧରେ ରଖାଯାଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୩୧ କୋଭିଡ୍ ପଜିଟିଭ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 29th Oct

New Positive Cases: 31
Of which 0-18 years: 7
In quarantine: 18
Local contacts: 13

(Details of local contacts will be shared by concerned District)

1. Bargarh: 3
2. Bhadrak: 1
3. Cuttack: 4
4. Deogarh: 3
5. Kandhamal: 2
6. Khurda: 1

— I & PR Department, Odisha (@IPR_Odisha) October 30, 2022

7. Mayurbhanj: 2
8. Nawarangpur: 2
9. Nayagarh: 1
10. Sambalpur: 3
11. Sundargarh: 9

New recoveries: 57
Cumulative tested: 33830511
Positive: 1336117
Recovered: 1326581
Active cases: 280

— I & PR Department, Odisha (@IPR_Odisha) October 30, 2022

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ କୋଭିଡ୍ ପଜିଟିଭ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Covid-19 Report For 21st Oct

New Positive Cases: 57
Of which 0-18 years: 8
In quarantine: 32
Local contacts: 25

(Details of local contacts will be shared by concerned District)

1. Balasore: 4
2. Cuttack: 4
3. Deogarh: 4
4. Gajapati: 2
5. Jagatsinghpur: 1
6. Jajpur: 1

— I & PR Department, Odisha (@IPR_Odisha) October 22, 2022

7. Kalahandi: 1
8. Khurda: 8
9. Koraput: 1
10. Nayagarh: 4
11. Nuapada: 1
12. Puri: 1
13. Rayagada: 1
14. Sambalpur: 2
15. Sonepur: 1
16. Sundargarh: 19
17. State Pool: 2

New recoveries: 74
Cumulative tested: 33769900
Positive: 1335808
Recovered: 1326105
Active cases: 448

— I & PR Department, Odisha (@IPR_Odisha) October 22, 2022

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୯୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 9th Oct

New Positive Cases: 79
Of which 0-18 years: 3
In quarantine: 46
Local contacts: 33

(Details of local contacts will be shared by concerned District)

1. Angul: 1
2. Balasore: 10
3. Bargarh: 2
4. Cuttack: 2
5. Ganjam: 1
6. Jagatsinghpur: 3

— I & PR Department, Odisha (@IPR_Odisha) October 10, 2022

7. Jajpur: 2
8. Jharsuguda: 1
9. Keonjhar: 1
10. Khurda: 13
11. Koraput: 1
12. Malkangiri: 1
13. Mayurbhanj: 2
14. Nawarangpur: 1
15. Nuapada: 1
16. Puri: 4
17. Sambalpur: 18
18. Sundargarh: 12
19. State Pool: 3

— I & PR Department, Odisha (@IPR_Odisha) October 10, 2022

New recoveries: 75
Cumulative tested: 33660561
Positive: 1334955
Recovered: 1325111
Active cases: 592

— I & PR Department, Odisha (@IPR_Odisha) October 10, 2022

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ। ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ।

Covid-19 Report For 20th Sept

New Positive Cases: 199
Of which 0-18 years: 40
In quarantine: 116
Local contacts: 83

(Details of local contacts will be shared by concerned District)

1. Balasore: 7
2. Bargarh: 8
3. Bhadrak: 2
4. Balangir: 5
5. Cuttack: 16
6. Deogarh: 2

— I & PR Department, Odisha (@IPR_Odisha) September 21, 2022

7. Gajapati: 3
8. Ganjam: 5
9. Jagatsinghpur: 3
10. Jajpur: 4
11. Kandhamal: 4
12. Kendrapada: 4
13. Keonjhar: 8
14. Khurda: 39
15. Koraput: 1
16. Mayurbhanj: 7
17. Nawarangpur: 4
18. Nayagarh: 9
19. Nuapada: 3
20. Puri: 10

— I & PR Department, Odisha (@IPR_Odisha) September 21, 2022

21. Sambalpur: 4
22. Sonepur: 2
23. Sundargarh: 41
24. State Pool: 8

New recoveries: 250
Cumulative tested: 33459542
Positive: 1332281
Recovered: 1321594
Active cases: 1448

— I & PR Department, Odisha (@IPR_Odisha) September 21, 2022

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୨ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୦୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୦୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୯୪୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୬୯୪୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୦୭ ଜଣ, ଖୋର୍ଦ୍ଧାର ୭୧ ଜଣ, ବୌଦ୍ଧରୁ ୩୭ ଜଣ, ନବରଙ୍ଗପୁରରୁ ୨୭ ଜଣ, ସମ୍ବଲପୁରରୁ ୨୬ ଜଣ, ବଲାଙ୍ଗୀରରୁ ୨୪ ଜଣ, ମୟୂରଭଞ୍ଜର ଓ ନୂଆପଡ଼ା ଜିଲ୍ଲାରୁ ୧୭ ଜଣ ଲେଖାଁଏ, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ ଲେଖାଁଏ, ନୟାଗଡ଼ରୁ ୧୧ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଁଏ, ବାଲେଶ୍ବର ଓ ବରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୮ ଜଣ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, କୋରାପୁଟ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଅନୁଗୁଳରୁ ଜଣେ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Covid-19 Report For 17th August

New Positive Cases: 482
Of which 0-18 years: 108
In quarantine: 283
Local contacts: 199

(Details of local contacts will be shared by concerned District)

1. Angul: 1
2. Balasore: 9
3. Bargarh: 9
4. Bhadrak: 2
5. Balangir: 24
6. Boudh: 37

— I & PR Department, Odisha (@IPR_Odisha) August 18, 2022

7. Cuttack: 16
8. Deogarh: 4
9. Gajapati: 6
10. Jagatsinghpur: 2
11. Jajpur: 10
12. Jharsuguda: 8
13. Kalahandi: 16
14. Kandhamal: 7
15. Kendrapada: 6
16. Keonjhar: 10
17. Khurda: 71
18. Koraput: 5
19. Mayurbhanj: 17
20. Nawarangpur: 27
21. Nayagarh: 11
22. Nuapada: 17

— I & PR Department, Odisha (@IPR_Odisha) August 18, 2022

23. Puri: 5
24. Rayagada: 5
25. Sambalpur: 26
26. Sonepur: 7
27. Sundargarh: 107
28. State Pool: 17

New recoveries: 553
Cumulative tested: 32969404
Positive: 1324069
Recovered: 1311947
Active cases: 2909

— I & PR Department, Odisha (@IPR_Odisha) August 18, 2022