Rafale jet - The Sakala
ରାଫେଲ୍ ଯୁଦ୍ଧ ବିମାନରେ ଉଡ଼ାଣ ଭରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ...
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅମ୍ବାଲା ବାୟୁସେନା ଷ୍ଟେସନ୍‌ରୁ ଏକ ରାଫେଲ ଲଢ଼ୁଆ ବିମାନରେ ଉଡ଼ାଣ ଭରିଛନ୍ତି । ଭାରତୀୟ ବାୟୁସେନା ମୁଖ୍ୟ ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ୍‌ ସିଂହ ନିଜେ ରାଫେଲ ବିମାନ ଉଡ଼ାଇଥିବା ବେଳେ ଏଥିରେ ରାଷ୍ଟ୍ରପତି ବସି ଉଡାଣର ମଜା ନେଇଥିଲେ ।
ତେବେ ଆଜି ସକାଳୁ ରାଫେଲ ଯୁଦ୍ଧ ବିମାନ ଉଡ଼ାଇବା ପାଇଁ ଅମ୍ବାଲା ବାୟୁସେନା ଷ୍ଟେସନରେ ପହଞ୍ଚିଥିଲେ ମହାମହିମ। ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଭାରତୀୟ ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ ସିଂହ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ଅପରେସନ ସିନ୍ଦୁର ସମୟରେ ରାଫେଲ ଯୁଦ୍ଧ ବିମାନ ବ୍ୟବହାର କରିଥିଲା। ଯାହା ପାକିସ୍ତାନର ନିଦ ହଜାଇ ଦେଇଥିଲା । ଆଉ ଆଜି ଦେଶର ପ୍ରଥମ ନାଗରିକ ତଥା ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ମହାମହିମ ଏହି ରାଫେଲ୍ ବସି ତାର ଗୌରବ ବଢାଇଛନ୍ତି ।
ତେବେ ପୂର୍ବରୁ ମଧ୍ୟ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ମୁର୍ମୁ ୮ ଏପ୍ରିଲ, ୨୦୨୩ରେ ଆସାମର ତେଜପୁର ବାୟୁସେନା ଷ୍ଟେସନରେ ସୁଖୋଇ-୩୦ MKI ଯୁଦ୍ଧ ବିମାନ ଉଡ଼ାଇଥିଲେ।
ନୂଆଦିଲ୍ଲୀ: ଆଜି ଭାରତ-ଫ୍ରାନ୍ସ ରାଫେଲା ଚୁକ୍ତି। ଉଭୟ ଦେଶ ୨୬ଟି ରାଫେଲ ସାମୁଦ୍ରିକ ଯୁଦ୍ଧ ବିମାନ ପାଇଁ ଚୁକ୍ତି ସ୍ୱାକ୍ଷର କରିବେ। ୬୩ ହଜାର କୋଟି ଟଙ୍କାର ଏହି ଚୁକ୍ତି ହେବ। ରାଫେଲ ଏମ ଜେଟ୍ ଆଇଏନଏସ ବିକ୍ରାନ୍ତରୁ କାର୍ଯ୍ୟ କରିବ। ମିଗ-୨୯କେ ଫ୍ଲିଟର ପରିପୂରକ ହେବ ରାଫେଲ ଏମ ଜେଟ୍।ଭାରତୀୟ ବାୟୁସେନାରେ ୨୦୧୬ରେ ୩୬ଟି ରାଫେଲ ଜେଟ୍ ବିମାନର ଏକ ଫ୍ଲିଟ୍ ପରିଚାଳନା କରୁଛି।
ଏହି ବିମାନଗୁଡ଼ିକ ଅମ୍ବାଲା ଏବଂ ହାସିମାରାରେ ବେସରେ ଅବସ୍ଥିତ। ଏହି ନୂତନ ଚୁକ୍ତି ଦ୍ୱାରା ଭାରତରେ ରାଫେଲ ଜେଟ୍ର ମୋଟ ସଂଖ୍ୟା ୬୨କୁ ବୃଦ୍ଧି ପାଇବ। ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ ଭାରତ ଏବଂ ଫ୍ରାନ୍ସ ଆଜି ଦିଲ୍ଲୀରେ ୨୬ଟି ରାଫେଲ ସାମୁଦ୍ରିକ ଯୁଦ୍ଧ ବିମାନ ପାଇଁ ୬୩ ହଜାର କୋଟି ଟଙ୍କାର ଚୁକ୍ତି ସ୍ୱାକ୍ଷର କରିବେ। ଏହି କାର୍ଯ୍ୟକ୍ରମରେ ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟର ଅଧିକାରୀ ଏବଂ ଭାରତରେ ଫ୍ରାନ୍ସ ରାଷ୍ଟ୍ରଦୂତ ଉଭୟ ପକ୍ଷର ପ୍ରତିନିଧିତ୍ୱ କରିବେ। ପ୍ରତିରକ୍ଷା ସଚିବ ରାଜେଶ କୁମାର ସିଂହ ଭାରତୀୟ ପକ୍ଷର ପ୍ରତିନିଧିତ୍ୱ କରିପାରନ୍ତି। ଫ୍ରାନ୍ସ ଏବଂ ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ଭର୍ଚୁଆଲ୍ ଭାବରେ ଯୋଗ ଦେଇପାରନ୍ତି।
ପୂର୍ବରୁ, ଫ୍ରାନ୍ସ ପ୍ରତିରକ୍ଷା ମନ୍ତ୍ରୀ ନିଜେ ସ୍ୱାକ୍ଷର ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା କିନ୍ତୁ ବ୍ୟକ୍ତିଗତ କାରଣରୁ ତାଙ୍କୁ ତାଙ୍କର ଗସ୍ତ ବାତିଲ କରିବାକୁ ପଡିଛି। ଭାରତ ଏବଂ ଫ୍ରାନ୍ସ ସରକାରଙ୍କ ମଧ୍ୟରେ ଏହି ଡିଲ ପାଇଁ ଖର୍ଚ୍ଚ ହେବ ୬୩ ହଜାର କୋଟି ।ଭାରତୀୟ ନୌସେନାର ୨୨ ସିଙ୍ଗଲ-ସିଟର ଏବଂ ଚାରିଟି ଟୁଇନ-ସିଟର ବିମାନ କିଣିବ ଭାରତ। ଏହି ଚୁକ୍ତି ଭାରତୀୟ ନୌସେନାର କ୍ଷମତାକୁ ବୃଦ୍ଧି କରିବାରେ ସହାୟକ ହେବ।ରାଫେଲ-ଏମ୍ ଜେଟ୍‌ଗୁଡ଼ିକ ଫ୍ରାନ୍ସର ଡାସଲ୍ଟ ଏଭିଏସନ୍ କମ୍ପାନୀ ଦ୍ୱାରା ନିର୍ମିତ ଭାରତୀୟ ବାୟୁସେନାର ରାଫେଲ୍ ବିମାନ ପରି ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ କ୍ଷମତାରେ ସଜ୍ଜିତ। ସାମୁଦ୍ରିକ ଅଂଚଳରେ କାର୍ଯ୍ୟ କରିବାର କ୍ଷମତା ବୃଦ୍ଧି ପାଇବ। ପାକିସ୍ତାନ ଭଳି ଶକ୍ତି ବିରୁଦ୍ଧରେ ଭାରତ ଆହୁରି ଶକ୍ତିଶାଳୀ ହେବ। ଏହି ଚୁକ୍ତି କେବଳ ପ୍ରତିରକ୍ଷା କ୍ଷେତ୍ର ପାଇଁ ନୁହେଁ ବରଂ ଏହା ଭାରତୀୟ କୂଟନୈତିକ ସ୍ତରରେ ମଧ୍ୟ ନୂତନ ଦିଗଦର୍ଶନ ଦେବ।