Digha jagannath temple - The Sakala
ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା
ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ । ମୋହନ ମାଝୀଙ୍କ ଚିଠି ପାଇବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ କଲେ ବଡ଼ ଘୋଷଣା । ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, 'ଦୀଘା ଜଗନ୍ନାଥ ଧାମ' ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ପୂର୍ବ ସରକାର ଧାମ ଶବ୍ଦ ଯୋଡିଥିଲେ, ଏହା ସନାତନ ଧର୍ମ ବିରୋଧୀ ଥିଲା। ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି ପାଇଛି, ‘ଧାମ’ ଶବ୍ଦ ହଟାଇଲୁ। ଏଥିପାଇଁ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ମଧ୍ୟ ପଠାଇଛନ୍ତି। ଏହାସହ ଏଥିପାଇଁ କ୍ୟାବିନେଟରେ ପ୍ରସ୍ତାତ ପାରିତ କରାଯିବ ବୋଲି କହିଛନ୍ତି ଶୁଭେନ୍ଦୁ ଅଧିକାରୀ।
‘ଦୀଘା ଜଗନ୍ନାଥ ଧାମ’ ନାମକରଣ ପରିବର୍ତ୍ତନ ପାଇଁ ଆଜି ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ‘ଦୀଘା ଜଗନ୍ନାଥ ଧାମ’ ବଦଳରେ ‘ଶ୍ରୀଜଗନ୍ନାଥ ମନ୍ଦିର, ଦୀଘା’ ଲେଖିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ ଦେଇଥିଲେ।
ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ
ଭୁବନେଶ୍ୱର: ଦୀଘା ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି । ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲ୍ଲାର ଦୀଘାଠାରେ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିରର ନାମରୁ 'ଧାମ' ଶବ୍ଦ ହଟାଇବାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁରୋଧ କରିଛନ୍ତି। ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭକ୍ତଙ୍କ ଧାର୍ମିକ ଏବଂ ସାଂସ୍କୃତିକ ଭାବନାକୁ ଦୃଷ୍ଟିରେ ରଖି ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଏକ ଚିଠି ଲେଖିଛନ୍ତି।
ନିଜ ପତ୍ରରେ ଶ୍ରୀ ମାଝୀ ଦର୍ଶାଇଛନ୍ତି ଯେ, ଦୀଘାର ଏହି ମନ୍ଦିରକୁ 'ଦୀଘା ଜଗନ୍ନାଥ ଧାମ' ଭାବରେ ନାମକରଣ କରାଯିବା ଫଳରେ ଓଡ଼ିଶା ତଥା ଅନ୍ୟାନ୍ୟ ସ୍ଥାନରେ ଥିବା ଅଗଣିତ ଭକ୍ତ, ଧାର୍ମିକ ବିଦ୍ୱାନ ଏବଂ ସାମାଜିକ-ସାଂସ୍କୃତିକ ସଙ୍ଗଠନଗୁଡ଼ିକ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି।
ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ, ଭାରତର ପବିତ୍ର ଚାରି ଧାମ ମଧ୍ୟରୁ ଅନ୍ୟତମ ଥିବା ପୁରୀର ଶ୍ରୀମନ୍ଦିର ସହିତ 'ଜଗନ୍ନାଥ ଧାମ' ଶବ୍ଦ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ଏବଂ ଏହାର ଅସୀମ ଆଧ୍ୟାତ୍ମିକ, ଐତିହାସିକ ତଥା ସାଂସ୍କୃତିକ ଗୁରୁତ୍ୱ ରହିଛି। ସେ କହିଛନ୍ତି ଯେ, ଏହି ନାମକରଣ ଅଗଣିତ ଭକ୍ତଙ୍କ ବିଶ୍ୱାସ ଏବଂ ଚେତନାରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ତେଣୁ ପୁରୀ ଶ୍ରୀ ଜଗନ୍ନାଥ ଧାମର ପବିତ୍ରତା ଏବଂ ସ୍ୱତନ୍ତ୍ର ପରିଚୟ ବଜାୟ ରହିବା ଉଚିତ୍।
ଶ୍ରୀ ଜଗନ୍ନାଥଙ୍କ ଐତିହ୍ୟ ଏବଂ ଓଡ଼ିଶାବାସୀଙ୍କ ଆବେଗ ସମ୍ପର୍କରେ ଶ୍ରୀ ଅଧିକାରୀଙ୍କ ବୁଝାମଣା ଉପରେ ଭରସା ପ୍ରକଟ କରି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ଯେ ଭକ୍ତଙ୍କ ଉଦ୍‌ବେଗକୁ ଉଚିତ୍ ବିଚାର କରାଯିବ।
ଓଡ଼ିଶା ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ସରକାରଙ୍କୁ 'ଧାମ' ଶବ୍ଦ ବାଦ୍ ଦେଇ ଏହି ମନ୍ଦିରର ନାମକରଣ କେବଳ 'ଶ୍ରୀ ଜଗନ୍ନାଥ ମନ୍ଦିର, ଦୀଘା' ରଖିବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀ ମାଝୀ କହିଛନ୍ତି ଯେ, ଏଭଳି ପଦକ୍ଷେପକୁ ଶ୍ରଦ୍ଧାଳୁମାନେ ବ୍ୟାପକ ପ୍ରଶଂସା କରିବେ ଏବଂ ଏହା ଦ୍ୱାରା ଓଡ଼ିଶା ଓ ପଶ୍ଚିମବଙ୍ଗର ଲୋକଙ୍କ ମଧ୍ୟରେ ଥିବା ସଦ୍ଭାବନା, ସାଂସ୍କୃତିକ ସମ୍ପର୍କ ଏବଂ ପାରସ୍ପରିକ ସମ୍ମାନ ଆହୁରି ସୁଦୃଢ଼ ହେବ।
ଏହି ପ୍ରସଙ୍ଗରେ ବ୍ୟକ୍ତିଗତ ଧ୍ୟାନ ଦେବା ସହ ଜଗନ୍ନାଥ ଭକ୍ତଙ୍କ ଭାବନାକୁ ସମ୍ମାନ ଜଣାଇ ଏକ ସକାରାତ୍ମକ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ପତ୍ରରେ ଆଶାବ୍ୟକ୍ତ କରିଛନ୍ତି।
ଭୁବନେଶ୍ବର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପ୍ରସଙ୍ଗ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆଇନମନ୍ତ୍ରୀଙ୍କ ଚିଠି ପରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ। ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନ ସହ ମହାରଣା, ଦେଉଳକରଣ, ପାଟଯୋଶୀ ମହାପାତ୍ର, ତଢଉକରଣ ଓ ତିନି ବାଡର ବାଡଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ନବକଳେବର ସମୟରେ ବଳକା ଥିବା ଦାରୁ କାଠ ସମ୍ପର୍କରେ ହେବ ଆଲୋଚନା।