Rasiphala Today - The Sakala

ମଙ୍ଗଳବାର ରାଶିଫଳ (୧୮-୦୫-୨୦୨୧)
ମେଷ:ଦିନଟି ଅସ୍ଥିରତା ଭିତରେ କଟିବ। ମହିଳାମାନେ ବିରକ୍ତିମନା ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ସମ୍ମାନ ବଢିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ବହୁ ଚେଷ୍ଟା କରି କେତେକ କ୍ଷେତ୍ରରେ ଆଗେଇବେ। ସାଂସାରିକ ଆର୍ଥିକ ସୁଧାର ଆସିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:ଦିନଟି ଆଡମ୍ବର ସହକାରେ କଟିପାରେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପରିସର ବୃଦ୍ଧି ପାଇବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:ପରିଶ୍ରମର ଫଳ ପାଇବେ ନାହିଁ। ଚାକିରିରେ ପ୍ରତିକୂଳ ସ୍ଥିତି ରହିବ। ରାଜନୀତିରେ ବିବାଦଘେରରେ ରହିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କନ୍ୟା:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ଚାକିରିରେ ପଦମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ତୁଳା:ପୁରାତନ କାର୍ଯ୍ୟକୁ ସମାପନ କରିବେ। ମହିଳାମାନେ ଆଦର ସମ୍ମାନ ପାଇବେ। ଚାକିରିରେ ସୁଚାରୁରୂପେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ପ୍ରତିଟି କାର୍ଯ୍ୟ ସହଜରେ କରିବେ। ମହିଳାମାନେ ସଂସ୍କାରପ୍ରିୟ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ସମ୍ପାଦକ କରିବେ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ମକର:ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ଦିନଟି କର୍ମତତ୍ପର ରହିବେ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ଲାଭ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:ସବୁ କ୍ଷେତ୍ରରେ ସୁଫଳ ପାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଗୁରୁବାର ରାଶିଫଳ (୧୩-୦୫-୨୦୨୧)
ମେଷ:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ସହଯୋଗ ପାଇ ଆଗେଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଶ୍ରୀଚନ୍ଦ୍ର କାରଣରୁ ପ୍ରତିକାର୍ଯ୍ୟରେ ଅନୁକୂଳ ରହିବ। ଚାକିରୀରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ମିଥୁନ:ବ୍ୟୟ ବହୁଳତା କାରଣରୁ ଅଭାବରେ ପଡିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ପ୍ରତିଦ୍ୱନ୍ଦୀ ବୃଦ୍ଧି ପାଇବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍

କର୍କଟ:ସମାଜରେ ଉଚ୍ଚ ଆସନରେ ମଣ୍ଡିତ ହେବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଲାଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଧନସମ୍ମାନ ଯୋଗ ରହିଛି। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ଯୋଜନା କରି ସଫଳ ହେବେ। ସାଂସାରିକ ଶୃଙ୍ଖଳିତ ରହିବେ। ମହିଳାମାନେ ଆଦର୍ଶ ପରାୟଣା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ।ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିବ। ବାଣିଜ୍ୟରେ ମଧ୍ୟମ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ଆପ୍ରାଣ ଉଦ୍ୟମ କରି ସୁଫଳ ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ସାଂସାରିକ ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍

କୁମ୍ଭ:ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ସାଂସାରିକ ବନ୍ଧୁବାନ୍ଧବଙ୍କ ସଙ୍ଗେ ମନାନ୍ତର ରହିପାରେ। ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ସମାଜରେ ପ୍ରତିଷ୍ଠିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆଜ୍ଞାଧୀନ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ