Today Horoscope - The Sakala
ବୁଧବାର ରାଶିଫଳ ( ୦୮-୧୦-୨୦୨୫)
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ଆୟ ଅନୁସାରେ ବ୍ୟୟ ହେବ।  ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।  ଦୀର୍ଘ ଦିନର ଆଶା ପୂରଣ ହେବ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। । ଅଫିସ୍ ସହକର୍ମୀଙ୍କ ସହଯୋଗ ପାଇବେ।
କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଖର୍ଚ୍ଚ ବଢ଼ିପାରେ ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୁକ୍ତିତର୍କ ହୋଇପାରେ ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହେବ।
ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମେଷ: ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ପୂରଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମହିଳାମାନେ ଆଳସ୍ୟତା ଅନୁଭବ କରିପାରନ୍ତି। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।
ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ପରିବାରର ସହାୟତା ପାଇବେ । ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।
ମିଥୁନ: କୌଣସି ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପାରିବାରିକ ପରିବେଶ ଓ ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ଘରକୁ ଅତିଥି ଆସିପାରନ୍ତି।
କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ନୂତନ ବ୍ୟବସାୟ ପାଇଁ ସମୟ ଅନୁକୂଳ।
ସିଂହ: ଦ୍ବନ୍ଦ୍ବରେ ପଡ଼ି ନିଷ୍ପତ୍ତି ନେବାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ସଫଳତା ପାଇବେ। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଅବିଭାବକ ଚିନ୍ତାରେ ରହିେବ।
କନ୍ୟା:କ୍ୟାରିୟର ପାଇଁ ଯୋଜନା କରିେବ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସରକାରି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସାହିତ୍ୟ ତଥା ଅନ୍ୟାନ୍ୟ ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ।
ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ଅତ୍ୟଧିକ ଚିନ୍ତା ମାନସିକ ଅବସାଦ ବଢ଼ାଇବ। ଉଧାର ଦେଇ ହଇରାଣେୀ ପଡ଼ିପାରନ୍ତି।
ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ମିଳିବ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ନୂଆ ଲକ୍ଷ୍ୟକୁ ନିର୍ଦ୍ଧାରିତ କରିବା ପାଇଁ ଦିନଟି ଉତ୍ତମ ରହିବ।
ମକର: ପରିବାର ସହିତ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚ କରି ସମାଲୋଚିତ ହୋଇପାରନ୍ତି। ବ୍ୟବସାୟରେ କିଛି କ୍ଷତି ହୋଇପାରେ। ମହିଳାମାନଙ୍କ ଦାୟିତ୍ବ ବଢ଼ିବ। ଜମିଜମା ବିବାଦର ସମାଧାନ ହେବ।
କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ଯୋଜନା କରିପାରନ୍ତି।
ମୀନ: ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ଅନ୍ୟକୁ ଧାର ଦେବା କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ। ସକାରାତ୍ମକ ଚିନ୍ତାଧାରା ସହିତ ସମସ୍ତ କାର୍ଯ୍ୟ କରନ୍ତୁ।
ଗୁରୁବାର ରାଶିଫଳ ( ୨୫- ୦୪- ୨୦୨୪ )
ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଗରିବ ଲୋକଙ୍କୁ ସାହାଯ୍ୟ କରିବେ। ନୂଆ ପ୍ରୋଜେକ୍ଟ ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। ବରିଷ୍ଠ ଅଧିକାରୀ କାର୍ଯ୍ୟ ପାଇଁ ପ୍ରଶଂସା କରିବେ।
ବୃଷ: ଭାଇ ଭଉଣୀଙ୍କଠାରୁ ଉପହାର ମିଳିବ। ଧାରକରଜରୁ ଦୂରେଇ ରହିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଲେଖକ ଲେଖିକାଙ୍କୁ ସଫଳତା ମିଳିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମିଥୁନ: ଶୁଭ ଖବର ପ୍ରାପ୍ତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ନୂଆ ଯୋଜନା ସହ କାର୍ଯ୍ୟ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ସଂଗୀତ କ୍ଷେତ୍ର ପ୍ରତି ରୁଚି ବଢ଼ିବ।
କର୍କଟ: ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ୟାରିୟର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ନୂଆ ପରିକଳ୍ପନା ସହ ବ୍ୟବସାୟ ଆରମ୍ଭ କରିବେ। ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମର ଉଚିତ ଫଳ ମିଳିବ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ।
କନ୍ୟା: ବନ୍ଧୁ ମିଳନରେ ଯୋଗ ଦେବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଅଫିସ୍‌ କାର୍ଯ୍ୟରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୋଗ, ବ୍ୟାୟାମ ପ୍ରତି ଆଗ୍ରହ ବଢ଼ିବ।
ତୁଳା: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। କଠିନ କାମକୁ ସଫଳତାପୂର୍ବକ ଶେଷ କରିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନ ସୁଖ ପ୍ରାପ୍ତ ହେବ। ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିବେ।
ବିଛା: ଯାନବାହନ କିଣିବା ଯୋଗ ଅଛି। ସମାଜରେ ପ୍ରତିଷ୍ଠା ବଢ଼ିବ। ପୈତୃକ ସମ୍ପତ୍ତିକୁ ନେଇ ଘରେ ଅଶାନ୍ତି ସୃଷ୍ଟି ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାମ୍ନାରେ ନିଜ ପକ୍ଷ ରଖିବେ।
ଧନୁ: କର୍ମଚଞ୍ଚଳ ରହିବେ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମେଡିକାଲ କ୍ଷେତ୍ରରେ ସଫଳତା ମିଳିବ। ବୈବାହିକ ଜୀବନ ସୁଖମୟ ହେବ।
ମକର: ଧାରକରଜରୁ ଦୂରେଇ ରହିବେ। ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବେ। ଘରକୁ ଅତିଥିଙ୍କ ଆଗମନ ହେବ। ଦୀର୍ଘଦିନର କାମ ପୂରା କରିବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ଯାନବାହନ ଚଳାଚଳ ସମୟରେ ସାବଧାନତା ଅବଲମ୍ବନ କରିବେ। ସମସ୍ୟାରେ ପଡ଼ିବା ସମ୍ଭାବନା ଅଧିକ।
ମୀନ: ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିବେ। ଧୈର୍ଯ୍ୟର ସହ ପ୍ରତ୍ୟେକ କାର୍ଯ୍ୟ କରିବେ। କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ।
ମଙ୍ଗଳବାର ରାଶିଫଳ (୦୫-୧୨-୨୦୨୩)
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଶୁଭ ଖବର ପ୍ରାପ୍ତ ହେବ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନ କଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ଲାଭ ହେବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। କ୍ଷମତା ଉପରେ ଭରସା ରଖନ୍ତୁ। ଆର୍ଥିକ ସମସ୍ୟା ଦୂର ହେବ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।
ଶୁକ୍ରବାର ରାଶିଫଳ (୦୮-୦୯-୨୦୨୩)
ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଯୋଜନା ସଫଳ ହେବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବୃଷ: ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ।
ମିଥୁନ: ସୁଖଦ ଯାତ୍ରା ଯୋଗ ରହିଛି। ପିତାଙ୍କ ସହଯୋଗ ମିଳିବ। ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିବ। ଚିନ୍ତାମୁକ୍ତ ରହିବେ।
କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟ ଆରମ୍ଭ କରିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।
ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ସମାଜରେ ପ୍ରତିଷ୍ଠା ବଢ଼ିବ ଓ ସମ୍ମାନ ପ୍ରାପ୍ତି ହେବ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ଦିନଟି ଅନୁକୂଳ ରହିବ। ଅନ୍ୟର ସାହାଯ୍ୟ ମିଳିବ। ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ନୂଆ ଯାନ କିଣିପାରନ୍ତି। ପରିବାର ସହିତ ସମ୍ପର୍କ ମଧୁର ହେବ।
ବିଛା: ସମସ୍ୟାକୁ ସାମ୍ନା କରିବେ। ଏକସଙ୍ଗରେ ଅନେକ ସଫଳତା ପ୍ରାପ୍ତି ହେବ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ।
ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧିକ। ପୂଜାକାର୍ଯ୍ୟରେ ସମୟ କଟିବ। ଉଚ୍ଚ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଭଲ ଦିନ।
ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ। ଗୃହ ନିର୍ମାଣ କାର୍ଯ୍ୟ କରିପାରନ୍ତି।
କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳିବ। ଗୃହ ନିର୍ମାଣ ସମ୍ବନ୍ଧୀୟ କୌଣସି କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ଗାଈଙ୍କୁ ଖାଇବାକୁ ଦିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।
ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ନୂଆ ସମ୍ପର୍କ ଆରମ୍ଭ କରିବେ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।
ମେଷ: ମନ ଅଶାନ୍ତ ରହିପାରେ। ଚାକିରି ଅଦଳବଦଳ ହୋଇପାରେ। ପରିବାରଠାରୁ ଦୂରରେ ରହିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ।
ବୃଷ: କୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରାନ୍ତୁନି। କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଉପୁଜିପାରେ। ମାନ –ସମ୍ମାନ ପାଇ ପାରନ୍ତି। ଆତ୍ମବିଶ୍ବାସ ରଖି କାମ କରନ୍ତୁ। ବନ୍ଧୁଙ୍କ ସହଯୋଗରେ ସଫଳତା ପାଇବେ।
ମିଥୁନ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରି କ୍ଷେତ୍ରରେ ସହଯୋଗ ପାଇବେ। ମାନସିକ ଶାନ୍ତି ବଜାୟ ରହିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ।
କର୍କଟ: ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ। ସନ୍ତାନଙ୍କ ପାଠପଢ଼ାକୁ ନେଇ ନୂତନ ଯୋଜନା କରିବେ। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ। ସାମାଜିକ ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ସିଂହ: ନୂତନ ଯାନବାହନ କ୍ରୟ କରିପାରନ୍ତି। ମନ ପ୍ରସନ୍ନ ରହିବ। ମାତାପିତାଙ୍କ ସହ ସମୟ ବିତାଇବେ। ଆତ୍ମସଂଯମ ରକ୍ଷା କରନ୍ତୁ। ଅଯଥା ଯୁକ୍ତି କରନ୍ତୁନି। ବ୍ୟବସାୟ ଆରମ୍ଭ କରିବାକୁ ଉପଯୁକ୍ତ ସମୟ।
କନ୍ୟା: ବିଦ୍ୟାର୍ଥୀମାନେ ପଢ଼ାରେ ଧ୍ୟାନ ଦେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର ଦେଇଥିବା ଟଙ୍କା ଫେରିପାଇବେ। ଅଫିସ୍‌ କାମ ପାଇଁ ଦୂରଯାତ୍ରା କରିପାରନ୍ତି।
ତୁଳା: ରାଜନୀତି କ୍ଷେତ୍ରରେ ସକ୍ରିୟ ରହିବେ। କାର୍ଯ୍ୟରେ ବିପରୀତ ପରିସ୍ଥିତି ସାମନା କରିବାକୁ ପଡ଼ିବ। ବିବାଦରେ ପଡ଼ିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଅନ୍ତୁ। ଶିକ୍ଷାକ୍ଷେତ୍ରରେ ଯଶସ୍ବୀ ହେବେ।
ବିଛା: ଅଯଥା ଯୁକ୍ତି କରନ୍ତୁନି। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟରେ କ୍ଷତି ସହିବେ। ପିଲାମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ମହିଳାଙ୍କ ଦାୟିତ୍ବ ବଢ଼ିବ।
ଧନୁ: କୌଣସି କଥାକୁ ନେଇ ଚିନ୍ତା କରିବେ। ପରିବାରଲୋକଙ୍କ ସହଯୋଗ ମିଳିବ। ବନ୍ଧୁଙ୍କୁ ଉପହାର ପ୍ରଦାନ କରିବେ। ଚାକିରିରେ ପରିବର୍ତ୍ତନ ହେବାର ସମ୍ଭାବନା ଅଧିକ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ।
ମକର: ଆଳସ୍ୟ ଅନୁଭବ କରିପାରନ୍ତି। ମନରେ ନକାରାତ୍ମକ ଚିନ୍ତା ଆସିପାରେ। ବ୍ୟବସାୟରେ ସମସ୍ୟା ଉପୁଜିପାରେ। ଚିଡ଼ିଚିଡ଼ାପଣ ଦେଖାଦେବ। ଅଯଥା ଖର୍ଚ୍ଚ ବଢ଼ିବ। ସାମାଜିକ କାର୍ଯ୍ୟରେ ସମୟ ବିତାଇବେ।
କୁମ୍ଭ: କର୍ମକ୍ଷେତ୍ରରେ କଠିନ ପରିସ୍ଥିତି ଦେଇ ଗତି କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଉଧାର ମାଗିପାରନ୍ତି।
ମୀନ: ଆୟରେ ବୃଦ୍ଧି ଘଟିବ। ଶିକ୍ଷାକ୍ଷେତ୍ରରେ ସଫଳ ହେବେ। ବହୁ ଦିନରୁ ଅଟକି ଥିବା କାର୍ଯ୍ୟ ପୂରା କରିବେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ମତାନ୍ତର ହୋଇପାରେ।
ଶୁକ୍ରବାର ରାଶିଫଳ (୨୫-୦୮-୨୦୨୩)
ମେଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଅଯଥା କାମକୁ ନେଇ ଚିନ୍ତାରେ ରହିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବିବାହ ପ୍ରସ୍ତାବ ଆସିବ।
ବୃଷ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ପରିବାରର ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।
ମିଥୁନ: ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ଆଇନ ମାମଲାରେ ସଫଳତା ମିଳିବ। ସନ୍ତାନଙ୍କ ବ୍ୟବହାରକୁ ନେଇ ଚିନ୍ତାରେ ରହିବେ।
କର୍କଟ: ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଲାଗି ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ।
ସିଂହ: କାର୍ଯ୍ୟରେ ସଫଳତା ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିବ। ଜୀବନସାଥୀଙ୍କ ସହ ସମ୍ପର୍କ ମଧୁର ହେବ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ମନୋରଞ୍ଜନରେ ସମୟ ଅତିବାହିତ କରିବେ।
କନ୍ୟା: ଚାକିରିରେ ନୂଆ ସୁଯୋଗ ଜୁଟିବ ଏବଂ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ।
ତୁଳା: ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ। ଏମ୍‌ବିଏ ଛାତ୍ରଛାତ୍ରୀଙ୍କୁ ଚାକିରିର ସୁଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ଧନ ଲାଭର ଯୋଗ ଅଛି।
ବିଛା: କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିବ। ବ୍ୟବସାୟରେ ଲାଭ ମିଳିବ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ବିଦେଶୀ ଭାଷା ଶିଖିବା ପ୍ରତି ଆଗ୍ରହ ବଢ଼ିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ଧନୁ: ଖେଳକୁଦ ପ୍ରତି ବିଦ୍ୟାର୍ଥୀଙ୍କ ଆଗ୍ରହ ପରିଲକ୍ଷିତ ହେବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ଘରକୁ ଅତିଥିଙ୍କ ଆଗମନ ହେବ।
ମକର: ଦିନଟି କର୍ମତତ୍ପର ରହିବେ। ବ୍ୟବସାୟକୁ ଆଗକୁ ନେବା ଲାଗି ନୂଆ ଯୋଜନା କରିବେ। ଉତ୍ତମ ସ୍ବାସ୍ଥ୍ୟ ପାଇଁ ଖାଦ୍ୟପାନୀୟ ଉପରେ ଧ୍ୟାନ ଦେବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ।
କୁମ୍ଭ: ବ୍ୟବସାୟଜନିତ ସମସ୍ୟା ଦେଖା ଦେବ। କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବୈବାହିକ ଜୀବନ ସୁଖମୟ ହେବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲରେ କଟିବ।
ମୀନ: ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ରହିବ। ଖର୍ଚ୍ଚ ବୃଦ୍ଧି ପାଇବ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ଗବେଷଣା କରୁଥିବା ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ।
ମଙ୍ଗଳବାର ରାଶିଫଳ ( ୨୨-୦୮-୨୦୨୩ )
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବୃଷ: ଦିନଟି ଚିନ୍ତାଜନକ ରହିବ। କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।
ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଶୁଭ ସମ୍ବାଦ ମିଳିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।
କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।
ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।
ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କମ୍ ସମୟରେ ଅଧିକ କାମ କରିବେ।
ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।
କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଛାତ୍ରଛାତ୍ରୀ ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।
ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ଘରେ ଶୁଭ କାର୍ଯ୍ୟ ଆୟୋଜନ କରିବେ।
ଶନିବାର ରାଶିଫଳ (୦୫-୦୮-୨୦୨୩)
ମେଷ: ନିଜ ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ ବେପାରରେ ଲାଭ ମିଳିବ। ଗୁରୁଜନଙ୍କ କଥା ମାନି ଚାଲନ୍ତୁ।
ବୃଷ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନିଜ ସ୍ବାସ୍ଥ୍ୟ ଉପରେ ଅଧିକ ଧ୍ୟାନ ଦିଅନ୍ତୁ। ବୁଝିବିଚାରି କାମ କରିବା ଉଚିତ। ସନ୍ତାନଙ୍କ ଉନ୍ନତି ନିମନ୍ତେ ଚିନ୍ତିତ ରହିବେ। ମହିଳାମାନେ ଈଶ୍ବରବିଶ୍ବାସୀ ହେବେ।
ମିଥୁନ: ସାମାଜିକ କାର୍ଯ୍ୟକ୍ରମରେ ଦିନ ବିତିବ। ଲୋକସମ୍ମାନ ବୃଦ୍ଧି ପାଇବ। ନକରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ବାସ୍ଥ୍ୟ ପ୍ରତି ଅଧÒକ ଯତ୍ନଶୀଳ ହୁଅନ୍ତୁ। ମାନସିକ ସ୍ଥିତି ସାମାନ୍ୟ ବିଗିଡ଼ିବ।
କର୍କଟ: ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଅନୁକୂଳ ସମୟ। ପିତାଙ୍କ ସହଯୋଗରେ କାର୍ଯ୍ୟରୁ ସଫଳ ହେବେ। ହଠାତ୍‌ ଦୂରସ୍ଥାନ ଯାତ୍ରା କରିପାରନ୍ତି। ପ୍ରେମ ବ୍ୟାପାରରେ ସଫଳତା ମିଳିବ।
ସିଂହ: ମହିଳାମାନେ ପିଲାମାନଙ୍କ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। କାନ, ନାକ, ଗଳା ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ରହିବ।
କନ୍ୟା: ଅଟକି ଥିବା କାର୍ଯ୍ୟ ପୂରା ହେବ। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପ୍ରତିଯୋଗିତା ପରୀକ୍ଷାରେ ଛାତ୍ରଛାତ୍ରୀମାନେ କୃତିତ୍ବ ହାସଲ କରିବେ। ନୂତନ ଜମି କ୍ରୟ କରିପାରନ୍ତି। ଦାନ-ଧର୍ମ କରନ୍ତୁ।
ତୁଳା: ସକାରାତ୍ମକ ଭାବେ ଯୋଜନା ପ୍ରସ୍ତୁତ କରନ୍ତୁ। ମୁଣ୍ଡବିନ୍ଧା ଯନ୍ତ୍ରଣା ଅନୁଭବ କରିପାରନ୍ତି। ପତିପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଈଶ୍ବରଙ୍କ ଆରାଧନା କରନ୍ତୁ।
ବିଛା: ଅଯଥା କଳି-ଝଗଡ଼ାରୁ ଦୂରେଇ ରୁହନ୍ତୁ। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ପିଲାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ମହିଳାମାନେ ବ୍ୟତିବ୍ୟସ୍ତ ହେବେ। ଛାତ୍ରଛାତ୍ରୀମାନେ ଖେଳକୁଦ କରିବାକୁ ଗୁରୁତ୍ବ ଦେବେ।
ଧନୁ: ମାନସିକ ଚିନ୍ତା ବୃଦ୍ଧି ପାଇବ। ପିତାଙ୍କ ସ୍ବାସ୍ଥକୁ ଗୁରୁତ୍ବ ଦିଅନ୍ତୁ। ରାଜନୈତିକ ସମାବେଶରେ ସାମିଲ ହେବେ। ବ୍ୟବସାୟରୁ ସଫଳତା ମିଳିବ। କୋର୍ଟ-କଚେରୀ ମାମଲାରେ ବିଜୟୀ ହେବେ।
ମକର: କୌଣସି କାର୍ଯ୍ୟକୁ ନେଇ ଆଶାରେ ରହିବେ। ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ବ୍ୟାପାରରେ ମଧ୍ୟମ ଫଳ ପାଇବେ। ଅତିଥି ସତ୍କାର କରିବେ। ସାମାଜିକ କାର୍ଯ୍ୟରେ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ: ଦୂରସ୍ଥାନ ଯାତ୍ରା କରିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ। କର୍ମକ୍ଷେତରେ ପଦୋନ୍ନତି ମିଳିପାରେ। ଅଯଥା ଖର୍ଚ୍ଚ କରନ୍ତୁନି। ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହେବ। ମହିଳାଙ୍କ ଦାୟିତ୍ବ ବଢ଼ିବ।
ମୀନ: ପ୍ରତିକୂଳ ପରିସ୍ଥିତିରେ ଭୟ କରନ୍ତୁନି। ନିଜ ଲୋକଙ୍କଠାରୁ ଆଘାତ ପାଇପାରନ୍ତି। ସ୍ବାସ୍ଥ୍ୟ ବିଗିଡ଼ିପାରେ। ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି। ନୂତନ ଯାନବାହନ କିମ୍ବା ଜମି କ୍ରୟ କରିପାରନ୍ତି।
ଶୁକ୍ରବାର ରାଶିଫଳ (୦୪-୦୮-୨୦୨୩)
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ପ୍ରତ୍ୟେକ ଦିଗରୁ ହତୋତ୍ସାହ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟର ସହ କାମ କରନ୍ତୁ। ପରିବାର ଲୋକ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି।
ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ତରବରିଆ ଭାବେ ଗୁରୁତ୍ବପୂର୍ଣ୍ଣ କାମ କରିବା ଅନୁଚିତ। ବ୍ୟୟ ଅଧିକ ହେବ।
ମିଥୁନ: କୌଣସି କାମରେ ସମସ୍ୟା ହେବନି। ସୁସମ୍ବାଦ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ଓ ପ୍ରଶଂସିତ ହେବେ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ଛାତ୍ରଛାତ୍ରୀମାନେ ପଢ଼ାରେ ଭଲ ପ୍ରଦର୍ଶନ କରିବେ।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।
ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ କଥା ମାନି ଚଳନ୍ତୁ।
କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।
ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳପ୍ରିୟ ହେବେ।
ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।
ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଶତ୍ରୁଠାରୁ ଦୂରେଇ ରୁହନ୍ତୁ।
ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।
ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ବୈବାହିକ ଜୀବନ ସୁଖମୟ ହେବ। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।
ମଙ୍ଗଳବାର ରାଶିଫଳ ( ୦୧-୦୮-୨୦୨୩ )
ମେଷ: ଦିନଟି ଭଲରେ କଟିବ। ପରିବାରର ସହଯୋଗ ମିଳିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲବୁଝାମଣା ଦେଖାଦେବ। ଘରେ ପୂଜାପାଠର ଆୟୋଜନ କରିବେ। ବାହନ ସୁଖ ପ୍ରାପ୍ତ ହେବ।
ବୃଷ: ଜମିବାଡ଼ି କିଣିବା ଯୋଗ ଅଛି। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାରରେ ନିବେଶ କରିବେ।
ମିଥୁନ: ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଧାର୍ମିକ ପୁସ୍ତକ ପ୍ରତି ରୁଚି ବଢ଼ିବ। ଦୂରସ୍ଥାନକୁ ଯାତ୍ରାଯୋଗ ଅଛି।
କର୍କଟ: ଦିନଟି ବ୍ୟସ୍ତତା ଭିତରେ କଟିବ। ଛାତ୍ରଛାତ୍ରୀ ପଢ଼ାରେ ମନୋନିବେଶ କରିବେ। ଉଚ୍ଚଶିକ୍ଷା ପାଇଁ ଅନୁକୂଳ ସମୟ। କଥାବାର୍ତ୍ତାରେ ମଧୁରତା ରଖିବେ।
ସିଂହ: ପରିବାର ସହ ଯାତ୍ରା ଯୋଗ ରହିଛି। ଘରକୁ ଅତିଥି ଆଗମନ କରିବେ। ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।
କନ୍ୟା: ପରିବାରରେ କୌଣସି ସଦସ୍ୟଙ୍କୁ ନେଇ ଚିନ୍ତାରେ ରହିବେ। ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସଫଳ ହେବେ। ବନ୍ଧୁଙ୍କ ଦ୍ବାରା ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ରହିବ।
ତୁଳା: ବ୍ୟସ୍ତତା ଭିତରେ ପରିବାର ପାଇଁ ସମୟ ବାହାର କରିବେ। ମନ ପ୍ରସନ୍ନ ରହିବ। ଖର୍ଚ୍ଚ ବୃଦ୍ଧି ପାଇବ। ମନପସନ୍ଦର କୌଣସି କାର୍ଯ୍ୟ କରିବେ। ବିବାହକୁ ନେଇ ଶୁଭ ସମାଚାର ମିଳିବ।
ବିଛା: ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ। ପରିବାରରେ ସୁଖଶାନ୍ତି ବଜାୟ ରହିବ। ବୈବାହିକ ଜୀବନରେ ମନୋମାଳିନ୍ୟ ଆସିବ।
ଧନୁ: ପ୍ରେମ ଜୀବନରେ ପ୍ରଗାଢ଼ତା ଆସିବ। ନୂଆ ଯାନବାହନ କିଣିବାର ଯୋଗ ଅଛି। କୌଣସି ନୂଆ କାମ ମିଳିବ। ନିବେଶ ପାଇଁ ଭଲ ସମୟ। କାମ ପାଇଁ ପ୍ରଶଂସିତ ହେବେ।
ମକର: ରାଜନୀତିରେ କ୍ୟାରିୟର ପାଇଁ ଭଲ ସମୟ ରହିବ। ନୂଆ ଲୋକଙ୍କୁ ଭେଟିବାର ସୁଯୋଗ ଜୁଟିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ।
କୁମ୍ଭ: ସଫଳତା ପାଇଁ ଅଧିକ ପରିଶ୍ରମ କରିବେ। ପରିବାରର ସହଯୋଗ ମିଳିବ। ଚାକରିେର ପଦୋନ୍ନତି ସମ୍ଭାବନା ରହିଛି। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମୀନ: ବିବାହ ସ୍ଥିର ହେବ। ଫୋନ୍‌ରେ କଥାବାର୍ତ୍ତାରେ ଅଧିକ ସମୟ ଅତିବାହିତ କରିବେ। କୌଣସି ନୂଆ ବିଷୟ ପ୍ରତି ଆଗ୍ରହ ବଢ଼ିବ। ବିଦେଶ ଯାତ୍ରା ଯୋଗ ରହିବ।