IMD Weather Update - The Sakala
Cyclone Montha live updates: ବାତ୍ୟା 'ମୋନ୍ଥା'କୁ ନେଇ ବିଏମସିର ପ୍ରସ୍ତୁତି, ୟେଲୋ ଜୋନରେ ରହିଛି ଖୋର୍ଦ୍ଧା ଜିଲ୍ଲା...
ଭୁବନେଶ୍ବର: ବାତ୍ୟା ମୋନ୍ଥାକୁ ନେଇ ବିଏମସିର ପ୍ରସ୍ତୁତି। ୟଲୋ ଜୋନରେ ଖୋର୍ଦ୍ଧା ଜିଲ୍ଲା ରହିଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ହେବା ନେଇ ଆଇଏମଡି ପକ୍ଷରୁ ଆକଳନ କରାଯାଇଛି। ବର୍ଷା ପ୍ରଭାବରେ ଜଳବନ୍ଦୀ, ବନ୍ଯା, ଗଛ ପଡିବା, ବିଦ୍ୟୁତ ତାର ଛଣ୍ଡିବାର ସମ୍ଭାବନା ରହିଛି। ଏ ନେଇ ବିଏମସିରେ କଣ୍ଟ୍ରୋଲ ରୁମ ଖୋଲା ଯାଇଛି।
ବିଏମସି, ଫାୟାର, ପୁଲିସ, ପୂର୍ତ୍ତବିଭାଗ, ବିଡିଏ , ଇଡକୋ, ଜାତୀୟ କାଜପଥ, ବନ ବିଭାଗ, ଟିପିଡିସିଓଲ ସମେତ ଲାଇନ ଡିପାର୍ଟମେଣ୍ଟ ମାନଙ୍କ ସହିତ ଆଲୋଚନା ହେବା ସହିତ ସ୍ବତନ୍ତ୍ର ଟିମ ଗଠନ ହୋଇଛି। କିଭଳି ସଫେଇ ହେବ, ଡ୍ରେନେଜ ସମସ୍ଯା ନ ହେବ ସେ ନେଇ ଯୋଜନା ହୋଇଛି। ଡ୍ରେନ କିଭଳି ଚୋକ ନ ହେବ ଆଜି ସଫା କରାଯାଇଛି। ଫାୟାର ଓ ଡ୍ରେନେଜ ଡିଭିଜନର ଟିମ ମାନଙ୍କୁ ଯାନ ଓ ତେଲ ଦେଇ ସମ୍ବେଦନଶୀଳ ଜାଗାରେ ମୁତୟନ କରାଯାଇଛି। ଯେଉଁ ଜାଗାରେ ସମସ୍ଯା ଦେଖାଦେବ ସ୍ଥାନୀୟ କର୍ପୋରେଟରଙ୍କୁ ଜଣାଇବେ।
ଏହା ସହିତ ହେଲ୍ପଲାଇନ ନମ୍ବର ୧୯୨୯ ନମ୍ବରରେ ଯୋଗାଯୋଗ କରିବା ନେଇ କମିଶନର ଅପିଲ କରିଛନ୍ତି। ବନ୍ଯା ଓ ଜଳବନ୍ଦୀକୁ ନଜରରେ ରଖି କଲ୍ଯାଣ ମଣ୍ଡପ ଓ ସ୍କୁଲ ଗିଡକରେ ରହିବା ପାଇଁ  ପ୍ରସ୍ତୁତି କରାଯାଇଛି। ଲୋକମାନେ ଭୟ କରିବା ଦରକାର ନାହିଁ। ମୁକାବିଲା ନେଇ ବିଏମସି ପୁରା ପ୍ରସ୍ତୁତ ଅଛି ବୋଲି ବିଏମ କମିଶନର ଚଞ୍ଚଲ ରାଣା  କହିଛନ୍ତି।
Cyclone Alert: ଆସୁଛି ବାତ୍ୟା ‘ମୋନ୍ଥା’ , ପଶ୍ଚିମାଝଡ଼ ଯୋଗୁଁ ହୋଇପାରେ ଦିଗ ପରିବର୍ତ୍ତନ...
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ୧୯୯୯ ମହାବାତ୍ୟାକୁ ଆସନ୍ତା ୨୯ରେ ୨୬ ବର୍ଷ ପୂରିବାକୁ ଯାଉଥିବା ବେଳେ ଠିକ୍‌ ଏହି ସମୟ ବେଳକୁ ପାଣିପାଗ ବିଭାଗର ଏକ ସମ୍ଭାବ୍ୟ ବାତ୍ୟା ଆକଳନ ରାଜ୍ୟବାସୀଙ୍କ ମନରେ ଭୟ ସଂଚାର କରିଛି। ଭାରତୀୟ ପାଣିପାଗ ବିଭାଗ- ଆଇଏମ୍‌ଡିର ସୂଚନା ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ୨୫ ତାରିଖରେ ଅବପାତର ରୂପ ନେବ। ୨୬ ତାରିଖ ସକାଳୁ ଏହା ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖରେ ବାତ୍ୟାର ରୂପ ନେବ। ବାତ୍ୟା ପ୍ରଭାବରେ ୨୭ ତାରିଖରୁ ବର୍ଷା ଆରମ୍ଭ ହେବ।
ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରଥମେ ବର୍ଷା ଆରମ୍ଭ ହୋଇ ଧୀରେ ଧୀରେ ଅନ୍ୟ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ଯଦିଓ ବାତ୍ୟାଟି ଓଡ଼ିଶାରେ ସ୍ଥଳଭାଗ ଛୁଇଁବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ, ତଥାପି ରାଜ୍ୟର ବିଭିନ୍ନ ସ୍ଥାନରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହି ବାତ୍ୟା ସୃଷ୍ଟି ହେବା ପରେ ଏହାର ନାମ ‘ମୋନ୍ଥା’ ରହିବ। ଥାଇଲାଣ୍ଡ ଦ୍ୱାରା ନାମିତ ହୋଇଥିବା ଏହି ବାତ୍ୟା ‘ମୋନ୍ଥା’ ଶବ୍ଦର  ଅର୍ଥ ସୁଗନ୍ଧିତ ଫୁଲ।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ୨୭ ବେଳକୁ ବାତ୍ୟାର ରୂପ ନେବ। ୨୮ ବେଳକୁ ବାତ୍ୟାଟି ଅଧିକ ଘନୀଭୂତ ହେବା ପାଇଁ ପାଗ ଅନକୂଳ ରହୁଛି। ତେବେ ପଶ୍ଚିମାଝଡ଼ର ପ୍ରଭାବ ୨୮ ତାରିଖ ଓ ୨୯ ତାରିଖରେ ରହିବାର ସମ୍ଭାବନା ରହିଛି। ତେଣୁ ଏହି ବାତ୍ୟାକୁ ନେଇ ବର୍ତ୍ତମାନ ଦୁଇଟି ଦୃଶ୍ୟପଟ ରହିଛି। ପ୍ରଥମ ଦୃଶ୍ୟପଟରେ ୨୮ରେ ବାତ୍ୟ ଅଧିକ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳ ନେଲୋର-ବିଶାଖାପାଟ୍ଟନମ୍‌ ମଧ୍ୟରେ ୨୮ ତାରିଖ ରାତି କିମ୍ବା ୨୯ ତାରିଖତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିପାରେ। ଯଦି ପଶ୍ଚିମାଝଡ଼ ପ୍ରଭାବ ପଡେ଼, ତେବେ ୨୯ ତାରିଖରେ ଏହା ଦୁର୍ବଳ ହୋଇ ଓଡ଼ିଶା ଉପକୂଳ ମୁହାଁ ହୋଇପାରେ।
ବର୍ତ୍ତମାନର ଆକନଳ କହୁଛି, ରାଜ୍ୟରେ ୨୬ ତାରିଖ ପର୍ଯ୍ୟନ୍ତ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା ରହିଛି। ୨୭ ତାରିଖରୁ ମାଲକାନଗିରି, ରାୟଗଡ଼ା, ଗଜପତି ସହିତ ଗଞ୍ଜାମରୁ ଜଗତସିଂହପୁର ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ବର୍ଷା ହୋଇପାରେ। ୨୮ ତାରିଖରେ ସେହି ଜିଲ୍ଲା ସହିତ ସମଗ୍ରହ ଉପକୂଳ ଓ ସଂଲଗ୍ନ ଜିଲ୍ଲା (କେତେକ ପଶ୍ଚିମ ସୀମାନ୍ତ ଜିଲ୍ଲାକୁ ଛାଡ଼ି) ବର୍ଷା ହେବ। ୨୯ ତାରିଖରେ ପ୍ରାୟ ଅଧିକାଂଶ ଜିଲ୍ଲାରେ ବର୍ଷା ହେବାକୁ ଥିବା ବେଳେ ୩୦ତାରିଖରେ ଉପକୂଳ ବର୍ଷାର ପ୍ରଭାବ କମି ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଏବଂ ୩୧ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।
ବର୍ତ୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ଧାନ ଫସଲ ଗୁରୁତ୍ୱପୂର୍ଣ୍ଣ ସମୟ ଦେଇ ଗତି କରୁଛି। ବର୍ଷା କିମ୍ବା ପବନ ହେଲେ ଧାନ ଫସଲ ଗୁରୁତର ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆଇଏମ୍‌ଡିର ସମ୍ଭାବ୍ୟ ବାତ୍ୟା ଆକଳନକୁ ନେଇ ଜନସାଧାରଣ ଆତଙ୍କିତ ହୁଅନ୍ତୁ ନାହିଁ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସ୍ୱାସ୍ଥ୍ୟ ବିଭାଗ ସଜାଗ ରହିଛି। ବାତ୍ୟା ଆଶ୍ରୟସ୍ଥଳୀ ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଆବଶ୍ୟକସ୍ଥଳେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରଣ ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ଶୁଖିଲା ଖାଦ୍ୟ ମହଜୁଦ ରଖାଯାଇଛି। ଶକ୍ତି ବିଭାଗକୁ ମଧ୍ୟ ସତର୍କ କରାଯାଇଛି। ଯଦି ସେଭଳି ସ୍ଥିତି ଉପୁଜେ, କିପରି ପୁନଃସ୍ଥାପନ କରାଯାଇ ପାରିବ ସେନେଇ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଲଘୁଚାପ ଜନିତ ବର୍ଷା ସହିତ ସମ୍ଭାବ୍ୟ ବାତ୍ୟା ସ୍ଥିତି ମୁକାବିଲା ନେଇ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି।
ସୃଷ୍ଟି ହେଲା ଲଘୁଚାପ, ବଢିଲା ବାତ୍ୟା ଭୟ....
ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ, ବଢିଲା ଭୟ। ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ! ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ ଆହୁରି ଘନୀଭୂତ ହେବା ନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟାର ଗତିପଥ ଏବଂ ଜଡିତ ପବନର ବେଗକୁ ଏବେଠାରୁ ଆକଳନ କରାଯାଇ ନାହିଁI ହେଲେ ୨୫ରେ ଅବପାତର ରୂପ ନେବ ଲଘୁଚାପ । ୨୬ ବେଳକୁ ଗଭୀର ଅଭପାତର ରୂପ ନେବ । ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ ବୋଲି ପୂର୍ବାନୁମାନ କରୁଛି ବିଭାଗ। ଏବେ ଧୀରେଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି। ବଙ୍ଗୋପସାଗରରେ ବଳ ଗୋଟାଉଛି। ବାତ୍ୟା ପାଇଁ  ଅନୁକୂଳ ରହିଛି ପାଗ । ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଠାରୁ କୌଣସି ସଠିକ ସୂଚନା ଦେଇ ନାହିଁ ବିଭାଗ ।
ବଦଳିଲା ପାଗ, ଖରାରୁ ମିଳିଲା ଆଶ୍ୱସ୍ତି; ୨୭ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା
ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ-ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ସେହିପରି ୨୬ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୭ ତାରିଖରେ ଉତ୍ତର-ଉପକୂଳ ଓଡ଼ିଶାର କେତେକ ସ୍ଥାନ ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ୨୮ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅପରକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଅନୁଭୂତ ହୋଇଥିବା ବେଳେ କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଥିବା ଜଣାପଡ଼ିଛି।
ଜୁନ୍‌ ୪ ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ- ଆଇଏମଡି
ନୂଆଦିଲ୍ଲୀ: ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ । ତେବେ ଆସନ୍ତା ୪ ଜୁନ ସୁଦ୍ଧା ମୌସୁମୀ କେରଳ ଛୁଇଁବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଜୁନ୍ ପହିଲା ସୁଦ୍ଧା ମୌସୁମୀ ପହଞ୍ଚିବାର ସମ୍ଭାବନା ନାହିଁ । ତେବେ ଜୁନରେ ନିଅଣ୍ଟିଆ ବର୍ଷା ସମ୍ଭାବନା ରହିଛି । ଆଇଏମଡି ସୂଚନା ଅନୁସାରେ ଆସନ୍ତା ୩ ସପ୍ତାହ ଯାଏ ଆରବ ସାଗରରେ କୌଣସି ସାଇକ୍ଲୋନ ହେବାର ସମ୍ଭାବନା ନାହିଁ ।
ପାଣିପାଗ ବିଭାଗର ପୂର୍ବାନୁମାନ: ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା
ଭୁବନେଶ୍ବର: ଚଳିତ ବର୍ଷ ସ୍ବାଭାବିକ ହେବ ମୌସୁମୀ ବର୍ଷା । ମୌସୁମୀ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏ ନେଇ ପ୍ରେସମିଟରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ସୂଚନା ଅନୁଯାୟୀ, ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାନୁମାନ କରାଯାଇଛି।  ୯୬% ରୁ ୧୦୪% ବର୍ଷା ହେଲେ ସ୍ବାଭାବିକ କୁହାଯାଏ । ପ୍ଲସ  ଓ ମଇନ୍ସ  ୫ପ୍ରତିଶତ ରହିବ। ମୌସୁମୀର ଦ୍ବିତୀୟାର୍ଦ୍ଧରେ ଏଲ୍-ନିନୋ ସମସ୍ୟା ସମ୍ଭାବନା ରହିଛି। ଏଲ୍-ନିନୋ ସମ୍ଭାବନା ଥିଲେ ବି ବର୍ଷା ପରିମାଣ କମିବନି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
୧୨୨ ବର୍ଷର ରେକର୍ଡ ଭାଙ୍ଗିଲା ଫେବୃଆରୀର ଗରମ, ଅସହ୍ୟ ହେବ ଚଳିତ ବର୍ଷର ତାତି
ନୂଆଦିଲ୍ଲୀ: ଗତ ୧୨୨ ବର୍ଷରେ ଚଳିତ ବର୍ଷର ଫେବ୍ରୁଆରୀ ସବୁଠୁ ଗରମ ରହିଥିଲା । ଏ ନେଇ ଭାରତୀୟ ପାଣିପାଗ ବିଭାଗ ଏକ ରିପୋର୍ଟ ଜାରି କରିଛି। ଏହି ସମୟରେ ଦିନର ହାରାହାରି ତାପମାତ୍ରା ସାମାନ୍ୟ ଠାରୁ ୧.୭୩ ଡିଗ୍ରୀ ଅଧିକ ରହିଥିଲା । ବିଭାଗ ରିପୋର୍ଟ ଅନୁଯାୟୀ, ଏହା ପୂର୍ବରୁ ୧୯୦୧ ମସିହାରେ ଫେବ୍ରୁଆରୀରେ ହାରାହାରି ତାପମାତ୍ରା ସାମାନ୍ୟଠାରୁ ୦.୮୧ ଡିଗ୍ରୀ ଅଧିକ ରହିଥିଲା ।
ଆଇଏମଡି ପକ୍ଷରୁ କୁହାଯାଇଛି ଯେ, ଚଳିତ ଥର ଗରମ ଅଧିକ ଅସହ୍ୟ କରାଇବ। ପାଣିପାଗ ବିଭାଗ ଅନୁସାରେ ଉତ୍ତର ପୂର୍ବ, ପୂର୍ବ ଏବଂ ମଧ୍ୟ ଭାରତ ସହ ଉତ୍ତର-ପଶ୍ଚିମ ଭାରତ ବିଭିନ୍ନ ସ୍ଥାନରେ ମାର୍ଚ୍ଚରୁ ମଇ ମାସ ଯାଏ ତାପମାତ୍ରା ହାରାହାରି ଠାରୁ ବହୁ ଅଧିକ ରହିବ । ଏହାସହ ଆସନ୍ତା ତିନି ମାସରେ ମଧ୍ୟ ଭାରତ ବିଭିନ୍ନ ସ୍ଥାନରେ ଏବଂ ଉତ୍ତର ପଶ୍ଚିମ ଭାରତରେ ହିଟ୍ ୱେଭର ପ୍ରକୋପ ଦେଖିବାକୁ ମିଳିବ ।
ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା ‘ଅସନୀ’କୁ ନେଇ ଆଶଙ୍କା କ୍ରମଶଃ ଦୃଢ଼ୀଭୂତ ହେବାରେ ଲାଗିଛି । ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏପରିକି ଆସନ୍ତା ୧୦ ତାରିଖ ବେଳକୁ ସମ୍ଭାବ୍ୟ ବାତ୍ୟା ‘ଅସନୀ’ ଲ୍ୟାଣ୍ଡଫଲ୍ କରିପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରିଛନ୍ତି। ତେବେ ଆସନ୍ତା ୬ ତାରିଖ ପରେ ଏନେଇ ଚିତ୍ର ଅଧିକ ସ୍ପଷ୍ଟ ହେବ ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି।
ଏନେଇ ଆଇଏମଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଅଧିକ ସୂଚନା ଦେଇ କହିଛନ୍ତି ଯେ, ମଇ ମାସରେ ସାଧାରଣତଃ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ଏହା ଅଧିକ ତୀବ୍ରତର ହେବାର ସମ୍ଭାବନା ରହିଥାଏ । ବର୍ତ୍ତମାନସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇ ନାହିଁ । ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ଗତିପଥ ଏବଂ ତୀବ୍ରତା ନେଇ ଅଧିକ ସୂଚନା ଦିଆଯିବ ବୋଲି ଡ ମହାପାତ୍ର କହିଛନ୍ତି। ଅନ୍ୟପଟରେ ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ଶରତ ସାହୁ କହିଛନ୍ତି ଯେ ପ୍ରାଥମିକ ଆକଳନ ଅନୁଯାୟୀ ଆସନ୍ତା ୬ ତାରିଖରୁ ଏହି ସିଷ୍ଟମଟି ଆଣ୍ଡାମାନ ଉପକୂଳରୁ କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।
ଏହାର ଦୂରତା ଏବଂ ଗତିର ତୀବ୍ରତାକୁ ଅନୁଶୀଳନ କଲେ ଏହା ଉପକୂଳ ଛୁଇଁବାକୁ ବେଶି ସମୟ ନେଇ ନ ପାରେ ଏବଂ ବେଶି ଘନୀଭୂତ ହୋଇନପାରେ। ଫଳରେ ଏହା ସାଇକ୍ଲୋନିକ ଷ୍ଟର୍ମ ନହଲେ ଅତି ବେଶୀରେ ସିଭିୟର ସାଲକ୍ଟ୍ରୋନିକ ଷ୍ଟର୍ମର ରୂପ ନେବ। ଯାହାଫଳରେ ସମ୍ଭାବ୍ୟ ବାତ୍ୟାରେ ପବନର ବେଗ ଘଣ୍ଟା ପ୍ରତି୧୦୦ କିଲୋମିଟର ରହିପାରେ ବୋଲି ଡ. ସାହୁ କହିଛନ୍ତି। ତେବେ ସିଷ୍ଟମକୁ ଘନୀଭୂତ ହେବାକୁ ଅନୁକୂଳ ବାତାବରଣ ରହୁଛି । ତେବେ ସମ୍ଭାବ୍ୟ ବାତ୍ୟାଟି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ, ଓଡ଼ିଶା କିମ୍ବା ପଶ୍ଚିମବଙ୍ଗରେ ଲ୍ୟାଣ୍ଡଫଲ୍ କରିପାରେ। ତେବେ ଓଡ଼ିଶା ପ୍ରତି ଅଧିକ ଆଶଙ୍କା ରହୁଛି ବୋଲି ବୋଲି ସେ କହିଛନ୍ତି ।
ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ: ୧୨୨ ବର୍ଷର ରେକର୍ଡ଼ ଭାଙ୍ଗିଲା ମାର୍ଚ୍ଚ ମାସ
ନୂଆଦିଲ୍ଲୀ: କେବଳ ଓଡ଼ିଶା ନୁହେଁ ଦେଶରେ ବିଭିନ୍ନ ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସମ୍ଭାଳ ଗରମ ଅନୁଭତ ହେଉଛୁ। ଏହାରି ମଧ୍ଯରେ ଚଳିତ ମାର୍ଚ୍ଚ ମାସ ସବୁଠୁ ଉତ୍ତପ୍ତ ଭାବେ ପରିଗଣିତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଚଳିତ ମାର୍ଚ୍ଚ ମାସ ୧୨୨ ବର୍ଷର ରେକର୍ଡ଼ ଭାଙ୍ଗିଛି। ୧୯୦୧ ପରଠାରୁ ମାର୍ଚ୍ଚ ମାସରେ କେବେ ଏଭଳି ଗରମ ଅନୁଭୂତ ହୋଇନଥିଲା।  ଚଳିତ ମାର୍ଚ୍ଚ ମାସରେ ଆଭରେଜ୍‌ ତାପମାତ୍ରା ୩୩.୧ ଡିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ଉତ୍ତର-ପଶ୍ଚିମରୁ ଉତ୍ତପ୍ତ ବାୟୁ ପ୍ରବାହିତ ହେଉଥିବରୁ ଦେଶର ପାରଦ ବୃଦ୍ଧି ପାଇଛି। ଦେଶର ରାଜଧାନୀ ଦିଲ୍ଲୀ ସବୁଠରୁ ଉତ୍ତପ୍ତ ସହର ପାଲଟିଛି।
ଗୁରୁବାର ଦିଲ୍ଲୀର ଅନେକ ଅଞ୍ଚଳରେ ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି। ତେବେ ଆଗକୁ ହିଟ୍‌ ୱେଭ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମୁଖ୍ୟତଃ ଏପ୍ରିଲ ୩ରୁ ୬ ମଧ୍ୟରେ ଉତ୍କଟ ଗରମ ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଲୋକମାନଙ୍କୁ ପାଣିପାଗ ବିଭାଗ ସତର୍କ କରାଯାଇଛି ଖରାରେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।
ନଭେମ୍ବର ମଧ୍ୟଭାଗରେ ୩ଟି ଲଘୁଚାପ ଆଶଙ୍କା, ଉପକୂଳ ଓ ଦକ୍ଷିଣ ଓଡ଼ିଶା ଉପରେ ପଡ଼ିପାରେ ପ୍ରଭାବ
ଭୁବନେଶ୍ୱର: ନଭେମ୍ବର ୧୫ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗରରେ ତିନୋଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାଫଳରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶରେ ଭାରୀ ବର୍ଷା ହୋଇପାରେ। କେତେକ ମଡେଲ ଅନୁଯାୟୀ ଆଗାମୀ ଦୁଇ ସପ୍ତାହ ଯାଏଁ ଏହାର ପ୍ରଭାବ ରାଜ୍ୟରେ ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପଡ଼ିବାର ସମ୍ଭାବନା ରହିଛି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି।
ଡ.ପଶୁପାଳକଙ୍କ ଅନୁଯାୟୀ, ଆଜି ସକାଳେ ଶ୍ରୀଲଙ୍କାର ନିକଟରେ ହୋଇଥିବା ଲଘୁଚାପର କିଛି ଅଂଶ ନଭେମ୍ବର ୧ ତାରିଖରେ ଦକ୍ଷିଣ ଆରବ ସାଗରରେ ପହଞ୍ଚି କ୍ରମଶଃ ଘନୀଭୂତ ହେବ । ଏହାର ଅନ୍ୟ ଗୋଟିଏ ଅଂଶ ଦ୍ବାରା ତାମିଲନାଡୁରୁ ଓଡ଼ିଶା ପର୍ଯ୍ୟନ୍ତ ପ୍ରଭାବ ପଡ଼ିବ। ଏହାର ପ୍ରଭାବ ନଭେମ୍ବର ୫ ଯାଏଁ ରହିପାରେ। ସେହିପରି ନଭେମ୍ବର ୫ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଦ୍ୱିତୀୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୧ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ଥିବାବେଳେ ଏହାର ପ୍ରଭାବ ଓଡ଼ିଶା ଉପରେ ପ୍ରାୟ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରହିବ ବୋଲି ଡ.ପଶୁପାଳକ ଆକଳନ କରିଛନ୍ତି । ନଭେମ୍ବର ୧୩ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ତୃତୀୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ସେ ସୂଚନା ଦେଇଛନ୍ତି |
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ୨୯ରୁ ପ୍ରବଳ ବର୍ଷା, ଆଗକୁ ଏକାଧିକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୯ ଓ ୩୦ ତାରିଖର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ ଆର୍ ବିଶ୍ଵାସଙ୍କ ସୂଚନା ଅନୁଯାୟୀ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ। ଯାହାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ରହିଛି। ଫଳତଃ ୨୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ତେବେ ୨୯ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଏବଂ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାମାନଙ୍କୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଅନ୍ୟପକ୍ଷରେ ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଚଳିତ ସେପ୍ଟେମ୍ବର ମାସରେ ସ୍ବାଭାବିକଠାରୁ ପ୍ରାୟ ୭୦ ପ୍ରତିଶତ ଅଧିକ ବର୍ଷା ହୋଇଥିବା ଡ ବିଶ୍ୱାସ କହିଛନ୍ତି | ତେବେ ଚଳିତ ବର୍ଷ ସେପ୍ଟେମ୍ବର୨୭ ତାରିଖ ସୁଦ୍ଧା ସ୍ବାଭାବିକଠାରୁ ମାତ୍ର ୧୦ପ୍ରତିଶତ ବର୍ଷା କମ୍ ହୋଇଛି। ୨୭ ତାରିଖ ସୁଦ୍ଧା ଅଧିକାଂଶ ଜିଲ୍ଲାରେ ନିଅଣ୍ଟିଆ ସ୍ଥିତିର ଭଗଣା ହୋଇଥିବା ବେଳେ ୨ଟି ଜିଲ୍ଲାରେ ଆବଶ୍ୟକତାଠାରୁ ବହୁ ପରିମାଣରେ ଅଧିକ ବର୍ଷା କିଛି ରେକର୍ଡ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ବରିଷ୍ଠ ପାଣିପାଗ ବିଜ୍ଞାନୀ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ବର୍ତ୍ତମାନ ପାଣିପାଗ ଅନୁକୂଳ ଥିବାରୁ ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଏକାଧୂକ ସିଷ୍ଟମ ( ଲଘୁଚାପ କ୍ଷେତ୍ର ପାଇଁ ବାତାବରଣ) ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବଳୟ ୨୯ ତାରିଖରେ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଉତ୍ତର ଆଡ଼କୁ ଗତି କରିବ । କ୍ରମଶଃ ଏହା ଉତ୍ତର ବିହାର ଏବଂ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗ ଉପରେ ଅକ୍ଟୋବର ୪ ତାରିଖରେ ଅବପାତରେ ପରିଣତ ହୋଇପାରେ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି। ଏହା ଫଳରେ ଉପକୂଳରେ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅକ୍ଟୋବର ୧ରୁ ୫ ପର୍ଯ୍ୟନ୍ତ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ | ଉତ୍ତର ଉପକୂଳରେ ଅକ୍ଟୋବର ୧ରୁ ୩ ପର୍ଯୟନ୍ତ ମଧ୍ୟମ ଧରଣର ବର୍ଷା ଏବଂ ସ୍ଥାନେ ସ୍ଥାନେ ଭାରୀ ବର୍ଷା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି।
ଏବର୍ଷ ଦେଶରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା, ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା
ନୂଆଦିଲ୍ଲୀ: ଦେଶରେ ଚାଷୀକୂଳ ପାଇଁ ଖୁସି ଖବର । ଏବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ୱର ଲଙ୍ଗ ଟର୍ମ ଆଭରେଜରେ ୧୦୧ପ୍ରତିଶତ ବୃଷ୍ଟିପାତ ହୋଇପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୯୬ରୁ ୧୦୪ ପ୍ରତିଶତ ବର୍ଷାକୁ ସ୍ୱାଭାବିକ ବର୍ଷା ବୋଲି ଆକଳନ କରାଯାଏ । କେନ୍ଦ୍ରୀୟ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ।
#2nd Stage LRF #Monsoon2021 #monsoon pic.twitter.com/rOv3UVMKu5
— Meteorological Centre, Bhubaneswar (@mcbbsr) June 1, 2021
ଉତ୍ତର ଓ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା । ଉତ୍ତର-ପୂର୍ବ ଭାରତରେ ସ୍ୱାଭାବିକଠାରୁ କମ୍ ମୌସୁମୀ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । କେନ୍ଦ୍ରୀୟ ଭାରତରେ ଯାଉଛି ଓଡ଼ିଶା । ତେଣୁ ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ଯାହାକି ଚାଷୀକୂଳ ପାଇଁ ଏକ ଆଶ୍ୱସ୍ତିକର ଖବର । ଆସନ୍ତା ୩ ତାରିଖରେ କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏବର୍ଷ ଦୁଇ ଦିନ ବିଳମ୍ବରେ ପହଞ୍ଚିବ ମୌସୁମୀ ବାୟୁ ।