Thunderstorm Warning - The Sakala
ଆସନ୍ତା ୭୨ଘଣ୍ଟା କାଳବୈଶାଖୀ ବର୍ଷା! ପାଣିପାଗ ବିଭାଗ ତରଫରୁ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଗୋଟିଏ ପଟେ ଅସହ୍ୟ ତାତିରେ ସିଝୁଛି ପଶ୍ଚିମ ଓଡ଼ିଶା, ତ ଅନ୍ୟପଟେ କାଳବୈଶାଖୀ ବର୍ଷାରେ ଭିଜୁଛି ଉପକୂଳ। କେଉଁଠି ପାରଦ ୪୧ ଡିଗ୍ରୀ ଡେଇଁବ ତ କେଉଁଠି ଘଡ଼ଘଡ଼ି ସହ ବର୍ଷାର ତାଣ୍ଡବ । ଆଗାମୀ ୭୨ ଘଂଟା ପାଇଁ ପାଣିପାଗ ବିଭାଗ ଜାରି କରିଛି ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ। ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଗାମୀ ୩ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ କିନ୍ତୁ ପଶ୍ଚିମ ଓଡ଼ିଶାବାସୀଙ୍କୁ ନିସ୍ତାର ନାହିଁ। ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ଛୁଇଁବା ନେଇ ଆଶଙ୍କା କରାଯାଉଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଜରୁରୀ କାମ ନଥିଲେ ବାହାରକୁ ନବାହାରିବା ପାଇଁ ପାଣିପାଗ ବିଭାଗ ସତର୍କ କରାଇଛି।
ଆସନ୍ତା ୨୮ତାରିଖ ଯାଏଁ କାଳବୈଶାଖୀ ବର୍ଷା, ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗରୁ ଓଡ଼ିଶା ଦେଇ ଛତିଶଗଡ଼ ପର୍ଯ୍ୟନ୍ତ ବର୍ତ୍ତମାନ ଏକ ଟ୍ରପ୍‌ ଲାଇନ୍‌ ଲମ୍ବିଛି। ଏହାର ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ପବନ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେଉଛି। ବିଶେଷକରି ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୮ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବାର ସମ୍ଭାବନା ରହିଛି।
ଆଜି ଏହାର ପ୍ରଭାବ ସାମାନ୍ୟ ହ୍ରାସ ହେବାର ଥିଲେ ମଧ୍ୟ ଶୁକ୍ରବାର ଓ ଶନିବାର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ବହିବା ସହ କିଛି କିଛି ସ୍ଥାନରେ କୁଆପଥର ମାଡ଼ ନେଇ ମଧ୍ୟ ପାଣିପାଗ କେନ୍ଦ୍ର କହିଛି। ଆଜି ପାଇଁ ଦକ୍ଷିଣ ଓଡିଶା ସମେତ ଉତ୍ତର ଓଡ଼ିଶାର କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ବର୍ଷା ବେଳେ ୫୦ କିମି ଝଟକା ପବନ ବାହିପାରେ । ଏହି ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ରୁ ୨୮ ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରରହିଛି। ୨୭ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ  ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ଥିବା ବେଳେ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ସେହିପରି ଆସନ୍ତା ୨୮ ତାରିଖ ପାଇଁ ୮ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି।
ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ସୋନପୁରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ଟି ସ୍ଥାନରେ ବର୍ଷା ରେକର୍ଡ ହୋଇଛି । ଉତ୍ତର ଓଡ଼ିଶାରେ କାଳବୈଶାଖୀ ‌ଝଡ଼ ପ୍ରଭାବରେ ବର୍ଷା ଓ କୁଆପଥର ମାଡ଼ରେ ପନିପରିବା ଚାଷ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି ।
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ି ଚାଲିଛି। ସୋମବାର ମୌସୁମୀ ଦକ୍ଷିଣ ଆରବ ସାଗରର ଆହୁରି ଅନେକ ଅଞ୍ଚଳ, ମାଳଦୀପ ଏବଂ କୋମରିନ ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗର, କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି କିଛି ଅଞ୍ଚଳ ସହ ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ପରିସ୍ଥିତି ଅନୁକୂଳ ରହିଥିବାରୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗରର ଆହୁରି କିଛି ଅଂଶ, ମାଳଦ୍ୱୀପ ଏବଂ କୋମୋରିନ୍‌ର ବାକି ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗରର, କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଂଶରେ ପ୍ରବେଶ କରିବାର ଆଶା ସୃଷ୍ଟି ହୋଇଛି।
ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ସ୍ଥିତି ଜାରି ରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରତିଦିନ ଅପରାହ୍ଣ ପରେ କାଳବୈଶାଖୀଜନିତ ସ୍ଥିତି ଯୋଗୁଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଅନୁଭୂତ ହେଉଛି। ଏଭଳି ସ୍ଥିତି ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଏହି ସମୟରେ ଅନେକ ସ୍ଥାନରେ ବଜ୍ରପାତ ଆଶଙ୍କା କରି ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।
ପାଣିିପାଗ କେନ୍ଦ୍ରର ପରାମର୍ଶ ଅନୁଯାୟୀ, ମଙ୍ଗଳବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ବ୍ୟାପକ କାଳବୈଶାଖୀ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନର ବେଗ ୪୦-୫୦ କିମି ରହିବା ନେଇ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।
କାଳବୈଶାଖୀର ପ୍ରଭାବ ବୁଧବାରଠାରୁ ବଢ଼ିବା ସହ ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟରେ ଅନେକ ସ୍ଥାନରେ ବର୍ଷାର ମାତ୍ରା ବୃଦ୍ଧି ସାଙ୍ଗକୁ ପବନର ପ୍ରଭାବ ମଧ୍ୟ ବୃଦ୍ଧି ପାଇବ। ଏମିତି କି ଅନେକ ସ୍ଥାନରେ ପବନର ବେଗ ୬୦ କିମି ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ବୁଧବାରଠାରୁ ପରବର୍ତ୍ତୀ ୩ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। କାଳବୈଶାଖୀ ପ୍ରଭାବ ମଧ୍ୟରେ ମଙ୍ଗଳବାର କିଛି କିଛି ସ୍ଥାନରେ ପ୍ରବଳ ଗୁଳୁଗୁଳି ନେଇ ମଧ୍ୟ ଆଶଙ୍କା ରହିଛି।
କାଳବୈଶାଖୀ ଆହୁରି ୭ ଦିନ, ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିବ କାଳବୈଶାଖୀ। ଆହୁରି ୭ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାକୁ ଥିବା ବେଳେ କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାସହିତ ବର୍ଷାର ପ୍ରଭାବ ମଧ୍ୟ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାପାଇଁ ଚେତାବନୀ ଜାରି କରାଯାଇଛି। ବର୍ଷାର ପ୍ରଭାବ ମୁଖ୍ୟତଃ ଉପକୂଳବର୍ତ୍ତୀ ଜିଲ୍ଲାରେ ରହିବାର ସମ୍ଭାବନା ଥିବାରୁ ଏହାଦ୍ୱାରା ଆଗାମୀ ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲା ରହିଛି। ସେହିପରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲାରେ ମଧ୍ୟ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ୪୦ରୁ ୫୦ କିମି ରହିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ୧୬ ତାରିଖରେ ମଧ୍ୟ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜନିତ ଚେତାବନୀ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି। ଗଞ୍ଜାମ ଚିକିଟିରେ ସର୍ବାଧିକ ୬୪.୮ ମିମି ବର୍ଷା ରେକର୍ଡ ହୋଇଛି। ଏହା ବ୍ୟତୀତ ଛତ୍ରପୁର ୩୭, ଫୁଲବାଣୀରେ ୨୯ ମିମି, ଦାରିଙ୍ଗବାଡ଼ି ୨୮ ମିମି, ବର୍ଷା ହୋଇଥିବା ବେଳେ ଗୋପାଳପୁରରେ ୨୪ ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟପଟେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ଯଥେଷ୍ଟ ହ୍ରାସ ଘଟିଛି। ମାତ୍ର ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ସୋମବାର ୪୦.୮ ଡିଗ୍ରୀ ସହ ବୌଦ୍ଧରେ ରାଜ୍ୟର ସବୁଠୁ ଅଧିକ ତାପମାତ୍ରା ରେକର୍ଡ ହୋଇ ଥିବା ବେଳେ ବଲାଙ୍ଗିର ୪୦.୪, ଝାରସୁଗୁଡ଼ା, ଭାବନୀପାଟଣା, ଟିଟଲାଗଡ଼ ଓ ସୋନପୁରରେ ତାପମାତ୍ରା ୪୦ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି।
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ନୟାଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ରାଜ୍ୟର ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା, ଆସନ୍ତା ୨୪ ଘଣ୍ଟା ପାଇଁ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି।  ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ  । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲାଗୁଡିକ ହେଲା- କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ । କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।
ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ବରଗଡ଼, ସୋନପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ରାଜ୍ଯରେ କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌‌ ୩୦ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୦ ଜିଲ୍ଲାକୁ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ କଳାହାଣ୍ଡି।  କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଉପକୂଳ ଓଡିଶା ଓ ଆଭ୍ୟନ୍ତର ଓଡିଶାର ଜିଲ୍ଲାଗୁଡିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।
ଆଜି ରାଜ୍ଯର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ୪୦ରୁ ୫୦ କିମି ବେଗରେ ପବନ ସମ୍ଭାବନା
ଭୁବନେଶ୍ୱର: ବୁଧବାର ରାଜ୍ୟର ୬ ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ୱା ତାଠାରୁ ଅଧିକ ରେକର୍ଡ କରାଯାଇଛି। ୪୪.୫ ଡିଗ୍ରୀ ସହ କ୍ରମାଗତ ଭାବେ ସୋନପୁର ରାଜ୍ୟର ଉତ୍ତପ୍ତ ସହର ସାଜିଥିବା ବେଳେ ୧୯ ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ବଲାଙ୍ଗୀରରେ ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼଼, ଟିଟଲାଗଡ଼଼ ଓ ବୌଦ୍ଧରେ ତାପମାତ୍ରା ୪୩ ଡିଗ୍ରୀ ରହିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ପରବର୍ତ୍ତୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ଯାଏଁ ତାପମାତ୍ରା କିଛି ସ୍ଥାନରେ ତଳକୁ ଖସିବାର ସମ୍ଭାବନା ରହିଛି। ମାତ୍ର ପରବର୍ତ୍ତୀ ୨ ଦିନ ମଧ୍ୟରେ ପୁଣି ଥରେ ୨ ରୁ ୩ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଯାହାଦ୍ୱାରା ବର୍ତ୍ତମାନ ତାପମାତ୍ରା ଜନିତ କଷ୍ଟରୁ ମୁକ୍ତି ମିଳିବାର ସମ୍ଭାବନା ବହୁତ କମ ଥିବା ଜଣାପଡ଼ିଛି। ତାପମାତ୍ର ବୃଦ୍ଧି ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିବା ସହ ଅନେକ ସ୍ଥାନରେ ଏହା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାପମାତ୍ରାର ସର୍ବାଧିକ ପ୍ରଭାବ ଦିନ ୧୧ ଟାରୁ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଅନ୍ୟପଟେ ତାପମାତ୍ରା ବୃଦ୍ଧି ସହିତ ଆସନ୍ତା ୨ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀଜନିତ ସ୍ଥିତି ଦେଖାଯିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗୁୁରୁବାର ଏହାର ସର୍ବାଧିକ ପ୍ରଭାବ ଦେଖାଯିବାର ଆଶଙ୍କା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼଼ା, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼଼, କଟକ ଓ ଅନୁଗୁଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ କାଳବୈଶାଖୀ ଜନିତ ୟେଲୋ ଆଲର୍ଟ ଜାରି କରାଯାଇଛି।
ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ମୌସୁମୀ ଦୁର୍ବଳ ରହିଥିବା ସତ୍ତ୍ବେ ମଧ୍ୟ ଜଳୀୟ ବାଷ୍ପ ଅଧିକ ହେତୁ କିଛି ସ୍ଥାନରେ ବର୍ଷା ହେଉଛି। ବର୍ଷା ସାଙ୍ଗକୁ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି। ତେବେ ବୁଧବାର ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବା ପରେ ଗୁରୁବାର ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ କୁହାଯାଇଛି।  ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ। ସେହିପରି ଗୁରୁବାର ମୟୂରଭଞ୍ଜ ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ବିଶେଷ କରି ଭୁବନେଶ୍ୱରରେ ସର୍ବାଧିକ ୪୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକରେ ୧୯ ଓ ପାରଳାଖେମୁଣ୍ଡିରେ ୧୧ ମିମି ବର୍ଷା ରେକର୍ଡ କରାଯାଇଛି।
୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ମେଘୁଆ ପାଗ ଲାଗି ରହିଛି। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ହେଲେ କିଛି ଦିନ ହେବ ବର୍ଷା ନ ଥିବାରୁ ଭୂପୃଷ୍ଟ ଉତ୍ତପ୍ତ ରହିଥିଲା। ଟ୍ରଫଲାଇନ୍‍ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି। ଏହି ସ୍ଥିତି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି।
ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଜୁଲାଇ ୪-୫ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ସର୍ବାଧିକ ୬୪ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୪୪, ଅନୁଗୁଳ ୨୮, ଭବାନୀପାଟଣା ୨୨.୮ ମିମି ବର୍ଷା ରେକର୍ଡ କରାଯାଇଛି।
ସୋମବାରୁଠାରୁ ରାଜ୍ୟରେ ବଢିବ କାଳବୈଶାଖି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି
ଭୁବନେଶ୍ୱର:ରାଜ୍ୟରେ ବଢିବ କାଳବୈଶାଖି ବର୍ଷା। ସୋମବାରଠାରୁ ବର୍ଷା ବଢିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପବନ ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।
ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ରାଜ୍ୟରେ ପ୍ରାକ୍ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।
ତେବେ ୯ ତାରିଖରେ କାଳବୈଶାଖି ବର୍ଷା ପାଇଁ ୨୦ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି କରାଯାଇଛି । ସେପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ମୌସୁମୀ ବାୟୁ ଗୋଟେ ସପ୍ତାହ ମଧ୍ୟରେ ଓଡିଶା ଛୁଇଁବାକୁ ଥିବେବେଳେ ଏବେ ଠାରୁ ଆରମ୍ଭ ହେବାକୁ ଯାଉଛି ବର୍ଷା । ଏଥିପାଇଁ ୧୫ ଜିଲ୍ଲାକୁ ଆଗୁଆ ସତର୍କ କରାଇଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର ।