NEET-PG 2025 - The Sakala

ଅଗଷ୍ଟରେ ୩ରେ ହେବ NEET-PG ପରୀକ୍ଷା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ NEET PG ପ୍ରବେଶିକା ପରୀକ୍ଷା ୨୦୨୫ ର ତାରିଖ ପରିବର୍ତ୍ତନ କରିବାକୁ ନ୍ୟାସନାଲ ବୋର୍ଡ ଅଫ ଏକଜାମିନେଶନ(NBE) କୁ ଅନୁମତି ଦେଇଛନ୍ତି। ପରୀକ୍ଷା ଜୁନ ୧୫ରେ ହେବାର ଥିଲା, କିନ୍ତୁ ଏହା ପୂର୍ବରୁ NBE ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ କରି ପରୀକ୍ଷାର ତାରିଖ ପରିବର୍ତ୍ତନ କରିବାକୁ ଅନୁରୋଧ କରିଥିଲା। ମେ ୩୦ ରେ ସୁପ୍ରିମକୋର୍ଟ NEET ପରୀକ୍ଷା ଗୋଟିଏ ସିଫ୍ଟରେ କରିବାକୁ ନିର୍ଦ୍ଦେଶ ଦେଇଥିଲେ, ଯାହା ପରେ NBE ଏହି ଦାବି କରିଥିଲା।

NBE କହିଛି ଯେ ଗୋଟିଏ ସିଫ୍ଟରେ ପରୀକ୍ଷା କରିବା ପାଇଁ ଦୁଇଗୁଣ ପରୀକ୍ଷା କେନ୍ଦ୍ର ବ୍ୟବସ୍ଥା କରିବାକୁ ପଡିବ, ତେଣୁ ପରୀକ୍ଷା ପାଇଁ ପ୍ରସ୍ତୁତି ପାଇଁ ସମୟ ଆବଶ୍ୟକ। ସୁପ୍ରିମକୋର୍ଟ ଅଗଷ୍ଟ ୩ରେ NBE କୁ NEET PG ପ୍ରବେଶିକା ପରୀକ୍ଷା କରିବାକୁ ଅନୁମତି ଦେଇଛନ୍ତି।

NEET-PG ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ: ଜୁନ ୧୫ରେ ହେବାକୁ ଥିବା NEET PG ପରୀକ୍ଷାକୁ ସ୍ଥଗିତ କରାଯାଇଛି। ସମଗ୍ର ଦେଶରେ ଗୋଟିଏ ସିଫ୍ଟରେ ପରୀକ୍ଷା ଆୟୋଜିତ କରାଯିବା ନେଇ ସୁପ୍ରିମକୋର୍ଟଙ୍କ ଆଦେଶ ପରେ NBEMS(ନ୍ୟାସନାଲ ବୋର୍ଡ ଅଫ ଏକଜାମିନେସନ) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହ NBEMS ପକ୍ଷରୁ ଶୀଘ୍ର ପରୀକ୍ଷାର ନୂତନ ତାରିଖ ଘୋଷଣା କରାଯିବ।

ସୂଚନା ଅନୁଯାୟୀ, ପ୍ରଥମେ ଏହି ପରୀକ୍ଷା ଜୁନ ୧୫ରେ ହେବାର ଥିଲା। ଏଥିପାଇଁ ପରୀକ୍ଷା କେନ୍ଦ୍ରର ଚୟନ ବ୍ୟତୀତ ଅନ୍ୟ ସମସ୍ତ ପ୍ରସ୍ତୁତି ସରିଥିଲା। ଏହି ପରୀକ୍ଷା ଦୁଇଟି ସିଫ୍ଟରେ ଆୟୋଜନ ହେବାର ଥିଲା। ହେଲେ ସୁପ୍ରିମକୋର୍ଟ ପରୀକ୍ଷାର୍ଥୀଙ୍କ ପିଟିସନ ଉପରେ ଶୁଣାଣି କରି ଗୋଟିଏ ସିଫ୍ଟରେ ପରୀକ୍ଷା ଆୟୋଜିତ କରାଇବାକୁ ଆଦେଶ ଦେଇଥିଲେ। କୋର୍ଟଙ୍କ ଏହି ନିଷ୍ପତ୍ତିରେ ନ୍ୟାସନାଲ ବୋର୍ଡ ଅଫ ଏକଜାମିନେସନକୁ ବଡ଼ ଝଟକା ଲାଗିଥିଲା।ପରୀକ୍ଷା ସ୍ଥଗିତ ନେଇ ମଙ୍ଗଳବାର NBEMS ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଏଥିରେ କୁହାଯାଇଛି ଯେ, ସୁପ୍ରିମକୋର୍ଟ ଗୋଟିଏ ସିଫ୍ଟରେ ପରୀକ୍ଷା ଆୟୋଜିତ କରିବାକୁ ଆଦେଶ ଦେଇଛନ୍ତି। ତେଣୁ ବୋର୍ଡକୁ ଅଧିକ ପରୀକ୍ଷା କେନ୍ଦ୍ରର ଆବଶ୍ୟକତା ରହିଛି। ଏହା ସହିତ ପରୀକ୍ଷା ସମ୍ବନ୍ଧିତ ଭିତ୍ତିଭୂମିର ବ୍ୟବସ୍ଥା କରିବାକୁ ପଡ଼ିବ। ଏଥିପାଇଁ ବର୍ତ୍ତମାନ ପରୀକ୍ଷାକୁ ସ୍ଥଗିତ କରାଯାଉଛି। ବୋର୍ଡ ଦ୍ଵାରା ଶୀଘ୍ର ସଂଶୋଧିତ ତାରିଖ ଘୋଷଣା କରାଯିବ।

ଏଣିକି ଗୋଟିଏ ସିଟିଂରେ ହେବ NEET-PG ପରୀକ୍ଷା, ୨ଟି ସିଟିଂରେ ପରୀକ୍ଷାକୁ ଭୁଲ୍ ଦର୍ଶାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ସ୍ନାତକ ଚିକିତ୍ସା ପାଠ୍ୟକ୍ରମରେ ନାମଲେଖା ପାଇଁ ଜାତୀୟ ସ୍ତରର ପ୍ରବେଶିକା ପରୀକ୍ଷା ନ୍ୟାସନାଲ ଏଲିଜିବିଲିଟି କମ ଏନଟ୍ରାନ୍ସ ଟେଷ୍ଟ (NEET) ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ଆୟୋଜିତ ହେବା ଉଚିତ। NEET-PG 2025 ପରୀକ୍ଷାକୁ ଦୁଇଟି ସିଫ୍ଟରେ ଆୟୋଜନ କରିବା ସମ୍ପର୍କିତ ଏକ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଏକ ଆବେଦନ ଉପରେ ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟ କହିଛନ୍ତି ଯେ, ଦୁଇଟି ସିଫ୍ଟରେ ପରୀକ୍ଷା ଆୟୋଜନ “ଅନିୟମିତତା” ସୃଷ୍ଟି କରୁଛି ଏବଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)କୁ ଗୋଟିଏ ସିଫ୍ଟରେ ପରୀକ୍ଷା ଆୟୋଜନ ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। NEET-PG ପରୀକ୍ଷା ୧୫ ଜୁନରେ ଆୟୋଜିତ ହେବାକୁ ନିର୍ଦ୍ଧାରିତ ହୋଇଛି।

“ଦୁଇଟି ପ୍ରଶ୍ନପତ୍ର କେବେ ବି ଅଭିନ୍ନ ଅସୁବିଧା କିମ୍ବା ସହଜତା ସ୍ତରରେ ଥାଏ ବୋଲି କୁହାଯାଇପାରିବ ନାହିଁ,” ମୁଖ୍ୟ ବିଚାରପତି ବି ଆର ଗଭାଇ ଏବଂ ବିଚାରପତି ଅଗଷ୍ଟିନ ଜର୍ଜ ମସିହଙ୍କୁ ନେଇ ଗଠିତ ଖଣ୍ଡପୀଠ ରାୟ ଦେଇ କହିଛନ୍ତି। ଏନଟିଏକୁ ପରୀକ୍ଷା ଆୟୋଜନରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସୁନିଶ୍ଚିତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।