gang raped - The Sakala
ଦୁଇ ନାବାଳିକାଙ୍କୁ ଗଣ ଦୁଷ୍କର୍ମ, ସମ୍ପର୍କୀୟଙ୍କୁ ମାଡ଼ ମାରି ନିଛାଟିଆ ସ୍ଥାନକୁ ଉଠାଇ ନେଲେ ଦୁର୍ବୃତ୍ତ..
ବାଲେଶ୍ଵର/ମୟୂରଭଞ୍ଜ: ପୁଣି ସାମ୍ନାକୁ ଆସିଲା ଗଣ ଦୁଷ୍କର୍ମ ଅଭିଯୋଗ। ୨ ନାବାଳିକାଙ୍କୁ ଗଣ ଦୁଷ୍କର୍ମ। ନିଛାଟିଆ ସ୍ଥାନରେ ୫ରୁ ୬ଜଣ ଦୁର୍ବୃତ୍ତ ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ପୀଡ଼ିତାଙ୍କ ବାପା। ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଦୁଇ ଜଣ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି।
ଘଟଣା ଅନୁଯାୟୀ, ନିକଟସ୍ଥ ଗ୍ରାମରେ ହେଉଥିବା ଯାତ୍ରା ଦେଖି ସମ୍ପର୍କୀୟଙ୍କ ସହ ଫେରୁଥିବା ବେଳେ ଏଭଳି ଘଟଣା ଘଟିଛି।  ୫ରୁ ୬ ଜଣ ଦୁର୍ବୃତ୍ତ  ସମ୍ପର୍କୀୟଙ୍କୁ ମାଡ ମାରି ମୋବାଇଲ ଛଡାଇ ନେବା ସହ ନାବାଳିକା ୨ଜଣଙ୍କୁ ଜବରଦସ୍ତ ବାଇକରେ ଉଠାଇ ନେଇଥିଲେ। ପରେ ନିଛାଟିଆ ସ୍ଥାନରେ ଜଣଙ୍କ ପରେ ଜଣେ ଦୁଷ୍କର୍ମ କରିଥିଲେ। ଏ ନେଇ ଥାନାରେ ଦ୍ୱାରସ୍ଥ ହୋଇଛନ୍ତ ପୀଡ଼ିତାଙ୍କ ବାପା l ବେତନଟି ଏସଡିପିଓଙ୍କ ତତ୍ୱାବଧାନରେ ଚାଲିଛି ତଦନ୍ତ।
ପଶ୍ଚିମବଙ୍ଗରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ
କୋଲକାତା: ପଶ୍ଚିମବଙ୍ଗରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ବାଲେଶ୍ଵର ଜଳେଶ୍ଵର ଅଚଳର ଜଣେ ମେଡିକାଲ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ବର୍ଦ୍ଧମାନ ଜିଲ୍ଲା ଦୁର୍ଗାପୁରର ଶୋଭାପୁରରେ ଘଟିଛି ଏହି ଲଜ୍ଜା ଜଣକ ଘଟଣା। ଏକ ଘରୋଇ ମେଡିକାଲ କଲେଜରେ ଦ୍ଵିତୀୟ ବର୍ଷରେ ପଢୁଥିଲେ ସମ୍ପୃକ୍ତ ଛାତ୍ରୀ। ଡାକ୍ତରୀ ଛାତ୍ରୀଙ୍କୁ ହସ୍ପିଟାଲ ପରିସରରେ ଟାଣି ନେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗର ସବୁଠାରୁ ବଡ଼ ଶିଳ୍ପକ୍ଷେତ୍ର କୁହାଯାଉଥିବା ଦୁର୍ଗାପୁରରେ ଘଟିଛି ଘଟଣା।
ଛାତ୍ରୀ ଜଣକ ଗତକାଲି ରାତିରେ ପୁରୁଷ ବନ୍ଧୁଙ୍କ ସହ କ୍ୟାମ୍ପସରୁ ବାହାରକୁ ଆସିଥିଲେ। ସେ ଫେରୁଥିବା ବେଳେ ଜଣେ ବ୍ୟକ୍ତି ତାଙ୍କୁ ହସ୍ପିଟାଲ ପଛପଟେ ଥିବା ଏକ ନିର୍ଜନ ସ୍ଥାନକୁ ଟାଣି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୀଡିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ମେଡିକାଲ କଲେଜର କର୍ମଚାରୀ ଏବଂ ମହିଳାଙ୍କ ସହିତ ଆସିଥିବା ବନ୍ଧୁ ସମେତ ଅନ୍ୟ ବ୍ୟକ୍ତିମାନଙ୍କୁ ମଧ୍ୟ ପଚରାଉଚରା ଆରମ୍ଭ କରିଛି। ଖବର ପାଇଁ ଛାତ୍ରୀଙ୍କ ପରିବାର ଆସି ମେଡିକାଲରେ ପହଞ୍ଚିଛନ୍ତି। ଝିଅ ଆଇସିୟୁରେ ରହିଛି, କୌଣସି ଚିକିତ୍ସା ସୁବିଧା ଦିଆଯାଉନି ବୋଲି କହିଛନ୍ତି ଛାତ୍ରୀଙ୍କ ବାପା।
କୋଲକାତା: କୋଲକାତା କଲେଜରେ ପୁଣି ଗଣଦୁଷ୍କର୍ମ ଅଭିଯୋଗ। କଲେଜ ଭିତରେ ଜଣେ ଯୁବତୀଙ୍କୁ ତିନି ଜଣ ଗଣଦୁଷ୍କର୍ମ କରିବା ଘଟଣା ପଶ୍ଚିମ ବଙ୍ଗରେ ପୁଣି ହଟଚମଟ ସୃଷ୍ଟି କରିଛି। ଏହି ଜଘନ୍ୟ କାଣ୍ଡରେ ଶାସକ ତୃଣମୂଳ କଂଗ୍ରେସର ଜଣେ ଛାତ୍ର ନେତା ସାମିଲ ଥିବାର ଅଭିଯୋଗ ହୋଇଛି। ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍ ପଠାଇ ଦିଆଯାଇଛି। ୬ ମାସ ତଳେ କୋଲକାତାର ଆରଜି କର ମେଡିକାଲ କଲେଜରେ ବହୁଚର୍ଚ୍ଚିତ ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ କ୍ରୋଧର ବାତାବରଣ ସୃଷ୍ଟି ହୋଇଥିବା ବେଳେ କଲେଜରେ ଆଉ ଏକ ଗଣଦୁଷ୍କର୍ମ ଘଟଣା କଲେଜ କ୍ୟାମ୍ପସରେ ମହିଳାଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି।
ଯୁବତୀଙ୍କ ଏଫ୍‌ଆଇଆର ଅନୁସାରେ ଏହି ତିନି ଅଭିଯୁକ୍ତ ହେଲେ ମନୋଜିତ ମିଶ୍ର (୩୧), ଜୈବ ଅହମଦ (୧୯) ଏବଂ ପ୍ରମିତ ମୁଖାର୍ଜୀ (୨୦)। ମନୋଜିତ ହେଉଛି ପୂର୍ବତନ ଛାତ୍ର ଏବଂ ସେ ତୃଣମୂଳ ଛାତ୍ର କଂଗ୍ରେସର ସ୍ଥାନୀୟ ସାଧାରଣ ସଂପାଦକ ଥିବା ବେଳେ ଅନ୍ୟ ଦୁଇ ଜଣ ହେଉଛନ୍ତି ଛାତ୍ର। ସେମାନଙ୍କୁ ଗିରଫ କରାଯିବା ସହିତ ସେମାନଙ୍କର ମୋବାଇଲ ଫୋନ୍ ଜବତ କରାଯାଇଛି। ଏହି ଗଣଦୁଷ୍କର୍ମ ଗତ ୨୫ ତାରିଖରେ ଦକ୍ଷିଣ କୋଲକାତା ଆଇନ କଲେଜରେ ଘଟିଛି।
ପୁଲିସରେ ହୋଇଥିବା ଅଭିଯୋଗ ଅନୁଯାୟୀ ପୀଡ଼ିତା (୨୪) ବୁଧବାର ଦିନ ପରୀକ୍ଷା ଫର୍ମ ପୂରଣ ଲାଗି କଲେଜକୁ ଆସିଥିଲେ। ସେ କଲେଜ ଛାତ୍ର ସଂଘ ରୁମରେ ବସିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ମନୋଜିତ ମିଶ୍ର (୩୧) ତାଙ୍କ ପାଖକୁ ଆସି ବିବାହ କରିବାକୁ ପ୍ରସ୍ତାବ ଦେଇଥିଲା। ଏଥିରେ ସେ ରାଜି ନହେବାରୁ ତାଙ୍କୁ ଦୁଷ୍କର୍ମ କରିବାକୁ ଧମକ ଦେଇଥିଲା ।  ଏହାକୁ ନେଇ ଯୁକ୍ତିତର୍କ ହେବାପରେ ମୁଖ୍ୟ ଅଭିଯୁକ୍ତ ଅନ୍ୟ ଦୁଇ ଜଣ ଅଭିଯୁକ୍ତଙ୍କୁ ଡାକିଥିଲା। ସେମାନେ ଆସିବା ପରେ ଯୁବତୀଙ୍କୁ କଲେଜର ସିକୁରିଟି ଗାର୍ଡ ରୁମକୁ ନେଇ ବାହାରୁ ତାଲା ପକାଇଦେଇଥିଲେି ଯୁବତୀଙ୍କ ବିରୋଧ ସତ୍ତ୍ବେ ମନୋଜିତ ତାଙ୍କୁ ଦୁଷ୍କର୍ମ କରିଥିଲା ଏବଂ ଅନ୍ୟ ଦୁଇ ଜଣ ଏହାର ଭିଡିଓ ରେକର୍ଡିଂ କରିଥିଲେ। ପ୍ରାଣ ବିକଳରେ ଯୁବତୀ ଜଣକ ବାହାରକୁ ଆସିବା ବେଳେ ତାଙ୍କୁ ସେମାନେ ଆକ୍ରମଣ କରିଥିଲେ ବୋଲି ସେ ଅଭିଯୋଗ କରିଛନ୍ତି।
ଏହି ଅଭିଯୋଗ ପରେ କୋଲକାତାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅଭିଯୁକ୍ତମାନଙ୍କୁ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବିରେ ବିଭିନ୍ନ ଦଳ ଓ ସଂଗଠନ ପକ୍ଷରୁ ବିକ୍ଷୋଭ କରାଯାଇଛି। ପୁଲିସ ତୁରନ୍ତ ବିଭିନ୍ନ ସ୍ଥାନରେ ଚଢ଼ଉ କରି ସମସ୍ତ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ଇତିମଧ୍ୟରେ ତୃଣମୂଳ କଂଗ୍ରେସ ଏହି ଘଟଣାର ନିନ୍ଦା କରିଛି। ପାର୍ଟିର ଜଣେ ନେତା କହିଛନ୍ତି, ଦଳର ଛା୍ତ୍ର ନେତା ଏମିତି ଜଘନ୍ୟ କାଣ୍ଡ ଘଟାଇବେ ବୋଲି କେହି କଳ୍ପନା ବି କରିନଥିଲେ। ଏଭଳି କାଣ୍ଡରେ ଯିଏବି ସଂପୃକ୍ତ ଥାଉନା କାହିଁକି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ସୂଚନାଯୋଗ୍ୟ ଯେ ଆରଜି କର ହସ୍ପିଟାଲ୍‌‌ରେ ଗତବର୍ଷ ଅଗଷ୍ଟ ୮ ତାରିଖ ରାତିରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ କରିବା ସହ ହତ୍ୟା କରାଯାଇଥିଲା। ଗୋଟିଏ ଦିନପରେ ସେମିନାର ହଲ୍‌‌ରେ ତାଙ୍କର ମୃତଦେହ ମିଳିଥିଲା। ଏହାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ସଞ୍ଜୟ ରାୟକୁ ମୃତ୍ୟୁ ପର୍ଯ୍ୟନ୍ତ ଅର୍ଥାତ ଆଜୀବନ ସଜା ଶୁଣାଇଛନ୍ତି କୋର୍ଟ।