FM college - The Sakala

ଫକୀର ମୋହନ କଲେଜରେ ପୁଣି ଜଣେ ଅଧ୍ୟାପକଙ୍କ ନାମରେ ସାଂଘାତିକ ଅଭିଯୋଗ, HOD ପଦରୁ ହେଲେ ବହିଷ୍କାର
ବାଲେଶ୍ୱର: ଫକୀର ମୋହନ କଲେଜରେ ପୁଣି ଜଣେ ଅଧ୍ୟାପକଙ୍କ ନାମରେ ସାଂଘାତିକ ଅଭିଯୋଗ। ଓଡ଼ିଆ ବିଭାଗର ଆସିଷ୍ଟାଣ୍ଡ ପ୍ରଫେସର ତଥା ବିଭାଗୀୟ ମୁଖ୍ୟଙ୍କ ନାମରେ ଆସିଛି ଅଭିଯୋଗ। ଏନେଇ ଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକଙ୍କ ନିକଟକୁ ଅଭିଯୋଗ ଯାଇଛି। ଜଣେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି । ତେବେ ଅଭିଯୋଗ ପାଇବା ପରେ ସମ୍ପୃକ୍ତ ଅଧ୍ୟାପକଙ୍କୁ ତୁରନ୍ତ ଏଚ୍ଓଡି ପଦରୁ ହଟାଇବା ସହିତ କଲେଜ ଆନ୍ତରିଣ କମିଟିକୁ ତଦନ୍ତ ଭାର ଦିଆଯାଇଥିବା ସୂଚନା ମିଳିଛି। ତେବେ ଆସନ୍ତା ୧୫ ତାରିଖ ଦିନ ଅଭିଯୋଗ କରିଥିବା ଛାତ୍ରୀ କଲେଜ କତ୍ତୃପକ୍ଷଙ୍କ ନିକଟରେ ବୟାନ ଦେବାକୁ କୁହାଯାଇଛି।

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ଆଜି ସନ୍ଧ୍ୟାରେ ନିଆଯାଇ ପାରେ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି ।

କେବଳ ପ୍ରିନ୍ସିପାଲ, HOD ନୁହଁନ୍ତି ଅନ୍ୟମାନେ ତଦନ୍ତ ପରିସରଭୁକ୍ତ ହେବେ । ତଦନ୍ତ ପରିସରକୁ ଆହୁରି ବ୍ୟାପକ କରାଯିବ । ପୀଡ଼ିତା ଓ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା ଆବଶ୍ୟକ ପଡ଼ିବ ସରକାର ତାହା କରିବେ । ଘଟଣାକୁ ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି, ଏହାର ଅଗ୍ରଗତି କେମିତି ଚାଲିଛି, ଆଉ କଣ ପଦକ୍ଷେପ ଆବଶ୍ୟକ ସେ ସବୁର ତର୍ଜମା କରିଛୁ। ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।

ଲୋକସେବା ଭବନରେ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡାଙ୍କ ସମେତ ରାଜସ୍ବ ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା ଉପରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିଲା ।