soumyashree bisi - The Sakala
ବିଜେଡ଼ି ନେତା ଓ କର୍ମୀଙ୍କ ଉପରେ ପୁଲିସର ରବର ବୁଲେଟ ମାଡକୁ ସାଂସଦ ମାନସ ମଙ୍ଗରାଜଙ୍କ ଦୃଢ ନିନ୍ଦା
ଭୁବନେଶ୍ବର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜେଡ଼ି ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ ଭାବରେ ଲୋୟାର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସର ଗୁଣ୍ଡାଗିରିକୁ ବିଜେଡି ସାଂସଦ ମାନସ ମଙ୍ଗରାଜ ନିନ୍ଦା କରିଛନ୍ତି।
ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ବିରୋଧୀଙ୍କ ମୁହଁ ବନ୍ଦ କରିପାରିବେନି। ପୁଲିସର ରବର ବୁଲେଟ ମାଡକୁ ଦୃଢ ନିନ୍ଦା କରିଛନ୍ତି। ନ୍ୟାୟ ପାଇଁ ଲଢୁଥିବା ନେତାଙ୍କ ଉପରେ ଆକ୍ରମଣକୁ ସମାଲୋଚନା କରିଛନ୍ତି। ରବର ବୁଲେଟ ଗୁରୁତର ଆଘାତ ଦେଇପାରେ ଏହା ପୁଲିସ ଜାଣିଛି। ନିର୍ଦ୍ଦିଷ୍ଟ ନିୟମାବଳୀରେ ଏହା ବ୍ୟବହାର ହେବା କଥା। ଅତି ଗୁରୁତର ସ୍ଥିତିରେ ଏହା ବ୍ୟବହାର ହେବା କଥା। ରବର ବୁଲେଟ ବ୍ୟବହାରର ଦୁରୁପଯୋଗ ଦଣ୍ଡନୀୟ। ଘୃଣ୍ୟ ରାଜନୀତିରେ ବିରୋଧୀଙ୍କ ମୁହଁ ବନ୍ଦ କରିପାରିବେନି ବୋଲି ସେ କହିଛନ୍ତି।
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ବିଜେଡ଼ିର ଶାନ୍ତିପୂର୍ଣ ପ୍ରତିବାଦ ଉପରେ ପୁଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା..
ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ ଭାବରେ ଲୋୟାର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡା ଭାଷାରେ ନିନ୍ଦା କରିଛନ୍ତି।
ଶାନ୍ତିପୂର୍ଣ ଆନ୍ଦୋଳନ କାରୀଙ୍କ ଉପରେ ପୁଲିସର ଏଭଳି ଅତ୍ୟାଚାରକୁ ଶ୍ରୀ ପଟ୍ଟନାୟକ ବର୍ବୋରୋଚିତ ବୋଲି ବର୍ଣ୍ଣନା କରିଛନ୍ତି।  ବହୁ ବିଜେଡ଼ି କର୍ମୀ ଓ ସାଧାରଣ ଲୋକ ପୁଲିସ ଆକ୍ରମଣରେ ଆହତ ହେବା ଖବରରେ ଶ୍ରୀ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି।
ପୁଲିସ ଆକ୍ରମଣରେ ଆହତ ସାଂସଦ ସୁଲତା ଦେଓ , ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ଓ ପ୍ରୀତିରଞ୍ଜନ ଘଡ଼ାଇଙ୍କ ସହ ଶ୍ରୀ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝି ଥିଲେ ଓ ଆଶୁ ଆରୋଗ୍ୟ କାମନା କରିଥିଲେ।
ଭୁବନେଶ୍ବର: ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ତାକୁ ଖାତିର କରି ନାହାନ୍ତି ବିଜେଡି କର୍ମୀ। ରଣକ୍ଷେତ୍ର ପାଲଟିଛି ଲୋୟର୍ ପିଏମ୍‌ଜି। ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଣେ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି କମିସନରେଟ୍ ପୁଲିସ। କେତେକ ଆନ୍ଦୋଳନକାରୀଙ୍କୁ ପୁଲିସ ଅଟକ ରଖିଛି। ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ।
ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ତଫା ଦିଅନ୍ତୁ। ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।