Jana Sunani - The Sakala
କୃଷ୍ଣପ୍ରସାଦ:ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କୃଷ୍ଣପ୍ରସାଦ ବ୍ଳକ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା,ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରିୟ ରଞ୍ଜନ ପୃଷ୍ଟି, ଅତିରିକ୍ତ ଏସପି ସୌମ୍ୟ ରଞ୍ଜନ ମଲ୍ଲିକ, ଅଧକ୍ଷା ସରୋଜିନୀ ତରେଇ, ବିଡ଼ିଓ ଅମିୟ କୁମାର ପଣ୍ଡା,ତହସିଲଦାର ବିକାଶ କୁମାର ସେଠୀ, କୃଷ୍ଣପ୍ରସାଦ ଥାନା ପୋଲିସ ଉପଖଣ୍ଡ ଅଧିକାରୀ ଭାବଗ୍ରାହୀ ରାଉତ,ସହକାରୀ ନିର୍ବାହୀ ଯନ୍ତ୍ରୀ ତୀର୍ଥ ତଥାଗତ ଆଇଚ, ବ୍ଳକ ଶିକ୍ଷା ଅଧିକାରୀ ଆଲୋକ କୁମାର ବନ୍ଧ,ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ଅଧିକାରିଣୀ ସୁଦତ୍ତା ପଟ୍ଟନାୟକ, ରେଞ୍ଜର ପୂର୍ଣ୍ଣ ଚନ୍ଦ୍ର ବେହେରା,ରେଞ୍ଜର ରଞ୍ଜନ କୁମାର ବେହେରା,ବିଦ୍ୟୁତ ବିଭାଗ ଯନ୍ତ୍ରୀ ସୌମେଶ ବୈଶାଖ, ଗ୍ରାମ୍ୟ ଉନ୍ନୟନ ଯନ୍ତ୍ରୀ ସନ୍ତୋଷ କୁମାର ମିଶ୍ର,କୃଷି ଅଧିକାରିଣୀ ରାଜଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ଲକ୍ଷ୍ମୀଧର ସାହୁ, ସିଡିପିଓ ଶର୍ମିଷ୍ଠା ଚକ୍ରବର୍ତ୍ତୀଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଶିବିରରେ ଉପସ୍ଥିତ ଥିଲେ ।
ଶିବିରରେ ବିଦ୍ୟୁତ, ସ୍ୱାସ୍ଥ୍ୟ, ଜଳସେଚନ,ବେଆଇନ ମଦ କାରବାର ବନ୍ଦ,ଭତ୍ତା, ରାସ୍ତା ମରାମତି, ରାସନ କାର୍ଡ, ସୁଭଦ୍ରା ଯୋଜନା ଆଦି ସର୍ବ ମୋଟ ୭୫ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୪ ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଜନ ଶୁଣାଣି ଶିବିରରେ ସହକାରୀ ଯନ୍ତ୍ରୀ ବିଜୟାନନ୍ଦ ଗୋଛାୟତ, ମୁଖ୍ୟ କିରାଣୀ ପୂର୍ଣ୍ଣ ଚନ୍ଦ୍ର କାଣ୍ଡି, ବରିଷ୍ଠ ରାଜସ୍ୱ କିରାଣୀ ଜିତେନ୍ଦ୍ର ପାତ୍ର, କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ଦାସ,ଅମିୟ କୁମାର ପଣ୍ଡା,ବିଜୟ ହାଁସଦା,ବିପିନ ବିହାରୀ ମଙ୍ଗରାଜ,ପୁର୍ନେନ୍ଦୁ ଶେଖର ମିଶ୍ର, ସିପି ପ୍ରଭାତ କୁମାର ଜେନା, ଏସିପି ସୌଭାଗ୍ୟ କୁମାର ବଳିୟାରସିଂହ, ଏପିଓ ଅଭିନ୍ନ କୁମାର ପଲାଇ,ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରିଣୀ ସାଧନା ସାହୁ, ବିତ୍ତ ଅଧିକାରୀ ମହେନ୍ଦ୍ର ରଞ୍ଜନ ସାହୁ, ଯୋଗାଣ ନିରୀକ୍ଷକ ସଞ୍ଜ ଦର୍ଶନ ଦାସ,ରାଜସ୍ବ ସହାୟକ କାଶୀମ ମହମ୍ମଦ, ତତ୍ତ୍ୱଦର୍ଶୀ ସେଠୀ, ସହକାରୀ କୃଷି ଅଧିକାରୀ ସୌମ୍ୟ ରଞ୍ଜନ ପାତ୍ର, ଅତିରିକ୍ତ ଶିକ୍ଷା ଅଧିକାରୀ ବଳଭଦ୍ର ସାହୁ, ଆଲୋକ କୁମାର ଖୁଣ୍ଟିଆ, ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଶୁଣାଣି କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ । କୃଷ୍ଣପ୍ରସାଦ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆୟୋଜିତ ଜନ ଶୁଣାଣି ଶିବିରରେ ସାଧାରଣ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣି ତାର ଉପଯୁକ୍ତ ବିଚାର କରିବା ସହ ତାର ତତ୍କାଳ ସମାଧାନ ଲାଗି ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ ।