IGNOU Admission - The Sakala

୩୦ ଯାଏଁ ବଢ଼ିଲା ଇଗ୍ନୋ ନାମଲେଖା ଅବଧି
ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ନାମଲେଖା ଅବଧି ବୃଦ୍ଧି ପାଇଛି। ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ଚଳିତ ମାସ ଶେଷ ଅର୍ଥାତ୍‌ ସେପ୍ଟେମ୍ୱର ୩୦ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମଲେଖାଇ ପାରିବେ। ଏହି ସମୟ ମଧ୍ୟରେ ନାମଲେଖାଇବାକୁ ହେଲେ ଅତିରିକ୍ତ ୨ଶହ ଟଙ୍କା ବିଳମ୍ୱ ଶୁଳ୍କ ଦେବାକୁ ହେବ। ବିଭିନ୍ନ ପାଠ୍ୟକ୍ରମ ପାଇଁ ଇଗ୍ନୋ ୱେବସାଇଟକୁ ଯାଇ ନାମ ଲେଖାଇ ପାରିବେ। ସ୍ନାତକର ବିଭିନ୍ନ ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ପ୍ରାର୍ଥୀଙ୍କ ପାଇଁ ନାମଲେଖା ଫି’ ଓ ପୁନଃ ପଞ୍ଜିକରଣ ଫି’ ୫୦% ଛାଡ଼ କରାଯାଇଛି। ଏନେଇ ଭୁବନେଶ୍ୱର ଅତିରିକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଅଗଷ୍ଟ ୧୫ ଯାଏଁ ଇଗ୍ନୋରେ ନାମଲେଖା ସହ ପୁନଃ ପଞ୍ଜୀକରଣ କରିପାରିବେ ଆଶାୟୀ
ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ଜୁଲାଇ ସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ନାମଲେଖା ସହ ପୁନଃ ପଞ୍ଜୀକରଣ କରିପାରିବେ ଆଶାୟୀ। ଅଧାରୁ ପାଠ ଛାଡ଼ିଥିବା ବା ଉଚ୍ଚଶିକ୍ଷାରୁ ବଞ୍ଚିତ ପ୍ରାର୍ଥୀମାନେ ସ୍ନାତକ, ସ୍ନାତକୋତ୍ତର, ସ୍ନାତକୋତ୍ତର ଡିପ୍ଲୋମା ଏବଂ ସାର୍ଟିଫିକେଟ୍‌ ପାଠ୍ୟକ୍ରମ ପଢ଼ିପାରିବେ। ସ୍ନାତକରେ କଳା, ବିଜ୍ଞାନ ଓ ବାଣିଜ୍ୟ ପଢ଼ିବାକୁ ଆଗ୍ରହୀ ଅନୁସୂଚିତ ଜାତି ଓ ଜନଜାତି ପ୍ରାର୍ଥୀଙ୍କ ପାଇଁ ୫୦ ପ୍ରତିଶତ ଫି’ ଛାଡ଼ କରାଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ଇଗ୍ନୋ ୱେବସାଇଟ୍‌କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ ବୋଲି ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରର ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି।