akshay tritiya - The Sakala

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନରେ ଓଡ଼ିଆ ଚାଷୀମାନେ ଅଖିମୁଠି ଅନୁକୂଳ କରିବା ସହିତ ଚାଷକାର୍ଯ୍ୟ ଆରମ୍ଭ କରିଥାଆନ୍ତି। କରୋନା ମହାମାରୀ ଯୋଗୁଁ ଓଡ଼ିଶା ସମେତ ସାରା ବିଶ୍ୱବାସୀ ପ୍ରଭାବିତ ହେଉଥିବା ବେଳେ ଓଡ଼ିଆ କୃଷକମାନେ ନିରାଡ଼ମ୍ବର ଭାବେ ଏହି ପବିତ୍ର ପାରମ୍ପରିକ ଉତ୍ସବ ପାଳନ କରୁଛନ୍ତି।

ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ଅମଳ ଚାଷୀଙ୍କ ସୁଖ ଓ ସମୃଦ୍ଧିର ଧାରାକୁ ଆହୁରି ତ୍ବରାନ୍ବିତ କରୁ। #KrusakDibas pic.twitter.com/zvUB6nzhJP

— Naveen Patnaik (@Naveen_Odisha) May 15, 2021

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ବିଟ କରି କହିଛନ୍ତି ଯେ, “ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ଅମଳ ଚାଷୀଙ୍କ ସୁଖ ଓ ସମୃଦ୍ଧିର ଧାରାକୁ ଆହୁରି ତ୍ବରାନ୍ବିତ କରୁ”।