vigilane raid - The Sakala

କଟକ ସିଡିଏମଓ ଅଫିସର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ
କଟକ: କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ୫ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏହି ସମ୍ପର୍କରେ ପ୍ରମାଣ ସଂଗ୍ରହ କରିବା ପାଇଁ, କଟକ ଜିଲ୍ଲାର ନିମ୍ନଲିଖିତ ୫ଟି ସ୍ଥାନରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, କଟକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୯ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି।