Governor Odish - The Sakala
ଭୁବନେଶ୍ବର: ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଏହି ସମୟରେ ସେ ସାଙ୍ଗରେ ନେଇଥିବା ଫଳ ବି ଭେଟି ଦେଇଛନ୍ତି ନବୀନଙ୍କୁ। ପ୍ରାୟ ୨୦ ମିନିଟ୍ ଧରି ନବୀନଙ୍କ ସହିତ ଆଲୋଚନା କରି ରାଜ୍ୟପାଳ ନବୀନ ନିବାସରୁ ବାହାରିଥିଲେ।
ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଗତ ୧୭ ତାରିଖ ଦିନ ଡିହାଇଡ୍ରେସନ୍‌ ଯୋଗୁ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଶୁ ଆରୋଗ୍ୟ କାମନା କରିଥିଲେ।