snehangini chhuria - The Sakala

'ଭୁବନେଶ୍ୱର ପାଲଟୁଛି ରେପ୍ ସିଟି' ! ଧଉଳି ଗଣଦୁଷ୍କର୍ମ ଘଟଣାରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି...
ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଧଉଳିରେ ଘଟିଥିବା ଲୋମହର୍ଷଣକାରୀ ଗଣଦୁଷ୍କର୍ମ ଘଟଣାକୁ ନେଇ  ଆଜି ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଧଉଳି ଥାନାରେ ପହଞ୍ଚି ପୁଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ନେତୃତ୍ୱରେ ଯାଇଥିବା ଏହି ଆଠ ଜଣିଆ ଟିମ୍‌ରେ ଭୁବନେଶ୍ୱର ମେୟର ସୁଲୋଚନା ଦାଶ, ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ଏବଂ ପାଞ୍ଚ ଜଣ ମହିଳା କର୍ପୋରେଟର ସାମିଲ ଥିଲେ। ଟିମ୍ ସଦସ୍ୟମାନେ ଥାନା ଆଇଆଇସିଙ୍କ ସହ ଘଟଣା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।

ଥାନାରେ ଆଲୋଚନା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସ୍ନେହାଙ୍ଗିନୀ ଛୁରିଆ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଭୁବନେଶ୍ୱର ଏବେ ବିଶ୍ୱ ଦରବାରରେ 'ରେପ୍ ସିଟି' ଭାବେ ପରିଚିତ ହେବାକୁ ଯାଉଛି। ଗତ ତିନି-ଚାରି ମାସ ମଧ୍ୟରେ ରାଜଧାନୀରେ ପ୍ରାୟ ୨୮ଟି ଦୁଷ୍କର୍ମ ଓ ହତ୍ୟା ଭଳି ସଙ୍ଗୀନ ଘଟଣା ଘଟିଲାଣି। ପ୍ରତିଦିନ ପ୍ରାୟ ୧୫ ଜଣ ମହିଳା ବିଭିନ୍ନ ଅପରାଧର ଶିକାର ହେଉଛନ୍ତି। ରାଜଧାନୀର ହାର୍ଟ ତଥା ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଧଉଳିରେ ଏଭଳି କାଣ୍ଡ ଘଟିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି।

ବିଜେଡି ନେତ୍ରୀ ଅଭିଯୋଗ କରିଛନ୍ତି ଯେ, ଥାନାଗୁଡ଼ିକରେ ମହିଳା ଡେସ୍କ କାର୍ଯ୍ୟକ୍ଷମ ହେଉନାହିଁ ଏବଂ ମହିଳାଙ୍କ ଅଭିଯୋଗ ଶୁଣିବାକୁ କେହି ନାହାନ୍ତି। ଗୃହ ବିଭାଗ ଓ ପୁଲିସର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇ ସେ କହିଛନ୍ତି ଯେ ବର୍ତ୍ତମାନର ସରକାର ଅସହାୟ ଏବଂ ମୁଖ୍ୟମନ୍ତ୍ରୀ ବିଫଳ। ଅଭିଯୁକ୍ତମାନଙ୍କୁ ଗିରଫ କରାଯାଉଥିଲେ ମଧ୍ୟ ଚାର୍ଜସିଟ୍ ଦାଖଲ ନ ହେବାରୁ ସେମାନେ ମୁକୁଳି ଯାଉଛନ୍ତି। ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏୟାରପୋର୍ଟ ଗଣ୍ଡଗୋଳ ଘଟଣାକୁ ସେ ଲଜ୍ଜାଜନକ ବୋଲି ଅଭିହିତ କରିଛନ୍ତି। ଆଗାମୀ ଦିନରେ ମହିଳା ବିଜେଡି ଏହା ବିରୋଧରେ ଗାଁ ଗାଁରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦିଆଯାଇଛି।

ନବୀନଙ୍କୁ ଭେଟିଲେ ନୂଆପଡ଼ା ବିଜେଡି ନେତା: ସଂଗଠନକୁ ଆହୁରି ମଜବୁତ କରିବାକୁ ନିର୍ଦ୍ଦେଶ, 'ବିଜେପିକୁ ଡରନି, ବୁଥ୍‌ ରିଗିଂର ଜବାବ ଦିଆଯିବ'
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପରେ ବିଜେଡିର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ଆୟୋଜିତ ଏହି ବୈଠକରେ ନିର୍ବାଚନ ମଣ୍ଡଳୀର ସାଙ୍ଗଠନିକ ସ୍ଥିତି ଏବଂ ନିର୍ବାଚନ ପରବର୍ତ୍ତୀ ପରିସ୍ଥିତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ମତାମତ ଶୁଣିବା ପରେ ସଂଗଠନକୁ ଆହୁରି ମଜବୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ, ବିଜୁ ବାବୁ ନୂଆପଡ଼ାକୁ ଜିଲ୍ଲା କରିଥିଲେ ଏବଂ ବିଜେଡି ସର୍ବଦା ନୂଆପଡ଼ାବାସୀଙ୍କ ସୁଖଦୁଃଖରେ ସାଥିରେ ରହିଛି ଓ ରହିବ।

ବୈଠକ ପରେ ପ୍ରତିକ୍ରିୟା ରଖି ନୂଆପଡ଼ା ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ଜିଲ୍ଲା ସଭାପତି ଅବନୀ ଯୋଶୀ ବିଜେପି ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ନେତାମାନେ କହିଛନ୍ତି ଯେ, ବିଜେପି ନୀତି ଆଦର୍ଶରେ ନୁହେଁ ବରଂ କଳ, ବଳ ଓ କୌଶଳ ଲଗାଇ ଏହି ନିର୍ବାଚନ ଜିତିଛି। ଶେଷ ତିନି ଦିନରେ ପ୍ରଶାସନିକ କଳର ଅପବ୍ୟବହାର କରାଯାଇଥିଲା। ଦାଦନ ଖଟିବାକୁ ଲୋକ ବାହାରକୁ ଯାଇଥିବା ସତ୍ତ୍ୱେ ୪୧ଟି ବୁଥରେ ୯୦ ପ୍ରତିଶତରୁ ଅଧିକ ମତଦାନ ହେବା ରିଗିଂର ସ୍ପଷ୍ଟ ପ୍ରମାଣ ବୋଲି ବିଜେଡି ଅଭିଯୋଗ କରିଛି। ଅଧିକାରୀଙ୍କୁ ଧମକ ଦେବା ସହ ପୋଲିସ ନିଜେ ବିଜେପିର ଏଜେଣ୍ଟ ସାଜି କାମ କରିଥିବା ନେଇ ଦଳ ଅସନ୍ତୋଷ ପ୍ରକାଶ କରିଛି।

ବିଜେଡି ନେତା ମନୋଜ ମିଶ୍ର ଓ ହରିଶ ପଣ୍ଡା ଅଭିଯୋଗ କରିଛନ୍ତି ଯେ, ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ହେବା ନିୟମ ଥିଲେ ମଧ୍ୟ ବିଜେପି ନେତାମାନେ ନିର୍ବାଚନ ମଣ୍ଡଳୀରେ ଡେରା ପକାଇଥିଲେ। ଏନେଇ ନିର୍ବାଚନ କମିଶନଙ୍କୁ ଜଣାଇବା ସତ୍ତ୍ୱେ କୌଣସି ସୁଫଳ ମିଳିନଥିଲା। ଏପରିକି ବିଜେଡି କର୍ମୀଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରାଯାଇଛି। ଯେଉଁଠାରେ ବନ୍ଧୁକର ନାଁ ଗନ୍ଧ ନାହିଁ, ସେଠାରେ 'ଆର୍ମସ୍ ଆକ୍ଟ' ଲଗାଇ କର୍ମୀଙ୍କୁ ହଇରାଣ କରାଯାଉଛି। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ଏବଂ ଜଣେ ଦାଦନ ଶ୍ରମିକଙ୍କ ହତ୍ୟା ମାମଲାରେ ମଧ୍ୟ ପୋଲିସର ନିଷ୍କ୍ରିୟତା ଦେଖିବାକୁ ମିଳିଛି ବୋଲି ଦଳ ଅଭିଯୋଗ କରିଛି।

ନିର୍ବାଚନ ସରିବା ପରେ ଚାଷୀଙ୍କ ସମସ୍ୟା ବଢିଥିବା ନେଇ ପ୍ୟାକ୍ସ ସଭାପତି ରାଜେଶ ନିଗମ କହିଛନ୍ତି। ମଣ୍ଡିରେ କଟନୀ ଛଟନୀ ଚାଲିଛି, ମିଲରମାନେ ହ୍ୟାଣ୍ଡଲିଂ ଚାର୍ଜ ପାଉନାହାନ୍ତି ଏବଂ ଚାଷୀଙ୍କୁ ଟୋକନ ମିଳୁନାହିଁ। ତେବେ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ଆଗାମୀ ପଞ୍ଚାୟତ ଓ ବିଧାନସଭା ନିର୍ବାଚନରେ ନୂଆପଡ଼ାବାସୀ ଏହାର ଉଚିତ ଜବାବ ଦେବେ ବୋଲି ବିଜେଡି ନେତୃବୃନ୍ଦ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ନୂଆପଡ଼ାରେ ଜାଲିଆତି କରି ଜିତିଛି ବିଜେପି: ସ୍ନେହାଙ୍ଗିନୀ
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନରେ ଜିଲ୍ଲା ପ୍ରଶାସନ, ପୁଲିସ ଓ ନିର୍ବାଚନ କମିଶନଙ୍କୁ ହାତବାରିସି କରି ଭୋଟ୍‌ ରିଗିଂ ମାଧ୍ୟମରେ ବିଜେପି ବିଜୟୀ ହୋଇଛି। ଏହାପରେ ମଧ୍ୟ ନୂଆପଡ଼ାବାସୀଙ୍କ ସହ ବିଜୁ ଜନତା ଦଳ ଥିଲା ଓ ଆଗକୁ ରହିବ। ନୂଆପଡ଼ାବାସୀଙ୍କ ସ୍ୱାର୍ଥରକ୍ଷା ପାଇଁ ସେ ସବୁବେଳେ ଲଢେ଼ଇ କରିବେ ବୋଲି ଦୃଢେ଼ାକ୍ତି ପ୍ରକାଶ କରିଛନ୍ତି ଉପ-ନିର୍ବାଚନର ଦଳୀୟ ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ।

ରବିବାର ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଶ୍ରୀମତୀ ଛୁରିଆ କହିଥିଲେ ଯେ ନିର୍ବାଚନ ପ୍ରଚାର ସମୟରେ ନୂଆପଡ଼ାର ପ୍ରତ୍ୟେକ ପଞ୍ଚାୟତ ଓ ଏନ୍‌ଏସି ଅଞ୍ଚଳକୁ ଯାଇଥିଲେ ଓ ପ୍ରତ୍ୟେକ ସ୍ଥାନରେ ବିଜୁ ଜନତା ଦଳ ପ୍ରତି ଓ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପ୍ରତି ଅକୁଣ୍ଠ ସମର୍ଥନ, ଭଲ ପାଇବା ଥିବା ଦେଖିଥି‌‌‌ଲେ। ନିର୍ବାଚନ ପ୍ରଚାର ସମୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଦଳର ନେତା ଓ କର୍ମୀମାନଙ୍କ ଉପରେ ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଇ ତାଙ୍କ ମନୋବଳକୁ ଦୁର୍ବଳ କରିବା ପାଇଁ ଚେଷ୍ଟା କରାଯାଉଥିଲା। ଏନେଇ ନିର୍ବାଚନ ଅଧିକାରୀଙ୍କ ପାଖରେ ବିଜେଡି ପକ୍ଷରୁ ବାରମ୍ୱାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା। ନିରବ ଅବଧି (ସାଇଲେଣ୍ଟ ପିରିୟଡ୍‌)ରେ ନିର୍ବାଚନ ଆଚରଣ ବିଧିକୁ ସମ୍ମାନ ଜଣାଇ ବିଜେଡିର ନେତାମାନେ ନୂଆପଡ଼ା ଛାଡ଼ି ଦେଇଥିବା ବେଳେ ବିଜେପିର ନେତାମାନେ ସେଠାରେ ଉପସ୍ଥିତ ରହି ଟଙ୍କା ବଣ୍ଟା କାର୍ଯ୍ୟରେ ଲିପ୍ତ ରହିଥିଲେ। ବିଜେଡି ପକ୍ଷରୁ ସ୍ଥାନୀୟ ଥାନାରେ ଅଭିଯୋଗ କରାଯିବାରୁ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଅଭିଯୋଗକାରୀଙ୍କୁ ଆର୍ମ୍ସ ଆକ୍ଟ ଲଗାଇ ଜେଲକୁ ପଠାଇ ଦିଆଗଲା ବୋଲି ସେ କ୍ଷୋଭ ପ୍ରକାଶ କରିଛନ୍ତି।

ସେହିପରି ନିର୍ବାଚନ ଦିନ ଭୋଟିଂ ସମୟରେ ବୁଥ୍‌ଗୁଡ଼ିକରେ ବିଜେପି କର୍ମୀମାନେ ବୁଥ୍‌ ଭିତରେ ପଶି କ୍ୟାମ୍ପେନିଂ କରିବା ସହ ଭୋଟର୍‌ମାନଙ୍କୁ ପଦ୍ମଫୁଲରେ ଭୋଟ୍‌ ଦେବା ପାଇଁ ଏକପ୍ରକାର ବାଧ୍ୟ କରୁଥିଲେ। ଏହାର ଅଭିଯୋଗ କରାଯାଇଥିଲେ ମଧ୍ୟ କର୍ତ୍ତୃପକ୍ଷ ଶୁଣି ନଥିଲେ। ବୁଥ୍‌ ରିଗିଂ କାରଣରୁ ଭୋଟିଂ ପ୍ରତିଶତ ଅହେତୁକ ବୃଦ୍ଧି ପାଇଥିଲା। ୪୧ଟି ବୁଥ୍‌ରେ ୯୦ ପ୍ରତିଶତରୁ ଅଧିକା ଭୋଟିଂ ହୋଇଥିଲା। ଭୋଟିଂ ଶେଷ ହେବା ବେଳେ ଅର୍ଥାତ ସନ୍ଧ୍ୟା ୫ଟା ସମୟରେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ୭୫ ପ୍ରତିଶତ ଭୋଟିଂ ହୋଇଛି ବୋଲି ସୂଚନା ଦିଆଯାଇଥିଲା। ସନ୍ଧ୍ୟା ୭ଟା ସମୟରେ ଭୋଟିଂ ୭୭ପ୍ରତିଶତ ହୋଇଛି ବୋଲି ସୂଚନା ଦିଆଗଲା। କିନ୍ତୁ  ପରଦିନ ଦିବା ୧୦ଟାରେ ୮୧ ପ୍ରତିଶତ ଓ ୧୨ଟାରେ ୮୩.୪୫ ପ୍ରତିଶତ ଭୋଟିଂ ହୋଇଛି ବୋଲି କୁହାଗଲା। ଏଥିରୁ  ଭୋଟ୍‌ ଜାଲିଆତିର ଆଭାସ ମିଳୁଛି। ଶ୍ରୀମତୀ ଛୁରିଆ ଆହୁରି କହିଥିଲେ, ନୂଆପଡ଼ାବାସୀଙ୍କ ସମର୍ଥନ ବିଜୁ ଜନତା ଦଳ ପ୍ରତି ରହିଥିଲା। ମାତ୍ର ଜିଲ୍ଲା ପ୍ରଶାସନ, ପୁଲିସ ଓ ନିର୍ବାଚନ ଅଧିକାରୀଙ୍କୁ ହାତବାରିସି କରି ଭୋଟ୍‌ ରିଗିଂ କରି ବିଜେପି ବିଜୟୀ ହୋଇଛି। ନୂଆପଡ଼ାବାସୀ ତାଙ୍କୁ ଓ ନବୀନ ପଟ୍ଟନାୟକଙ୍କ ପ୍ରତି ଦେଇଥିବା ସମର୍ଥନ ପାଇଁ ସେ କୃତଜ୍ଞତା ଜଣାଇଥିଲେ।

ଭୁବନେଶ୍ୱର ମେୟର୍‌ ସୁଲୋଚନା ଦାସ କହିଥିଲେ ଯେ ପ୍ରଶାସନିକ କଳକୁ ହାତବାରିସି କରି ବିଜେପି ହୁଏତ ନୂଆପନା ଆସନକୁ ହାତେଇବା ପାଇଁ ସଫଳ ହୋଇଥାଇପାରେ, କିନ୍ତୁ ନୂଆପଡ଼ାବାସୀଙ୍କ ସମର୍ଥନ ଶ୍ରୀମତୀ ଛୁରିଆ ଓ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପ୍ରତି ରହିଛି। ସେଥିପାଇଁ ନୂଆପଡ଼ାବାସୀଙ୍କୁ ଦଳ ପକ୍ଷରୁ ଆମେ କୃତଜ୍ଞତା ଜଣାଉଛୁ।

ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଆଜି ପ୍ରଚାରକୁ ଓହ୍ଲାଇବେ ବିଜେଡି ସଭାପତି ନବୀନ, କର୍ମୀଙ୍କ ମଧ୍ୟରେ ଉତ୍ସାହ
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। କୋମନା ବ୍ଲକ ଅନ୍ତର୍ଗତ ତରବୋଡ ଧାନମଣ୍ଡି ପଡ଼ିଆଠାରେ ଏକ ବିଶାଳ ନିର୍ବାଚନୀ ସଭାକୁ ନବୀନ ସମ୍ବୋଧନ କରିବେ। ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉଭୟ ରାଜନୈତିକ ତଥା ଭୌଗୋଳିକ ସମୀକରଣ ଦୃଷ୍ଟିରୁ ତରବୋଡ଼ ସମାବେଶ ବେଶ୍ ଗୁରୁତ୍ୱ ବହନ କରୁଛି। ନବୀନଙ୍କ ସଭାକୁ ନେଇ ବିଜେଡି କର୍ମୀଙ୍କ ଉତ୍ସାହ ଶୀର୍ଷରେ ପହଞ୍ଚିଥିବା ବେଳେ ବିଜେପି ଓ କଂଗ୍ରେସ ଏହାକୁ ବେଶ୍ ସତର୍କ ଦୃଷ୍ଟିରେ ଦେଖୁଛନ୍ତି। ନବୀନଙ୍କ ପ୍ରଚାର ସ୍ନେହାଙ୍ଗିନୀଙ୍କ ସପକ୍ଷରେ ବଡ଼ ପ୍ରଭାବ ପକାଇବ ବୋଲି ସ୍ଥାନୀୟ ରାଜନୈତିକ ବିଶେଷଜ୍ଞମାନେ ଆକଳନ କରୁଥିବା ବେଳେ ବିଜେପି ଓ କଂଗ୍ରେସ ଶିବିର ଏହାକୁ ନେଇ ଅଙ୍କ କଷିବାରେ ଲାଗିଛନ୍ତି। ପୂର୍ବରୁ ନବୀନଙ୍କ ସଭାକୁ ସଫଳ କରାଇ ନ ଦେବାକୁ ବିଜେପି ଉଦ୍ୟମ କରୁଥିବା ନେଇ ବିଜେଡି ଅଭିଯୋଗ କରିସାରିଛି। ଏପରିସ୍ଥଳେ ଆଜିର ସଭା ଉପନିର୍ବାଚନ ଫଳାଫଳକୁ ବେଶ୍ ପ୍ରଭାବିତ କରିବ ବୋଲି ରାଜନୈତିକ ସମୀକ୍ଷକ ମହଲରେ ଆକଳନ ପ୍ରକାଶ ପାଉଛି।

ସ୍ଥାନୀୟ ରାଜନୈତିକ ସମୀକ୍ଷକଙ୍କ ଅନୁଯାୟୀ ତରବୋଡ଼ରେ ସମାବେଶ ନିଷ୍ପତ୍ତି ପଛରେ ୨ଟି କାରଣ ରହିଛି। ଭୌଗୋଳିକ ଦୃଷ୍ଟିକୋଣରୁ ତରବୋଡ଼ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା କୋମନା ବ୍ଲକ ଅଞ୍ଚଳରେ ଆସୁଥିଲେ ହେଁ ନୂଆପଡ଼ା ବ୍ଲକର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ଏଠାରେ ସମାବେଶ ଦୁଇଟି ବ୍ଲକ ଉପରେ ବ୍ୟାପକ ପ୍ରଭାବ ପକାଇବ। ସେହିପରି ନୂଆପଡ଼ା ନିର୍ବାଚନମଣ୍ଡଳୀରେ କୋମନା ବ୍ଲକରେ ସର୍ବାଧିକ ଭୋଟର ଅଛନ୍ତି। ଏପରିକି କୋମନା ବ୍ଲକରେ ଅଧିକ ସଂଖ୍ୟାରେ ଭୋଟ ପାଉଥିବା ଦଳ ନୂଆପଡ଼ାରେ ବାଜିମାତ କରୁଥିବାର ଅତୀତର ଟ୍ରାକ ରେକର୍ଡ ରହିଛି। ତେଣୁ ବିଜେଡି ନେତୃତ୍ୱ ଏଠାରେ ସଭା କରି ଦୁଇବ୍ଲକର ଭୋଟରଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ ଯୋଜନା ପ୍ରସ୍ତୁତ କରିଥିବା କୁହାଯାଉଛି।

ଅପରପକ୍ଷେ ସ୍ଥାନୀୟ ଲୋକଙ୍କ ମତ ଅନୁଯାୟୀ ନୂଆପଡ଼ାରେ ପ୍ରଚାରରେ ବିଜେଡି ଆଗୁଆ ରହିଛି। ସ୍ଥାନୀୟ ନେତାଙ୍କ ମତାମତ ଆଧାରରେ ଦଳ ରଣନୀତି ପ୍ରସ୍ତୁତ କରୁଥିବା ବେଳେ ତଦନୁଯାୟୀ ପ୍ରଚାରକୁ କ୍ରିୟାଶୀଳ କରାଯାଉଛି। ଛୋଟ ଛୋଟ ସଭା ଏବଂ ଘରକୁ ଘର କ୍ୟାମ୍ପେନକୁ ବିଜେଡି ଗୁରୁତ୍ୱ ଦେଉଥିବା ବେଳେ ନବୀନଙ୍କ ପ୍ରଚାର ବିଜେଡିକୁ ଏହି ଦୁଇବ୍ଲକରେ ଆହୁରି ମଜବୁତ୍ କରିବ। ଆସନ୍ତାକାଲି ବିଜେଡିର ସଭା ଉପନିର୍ବାଚନର ଫଳାଫଳ ନେଇ ନିଶ୍ଚିତଭାବେ ଏକ ପୂର୍ବାଭାଷ ପ୍ରଦାନ କରିବ ବୋଲି ମତ ଦେଇଛନ୍ତି ସ୍ଥାନୀୟ ରାଜନୈତିକ ସମୀକ୍ଷକ।

ଖରିଆର ରୋଡ୍ ଏନଏସିରେ ବିଜେଡିର ପ୍ରତିବଦ୍ଧତା ଦୋହରାଇଲେ ସ୍ନେହାଙ୍ଗିନୀ, 'ନୂଆପଡ଼ାର ଉନ୍ନତି ମୋର ଏକମାତ୍ର ସଂକଳ୍ପ'
ଭୁବନେଶ୍ୱର: ନୂଆପଡ଼ାର ବିକାଶ ସଂକଳ୍ପ ନେଇ ଲୋକଙ୍କ ପାଖରେ ପହଞ୍ଚୁଥିବା ବିଜେଡି ପ୍ରାର୍ଥୀନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ମିଳୁଛି ଅଭୂତପୂର୍ବ ସମର୍ଥନ । ନବୀନ ପଟ୍ଟନାୟକଙ୍କ ବିକାଶମୁଖୀ ଧାରାକୁ ଖରିଆର ରୋଡବାସୀ ଦେଉଛନ୍ତି ସ୍ୱୀକୃତି । ମଙ୍ଗଳବାର ସକାଳେ ଖରିଆର ରୋଡ୍ ଏନଏସି ଠାରେ ଆୟୋଜିତ ସଭାରେ ସଭାରେ ଶ୍ରୀମତୀ ଛୁରିଆ ସ୍ଥାନୀୟ ଲୋକଙ୍କ ସହ ବେଶ କିଛି ସମୟ ଧରି ଫଳପ୍ରଦ ଆଲୋଚନା କରିଥିଲେ । ଖରିଆରର ଲୋକମାନେ ଶ୍ରୀମତୀ ଛୁରିଆଙ୍କୁ ହୃଦୟପୂର୍ବକ ସ୍ୱାଗତ କରି ଆଗାମୀ ଉପନିର୍ବାଚନରେ ନବୀନ ବାବୁଙ୍କ ହାତ ମୁଠାକୁ ଟାଣ କରିବା ପାଇଁ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ ।

ଆଲୋଚନା ସମୟରେ, ଶ୍ରୀମତୀ ଛୁରିଆ ଲୋକମାନଙ୍କ ଆଶା ଓ ଆକାଂକ୍ଷାକୁ ମର୍ମେ ମର୍ମେ ଶୁଣିବା ସହ ସବୁ ପରିସ୍ଥିତିରେ ଖରିଆର ରୋଡ୍ବାସୀଙ୍କ ସହ ଅଟଳ ଭାବେ ଛିଡ଼ା ହେବା ପାଇଁ ଆଶ୍ୱାସନା ଦେଇଥିଲେ । ଅଞ୍ଚଳର ଉନ୍ନତି ସହିତ ପ୍ରତ୍ୟେକ ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ନିରନ୍ତର ଉଦ୍ୟମ କରିବେ ବୋଲି କଥା ଦେଇଥିଲେ । ବିଶେଷ କରି ଭିତ୍ତିଭୂମିର ବିକାଶ, ଶିକ୍ଷା, ସ୍ୱାସ୍ଥ୍ୟସେବା, ମହିଳା ସଶକ୍ତିକରଣ ଓ ଯୁବ ନିଯୁକ୍ତିକୁ ଗୁରୁତ୍ୱ ଦେବାରେ ଅବହେଳା କରିବେ ନାହିଁ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇ ସମର୍ଥନ ଲୋଡ଼ିଥିଲେ । ଏହି ବୈଠକରେ ଉପସ୍ଥିତ ବ୍ୟବସାୟୀ ଓ ବରିଷ୍ଠ ନାଗରିକ ମାନଙ୍କ ଆଖିରେ ବିଶ୍ୱାସର ଏକ ଚିତ୍ର ସ୍ପଷ୍ଟ ପରିଲକ୍ଷିତ ହେଉଥିଲା

ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ...
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ  ପୂର୍ବତନ ମନ୍ତ୍ରୀ, ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ପଶ୍ଚିମ ଓଡ଼ିଶାର ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଆଜି ନବୀନ ନିବାସରେ ସେ ସ୍ନେହାଙ୍ଗିନୀଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେବା ସହ ତାଙ୍କ ପାଇଁ ନିଜେ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଘୋଷଣା କରିଛନ୍ତି ।

ବୁଧବାର ଦଳୀୟ କାର୍ଯ୍ୟାଳୟରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସ୍ନେହାଙ୍ଗିନୀଙ୍କ ନାମ ଘୋଷଣା କରିଛନ୍ତି। ଏହି ଅବସରରେ ନବୀନ କହିଛନ୍ତି ଯେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଅତୀତରେ ବିଜେଡି ସରକାରରେ ଏକାଧିକ ବିଭାଗରେ ମନ୍ତ୍ରୀ ରହିବା ସହ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀ ସମ୍ଭାଳିଛନ୍ତି। ସେ ସବୁବେଳେ ଗରିବ, ତଳସ୍ତରରେ ଥିବା ଲୋକ ବିଶେଷକରି ମହିଳାଙ୍କ ପାଇଁ ଲଢେ଼ଇ କରି ଆସିଛନ୍ତି। ସେଥିପାଇଁ ଆମେ ତାଙ୍କୁ ବିଜେଡିର ପ୍ରାର୍ଥୀ ରୂପେ ଚୟନ କରିଛୁ। ମୁଁ ତାଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ଅତୀତରେ ସେ ରାଜ୍ୟବାସୀଙ୍କ ପାଇଁ ବହୁ ଭଲ କାମ କରିଛନ୍ତି। ବିଶେଷକରି ଗରିବ ତଥା ମହିଳାଙ୍କ ପାଇଁ ତାଙ୍କ କାମ ବେଶ୍‌ ପ୍ରଶଂସନୀୟ୤  ଆମେ ସମସ୍ତେ ତାଙ୍କୁ ସହଯୋଗ କରିବାକୁ ପ୍ରସ୍ତୁତ ଅଛୁ ବୋଲି ନବୀନ କହିଛନ୍ତି।

ନିଜ ବକ୍ତବ୍ୟରେ ସ୍ନେହାଙ୍ଗିନୀ କହିଛନ୍ତି ଯେ ଦଳର ସଭାପତି ନବୀନ ପଟ୍ଟନାୟକ ମୋ ଉପରେ ଭରସା ଓ ବିଶ୍ୱାସ କରି ମୋତେ ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ମୁଁ ତାଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି।  ଏହି ଅବସରରେ ମୁଁ ସମସ୍ତ ନୂଆପଡ଼ାବାସୀଙ୍କୁ ପ୍ରଣାମ ଜଣାଉଛି। ନୂଆପଡ଼ାରେ ୪ ବର୍ଷ ଧରି ଦଳର ପର୍ଯ୍ୟବେକ୍ଷକ ଭାବେ କାମ କରିଛି। ନୂଆପଡ଼ାବାସୀଙ୍କ ଆଶୀର୍ବାଦ ମୋ ଉପରେ ରହିବା ସହ ସେମାନେ ମୋତେ ବିପୁଳ ସଂଖ୍ୟାରେ ବିଜୟୀ କରିବେ ବୋଲି ମୋର ବିଶ୍ୱାସ ରହିଛି। ଆଜିଦିନଠାରୁ  ନୂଆପଡ଼ାବାସୀଙ୍କ ସୁଖ, ଦୁଃଖ ସମୟରେ ମୁଁ ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ରହିବି,ସେବା କରିବି୤ ନୂଆପଡ଼ାରେ ବିଚାରଧାରା, ନୀତି, ଆଦର୍ଶ ଏବଂ ଧର୍ମର ଲଢେ଼ଇ ହେବ। ଏହି ନିର୍ବାଚନରେ ଧର୍ମ ଏବଂ ନ୍ୟାୟ ସଂସ୍ଥାପନ ହେବ। ଯେଉଁମାନେ ନୀତି, ଆଦର୍ଶ ବାହାରେ ରାଜନୀତି କରିବାକୁ ଚାହୁଁଛନ୍ତି, ନୂଆପଡ଼ାବାସୀ ଠିକଣା ସମୟରେ ସେମାନଙ୍କୁ ଜବାବ୍‌ ଦେବେ ବୋଲି ସ୍ନେହାଙ୍ଗିନୀ କହିଛନ୍ତି।  ଏହି ଅବସରରେ ନୂଆପଡ଼ା ଜିଲ୍ଲା ବିଜେଡି ସଭାପତିଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ସ୍ନେହାଙ୍ଗିନୀ ଅତାବିରା ନିର୍ବାଚନମଣ୍ଡଳୀରୁ ୨ଥର ବିଧାନସଭାକୁ ପ୍ରତିନିଧିତ୍ୱ କରିଛନ୍ତି। ବିଜେଡିର ପଞ୍ଚମ ପାଳି ଶାସନରେ ସେ ଏକାଧିକ ବିଭାଗର ମନ୍ତ୍ରୀପଦ ସମ୍ଭାଳିଥିଲେ। ବର୍ତ୍ତମାନ ସେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ୪ଟି ବିଧାନସଭା ନିର୍ବାଚନ ଲଢ଼ିଥିବାର ଅଭିଜ୍ଞତା ରଖିଥିବା ସ୍ନେହାଙ୍ଗିନୀଙ୍କ ନିକଟରେ ପ୍ରଚୁର ସାଂଗଠନିକ ଦକ୍ଷତା ରହିଛି। ସେହିପରି ସେ ନୂଆପଡ଼ାରେ ପର୍ଯ୍ୟବେକ୍ଷକ ଭାବେ କାର୍ଯ୍ୟ କରିଥିବାରୁ, ଜିଲ୍ଲାବାସୀ ତଥା ସ୍ଥାନୀୟ ବିଜେଡି ନେତାଙ୍କ ସହ ମଧ୍ୟ ସୁସମ୍ପର୍କ ରହିଛି। ସେହିଦୃଷ୍ଟିରୁ ତାଙ୍କ ପ୍ରାର୍ଥିତ୍ୱ ଦଳକୁ ଫାଇଦା ଦେଇପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ଆରମ୍ଭ ହୋଇଛି।

ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନେଇଛି ବିଜେଡି ମହିଳା ଜନତା ଦଳ: ସ୍ନେହାଙ୍ଗିନୀ ଛୁରିଆ
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ହେବାପରେ ନୂଆ ଟିମକୁ ନେଇ ପ୍ରଥମ ବୈଠକ କରିଛନ୍ତି ଶଙ୍ଖ ଭବନରେ। ଏହା ପରେ ସେ, ସାମ୍ବାଦିକ ସମ୍ମିଳନୀ କରି ବିଜୁ ମହିଳା ଜନତା ଦଳ ପୂର୍ଣ୍ଣ ଗଠିତ ହୋଇଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ। ୧୫ ଜଣ ମହିଳାଙ୍କୁ ମହିଳା ବ୍ୟାପାର ଟିମରେ ସାମିଲ କରାଯାଇଛି। ମହିଳା ସଂଗଠନକୁ ସୁ ସଙ୍ଗଠିତ କରାଯାଇଛି ଓ ଆଗାମୀଦିନରେ ମହିଳା ସଂଗଠନକୁ ଆହୁରି ମଜବୁତ କରାଯିବ ବୋଲି କହିଥିଲେ ସ୍ନେହାଙ୍ଗିନୀ ଛୁରିଆ।

ସେ ଆହୁରି ମଧ୍ଯ କହିଥିଲେ ଯେ, ମିଶନ ଶକ୍ତିରେ ୭୦ଲକ୍ଷ ମହିଳାଙ୍କୁ ସାମିଲ କରି ନବୀନ ପଟ୍ଟନାୟକ ମହିଳା ମାନଙ୍କୁ ସଶକ୍ତ କରିଥିଲେ। ଜଣେ ମିଶନ ଶକ୍ତି ମହିଳାଙ୍କୁ ସଂସଦ ପଠାଇଥିଲେ। ହେଲେ ଆଜି ଓଡ଼ିଶାରେ ମହିଳା ମାନେ ଅସୁରକ୍ଷିତ। ନ୍ୟାୟ ନ ପାଇ ମହିଳା ମାନେ ଆତ୍ମହୁତି କରିବାକୁ ପଛାଉ ନାହାନ୍ତି। ମହିଳାମାନେ ଆଜି ଭୟରେ ଅଛନ୍ତି। ବିଜେପି ସରକାରରେ ମହିଳା ମାନେ ତଳକୁ ତଳକୁ ଯାଉଛନ୍ତି। ରାଜ୍ୟର ମହିଳାମାନଙ୍କୁ ସୁରକ୍ଷା ଦେବା ପାଇଁ  ବିଜୁ ମହିଳା ଜନତା ଦଳ ସଂକଳ୍ପ ନେଇଛି। ମହିଳା ସମସ୍ୟା ପାଇଁ ଲଢ଼େଇ କରିବା ଲାଗି ବିଜେଡି ଆଗରେ ରହିବ ବୋଲି ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି।