dubbed - The Sakala
ୟୁଟ୍ୟୁବ୍ କ୍ରିଏଟରଙ୍କ ପାଇଁ ଏକ ନୂଆ ଫିଚର୍‌ ଲଞ୍ଚ୍ କରିଛି। ଏହା ଦ୍ବାରା କ୍ରିଏଟରମାନେ ସେମାନଙ୍କ ଭିଡିଓକୁ ଅନେକ ଭାଷାରେ ଡବିଂ କରିପାରିବେ। ଫଳରେ ଏଣିକି କଣ୍ଟେଣ୍ଟ କେବଳ ଗୋଟିଏ ଦେଶରେ ସୀମିତ ରହିବ ନାହିଁ, ବରଂ ବିଶ୍ବ ତମାମ ଲୋକଙ୍କ ପାଖରେ ଏହା ପହଞ୍ଚିପାରିବ। ସେହିପରି ଏହି ଫିଚର ଦ୍ବାରା ୟୁଟ୍ୟୁବର ୱାଚ୍ ଟାଇମ୍ ଏବଂ ଭିୟୁ ମଧ୍ୟ ଶୀଘ୍ର ବୃଦ୍ଧି ପାଇବ।
ୟୁଟ୍ୟୁବ୍‌ ମଲଟିଂ ଲାଙ୍ଗୁଏଜ୍ ଅଡିଓ ଫିଚର୍‌ ସବୁ ବ୍ୟବହାରକାରୀଙ୍କ ପାଇଁ ଲଞ୍ଚ୍ କରିଛି। ଏହି ଫିଚର୍‌ କ୍ରିଏଟରଙ୍କୁ ଗୋଟିଏ ଭିଡିଓକୁ ଅନେକ ଭାଷାରେ ଡବିଂ କରିବାର ସୁବିଧା ପ୍ରଦାନ କରିବ। ତେବେ ୟୁଟ୍ୟୁବ୍‌ ଏହି ଫିଚର୍‌ର ଆରମ୍ଭ ୨୦୨୩ ମସିହାରେ କରିଥିଲା। ଏଥିରେ କେବଳ କିଛି ବଛା ବଛା କ୍ରିଏଟରଙ୍କୁ ଅଲଗା ଅଲଗା ଭାଷାରେ ଅଡିଓ ଟ୍ରାକ୍ ଅପଲୋଡ୍ କରିବାର ସୁବିଧା ମିଳିଥିଲା। ହେଲେ ଏବେ ଏହାକୁ ସମସ୍ତଙ୍କ ପାଇଁ ଲଞ୍ଚ୍‌ କରାଯାଇଛି। ଏହି ଟୁଲ୍‌ ଗୁଗଲର ଜେମିନି ଟେକ୍ନୋଲୋଜି ଉପରେ ଆଧାରିତ। ସେହିପରି ଯେଉଁ କ୍ରିଏଟରମାନେ ଏହି ଫିଚର୍‌କୁ ବ୍ୟବହାର କରିଛନ୍ତି, ସେମାନଙ୍କ ଭିଡିଓକୁ ୨୫ ପ୍ରତିଶତ ଅଧିକ ୱାଚ୍ ଟାଇମ୍ ନନ୍‌-ପ୍ରାଇମେରି ଭାଷାରୁ ଆସିଛି। ଏହାବାଦ୍ କ୍ରିଏଟରଙ୍କ ବିକାଶକୁ ବିଶ୍ବ ସ୍ତରରେ ପହଞ୍ଚାଇବାରେ ସାହାଯ୍ୟ କରିବ।