bjd news - The Sakala

ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି
ଭୁବନେଶ୍ୱର: ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ବିଜେପି ସହିତ ଜଡିତ ବୋଲି ବିଜୁ ଜନତା ଦଳ ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳର ବରିଷ୍ଠ ନେତାଙ୍କ ସହିତ ମୁଖ୍ୟ ଅଭିଯୁକ୍ତର ଫଟୋ ଜାରି କରିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ଛାତ୍ର ସଭାନେତ୍ରୀ ଶ୍ରୀମତୀ ଇପ୍ସିତା ସାହୁ ଓ ଦଳର ମୁଖପାତ୍ର ଶ୍ରୀ ତୁମ୍ୱନାଥ ପଣ୍ଡା, ଏହି ଘଟଣାରେ ରାଜ୍ୟ ସରକାରଙ୍କ ସିଧାସଳଖ ସମ୍ପୃକ୍ତି ରହିଛି ବୋଲି ଅଭିଯୋଗ କରିବା ସହିତ ଏହି ଘଟଣାର ସିବିଆଇ ତଦନ୍ତ ଦାବିକୁ ଦୋହରାଇ ଥିଲେ ।

ଶ୍ରୀମତୀ ସାହୁ କହିଥିଲେ, ଗତ ୧୫ ମାସରେ ୧୬ଟି ନିଯୁକ୍ତି ପରୀକ୍ଷା ଶେଷ ମୁହୂର୍ତ୍ତରେ ବାତିଲ ହୋଇଛି, ଯାହା ଯୋଗୁଁ ନିଯୁକ୍ତି ଆଶାୟୀ ମାନେ ହତାଶ ହୋଇଛନ୍ତି। ପୋଲିସ ଏସ୍ଆଇ ପଦବୀ ପାଇଁ ଚଳିତ ବର୍ଷ ମାର୍ଚ୍ଚ ୮ ଓ ୯ ତାରିଖରେ ହେବାକୁ ଥିବା ଲିଖିତ ପରୀକ୍ଷାକୁ ଶେଷ ମୁହୂର୍ତ୍ତରେ ବାତିଲ କରାଯାଇଥିଲା । ଏହାକୁ ଅକ୍ଟୋବର ୭ ଓ ୮ ତାରିଖରେ କରିବା ପାଇଁ ସ୍ଥିର କରାଯାଇଥିଲା, ଯାହାକୁ ୩୦ ସେପ୍ଟେମ୍ୱର ଦିନ ଆଉଥରେ ବାତିଲ କରାଯାଇଛି । ଏହି ନିଯୁକ୍ତି ପ୍ରକ୍ରିୟାରେ ଜାଲିଆତିରେ ସମ୍ପୃକ୍ତ ଥିବା ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ ଜଣ ଦଲାଲଙ୍କୁ ଶ୍ରୀକାକୁଲମ ପୋଲିସ୍ ଦ୍ୱାରା ଗିରଫ କରାଯିବା ପରେ ବ୍ରହ୍ମପୁର ପୋଲିସ୍କୁ ହସ୍ତାନ୍ତର ହୋଇଛି। ନିଯୁକ୍ତି ପାଇଁ ପରୀକ୍ଷା ପରିଚାଳନା ପାଇଁ ଦାୟିତ୍ୱରେ ଥିବା ସଂସ୍ଥା ଦ୍ୱାରା ସେମାନଙ୍କୁ ସ୍ୱତନ୍ତ୍ର ତାଲିମ ମାଧ୍ୟମରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।

ଶ୍ରୀମତୀ ସାହୁ ଆହୁରି କହିଥିଲେ, ଏହି ଘଟଣାରେ ରାଜ୍ୟ ସରକାରଙ୍କ ଉଚ୍ଚ ପଦବୀଧାରୀଙ୍କ ସହିତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ମଧ୍ୟ ସମ୍ପୃକ୍ତ ଅଛନ୍ତି ବୋଲି ଗତକାଲି ଆମ ଦଳ ତରଫରୁ ଅଭିଯୋଗ କରାଯାଇଥିଲା । ଆଜି ଆମେ ତାହାର ପ୍ରମାଣ ଆପଣଙ୍କ ସାମ୍ନାରେ ରଖୁଛୁ । ଏହି ନିଯୁକ୍ତି ଦାୟିତ୍ୱ ଓପିଆରବି ଉପରେ ଥିଲାବେଳେ ଏହାର ଅଧ୍ୟକ୍ଷ ଭାବେ ସନ୍ତୋଷ ଉପାଧ୍ୟାୟଙ୍କୁ ନିଯୁକ୍ତି ଦିଆଯାଇଥିଲା । ୯୩୩ ଜଣ ଏସ୍ଆଇ ପଦବୀରେ ନିଯୁକ୍ତି ଦେବା ପାଇଁ ଆବଶ୍ୟକୀୟ ପରୀକ୍ଷାକୁ ପରିଚାଳନା କରିବା ପାଇଁ ଭାରତ ସରକାରଙ୍କ ସଂସ୍ଥା ଆଇଟିଆଇକୁ ପ୍ରଦାନ କରାଯାଇଥିଲା । ଏହି କାମ ପାଇଁ ଆଇଟିଆଇ ତାର ସହଯୋଗୀ ଭାବେ ଗୁଜୁରାଟର ରିଚ୍ ମାଇଣ୍ଡ ଡିଜିଟାଲକୁ ନେଇଥିଲା । ଏପ୍ରିଲ ୨୦୨୫ରେ ରାଜ୍ୟ ସରକାର ସନ୍ତୋଷ ଉପାଧ୍ୟାୟଙ୍କୁ ଅବ୍ୟାହତି ଦେଇ ତାଙ୍କ ଜାଗାରେ ସୁଶାନ୍ତ ନାଥଙ୍କୁ ଦେଇଥିଲେ । ଏହାପରେ ଆଇଟିଆଇ ଦ୍ୱାରା ରିଚ୍ ମାଇଣ୍ଡକୁ ହଟାଯାଇ ଓଡ଼ିଶାର ଏକ ସଂସ୍ଥା ସିଲିକନ ଡିଜିଟେକ୍କୁ ସହଯୋଗୀ ଭାବେ ନିଆଯାଇଥିଲା । ସିଲିକନ ଡିଜିଟେକ୍ ତାର ସହଯୋଗୀ ଭାବେ ବ୍ରହ୍ମପୁର ସ୍ଥିତ ପଞ୍ଚସଫ୍ଟ ଟେକ୍ନୋଲୋଜି ନାମକ ଏକ ଅନଭିଜ୍ଞ କମ୍ପାନୀକୁ ଦାୟିତ୍ୱ ଦେଇଥିଲା ।  ଏହି ପଞ୍ଚସଫ୍ଟ ସଂସ୍ଥା ଦ୍ୱାରା ମୁଖ୍ୟତଃ ମୋଟା ଅଙ୍କର ଉକ୍ରୋଚ ଗ୍ରହଣ କରି ଜାଲିଆତି କରି ଚାକିରି ଦେବା ପାଇଁ ଉଦ୍ୟମ କରାଯାଉଥିଲା । ପଞ୍ଚସଫ୍ଟ କମ୍ପାନୀର ମୁଖ୍ୟ ଶଙ୍କର ପୃଷ୍ଟି ବିଜେପି ଦଳର ଜଣେ ସଦସ୍ୟ ଓ ତାଙ୍କର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ସମେତ ଅଧିକାଂଶ ବିଜେପି ନେତାଙ୍କ ସହିତ ଫଟୋ ରହିଛି ବୋଲି କହିବା ସହିତ ଫଟୋ ଗୁଡିକୁ ଗଣମାଧ୍ୟମ ସମ୍ମୁଖରେ ଉପସ୍ଥାପନ କରିଥିଲେ ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହି ଘଟଣାରେ ବିଜେପିର ସମ୍ପୃକ୍ତି ନାହିଁ ବୋଲି ଦେଇଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ । ମନମୋହନଙ୍କ ଉପସ୍ଥିତିରେ ଏହି ଚାକିରି ବିକ୍ରି ଘଟଣାର ମୁଖ୍ୟ କାର୍ପଟଦାର ଶଙ୍କର ପୃଷ୍ଟି ବିଜେପିରେ ଯୋଗ ଦେଇଥିଲେ । କେଉଁ ପରିସ୍ଥିତିରେ ଓ କାହା ନିଦେ୍ର୍ଦଶରେ ପଞ୍ଚସଫ୍ଟ ଭଳି ଏକ ଅନଭିଜ୍ଞ କମ୍ପାନୀକୁ କିପରି ଏଭଳି ଗୁରୁତ୍ୱପୁର୍ଣ୍ଣ କାର୍ଯ୍ୟରେ ନିୟୋଜିତ କରାଯାଇଥିଲା ? ୯୩୩ ଜଣ ଏସ୍ଆଇ ପଦବୀ ପାଇଁ ହେବାକୁ ଥିବା ନିଯୁକ୍ତିରେ, ଚାକିରି ବିକ୍ରିରେ ବିଜେପିର ବରିଷ୍ଠ ନେତାମାନଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗତକାଲି ଏହି ପ୍ରସଙ୍ଗରେ ମତ ଦେଇ, ଦୁର୍ନୀତିରେ ଲିପ୍ତ ଥିବା ସମସ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ବିଜେପିର ନୀତି ଓ ଜିନ୍ରେ ଅଛି ବୋଲି କହିଥିଲେ । ବାସ୍ତବରେ ଚାକିରି ବିକ୍ରି କରିବା ଭଳି ସାଙ୍ଘାତିକ କାର୍ଯ୍ୟ ବିଜେପି ଜିନ୍ରେ ଅଛି, ବ୍ୟାପମ ଦୁର୍ନୀତି ଯାହାର ଜ୍ୱଳନ୍ତ ଉଦାହରଣ। ତେଣୁ ଏହି ଘଟଣାର ତଦନ୍ତଭାର ତୁରନ୍ତ ସିବିଆଇକୁ ହସ୍ତାନ୍ତର କରାଯାଉ ।

ଶ୍ରୀ ତୁମ୍ୱନାଥ ପଣ୍ଡା କହିଥିଲେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି । ଗୋଟିଏ ପଟେ, ଗିରଫ ହୋଇଥିବା ୧୧୪ ଜଣ ପୋଲିସ ଏସ୍ଆଇ ପଦବୀ ଆଶାୟୀଙ୍କ ପରିବାରଙ୍କୁ ଆଜି ବ୍ରହ୍ମପୁର ଜେଲ ସାମ୍ନାରେ ଦେଖିବାକୁ ମିଳିଥିଲା। ଅପରପକ୍ଷରେ, ଚୌଦ୍ୱାର ଜେଲରୁ ଦୁଇ ଜଣ ଆନ୍ତଃରାଜ୍ୟ ଅପରାଧୀ କାଲି ମଧ୍ୟରାତ୍ରିରେ ଫେରାର ହୋଇଯିବା ଖବର ଆସିଛି, ଯାହା ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ଦର୍ଶାଉଛି । ଗୋଟିଏ ପଟେ ରାଜ୍ୟ ସରକାର ପରୀକ୍ଷାଟିଏ ସୁରୁଖୁରୁରେ କରାଇ ପାରୁନାହାନ୍ତି, ଆରପଟରେ ଗିରଫ ଅଭିଯୁକ୍ତ ମାନଙ୍କୁ ଜେଲ ଭିତରେ ରଖିବାରେ ସକ୍ଷମ ହେଉନାହାନ୍ତି । ଗୁରୁତର ତ୍ରୁଟି ଘଟିଥିବା ଏହି ଦୁଇଟି ବିଭାଗର ଦାୟିତ୍ୱରେ ଜଣେ ଅଧିକାରୀ ଅଛନ୍ତି ଓ ଉଭୟ ବିଭାଗ ଗୃହ ମନ୍ତ୍ରାଳୟ ଅଧୀନରେ, ଅର୍ଥାତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ଅଧୀନରେ ରହିଛି । ତେଣୁ ମୁଖ୍ୟମନ୍ତ୍ରୀ ଏହି ଦୁର୍ନୀତି ଅଭିଯୋଗ ବିଷୟରେ ସ୍ପଷ୍ଟୀକରଣ ରଖିବା ଦରକାର। ଏଥିରେ ସମ୍ପୃକ୍ତ ବଡ଼ ମୁଣ୍ଡ ମାନଙ୍କୁ ସରକାର ଖସାଇ ଦେବାକୁ ଉଦ୍ୟମ କରୁଛନ୍ତି । ତେଣୁ ଏହି ଘଟଣାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରାଯାଉ। ସିବିଆଇକୁ ହସ୍ତାନ୍ତର ନକଲେ ବିଜେଡି ରାଜରାସ୍ତାକୁ ଓହ୍ଲାଇବ।

ରାଜ୍ୟବାସୀଙ୍କୁ ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା । ଏହି ପବିତ୍ର ଅବସରରେ ଅନ୍ୟାୟ ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଆହୁରି ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ କାମନା କରିଛନ୍ତି ନବୀନ ।