Nuapada by-election - The Sakala

ନବୀନଙ୍କୁ ଭେଟିଲେ ନୂଆପଡ଼ା ବିଜେଡି ନେତା: ସଂଗଠନକୁ ଆହୁରି ମଜବୁତ କରିବାକୁ ନିର୍ଦ୍ଦେଶ, 'ବିଜେପିକୁ ଡରନି, ବୁଥ୍‌ ରିଗିଂର ଜବାବ ଦିଆଯିବ'
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପରେ ବିଜେଡିର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ଆୟୋଜିତ ଏହି ବୈଠକରେ ନିର୍ବାଚନ ମଣ୍ଡଳୀର ସାଙ୍ଗଠନିକ ସ୍ଥିତି ଏବଂ ନିର୍ବାଚନ ପରବର୍ତ୍ତୀ ପରିସ୍ଥିତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ମତାମତ ଶୁଣିବା ପରେ ସଂଗଠନକୁ ଆହୁରି ମଜବୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ, ବିଜୁ ବାବୁ ନୂଆପଡ଼ାକୁ ଜିଲ୍ଲା କରିଥିଲେ ଏବଂ ବିଜେଡି ସର୍ବଦା ନୂଆପଡ଼ାବାସୀଙ୍କ ସୁଖଦୁଃଖରେ ସାଥିରେ ରହିଛି ଓ ରହିବ।

ବୈଠକ ପରେ ପ୍ରତିକ୍ରିୟା ରଖି ନୂଆପଡ଼ା ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ଜିଲ୍ଲା ସଭାପତି ଅବନୀ ଯୋଶୀ ବିଜେପି ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ନେତାମାନେ କହିଛନ୍ତି ଯେ, ବିଜେପି ନୀତି ଆଦର୍ଶରେ ନୁହେଁ ବରଂ କଳ, ବଳ ଓ କୌଶଳ ଲଗାଇ ଏହି ନିର୍ବାଚନ ଜିତିଛି। ଶେଷ ତିନି ଦିନରେ ପ୍ରଶାସନିକ କଳର ଅପବ୍ୟବହାର କରାଯାଇଥିଲା। ଦାଦନ ଖଟିବାକୁ ଲୋକ ବାହାରକୁ ଯାଇଥିବା ସତ୍ତ୍ୱେ ୪୧ଟି ବୁଥରେ ୯୦ ପ୍ରତିଶତରୁ ଅଧିକ ମତଦାନ ହେବା ରିଗିଂର ସ୍ପଷ୍ଟ ପ୍ରମାଣ ବୋଲି ବିଜେଡି ଅଭିଯୋଗ କରିଛି। ଅଧିକାରୀଙ୍କୁ ଧମକ ଦେବା ସହ ପୋଲିସ ନିଜେ ବିଜେପିର ଏଜେଣ୍ଟ ସାଜି କାମ କରିଥିବା ନେଇ ଦଳ ଅସନ୍ତୋଷ ପ୍ରକାଶ କରିଛି।

ବିଜେଡି ନେତା ମନୋଜ ମିଶ୍ର ଓ ହରିଶ ପଣ୍ଡା ଅଭିଯୋଗ କରିଛନ୍ତି ଯେ, ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ହେବା ନିୟମ ଥିଲେ ମଧ୍ୟ ବିଜେପି ନେତାମାନେ ନିର୍ବାଚନ ମଣ୍ଡଳୀରେ ଡେରା ପକାଇଥିଲେ। ଏନେଇ ନିର୍ବାଚନ କମିଶନଙ୍କୁ ଜଣାଇବା ସତ୍ତ୍ୱେ କୌଣସି ସୁଫଳ ମିଳିନଥିଲା। ଏପରିକି ବିଜେଡି କର୍ମୀଙ୍କ ବିରୋଧରେ ମିଥ୍ୟା ମାମଲା ରୁଜୁ କରାଯାଇଛି। ଯେଉଁଠାରେ ବନ୍ଧୁକର ନାଁ ଗନ୍ଧ ନାହିଁ, ସେଠାରେ 'ଆର୍ମସ୍ ଆକ୍ଟ' ଲଗାଇ କର୍ମୀଙ୍କୁ ହଇରାଣ କରାଯାଉଛି। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ଏବଂ ଜଣେ ଦାଦନ ଶ୍ରମିକଙ୍କ ହତ୍ୟା ମାମଲାରେ ମଧ୍ୟ ପୋଲିସର ନିଷ୍କ୍ରିୟତା ଦେଖିବାକୁ ମିଳିଛି ବୋଲି ଦଳ ଅଭିଯୋଗ କରିଛି।

ନିର୍ବାଚନ ସରିବା ପରେ ଚାଷୀଙ୍କ ସମସ୍ୟା ବଢିଥିବା ନେଇ ପ୍ୟାକ୍ସ ସଭାପତି ରାଜେଶ ନିଗମ କହିଛନ୍ତି। ମଣ୍ଡିରେ କଟନୀ ଛଟନୀ ଚାଲିଛି, ମିଲରମାନେ ହ୍ୟାଣ୍ଡଲିଂ ଚାର୍ଜ ପାଉନାହାନ୍ତି ଏବଂ ଚାଷୀଙ୍କୁ ଟୋକନ ମିଳୁନାହିଁ। ତେବେ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ଆଗାମୀ ପଞ୍ଚାୟତ ଓ ବିଧାନସଭା ନିର୍ବାଚନରେ ନୂଆପଡ଼ାବାସୀ ଏହାର ଉଚିତ ଜବାବ ଦେବେ ବୋଲି ବିଜେଡି ନେତୃବୃନ୍ଦ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ନୂଆପଡ଼ା ଉପନିର୍ବାଚନ: ନବୀନଙ୍କ ଇଙ୍ଗିତ; ବିରୋଧୀ ଶିବିରରେ କମ୍ପନ
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ପ୍ରଚାର କାର୍ଯ୍ୟ ଜୋର୍ ଧରିଛି। ନୂଆପଡ଼ା ବର୍ତ୍ତମାନ ମିନି ଭୁବନେଶ୍ୱର ପାଲଟିଥିବା ବେଳେ ୩ ଦଳର ନେତା ଓ କର୍ମୀମାନେ ଝାଳବୁହା ପରିଶ୍ରମ କରୁଛନ୍ତି। ତେବେ ନିର୍ବାଚନ ପରିଚାଳନାରେ ସବୁଠାରୁ ପାରଙ୍ଗମ ବିଜେଡିର ପ୍ରଚାର ଶୈଳୀ ଏବେ ନୂଆପଡ଼ାବାସୀଙ୍କୁ ବେଶ୍ ପ୍ରଭାବିତ କରିଥିବା କୁହାଯାଉଛି। ପଞ୍ଚାୟତୱାରୀ ଦଳୀୟ ନେତାଙ୍କୁ ଦାୟିତ୍ୱ, ସ୍ଥାନୀୟ ନେତାଙ୍କୁ ଅଗ୍ରାଧିକାର, ଛୋଟ ଛୋଟ ରାଜନୈତିକ ସଭା ମାଧ୍ୟମରେ ବିଜେଡିର ଛାମୁଆ ସଂଗଠକ ନିଜର ପ୍ରଚାର କାର୍ଯ୍ୟକୁ ଚଳାଇଛନ୍ତି। ବିଜେଡିର ଯୋଜନାଭିତ୍ତିକ ପ୍ରଚାର ଦଳକୁ ସୁବିଧାଜନକ ସ୍ଥିତିରେ ରଖିଥିବା ବେଳେ ଦୁଇ ଦିନରେ ନବୀନଙ୍କ ଦୁଇଟି ଇଙ୍ଗିତ ‘ଏଥର ବି ଶଙ୍ଖ’, ‘ବିଜୟ ହେବ ନୂଆପଡ଼ାର’ ବିରୋଧୀ ଶିବିରରେ କମ୍ପନ ସୃଷ୍ଟି କରିଛି।

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ବିଜେଡି ସୁପ୍ରିମୋ ନବୀନ ଆଜି ଏକ ଟ୍ୱିଟ୍ କରିଥିଲେ। ଏଥିରେ ସେ ନୂଆପଡ଼ାରେ ସେବା ଓ ବିକାଶର ନୂଆଧାରା ଆରମ୍ଭ ହେବ ବୋଲି ଉଲ୍ଲେଖ କରିବା ସହ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କର ପ୍ରଚାରର ଏକ ଭିଡ଼ିଓ ପୋଷ୍ଟ କରିଥିଲେ। କେଇଘଣ୍ଟା ମଧ୍ୟରେ ଏହା ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଏହି ଟ୍ୱିଟ୍‌ ଟ୍ରେଣ୍ଡ କରିଥିଲା। ଆସନ୍ତା ୩ ତାରିଖରେ କୋମନାରେ ଏକ ସମାବେଶ ଓ ୭ ତାରିଖରେ ନୂଆପଡ଼ାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ ନବୀନଙ୍କ ଶୋଭାଯାତ୍ରା ପୂର୍ବରୁ ତାଙ୍କର ଟ୍ୱିଟ୍ ଦଳୀୟ କର୍ମୀ ଓ କର୍ମକର୍ତ୍ତାଙ୍କୁ ପୂରା ଉତ୍ସାହିତ କରିଛି। ନବୀନଙ୍କ ଏହି ଗସ୍ତ ସବୁ ରାଜନୈତିକ ସମୀକରଣକୁ ବଦଳାଇଦେବ ବୋଲି ରାଜନୈତିକ ସମୀକ୍ଷକମାନେ ମତବ୍ୟକ୍ତ କରିଛନ୍ତି।

ଦଳୀୟ ପ୍ରାର୍ଥୀ ରୂପେ ସ୍ନେହାଙ୍ଗିନୀଙ୍କୁ ମନୋନୀତ କରି ନବୀନଙ୍କ ନିଷ୍ପତ୍ତି ବିରୋଧୀଙ୍କୁ ଚକିତ କରିଥିଲା। ସେହିପରି ଦଳର ରଣନୀତିକୁ କାର୍ଯ୍ୟକାରୀ କରିବାକୁ ପଶ୍ଚିମ ଓଡ଼ିଶାର ଦମଦାର ନେତାମାନଙ୍କୁ  ପ୍ରଚାର ଏବଂ ନିର୍ବାଚନ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ବିଶେଷକରି ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ, ଏନ୍‌ଏସିଯାଏଁ ନିର୍ଦ୍ଦିଷ୍ଟ ନେତାଙ୍କୁ ନିର୍ଦ୍ଦିଷ୍ଟ ଦାୟିତ୍ୱ ପ୍ରଦାନ କରାଯାଇଛି। ନୂଆପଡ଼ା ରାଜନୀତି ପାଣିପାଗକୁ ମାପି ନବୀନ ପ୍ରଥମେ ଷ୍ଟିୟରିଂ କମିଟି, ଜୋନାଲ କମିଟି ଏବଂ ଲୋକାଲ ଆକ୍ସନ କମିଟି କରିଥିଲେ। ଏହାପରେ ପରେ ଦଳର ଆଗଧାଡ଼ିର ନେତାଙ୍କୁ ବିବିନ୍ନ ଦାୟିତ୍ୱ ନ୍ୟସ୍ତ କରିଥିବା ବେଳେ ଦଳ ସୁଚିନ୍ତିତ ଢଙ୍ଗରେ ନିଜର ପ୍ରଚାର କାର୍ଯ୍ୟକ୍ରମକୁ ଜାରି ରଖିଛି। ବଡ଼ ବଡ଼ ସଭା ବଦଳରେ ଦଳୀୟ ନେତାମାନେ ଗୋଟିଏ ଦିନରେ ପ୍ରାୟ ୨୦ରୁ ଅଧ଄କ ସଭା କରୁଛନ୍ତି। ଏପରିକି ବିଜେଡିର ଜଣେ ନେତାଙ୍କୁ ଜଗିବା ପାଇଁ ଶାସକ ବିଜେପି ୩ ଜଣଙ୍କୁ ଲଗାଇଥବା ନେଇ ସ୍ଥାନୀୟ ଅଞ୍ଚଳର ରାଜନୈତିକ ବିଶେଷଜ୍ଞ ମତପ୍ରକାଶ କରିଛନ୍ତି। ସେହିପରି ନିଜେ ପ୍ରାର୍ଥୀ ସ୍ନେହାଙ୍ଗିନୀ ଏକାଧିକ ସ୍ଥାନରେ ପଦଯାତ୍ରା କରି ନିଜ ପାଇଁ ଭୋଟ ମାଗୁଛନ୍ତି। ଏପଟେ ନବୀନ ଦଳରୁ ଦୂରେଇ ରହିଥିବା ଟାଣୁଆ ନେତାଙ୍କୁ ପୁଣିଥରେ ଦଳକୁ ଫେରାଇ ଦଳର ଶକ୍ତି ବୃଦ୍ଧି କରିଛନ୍ତି।

ସ୍ଥାନୀୟ ଅଞ୍ଚଳରେ ଦଳର ଟାଣୁଆ ନେତା ଭାନୁପ୍ରତାପ ସିଂହ ପ୍ରତ୍ୟକ୍ଷ ଭାବରେ ପ୍ରଚାରରେ ନିଜକୁ ସାମିଲ କରିଛନ୍ତି ଓ ସ୍ନେହାଙ୍ଗିନୀଙ୍କୁ ନୂଆପଡ଼ା ରାଜନୀତିର ସବୁ ଦାଓପେଞ୍ଚ ସମ୍ପର୍କରେ ଅବଗତ କରିଛନ୍ତି। ରାଜନୈତିକ ପର୍ଯ୍ୟବେକ୍ଷକଙ୍କ ମତରେ କ୍ଷମତାରେ ନ ଥିଲେ ବି ନୂଆପଡ଼ାରେ ନବୀନଙ୍କର ସ୍ୱତନ୍ତ୍ର କ୍ରେଜ ରହିଛି। ନୂଆପଡ଼ା ଜିଲ୍ଲାରେ ଯାହା କିଛି ବିକାଶ ହୋଇଛି, ତାହା ନବୀନଙ୍କ ସମୟରେ ହିଁ ହୋଇଛି। ନବୀନ ନିଜେ ପ୍ରଚାର ମଙ୍ଗ ଧରିଲେ ଏହାର ପ୍ରଭାବ ନିଶ୍ଚୟ ଅନୁଭୂତ ହେବ ବୋଲି ବିରୋଧୀ ଦଳର ସମର୍ଥକମାନେ ମଧ୍ୟ ମତ ଦେଉଛନ୍ତି। ନବୀନ ପ୍ରଚାର ମଇଦାନକୁ ଓହ୍ଲାଇବା ପରେ ନୂଆପଡ଼ା ପ୍ରଚାର ରାଜନୀତି ଆହୁରି ଉଷ୍ମତା ଧରିବ ବୋଲି ଏବେ ସାଧାରଣରେ ମତପ୍ରକାଶ ପାଇଛି।

ନୂଆପଡ଼ା ଉପନିର୍ବାଚନ: ଆରମ୍ଭ ହେଲା ହୋମ ଭୋଟିଂ ପ୍ରକ୍ରିୟା, ୨ତାରିଖ ଯାଏଁ ଘରେ ବସି ଭୋଟ ଦେବେ ବରିଷ୍ଠ ଭୋଟର
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ହୋମ ଭୋଟିଂ ପ୍ରକ୍ରିୟା । ଭୋଟ୍ ଦେବେ ଘରେ ଥିବା ବୟସ୍କ ଭୋଟର । ୨୫୧ ଜଣ ବୟସ୍କ ଭୋଟର ଘରେ ଦେବେ ଭୋଟ୍ । ୨ ତାରିଖ ଯାଏଁ ଚାଲିବ ହୋମ୍ ଭୋଟିଂ । ଏଥିପାଇଁ ୧୫ଟି ପୋଲିଂ ଦଳ ନିଯୁକ୍ତ ହୋଇଛନ୍ତି l ପ୍ରତି ଦଳରେ ୨ଜଣ ପୋଲିଂ ଅଫିସର୍,  ଜଣେ ମାଇକ୍ରୋ ନିରୀକ୍ଷକ, ଜଣେ ସୁରକ୍ଷା ଅଧିକାରୀ ଏବଂ ଜଣେ ଭିଡିଓଗ୍ରାଫର ରହିଛନ୍ତି l ୮୫ ବର୍ଷରୁ ଉର୍ଦ୍ଧ୍ୱ ଏବଂ ୪୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ଦିବ୍ୟାଙ୍ଗ ମତଦାତା ୨୫୧ଜଣ ଏହି ପ୍ରକ୍ରିୟାରେ ନିଜ ଘରେ ଥାଇ ଗୋପନୀୟ ଭାବରେ ପୋଷ୍ଟାଲ୍ ବାଲଟ୍ ମାଧ୍ୟମରେ ଏହି ଭୋଟ୍ ଦେବେ l ଭୋଟିଂ ପ୍ରକ୍ରିୟାରେ ସ୍ୱଚ୍ଛତା ପାଇଁ ଭିଡିଓଗ୍ରାଫି କରାଯିବ ବୋଲି ରିଟର୍ଣ୍ଣିଂ ଅଫିସର ସୁର୍ମି ସୋରେନ୍ ପ୍ରକାଶ କରିଛନ୍ତି l  ଏହି ସୁବିଧାରୁ କେହି ଜଣେବି ଯୋଗ୍ୟ ମତଦାତା ଯେପରି ବଞ୍ଚିତ ନ ହୁଅନ୍ତି ତାକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

ମା' ବଞ୍ଜାରୀ ଦେବୀ ମନ୍ଦିରରୁ ନୂଆପଡ଼ାରେ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜୁ ଜନତା ଦଳ
ନୂଆପଡା: ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି। ମା' ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ ବିଜୟ ତଥା ନୂଆପଡ଼ାର ଶାନ୍ତି, ଉନ୍ନତି ଓ ସମୃଦ୍ଧି ପାଇଁ ମା'ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।

ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଦଳର ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ତଥା ରାଜ୍ୟ ଓ ଜିଲ୍ଲାସ୍ତରୀୟ ନେତୃବୃନ୍ଦ ଯୋଗ ଦେଇ ବଡ଼ ବ୍ୟବଧାନରେ ବିଜେଡିର ବିଜୟ ପାଇଁ ଆହ୍ୱାନ ଜଣାଇଥିଲେ।

ବିପୁଳ ଜନସମାଗମକୁ ସମ୍ୱୋଧିତ କରି ଶ୍ରୀମତୀ  ଛୁରିଆ କହିଥିଲେ ଯେ ନୂଆପଡ଼ାର ସାମଗ୍ରୀକ ବିକାଶ ପାଇଁ ଆଜିଠାରୁ ତାଙ୍କର ଅଭିଯାନ ଆରମ୍ଭ ହେଲା। ସେ କହିଥିଲେ ଯେ, “ବିଜୁ ଜନତା ଦଳ ସଦା ସେବା ଓ ଲୋକକଲ୍ୟାଣ ପାଇଁ କାମ କରୁଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଆମର ସ୍ୱାର୍ଥ ବିହୀନ ସେବା ଓ ଜନକଲ୍ୟାଣ ଧାରା ଜାରି ରହିଛି। ବିଜୁ ପଟ୍ଟନାୟକଙ୍କ ଶାସନକାଳରେ ନୂଆପଡ଼ା ଏକ ଜିଲ୍ଲାର ମାନ୍ୟତା ପାଇଥିଲା। ତାଙ୍କର ଦୂରଦୃଷ୍ଟି ଓ ନେତୃତ୍ୱକୁ ଆଜି ମଧ୍ୟ ନୂଆପଡ଼ାବାସୀ ସମ୍ମାନର ସହ ସ୍ମରଣ କରି ଆସୁଛନ୍ତି।

ସଭାରେ ବକ୍ତବ୍ୟ ରଖି ଦଳର ନେତୃବୃନ୍ଦ ବିଜେପି ନେତୃତ୍ୱର “ଡବଲ୍‌ ଇଞ୍ଜିନ୍‌ ସରକାର” ଉପରେ ତୀବ୍ର ଆକ୍ରମଣ କରି କହିଥିଲେ ଯେ ଗତ ୧୬ ମାସ ଧରି ଏହି ସରକାର ନୂଆପଡ଼ାରେ “ଡବଲ୍‌ ଧ୍ୱଂସ” ଲୀଳା ଚଳାଇଛି। ବିଜେପି ସରକାର ଜନସାଧାରଣଙ୍କ ଆକାଂକ୍ଷା ପୂରଣରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଜିଲ୍ଲାବାସୀଙ୍କ ଆଶା ଓ ଆକାଂକ୍ଷା ପ୍ରତି ବିଜେପି ସରକାର କୁଠାରଘାତ କରିବା ସହିତ ମୌଳିକ ଭିତ୍ତିଭୂମି, ଜନକଲ୍ୟାଣ କାର୍ଯ୍ୟକ୍ରମ ଏବଂ ବିକାଶମୂଳକ ଯୋଜନାକୁ ଅଟକାଇଛି। ଜିଲ୍ଲାବାସୀଙ୍କ ଜୀବନଜୀବିକା ଘୋର ବିପଦରେ ପଡ଼ିଛି। ଏହି ସଭାରେ  ମୁଖ୍ୟ ବକ୍ତା ଭାବେ ଅବନୀ ରଞ୍ଜନ ଜୋଷୀ (ଜିଲ୍ଲା ସଭାପତି, ବିଜେଡି ନୂଆପଡା), ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ବିଧାୟିକା ମନୋରମା ମହାନ୍ତି, ମନୋଜ ମିଶ୍ର (ସାଧାରଣ ସମ୍ପାଦକ)  ଓ ବରିଷ୍ଠ ନେତା ଭାନୁ ପ୍ରତାପ ସିଂହ ମାଝୀ ପ୍ରମୁଖ ଉଦ୍‌ବୋଧନ ଦେଇ ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବା ଲାଗି ଆହ୍ୱାନ ଜଣାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ନୂଆପଡ଼ାର ଲୋକମାନେ ବିଜେପି ସରକାରର ଅପାରଗତା ଓ ସମ୍ୱେଦନହୀନତାର  ଫଳ ଭୋଗୁଛନ୍ତି। ବରିଷ୍ଠ ବିଜେଡି ନେତା ରମେଶ ମାଝୀ, ମନୋହର ରନ୍ଧାରୀ, ରମେଶ ବେହେରା, ବିଜୟ ନାୟକ, ସରସ୍ୱତୀ ବାଗ ଓ ସେଫାନଲି ଶର୍ମା ଉପସ୍ଥିତ ରହି ଛୁରିଆଙ୍କ ବିଜୟ ନେଇ ବିଶ୍ୱାସବ୍ୟକ୍ତ କରିଥିଲେ।

ଏହା ପୂର୍ବରୁ ନୂଆପଡ଼ାର ତନୁଆଟ ସ୍ଥିତ ଆଦିବାସୀ ସମାଜ ଭବନରେ ଏକ ଆଦିବାସୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଠାରେ ଅନେକ ଆଦିବାସୀ ନେତା ଓ ସମୁଦାୟ ନିବାସୀ ଉପସ୍ଥିତ ଥିଲେ। ଏହି ଅବସରରେ ବିଜେପି ଓ କଂଗ୍ରେସ ଦଳର ଅନେକ ନେତା ଏବଂ କର୍ମୀମାନେ ବିଜୁ ଜନତା ଦଳରେ ଯୋଗଦେଇ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରିଥିଲେ।

ସଭାରେ ଦେବୀ ପ୍ରସାଦ ମିଶ୍ର କହିଥିଲେ, ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ଆଦିବାସୀ ଲୋକମାନଙ୍କର ଉନ୍ନତି ତଥା କଲ୍ୟାଣ ପାଇଁ ବହୁ ପଦକ୍ଷେପ ନିଆଯାଇଥିଲା। ଆଦିବାସୀ ସମୁଦାୟର ଶିକ୍ଷା, ସ୍ୱାସ୍ଥ୍ୟ, ଜୀବିକା ଓ ସାମାଜିକ ନ୍ୟାୟକୁ ନବୀନ ପଟ୍ଟନାୟକ ସର୍ବାଧିକ ଗୁରୁତ୍ୱ ଦେଇ ଆସିଛନ୍ତି। ଏହି ଆଦିବାସୀ ସଭାରେ ଉଦ୍‌ବୋଧନ ଦେଇ ଶ୍ରୀମତୀ ଛୁରିଆ କହିଥିଲେ ଯେ ବର୍ତ୍ତମାନର ବିଜେପି ଶାସନକାଳରେ ଆଦିବାସୀ ମାନଙ୍କର ଅଧୋଗତି ଘଟିଛି। ଆଦିବାସୀମାନେ ଆଜି ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଆଦିବାସୀ ହଷ୍ଟେଲରେ ଛାତ୍ରୀମାନେ ଗର୍ଭବତୀ ହେଉଥିବା ବେଳେ ନିର୍ଯାତନା, ବଳାକ୍ରାର-ସମ୍ପର୍କିତ ଘଟଣା ବୃଦ୍ଧି ପାଇବାରେ ଲାଗିଛି, ଯାହା ଅତ୍ୟନ୍ତ ଚିନ୍ତାଜନକ।

ଆଗାମୀ ଦିନରେ ମଧ୍ୟ ଆଦିବାସୀ ମାନଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପାଇଁ ବିଜେଡି ନିଜର ସଂଘର୍ଷ ଜାରି ରଖିବ। ଏହି ଅବସରରେ ଦେବୀ ପ୍ରସାଦ ମିଶ୍ର,  ପ୍ରତାପ ଜେନା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ବିଶି, ମନୋହର ରନ୍ଧାରୀ, ରମେଶ ମାଝୀ,  ରମେଶ ବେହେରା, ଭାନୁ ପ୍ରତାପ ସିଂହ ମାଝୀ, ବିହାରୀଲାଲ ବିଶ୍ୱାଳ, ହରପ୍ରସାଦ ମାଝୀ,  ତେଜରାଜ ଶବର,  ଲିଲେଶ୍ୱର ମାଝୀ, ପର୍ଶୁରାମ ମାଝୀ, କପୁରଚନ୍ଦ ମାଝୀ, ମାନିକ ମାଝୀ,  ହୀରାଲାଲ ମାଝୀ, ଚଗନ ମାଝୀ ଓ  ତୀରଥ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଜୁ ଜନତା ଦଳ ନୂଆପଡ଼ାର ସର୍ବାଙ୍ଗୀନ ଉନ୍ନତି ପାଇଁ ନିଜର ଦୃଢ଼ ସଂକଳ୍ପକୁ ଦୋହରାଇ ଜିଲ୍ଲାର ଭବିଷ୍ୟତ ଶ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଗତିଶୀଳ ଶାସନ ଓ ଲୋକକଲ୍ୟାଣମୁଖୀ ଦୃଷ୍ଟିକୋଣରେ ଅନ୍ତର୍ନିହିତ ଅଛି ବୋଲି କହିଥିଲା। ଦଳ ନୂଆପଡ଼ାର ପ୍ରତ୍ୟେକ ବର୍ଗର ଲୋକଙ୍କ ଶାନ୍ତି, ସମୃଦ୍ଧି ଓ ବିକାଶ ପାଇଁ ଏକତାର ସହ ବିଜୁ ଜନତା ଦଳ ପଛରେ ଛିଡ଼ା ହେବା ଲାଗି ନେତୃବୃନ୍ଦ ଆହ୍ୱାନ ଜଣାଇଥିଲେ।

ନୂଆପଡା ଉପନିର୍ବାଚନ: ବିଜେପି ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି...
ଭୁବନେଶ୍ବର: ନିତ୍ୟାନନ୍ଦ ଗଣ୍ଡ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଦାୟିତ୍ବ ସହ ଗଣ୍ଡ ସମାଜର ସଭାପତି ଅଛନ୍ତି। ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ବିଜେପି ନୂଆପଡା ପ୍ରାର୍ଥୀ ଜୟ ଢୋଲକିଆ ଓ ନୂଆପଡା ବ୍ଲକ ଗୋଡ଼ଫୁଲ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଛି ବିଜେଡି। ଗଣ୍ଡ ସମାଜକୁ ପ୍ରଲୋଭିତ କରିବାକୁ କଲେଜ ଭିତରେ ବୈଠକ କରି ଉପନିର୍ବାଚନ ସମୟରେ ନିତ୍ୟାନନ୍ଦ ଗଣ୍ଡ କିଛି ପ୍ରତିଶ୍ରୁତି ଦେଇଥିବା ଅଭିଯୋଗ ହୋଇଛି। ଯାହା ନିର୍ବାଚନ ନିୟମ ବିରୋଧୀ। ଏହା ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନଙ୍କ ପାଖରେ ଫେରାଦ ହୋଇଛି ବିଜେଡ଼ି। CEO ମଧ୍ୟ ଏହାକୁ ଗୁରୁତର ଭାବେ ନେଇ ଉଚିତ ଆକ୍ସନ ନେବାକୁ ପ୍ରତିଶୃତି ଦେଇଥିବା ନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମେ ପ୍ରାର୍ଥୀ ଚୋରି ଓ ଏବେ ନିର୍ବାଚନ ହାରିବା ଭୟ ଯୋଗୁଁ ବିଜେପି ଏପରି କରୁଥିବା ବିଜେଡି ମିଡ଼ିଆ ସଂଯୋଜ ଲେନିନ ମହାନ୍ତି କହିଛନ୍ତି।

ନୂଆପଡ଼ା ଉପନିର୍ବାଚନ: ପୂର୍ବବର୍ତ୍ତୀ ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ସବୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ ସବୁ ଦଳର ପ୍ରାର୍ଥୀମାନଙ୍କୁ ଅପରାଧିକ ତଥ୍ୟ ମାଗିଛନ୍ତି ନିର୍ବାଚନ ଆୟୋଗ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀ ଅନୁପାଳନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଛି । ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନଙ୍କୁ ରାଜ୍ୟ ନିର୍ବାଚନ କମିଶନ ନିକଟରେ ଦାଖଲ କରିବେ।

୭୧-ନୂଆପଡ଼ା ନିର୍ବାଚନ ମଣ୍ଡଳୀ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ
ରାଜନୈତିକ ଦଳମାନେ ପ୍ରାର୍ଥୀଚୟନର ୪୮ ଘଣ୍ଟା ମଧ୍ୟରେ ମୁଦ୍ରିତ ଗଣମାଧ୍ୟମ, ସ୍ୱକୀୟ ଅଫିସିଆଲ ସୋସିଆଲ ମିଡ଼ିଆ ଓ ୱେବସାଇଟ ମାଧ୍ୟମରେ ଫର୍ମ-ସି ୭ (Form C-7)ର ସୁସ୍ପଷ୍ଟ ପରିପ୍ରକାଶ କରିବେ । ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୭୨ ଘଣ୍ଟା ମଧ୍ୟରେ ଫର୍ମ-୮ ସି (Form 8 C) (ଫର୍ମ-ସି ୭ (Form C7)ର ନକଲ ସଂଲଗ୍ନ କରି) ସିଧାସଳଖ ଭାରତ ନିର୍ବାଚନ ଆୟୋଗଙ୍କ ପାଖକୁ ପ୍ରେରଣ କରିବେ । ନାମାଙ୍କନର ଶେଷ ତାରିଖ ୨୦ ଅକ୍ଟୋବର ୨୦୨୫ (ସୋମବାର) ସୁଦ୍ଧା ଫର୍ମାଟ-ସିଏ (Format CA)କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଓଡ଼ିଶାଙ୍କ ଜରିଆରେ ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୪ ଅକ୍ଟୋବର ୨୦୨୫ ସୁଦ୍ଧା ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଫର୍ମ ୭ ଏ(Form 7 - A)କୁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ଉପରୋକ୍ତ ସମସ୍ତ ଦସ୍ତାବିଜ୍‌  camc-eci@eci.gov.in  ଜରିଆରେ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ।

ଯେଉଁ ପ୍ରାର୍ଥୀମାନେ ଉପରୋକ୍ତ ନିର୍ଦ୍ଦେଶାବଳୀକୁ ପାଳନ ନ କରିବେ, ସେମାନେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅବମାନନା ଭାବରେ ବିବେଚିତ କରାଯିବ ।

ନୂଆପଡ଼ା ଉପନିର୍ବାଚନ ପାଇଁ ଆସିଲା ବିଜେଡିର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା....
ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ଆସିଲା ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା। ଏହି ତାଲିକାରେ ୪୦ ଜଣଙ୍କ ନାଁ ସ୍ଥାନ ପାଇଛି। ତାଲିକାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିରିଷ୍ଠା ନୋତା, ବିଧାୟକ, ଛାତ୍ର ଓ ଯୁବ ସଭାପତି ସାମିଲ ଅଛନ୍ତି।

BIJU JANATA DAL - List of Star Campaigners of Biju Janata Dal for Bye-Election to 71-Nuapada Assembly Constituency

Sl. No.

Name

1.

Shri Naveen Patnaik

2.

Shri Prasanna Acharya

3.

Shri Debi Prasad Mishra

4.

Shri Ranendra Pratap Swain

5.

Shri Niranjan Pujari

6.

Dr. Arun Kumar Sahoo

7.

Shri Pratap Deb

8.

Shri Pranab Prakash Das

9.

Shri Atanu Sabyasachi Nayak

10.

Shri Pratap Jena

11.

Shri Sanjay Kumar Das Burma

12.

Shri Dibya Shankar Mishra

13.

Shri Kalikehs Narayan Singh Deo

14.

Shri Sarada Nayak

15.

Shri Puspendra Singh Deo

16.

Shri Priti Ranjan Gharai

17.

Smt. Tukuni Sahu

18.

Smt. Sulata Deo

19.

Smt. Lekhashri Samantsinghar

20.

Shri Sudam Marndi

21.

Shri Debesh Acharya

22.

Shri Pradip Kumar Dishari

23.

Shri Saroj Kumar Meher

24.

Shri Rohit Pujari

25.

Mujibulla Khan

26.

Shri Bikram Panda

27.

Shri Bhrugu Baxipatra

28.

Shri Jogesh Singh

29.

Shri Niranjan Bisi

30.

Shri Manohar Randhari

31.

Shri Ramesh Majhi

32.

Shri Pradip Majhi

33.

Shri Adhiraj Panigrahi

34.

Shri Romancha Ranjan Biswal

35.

Smt. Subasini Jena

36.

Smt. Barsa Singh Bariha

37.

Ms. Deepali Das

38.

Smt. Manorama Mohanty

39.

Shri Chinmaya Sahu

40.

Smt. Ipsita Sahu

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ପ୍ରଚାର ତାଲିକା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନିରଂଜନ ପୂଜାରୀ, ଅରୁଣ କୁମାର ସାହୁ, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସଙ୍କ ସମେତ ୪୦ ଜଣ କରିବେ ପ୍ରଚାର । ସେହିପରି ଅତନୁ ସବ୍ଯସାଚୀ ନାୟକ, ପ୍ରତାପ ଜେନା, ସଂଜୟ କୁମାର ଦାସବର୍ମା, ଦିବ୍ୟଶଙ୍କର ମିଶ୍ର, କଳିକେଶ ନାରାୟଣ ସିଂହଦେଓ, ସାରଦା ନାୟକ,ପୁଷ୍ପେନ୍ଦ୍ର ସିଂହଦେଓ, ପ୍ରୀତିରଂଜନ ଘଡାଇ, ଟୁକୁନି ସାହୁ, ସୁଲତା ଦେଓ, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଣି, ଦେବେଶ ଆଚାର୍ଯ୍ୟ, ପ୍ରଦୀପ କୁମାର ଦିଶାରୀ, ସରୋଜ କୁମାର ମେହେର, ରୋହିତ ପୂଜାରୀ, ମୁନ୍ନା ଖାଁ, ବିକ୍ରମ ପଣ୍ଡା, ଭୃଗୁ ବକ୍ସିପାତ୍ର, ଯୋଗେଶ ସିଂହ, ନିରଂଜନ ବିଶି, ମନୋହର ରନ୍ଧାରୀ, ରମେଶ ମାଝୀ, ପ୍ରଦୀପ ମାଝୀ, ଅଧିରାଜ ପାଣିଗ୍ରାହୀ, ରୋମାଞ୍ଚ ରଂଜନ ବିଶ୍ବାଳ, ସୁବାସିନୀ ଜେନା, ବର୍ଷା ସିଂହ ବରିହା, ଦୀପାଳି ଦାସ, ମନୋରମା ମହାନ୍ତି, ଚିନ୍ମୟ ସାହୁ ଓ ଇପ୍ସିତା ସାହୁ ଟିମରେ ସାମିଲ ଅଛନ୍ତି ।

ଗତ କାଲି ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କାର୍ଯ୍ୟକ୍ରମକୁ ସଂଗଠିତ, ଯୋଜନାବଦ୍ଧ ତଥା ସଫଳ ଭାବେ ତୁଲାଇବା ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏକ ବଡ଼ ଟିମ୍‌ ଘୋଷଣା କରିଥିଲେ, ନୂଆପଡ଼ା ଓ କୋମନା ବ୍ଲକରେ ପ୍ରଚାର କାର୍ଯ୍ୟକ୍ରମ ତଦାରଖ ପାଇଁ ମୋଟ ୩୬ ଜଣ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଖରିଆର୍‌ ରୋଡ ଏନଏସି ଓ ନୂଆପଡ଼ା ଏନଏସି ପାଇଁ ୮ ଜଣ ଲେଖାଏଁ ୧୬ ଜଣ ନେତାଙ୍କୁ ନବୀନ ଦାୟିତ୍ୱ ପ୍ରଦାନ କରିଛନ୍ତି।

ନୂଆପଡ଼ା ବ୍ଲକ ପାଇଁ ବରିଷ୍ଠ ନେତା ନିରଞ୍ଜନ ପୂଜାରୀ, ସଞ୍ଜୟ ଦାସବର୍ମା, ଡ. ଅରୁଣ କୁମାର ସାହୁ, ପ୍ରତାପ ଜେନା, କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଧ୍ରୁବଚରଣ ସାହୁ, ମନୋହର ରାନ୍ଧାରୀ, ପ୍ରଦୀପ ଦିଶାରୀ, ବ୍ରଜକିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ସୁଦର୍ଶନ ହରିପାଲ, ପ୍ରସାନ୍ତ କୁମାର ବେହେରା, ଦେବୀରଞ୍ଜନ ତ୍ରିପାଠୀ ଓ ନିହାର ରଞ୍ଜନ ବେହେରାଙ୍କୁ ଦାୟିତ୍ୱ ମିଳିଛି। ନୂଆପଡ଼ା ଏନଏସି ପାଇଁ ଅତନୁ ସବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦୀପାଳି ଦାସ, ଆୟୁବ ଖାନ୍‌, ରୀତା ସାହୁ, ସ୍ୱରୂପ ଦାସଙ୍କୁ ନବୀନ ପ୍ରଚାର ଦାୟିତ୍ୱ ପ୍ରଦାନ କରିଛନ୍ତି। ସେହିପରି କୋମନା ବ୍ଲକରେ ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧିରାଜ ପାଣିଗ୍ରାହୀ, ପୁଷ୍ପେନ୍ଦ୍ର ସିଂହଦେଓ, ଯୋଗେଶ ସିଂ, ରବି ନନ୍ଦ, ପ୍ରଦୀପ ମାଝୀ, ନଳିନୀକାନ୍ତ ପ୍ରଧାନ, ବ୍ୟୋମକେଶ ରାୟ, ସୁଶାନ୍ତ କୁମାର ରାଉତ, ସୁଭାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ୱରଞ୍ଜନ ମଲ୍ଲିକ, ଅବିନାଶ ସାମଲ, ଇଶ୍ୱର ପାଣିଗ୍ରାହୀ, ରୋହିତ୍‌ ଯୋଶେଫ ତିର୍କୀ ଓ ଉମାକାନ୍ତ ସାମନ୍ତରାୟ ପ୍ରଚାର ମଙ୍ଗ ସମ୍ଭାଳିବେ। ସେହିପରି ଖରିଆର୍‌ ରୋଡ ଏନଏସି ପାଇଁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିକ୍ରମ ପଣ୍ଡା, କଳିକେଶ ନାରାୟଣ ସିଂହଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ସୌଭିକ୍‌ ବିଶ୍ୱାଳ, ଗୌତମବୁଦ୍ଧ ଦାସ, ପ୍ରଶାନ୍ତ ମୁଦୁଲି, ରୁଦ୍ରପ୍ରତାପ ମହାରଥୀ ପ୍ରଚାର କାର୍ଯ୍ୟ ତୁଲାଇବେ ବୋଲି ଦଳୀୟ କାର୍ଯ୍ୟାଳୟରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲ।

ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କଲା ବିଜେପି
ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ବିଜେପି ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି।

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ...
ଭୁବନେଶ୍ବର: ଆଜିଠାରୁ ନୂଆପଡ଼ା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନୂଆପଡାରେ ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀମାନେ। ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନାମାଙ୍କନ ପ୍ରକ୍ରିୟା। ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ରେ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ। ଏହାସହ ୧୧ତାରିଖରେ ଭୋଟ ଗ୍ରହଣ ହେବ। ସେଥିପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ମାଓପ୍ରବଣ ଅଞ୍ଚଳରେ ଥିବା ୪୭ଟି ସମ୍ବେଦନଶୀଳ ବୁଥ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୮ଟି ବୁଥ ପାଇଁ ହେଲିକପଟର ବ୍ୟବସ୍ଥା ହୋଇଛି। ଯେଉଁଥିରେ ପୋଲିଂ ଅଧିକାରୀମାନେ ହେଲିକପଟରରେ ଯାଇ ଭୋଟିଂ ସାରି ଫେରିବେ।

୧୪ କେନ୍ଦ୍ରୀୟ ସଶସ୍ତ୍ରବାହିନୀ ମୁତୟନ ହେବେ। ସେପଟେ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଲାଗି ପଡ଼ିଛନ୍ତି ନିର୍ବାଚନ ପ୍ରସ୍ତୁତିରେ। ଦିନେ ଦୁଇ ଦିନ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପିଏସିର ପୁଣି ଏକ ବୈଠକ ବସିବ। ସେହି ବୈଠକରେ ସ୍ଥିର ହେବ କାହାକୁ କରାଯିବ ପ୍ରାର୍ଥୀ। ବିଜେପି ମଧ୍ୟ ଏଯାଏ ପ୍ରାର୍ଥୀ ଘୋଷଣା କରିପାରିନି। ରାଜେନ୍ଦ୍ର ଢୋଲକିଆଙ୍କ ପୁଅଙ୍କୁ ଦଳରେ ସାମିଲ କରିଥିଲେ ମଧ୍ୟ ତାଙ୍କୁ ତୃଣମୂଳସ୍ତରରେ ବିରୋଧ କରାଯିବାରୁ ବିଜେପି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳ କହୁଛି ଦିଲ୍ଲୀରୁ ଗ୍ରୀନ ଆସିବା ପରେ ହିଁ ପ୍ରାର୍ଥୀ ଘୋଷଣା ହେବ। କଂଗ୍ରେସ କିନ୍ତୁ ଆଗରୁ ଘାସିରାମ ମାଝୀଙ୍କୁ ନିଜର ପ୍ରାର୍ଥୀ ଭାବେ ଘୋଷଣା କରିଛି।

ନୂଆପଡ଼ା ଲଢେ଼ଇ; ନବୀନ ଗଢ଼ିଲେ କମିଟି: ଷ୍ଟିଅରିଂ କମିଟିରେ ଦଳର ୬ ବରିଷ୍ଠ ନେତା ଜୋନାଲ କମିଟିରେ ୧୦, ଆକ୍ସନ କମିଟିରେ ୩ ...
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପ୍ରରିପେକ୍ଷୀରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ନେତାଙ୍କୁ ନେଇ ୩ଟି କମିଟି ଗଠନ କରିଛନ୍ତି।  ଷ୍ଟିୟରିଂ କମିଟି, ଜୋନାଲ କମିଟି ଏବଂ ଲୋକାଲ ଆକ୍ସନ କମିଟିରେ ସ୍ଥାନୀତ ସଦସ୍ୟମାନେ ନିର୍ବାଚନ ପରିଚାଳନା କରିବେ ବୋଲି ବିଜେଡି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।

ଉପନିର୍ବାଚନର ପରିଚାଳନା ଦାୟିତ୍ୱ ଷ୍ଟିୟରିଂ କମିଟି ଉପରେ ନ୍ୟସ୍ତ ହୋଇଛି। ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ସ୍ନେହାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ନିରଞ୍ଜନ ବିଶି ଓ ମହମ୍ମଦ ଆୟୁବ ଖାନ୍‌ ପ୍ରମୁଖ ଏହି କମିଟିରେ ରହିଛନ୍ତି। ସେହିପରି ଜିଲ୍ଲା ପରିଷଦ ଜୋନ୍‌ ଏବଂ ପୌରାଞ୍ଚଳ ଜୋନକୁ ନେଇ ଗଠିତ ଜୋନାଲ କମିିଟିରେ ମୋଟ ୧୦ ଜଣ ସ୍ଥାନ ପାଇଛନ୍ତି। ନୂଆପଡା ଏନଏସି ପାଇଁ କଳିକେଶ ନାରାୟଣ ସିଂହଦେଓ ଓ ଶାରଦା ନାୟକଙ୍କୁ ଦାୟିତ୍ୱ ମିଳିଥିବା ବେଳେ ଖରିଆର ରୋଡ୍‌ ଏନଏସି ପାଇଁ ରୋହିତ ପୂଜାରୀ  ଓ ବିକ୍ରମ ପଣ୍ଡାଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ସୁଦାମ ମାର୍ଣ୍ଡି, ଦେବେଶ ଆଚାର୍ଯ୍ୟ, ସରୋଜ ମେହେର, ମନୋହର ରନ୍ଧାରୀ, ପ୍ରଦୀପ ମାଝୀ, ଯୋଗେଶ ସିଂଙ୍କୁ ଜିଲ୍ଲା ପରିଷଦ ଜୋନ ଦାୟିତ୍ୱରେ ଅବସ୍ଥାପିତ କରାଯାଇଛି। ଲୋକାଲ ଆକ୍ସନ କମିଟିରେ ବିଧାୟକ ଅଧିରାଜ ପାଣିଗ୍ରାହୀ, ଅବନୀ ଯୋଶୀ ଓ ମନୋଜ ମିଶ୍ର ରହିଛନ୍ତି। ଏହି ୩ କମିଟି ତତ୍ତ୍ବାବଧାନରେ ବିଜେଡି ନିଜର ଉପ ନିର୍ବାଚନ ରଣନୀତି ପରିଚାଳନା କରିବ ବୋଲି ଜଣାପଡ଼ିଛି।

ଆଜି ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ: ଅପରାହ୍ଣ ୪ଟାରେ ପ୍ରେସମିଟ୍
ନୂଆଦିଲ୍ଲୀ: ସମସ୍ତଙ୍କ ଅପେକ୍ଷାର ଅନ୍ତ ଘଟାଇ ଆଜି ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ ଭାରତର ନିର୍ବାଚନ କମିଶନ (ECI)। ଆଜି ଅପରାହ୍ଣ ୪ଟାରେ ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ (ପ୍ରେସମିଟ୍) ଆୟୋଜନ କରାଯାଇଛି।

ବିହାର ନିର୍ବାଚନ ସହ ଓଡ଼ିଶାର ଉପନିର୍ବାଚନ ତାରିଖ ବି ହୋଇପାରେ ଘୋଷଣା

ମୁଖ୍ୟତଃ, ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି। ଏହା ସହିତ ଓଡ଼ିଶାର ନୂଆପଡ଼ା ସମେତ ବିଭିନ୍ନ ରାଜ୍ୟର ଅନ୍ୟାନ୍ୟ ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନର ତାରିଖ ମଧ୍ୟ ଆଜି ଘୋଷଣା ହୋଇପାରେ।

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଗତ ଦୁଇ ଦିନ ଧରି ନିର୍ବାଚନ କମିଶନ ପକ୍ଷରୁ ବିହାରର ନିର୍ବାଚନ ସ୍ଥିତି ସମୀକ୍ଷା କରାଯାଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ ବିହାର ବିଧାନସଭା ନିର୍ବାଚନ ପାଇଁ ୧୭ଟି ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି।

ନିର୍ବାଚନକୁ ସୁରୁଖୁରୁରେ ଓ ସୁରକ୍ଷିତ ଭାବେ ଶେଷ କରିବା ପାଇଁ ଏହି ନୂଆ ବ୍ୟବସ୍ଥାଗୁଡ଼ିକ କରାଯାଇଛି:

ଭୋଟର ସଂଖ୍ୟା ସୀମିତ: ଗୋଟିଏ ପୋଲିଂ ଷ୍ଟେସନରେ ସର୍ବାଧିକ ୧୨୦୦ ଭୋଟର ଭୋଟ୍ ଦେବାର ବ୍ୟବସ୍ଥା କରାଯାଇଛି, ଯାହାଦ୍ୱାରା ଅଧିକ ଭିଡ଼ ଏବଂ ଲମ୍ବା ଲାଇନ୍ ଏଡ଼ାଯାଇ ପାରିବ।

ମୋବାଇଲ ଫୋନ୍ ନିଷେଧ: ଭୋଟ୍ ଗ୍ରହଣ କେନ୍ଦ୍ର ନିକଟରେ ମୋବାଇଲ୍ ଫୋନ୍ ଜମା କରିବାର ବ୍ୟବସ୍ଥା କରାଯିବ।

ଇଭିଏମ୍‌ରେ ପରିବର୍ତ୍ତନ: ନୂଆ ବ୍ୟବସ୍ଥା ଅନୁସାରେ, ବାଲଟ୍ ପେପର ଇନସର୍ଟ କରିବା ପରେ ସିରିୟଲ୍ ନମ୍ବର ବଡ଼ ଆକାରରେ ଦେଖାଯିବ।

ରଙ୍ଗୀନ ଫଟୋ: ପ୍ରାର୍ଥୀଙ୍କ ଫଟୋ ରଙ୍ଗିନ ଆକାରରେ ଇଭିଏମ୍‌ରେ ଦିଶିବ।

ଯଦି କୌଣସି ରାଜନୈତିକ ଦଳ ନିର୍ବାଚନ ତାଲିକାରେ କୌଣସି ନାମ ବାଦ୍ ପଡ଼ିଥିବା ଆଶଙ୍କା କରନ୍ତି, ତେବେ ସେମାନେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଆବେଦନ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି। ବିହାରରେ ଏହି ସମୀକ୍ଷାରେ ୯୦ ହଜାର ବିଏଲ୍‌ଓ (BLO) ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।

କମିଶନଙ୍କ ସମୀକ୍ଷା ବୈଠକରେ ଜ୍ଞାନେଶ କୁମାରଙ୍କ ସହ ଅନ୍ୟ ଦୁଇ କମିଶନର ସୁଖବୀର ସିଂ ସାନ୍ଧୁ ଓ ବିବେକ ଯୋଶୀ ଉପସ୍ଥିତ ଥିଲେ।