Jay Dholakia - The Sakala

Jay Dholakia: ନୂଆପଡ଼ା ଉପନିର୍ବାଚନ: ଜୟ ଢୋଲକିଆ ବିଜୟୀ...
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ବାଜି ମାରିଛି ବିଜେପି। ଆଜି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଥିଲା। ୨୬ଟି ରାଉଣ୍ଡରେ କାଉଣ୍ଟିଂ ହେବାର ଥିଲା ପରେ ଏହାକୁ ୨୯ ରାଉଣ୍ଡକୁ ବୃଦ୍ଧି କରାଯାଇଥିଲା। ଏହି ନିର୍ବାଚନରେ ମୋଟ ୧୪ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିଲେ। ଏହାରି ମଧ୍ଯର ଭୋଟ୍ ଗଣତି ଶେଷ ହୋଇଛି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ମିଳିଛି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୪୦ ହଜାର ୧୨୧ ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆକୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି। ଜୟ ଢୋଲକିଆ ୮୩ ହଜାର ୭୪୮ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।

୨୦୦୦ ଓ ୨୦୧୪ ମସିହାରେ ବିଜେପିର ବସନ୍ତ କୁମାର ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ । ଦୀର୍ଘ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଏହି ଆସନ ଏବେ ବିଜେପି ହାତକୁ ଫେରିଛି । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ହୋଇଥିଲା । ଦିବଙ୍ଗତ ବିଜେଡ଼ି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପି ସାମିଲ ହେବା ପରେ ପ୍ରଥମ ଥର ପାଇଁ ଉନିର୍ବାଚନରେ ଲଢିଥିଲେ।

ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କଲା ବିଜେପି
ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ବିଜେପି ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି।