Bypoll - The Sakala

ନୂଆପଡ଼ା ଉପନିର୍ବାଚନ ପାଇଁ ଆସିଲା ବିଜେଡିର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା....
ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ଆସିଲା ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା। ଏହି ତାଲିକାରେ ୪୦ ଜଣଙ୍କ ନାଁ ସ୍ଥାନ ପାଇଛି। ତାଲିକାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିରିଷ୍ଠା ନୋତା, ବିଧାୟକ, ଛାତ୍ର ଓ ଯୁବ ସଭାପତି ସାମିଲ ଅଛନ୍ତି।

BIJU JANATA DAL - List of Star Campaigners of Biju Janata Dal for Bye-Election to 71-Nuapada Assembly Constituency

Sl. No.

Name

1.

Shri Naveen Patnaik

2.

Shri Prasanna Acharya

3.

Shri Debi Prasad Mishra

4.

Shri Ranendra Pratap Swain

5.

Shri Niranjan Pujari

6.

Dr. Arun Kumar Sahoo

7.

Shri Pratap Deb

8.

Shri Pranab Prakash Das

9.

Shri Atanu Sabyasachi Nayak

10.

Shri Pratap Jena

11.

Shri Sanjay Kumar Das Burma

12.

Shri Dibya Shankar Mishra

13.

Shri Kalikehs Narayan Singh Deo

14.

Shri Sarada Nayak

15.

Shri Puspendra Singh Deo

16.

Shri Priti Ranjan Gharai

17.

Smt. Tukuni Sahu

18.

Smt. Sulata Deo

19.

Smt. Lekhashri Samantsinghar

20.

Shri Sudam Marndi

21.

Shri Debesh Acharya

22.

Shri Pradip Kumar Dishari

23.

Shri Saroj Kumar Meher

24.

Shri Rohit Pujari

25.

Mujibulla Khan

26.

Shri Bikram Panda

27.

Shri Bhrugu Baxipatra

28.

Shri Jogesh Singh

29.

Shri Niranjan Bisi

30.

Shri Manohar Randhari

31.

Shri Ramesh Majhi

32.

Shri Pradip Majhi

33.

Shri Adhiraj Panigrahi

34.

Shri Romancha Ranjan Biswal

35.

Smt. Subasini Jena

36.

Smt. Barsa Singh Bariha

37.

Ms. Deepali Das

38.

Smt. Manorama Mohanty

39.

Shri Chinmaya Sahu

40.

Smt. Ipsita Sahu

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ପ୍ରଚାର ତାଲିକା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନିରଂଜନ ପୂଜାରୀ, ଅରୁଣ କୁମାର ସାହୁ, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସଙ୍କ ସମେତ ୪୦ ଜଣ କରିବେ ପ୍ରଚାର । ସେହିପରି ଅତନୁ ସବ୍ଯସାଚୀ ନାୟକ, ପ୍ରତାପ ଜେନା, ସଂଜୟ କୁମାର ଦାସବର୍ମା, ଦିବ୍ୟଶଙ୍କର ମିଶ୍ର, କଳିକେଶ ନାରାୟଣ ସିଂହଦେଓ, ସାରଦା ନାୟକ,ପୁଷ୍ପେନ୍ଦ୍ର ସିଂହଦେଓ, ପ୍ରୀତିରଂଜନ ଘଡାଇ, ଟୁକୁନି ସାହୁ, ସୁଲତା ଦେଓ, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଣି, ଦେବେଶ ଆଚାର୍ଯ୍ୟ, ପ୍ରଦୀପ କୁମାର ଦିଶାରୀ, ସରୋଜ କୁମାର ମେହେର, ରୋହିତ ପୂଜାରୀ, ମୁନ୍ନା ଖାଁ, ବିକ୍ରମ ପଣ୍ଡା, ଭୃଗୁ ବକ୍ସିପାତ୍ର, ଯୋଗେଶ ସିଂହ, ନିରଂଜନ ବିଶି, ମନୋହର ରନ୍ଧାରୀ, ରମେଶ ମାଝୀ, ପ୍ରଦୀପ ମାଝୀ, ଅଧିରାଜ ପାଣିଗ୍ରାହୀ, ରୋମାଞ୍ଚ ରଂଜନ ବିଶ୍ବାଳ, ସୁବାସିନୀ ଜେନା, ବର୍ଷା ସିଂହ ବରିହା, ଦୀପାଳି ଦାସ, ମନୋରମା ମହାନ୍ତି, ଚିନ୍ମୟ ସାହୁ ଓ ଇପ୍ସିତା ସାହୁ ଟିମରେ ସାମିଲ ଅଛନ୍ତି ।

ଗତ କାଲି ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କାର୍ଯ୍ୟକ୍ରମକୁ ସଂଗଠିତ, ଯୋଜନାବଦ୍ଧ ତଥା ସଫଳ ଭାବେ ତୁଲାଇବା ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏକ ବଡ଼ ଟିମ୍‌ ଘୋଷଣା କରିଥିଲେ, ନୂଆପଡ଼ା ଓ କୋମନା ବ୍ଲକରେ ପ୍ରଚାର କାର୍ଯ୍ୟକ୍ରମ ତଦାରଖ ପାଇଁ ମୋଟ ୩୬ ଜଣ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଖରିଆର୍‌ ରୋଡ ଏନଏସି ଓ ନୂଆପଡ଼ା ଏନଏସି ପାଇଁ ୮ ଜଣ ଲେଖାଏଁ ୧୬ ଜଣ ନେତାଙ୍କୁ ନବୀନ ଦାୟିତ୍ୱ ପ୍ରଦାନ କରିଛନ୍ତି।

ନୂଆପଡ଼ା ବ୍ଲକ ପାଇଁ ବରିଷ୍ଠ ନେତା ନିରଞ୍ଜନ ପୂଜାରୀ, ସଞ୍ଜୟ ଦାସବର୍ମା, ଡ. ଅରୁଣ କୁମାର ସାହୁ, ପ୍ରତାପ ଜେନା, କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଧ୍ରୁବଚରଣ ସାହୁ, ମନୋହର ରାନ୍ଧାରୀ, ପ୍ରଦୀପ ଦିଶାରୀ, ବ୍ରଜକିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ସୁଦର୍ଶନ ହରିପାଲ, ପ୍ରସାନ୍ତ କୁମାର ବେହେରା, ଦେବୀରଞ୍ଜନ ତ୍ରିପାଠୀ ଓ ନିହାର ରଞ୍ଜନ ବେହେରାଙ୍କୁ ଦାୟିତ୍ୱ ମିଳିଛି। ନୂଆପଡ଼ା ଏନଏସି ପାଇଁ ଅତନୁ ସବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦୀପାଳି ଦାସ, ଆୟୁବ ଖାନ୍‌, ରୀତା ସାହୁ, ସ୍ୱରୂପ ଦାସଙ୍କୁ ନବୀନ ପ୍ରଚାର ଦାୟିତ୍ୱ ପ୍ରଦାନ କରିଛନ୍ତି। ସେହିପରି କୋମନା ବ୍ଲକରେ ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧିରାଜ ପାଣିଗ୍ରାହୀ, ପୁଷ୍ପେନ୍ଦ୍ର ସିଂହଦେଓ, ଯୋଗେଶ ସିଂ, ରବି ନନ୍ଦ, ପ୍ରଦୀପ ମାଝୀ, ନଳିନୀକାନ୍ତ ପ୍ରଧାନ, ବ୍ୟୋମକେଶ ରାୟ, ସୁଶାନ୍ତ କୁମାର ରାଉତ, ସୁଭାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ୱରଞ୍ଜନ ମଲ୍ଲିକ, ଅବିନାଶ ସାମଲ, ଇଶ୍ୱର ପାଣିଗ୍ରାହୀ, ରୋହିତ୍‌ ଯୋଶେଫ ତିର୍କୀ ଓ ଉମାକାନ୍ତ ସାମନ୍ତରାୟ ପ୍ରଚାର ମଙ୍ଗ ସମ୍ଭାଳିବେ। ସେହିପରି ଖରିଆର୍‌ ରୋଡ ଏନଏସି ପାଇଁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିକ୍ରମ ପଣ୍ଡା, କଳିକେଶ ନାରାୟଣ ସିଂହଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ସୌଭିକ୍‌ ବିଶ୍ୱାଳ, ଗୌତମବୁଦ୍ଧ ଦାସ, ପ୍ରଶାନ୍ତ ମୁଦୁଲି, ରୁଦ୍ରପ୍ରତାପ ମହାରଥୀ ପ୍ରଚାର କାର୍ଯ୍ୟ ତୁଲାଇବେ ବୋଲି ଦଳୀୟ କାର୍ଯ୍ୟାଳୟରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲ।

ମହିଳା ସଶକ୍ତୀକରଣର ଧ୍ୱଜାଧର ନବୀନ, ଗତ ୧୦ ଉପନିର୍ବାଚନରେ ୭ ମହିଳା ପ୍ରାର୍ଥୀ ...
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଗତ ନିର୍ବାଚନରେ ତୃତୀୟ ସ୍ଥାନରେ ରହିଥିବା ବିଜେପି ଏଥର ନିଜର ପ୍ରାର୍ଥୀ ପରିବର୍ତ୍ତନ କରି  ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ନିଜର ପ୍ରତାରିତ ପୁରୁଣା ନେତାଙ୍କୁ ଘାସିରାମଙ୍କୁ ଏଥର ହାତ ଚିହ୍ନରେ ଲଢ଼ିବାକୁ ସୁଯୋଗ ଦେଇଛି। ଏସବୁ ଭିତରେ ଗତ ନିର୍ବାଚନରେ ଏହି ଆସନକୁ ନିଜ ଦଖଲରେ ରଖିଥିବା ବିଜେଡି ନିଜର ପ୍ରାର୍ଥୀ ଘୋଷଣା ସହ ପୁଣି ଥରେ ରାଜ୍ୟର ରାଜନୈତିକ ସମୀକ୍ଷକମାନଙ୍କୁ ଚକ୍‌ମା ଦେଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଆସନ ପାଇଁ ଦଳର ମହିଳା ବ୍ରିଗେଡ୍‌ ମୁଖ୍ୟ ତଥା ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ନାମ ଘୋଷଣା କରିଛନ୍ତି। ଏହା ସହିତ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଜାତୀୟସ୍ତରରେ ନବୀନଙ୍କ  ଛବି ଆହୁରି ବଳିଷ୍ଠ ହୋଇଛି। ୨୦୧୮ ମସିହା ଠାରୁ ଓଡ଼ିଶାରେ ଅନୁଷ୍ଠିତ ୧୦ଟି ଉପନିର୍ବାଚନରେ ବିଜେଡି ୭ ଜଣ ମହିଳାଙ୍କୁ ଟିକଟ ଦେଇଛି।

ଏହି ଧାରା ଏବେ ମଧ୍ୟ ଜାରି ରହିଛି। ପ୍ରଥମ ଥର ପାଇଁ ୨୦୧୮ ମସିହା ବିଜେପୁର ଉପ ନିର୍ବାଚନରେ ସେ ସ୍ୱର୍ଗତ ସୁବଳ ସାହୁଙ୍କ ପତ୍ନୀ ରୀତା ସାହୁଙ୍କୁ ଦଳୀୟ ଟିକଟ ପ୍ରଦାନ କରିଥିଲେ ଓ ସେହି ଆସନରେ ସେ ବିଜୟୀ ହୋଇଥିଲେ। ପୂନର୍ବାର ୨୦୧୯ରେ ନବୀନ ବିଜେପୁର ଆସନରେ ଲଢ଼ି ପରବର୍ତ୍ତୀ ସମୟରେ ଏହାକୁ ଛାଡ଼ିଥିଲେ ଓ ପୁଣି ଥରେ ରୀତା ସାହୁ ଏଠାରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିଲେ।  ବ୍ରଜରାଜ ନଗରରେ  କିଶୋର ମହାନ୍ତିଙ୍କ ପରଲୋକ ପରେ  ଅଳକା ମହାନ୍ତି ଓ ପଦମପୁର ଉପନିର୍ବାଚନରେ ବର୍ଷା ସିଂ ବରିହାଙ୍କୁ ନବୀନ ପ୍ରାର୍ଥୀ କରିଥିଲେ। ଅନୁରୂପ ଭାବରେ ୨୦୨୩ରେ ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଳି ଦାସ ବିଜେଡି ଟିକଟରେ ବିଜୟୀ ହୋଇଥିଲେ।  ଏହା ପୂର୍ବରୁ  ୨୦୨୨ ଧାମନଗର ଉପନିର୍ବାଚନରେ ମଧ୍ୟ ଅବନ୍ତୀ ଦାସଙ୍କୁ ଦଳୀୟ ଟିକଟ ମିଳିଥିଲେ ହେଁ ସେ ପରାଜିତ ହୋଇଥିଲେ। ଏବେ ଗୁରୁତ୍ୱପୂର୍ଣ୍ଣ ନୂଆପଡ଼ା ଉପନିର୍ବାଚନରେ ନବୀନ ନିଜ ଦଳର ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରି ଅନ୍ୟ ରାଜନୈତିକ ଦଳ ଓ ରାଜନୈତିକ ସମୀକ୍ଷକଙ୍କୁ ଚକିତ କରି ଦେଇଛନ୍ତି ।

ଗତ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ହୋଇଛି। ଏହା ଆଇନରେ ପରିଣତ ହେବା ଦ୍ୱାରା ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷଣ ରହିବ। ମାତ୍ର ଏହା ପୂର୍ବରୁ ନବୀନ ପଟ୍ଟନାୟକ  ଓ ବିଜେଡି ଏ ସମ୍ପର୍କିତ ଦାବି ବହୁ ଆଗରୁ କରି ଆସୁଥିଲେ। ବିଜେଡି ଏକମାତ୍ର ଆଞ୍ଚଳିକ ଦଳ ଭାବେ ଏହି ଦାବି ନେଇ ୨୨ଟି ଦଳ ପାଖକୁ ସମର୍ଥନ ପାଇଁ ଯାଇଥିଲା। ଏହା ୨୦୧୯ ସାଧାରଣ ନିର୍ବାଚନରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷିତ ରହିଥିବା ବେଳେ ଗତ ବିଧାନସଭା ନିର୍ବାଚନରେ ଦଳ ୩୪ ଜଣ ମହିଳାଙ୍କ ପ୍ରାର୍ଥର୍ୀ କରିଥିଲା। ସେହିପରି ମହିଳାଙ୍କୁ ସଶକ୍ତ କରିବା ପାଇଁ ବିଜେଡି ଅନ୍ୟପଦକ୍ଷେପ ମଧ୍ୟ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଛି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ୫୦ ପ୍ରତିଶତ ମହିଳାଙ୍କୁ ଟିକେଟ୍‌ ଦେଇ ବିଜେଡି ନୂଆ ରେକର୍ଡ କରିଛି। ଯାହାର ପ୍ରଭାବ ସ୍ୱରୂପ ରାଜ୍ୟର ୩୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମଧ୍ୟରୁ ୨୧ ଜଣ ମହିଳାଙ୍କୁ ବିଜେଡି ଅଧ୍ୟକ୍ଷ ପଦରେ ବସାଇବାକୁ ସକ୍ଷମ ହୋଇପାରିଛି। ସେହିପରି ରାଜ୍ୟର ୩ଟି ନିର୍ବାଚିତ ମହାନଗର ନିଗମ ବିଜେଡି ହାତେଇଥିବାବେଳେ ଦୁଇଟି ସ୍ଥାନରେ ଦୁଇଜଣ ମହିଳା ମେୟର ହୋଇଥିଲେ। ଏଭଳି ମହିଳାକୈନ୍ଦ୍ରିକ ନିଷ୍ପତ୍ତି ପାଇଁ ଦଳ ମତ ନିର୍ବିଶେଷରେ ନବୀନଙ୍କୁ ରାଷ୍ଟ୍ରୀୟ ସ୍ତରରେ ବହୁ ବଡ଼ ବଡ଼ ମହିଳା ନେତ୍ରୀମାନେ ପ୍ରଶଂସା କରିଛନ୍ତି। ପୁଣି ଏକ ଉପନିର୍ବାଚନରେ ନବୀନ ମହିଳାଙ୍କ ହାତରେ ମଙ୍ଗ ଧରାଇଥିବାରୁ ଅନେକ ଏହାକୁ ଏକ ମାଷ୍ଟର ଷ୍ଟ୍ରୋକ୍‌ ବୋଲି ଆଖ୍ୟା ଦେଇଛନ୍ତି।

ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ...
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ  ପୂର୍ବତନ ମନ୍ତ୍ରୀ, ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ପଶ୍ଚିମ ଓଡ଼ିଶାର ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଆଜି ନବୀନ ନିବାସରେ ସେ ସ୍ନେହାଙ୍ଗିନୀଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେବା ସହ ତାଙ୍କ ପାଇଁ ନିଜେ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଘୋଷଣା କରିଛନ୍ତି ।

ବୁଧବାର ଦଳୀୟ କାର୍ଯ୍ୟାଳୟରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସ୍ନେହାଙ୍ଗିନୀଙ୍କ ନାମ ଘୋଷଣା କରିଛନ୍ତି। ଏହି ଅବସରରେ ନବୀନ କହିଛନ୍ତି ଯେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଅତୀତରେ ବିଜେଡି ସରକାରରେ ଏକାଧିକ ବିଭାଗରେ ମନ୍ତ୍ରୀ ରହିବା ସହ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀ ସମ୍ଭାଳିଛନ୍ତି। ସେ ସବୁବେଳେ ଗରିବ, ତଳସ୍ତରରେ ଥିବା ଲୋକ ବିଶେଷକରି ମହିଳାଙ୍କ ପାଇଁ ଲଢେ଼ଇ କରି ଆସିଛନ୍ତି। ସେଥିପାଇଁ ଆମେ ତାଙ୍କୁ ବିଜେଡିର ପ୍ରାର୍ଥୀ ରୂପେ ଚୟନ କରିଛୁ। ମୁଁ ତାଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ଅତୀତରେ ସେ ରାଜ୍ୟବାସୀଙ୍କ ପାଇଁ ବହୁ ଭଲ କାମ କରିଛନ୍ତି। ବିଶେଷକରି ଗରିବ ତଥା ମହିଳାଙ୍କ ପାଇଁ ତାଙ୍କ କାମ ବେଶ୍‌ ପ୍ରଶଂସନୀୟ୤  ଆମେ ସମସ୍ତେ ତାଙ୍କୁ ସହଯୋଗ କରିବାକୁ ପ୍ରସ୍ତୁତ ଅଛୁ ବୋଲି ନବୀନ କହିଛନ୍ତି।

ନିଜ ବକ୍ତବ୍ୟରେ ସ୍ନେହାଙ୍ଗିନୀ କହିଛନ୍ତି ଯେ ଦଳର ସଭାପତି ନବୀନ ପଟ୍ଟନାୟକ ମୋ ଉପରେ ଭରସା ଓ ବିଶ୍ୱାସ କରି ମୋତେ ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ମୁଁ ତାଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି।  ଏହି ଅବସରରେ ମୁଁ ସମସ୍ତ ନୂଆପଡ଼ାବାସୀଙ୍କୁ ପ୍ରଣାମ ଜଣାଉଛି। ନୂଆପଡ଼ାରେ ୪ ବର୍ଷ ଧରି ଦଳର ପର୍ଯ୍ୟବେକ୍ଷକ ଭାବେ କାମ କରିଛି। ନୂଆପଡ଼ାବାସୀଙ୍କ ଆଶୀର୍ବାଦ ମୋ ଉପରେ ରହିବା ସହ ସେମାନେ ମୋତେ ବିପୁଳ ସଂଖ୍ୟାରେ ବିଜୟୀ କରିବେ ବୋଲି ମୋର ବିଶ୍ୱାସ ରହିଛି। ଆଜିଦିନଠାରୁ  ନୂଆପଡ଼ାବାସୀଙ୍କ ସୁଖ, ଦୁଃଖ ସମୟରେ ମୁଁ ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ରହିବି,ସେବା କରିବି୤ ନୂଆପଡ଼ାରେ ବିଚାରଧାରା, ନୀତି, ଆଦର୍ଶ ଏବଂ ଧର୍ମର ଲଢେ଼ଇ ହେବ। ଏହି ନିର୍ବାଚନରେ ଧର୍ମ ଏବଂ ନ୍ୟାୟ ସଂସ୍ଥାପନ ହେବ। ଯେଉଁମାନେ ନୀତି, ଆଦର୍ଶ ବାହାରେ ରାଜନୀତି କରିବାକୁ ଚାହୁଁଛନ୍ତି, ନୂଆପଡ଼ାବାସୀ ଠିକଣା ସମୟରେ ସେମାନଙ୍କୁ ଜବାବ୍‌ ଦେବେ ବୋଲି ସ୍ନେହାଙ୍ଗିନୀ କହିଛନ୍ତି।  ଏହି ଅବସରରେ ନୂଆପଡ଼ା ଜିଲ୍ଲା ବିଜେଡି ସଭାପତିଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ସ୍ନେହାଙ୍ଗିନୀ ଅତାବିରା ନିର୍ବାଚନମଣ୍ଡଳୀରୁ ୨ଥର ବିଧାନସଭାକୁ ପ୍ରତିନିଧିତ୍ୱ କରିଛନ୍ତି। ବିଜେଡିର ପଞ୍ଚମ ପାଳି ଶାସନରେ ସେ ଏକାଧିକ ବିଭାଗର ମନ୍ତ୍ରୀପଦ ସମ୍ଭାଳିଥିଲେ। ବର୍ତ୍ତମାନ ସେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ୪ଟି ବିଧାନସଭା ନିର୍ବାଚନ ଲଢ଼ିଥିବାର ଅଭିଜ୍ଞତା ରଖିଥିବା ସ୍ନେହାଙ୍ଗିନୀଙ୍କ ନିକଟରେ ପ୍ରଚୁର ସାଂଗଠନିକ ଦକ୍ଷତା ରହିଛି। ସେହିପରି ସେ ନୂଆପଡ଼ାରେ ପର୍ଯ୍ୟବେକ୍ଷକ ଭାବେ କାର୍ଯ୍ୟ କରିଥିବାରୁ, ଜିଲ୍ଲାବାସୀ ତଥା ସ୍ଥାନୀୟ ବିଜେଡି ନେତାଙ୍କ ସହ ମଧ୍ୟ ସୁସମ୍ପର୍କ ରହିଛି। ସେହିଦୃଷ୍ଟିରୁ ତାଙ୍କ ପ୍ରାର୍ଥିତ୍ୱ ଦଳକୁ ଫାଇଦା ଦେଇପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ଆରମ୍ଭ ହୋଇଛି।