Nagzilla Movie - The Sakala

ଅଗଷ୍ଟ ୧୪ରେ ପ୍ରେକ୍ଷାଳୟକୁ ଆସିବ ‘ନାଗଜିଲା: ନାଗ ଲୋକ କା ପହଲା କାଣ୍ଡ’
ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତା କାର୍ତ୍ତିକ ଆର୍ୟନ୍‌ ଶେଷ ଥର ପାଇଁ ‘ଭୁଲଭୁଲୈୟା ୩’ରେ ଦେଖାଯାଇଥିଲେ। ଏହା ଗତବର୍ଷ ଦୀପାବଳିରେ ରିଲିଜ୍‌ ହୋଇଥିଲା। ସେବେଠୁ କାର୍ତ୍ତିକ୍‌ଙ୍କ ପ୍ରଶଂସକମାନେ ତାଙ୍କ ଆଗାମୀ ଫିଲ୍ମକୁ ଅପେକ୍ଷା କରିଛନ୍ତି। ଇତିମଧ୍ୟରେ ତାଙ୍କ ଆଗାମୀ ଫିଲ୍ମ ‘ନାଗଜିଲା: ନାଗ ଲୋକ କା ପହଲା କାଣ୍ଡ’କୁ ନେଇ ଖବର ଆସିଛି। ଫିଲ୍ମ ନିର୍ମାତା ଏବେ ଏହାର ରିଲିଜ୍ ତାରିଖରୁ ପରଦା ହଟାଇଛନ୍ତି। ଫିଲ୍ମଟି ଆସନ୍ତାବର୍ଷ ନାଗପଞ୍ଚମୀ ଅର୍ଥାତ୍ ଅଗଷ୍ଟ ୧୪ରେ ପ୍ରେକ୍ଷାଳୟକୁ ଆସିବ। ଏହାର ପ୍ରଯୋଜନା ଦାୟିତ୍ବରେ ଧର୍ମା ପ୍ରଡକ୍ସନ ରହିଛି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ମୃଗଦୀପ ସିଂହ ଲାମ୍ବା। ଏହି ସିନେମାରେ କାର୍ତ୍ତିକ ଇଚ୍ଛାଧାରୀ ନାଗ ପ୍ରିୟବନ୍ଦେଶ୍ବର ପ୍ୟାରେ ଚନ୍ଦ ଭୂମିକାରେ ଅଭିନୟ କରିବେ। କାର୍ତ୍ତିକ୍‌ ‘ନାଗଜିଲା’ ବ୍ୟତୀତ ଅନନ୍ୟା ପାଣ୍ଡେଙ୍କ ସହ ‘ତୁ ମେରି ମେ ତେରା ମେ ତେରା ତୁ ମେରି’ ଓ ଶ୍ରୀଲୀଲାଙ୍କ ସହ ଏକ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ।